Posted inଜାତୀୟ

ଭାରତକୁ ବଦନାମ କରିବା ଲାଗି ପାକିସ୍ତାନର ଷଡ଼ଯନ୍ତ୍ର, ସୋସିଆଲ ମିଡ଼ିଆର ଅପବ୍ୟବହାର…

ନୂଆଦିଲ୍ଲୀ, ୧୨।୬ : ମହାପୁରୁଷ ମହମ୍ମଦଙ୍କ ଉପରେ ବିବାଦୀୟ ମନ୍ତବ୍ୟ ବିରୋଧରେ ଚାଲିଥିବା ପ୍ରଦର୍ଶନକୁ ନେଇ ପାକିସ୍ତାନ ଭାରତକୁ ବଦନାମ କରିବର ଷଡ଼ଯନ୍ତ୍ର ରଚିଛି। ବିବାଦ ପରେ ପାକିସ୍ତାନ ସୋସିଆଲ ମିଡିଆ ବ୍ୟବହାର କରି ଭାରତକୁ ବଦନାମ କରୁଛି।

ଡିଜିଟାଲ ଫରେନସିକ ରିସର୍ଚ୍ଚ ଆଣ୍ଡ ଆନାଲିଟିକ୍ସ ସେଣ୍ଟରର ଏକ ରିପୋର୍ଟ ଅନୁଯାୟୀ, ବିବାଦ ସହ ଜଡିତ ଅଧିକାଂଶ ଟୁଇଟ ସମ୍ପୃକ୍ତ ହ୍ୟାସଟ୍ୟାଗ ସହିତ ପୋଷ୍ଟ କରାଯାଇଥିଲା। ଏସବୁ ମୁଖ୍ୟତଃ ପାକିସ୍ତାନରୁ ଆସିଥିଲା। ଏହି ରିପୋର୍ଟରେ୬୦ ହଜାରରୁ ଅଧିକ ୟୁଜରଙ୍କର ବିଶ୍ଳେଷଣ କରାଯାଇଥିଲା।

ଜଣାପଡ଼ିଥିଲା ଯେ, ଅଧିକାଂଶ ଅଣ-ଯାଞ୍ଚକାରୀ ୟୁଜର, ଯେଉଁମାନେ ପ୍ରାସଙ୍ଗିକ ହ୍ୟାସଟ୍ୟାଗ ସହିତ ପୋଷ୍ଟ କରୁଥିଲେ। ବିଭିନ୍ନ ଦେଶରୁ ୬୦ ହଜାରରୁ ଅଧିକ ଯାଞ୍ଚ ହୋଇନଥିବା ଆକାଉଣ୍ଟ ଥିଲା। ବଡ କଥା ହେଉଛି ସମ୍ପୃକ୍ତ ହ୍ୟାସଟ୍ୟାଗ ସହିତ ପୋଷ୍ଟରେ ପାକିସ୍ତାନର ୭୧୦୦ ରୁ ଅଧିକ ଅଜଣା ଲୋକ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବଢୁଥିବା ପେଟ୍ରୋଲ-ଡିଜେଲ ଦର ଉପରେ ନିର୍ମଳା ସୀତାରାମନ୍‌ଙ୍କ ବଡ଼ ବୟାନ, କହିଲେ ଆଗକୁ…

ନୂଆଦିଲ୍ଲୀ, ୨୫।୫: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ସୋମବାର କହିଛନ୍ତି ଯେ ପେଟ୍ରୋଲ ଏବଂ ଡିଜେଲ ଉପରେ ଉତ୍ପାଦ ଶୁଳ୍କ ହ୍ରାସ କରିବା ଦ୍ୱାରା ପ୍ରାୟ ୧…

ପ୍ରଶାସନର ଅବହେଳା, ଭତ୍ତା ପାଇଁ ୮୨ ବର୍ଷର ବୃଦ୍ଧା ମା’କୁ ଭାରରେ ବୋହିଲେ ପୁଅ

ବନ୍ତ,୨୫।୫(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ବ୍ଲକ ରାମଚନ୍ଦ୍ରପୁର ପଞ୍ଚାୟତ ସମ୍ମୁଖରେ ସୋମବାର ମଧ୍ୟାହ୍ନରେ ଗଣଧାରଣାର ତୃତୀୟ ଦିନରେ ଏକ ଚକିତ ଘଟଣା ଦେଖିବାକୁ ମିଳିଛି…

କାଳବୈଶାଖୀର କରାଳ ରୂପ: ଭାଙ୍ଗିଗଲା ଧନୁଯାତ୍ରା ତୋରଣ, ପାଣିରେ ମିଶିଲା ଲକ୍ଷ ଲକ୍ଷ ଟଙ୍କା

ବରଗଡ଼,୨୫।୫(ପ୍ରେମାନନ୍ଦ ଖମାରୀ):ବରଗଡ଼ରେ ସୋମବାର ଅପରାହ୍ନ ପ୍ରାୟ ୩ଟାରେ କାଳବୈଶାଖୀ ପ୍ରଭାବରେ ଝଡବତାସ ହୋଇଥିଲା। ଏହାର ପ୍ରଭାବରେ ବରଗଡ଼ ସହର ଥାନା ଛକରେ ଲକ୍ଷଲକ୍ଷ ଟଙ୍କା ବ୍ୟୟରେ ନିର୍ମିତ…

ଘାତକ ଭୂତାଣୁ ଇବୋଲା

ଆମମାନଙ୍କୁ ଅନେକ ପ୍ରକାର ସଂକ୍ରମଣ ହୋଇଥାଏ। କେତେକ ସାମାନ୍ୟ କ୍ଷତିକାରକ ହୋଇଥିବା ବେଳେ ଆଉ କେତେକ ଗୁରୁତର ଓ ଅତ୍ୟନ୍ତ ଗୁରୁତର ହୋଇଥାଆନ୍ତି। ଜୀବାଣୁ, ପରଜୀବୀ, ଫଙ୍ଗସ୍‌,…

ଧୂମଧାମ୍‌ରେ ଚାଲିଛି ମା’ ରାମାୟାଣାମ୍ମା ଠାକୁରାଣୀ ଯାତ୍ରା: ବିରାଟ ପଟୁଆରରେ…

ଛତ୍ରପୁର,୨୫।୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ସହରର ଆରାଧ୍ୟ ଦେବୀ ମା’ ରାମାୟାଣାମ୍ମା ଠାକୁରାଣୀ ଯାତ୍ରା ଚଳିତ ବର୍ଷ ବ ଧୂମଧାମରେ ଚାଲିଛି l ସହରରେ ଆଧ୍ୟାତ୍ମିକ…

ଆହୁରି ପ୍ରଚଣ୍ଡ ହେବ ତାତି, ଏହି ୩ ଜିଲାକୁ ରେଡ୍ ଓ୍ବାର୍ନିଂ ଜାରି

ଭୁବନେଶ୍ବର,୨୫।୫: ରାଜ୍ୟରେ କିଛିଦିନ ହେବ ପ୍ରଚଣ୍ଡ ତାତି ଜାରି ରହିଛି । ତେବେ ଆଗକୁ ଆହୁରି ତାତି ବଢିବା ନେଇ ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ…

ଏଙ୍ଗ୍‌ଜାଇଟିର ଲକ୍ଷଣ ଓ ଉପଚାର

ଆମ ସମସ୍ତଙ୍କର ମନ ବେଳେବେଳେ ବ୍ୟସ୍ତ, ବିବ୍ରତ, ବିଚଳିତ ଓ ଅସ୍ଥିର ରହିଥାଏ। ଏହା ମୁଖ୍ୟତଃ କେତେକ କଠିନ ଓ ଚିନ୍ତାଜନକ ପରିସ୍ଥିତିରେ ଦେଖାଯାଇଥାଏ। ଯେତେବେଳେ ପରିସ୍ଥିତି…

ପୋଖରୀ ପୁନରୁଦ୍ଧାର ଦାବି: ପଞ୍ଚାୟତ ଅଫିସରେ ସରପଞ୍ଚଙ୍କୁ ତାଲା ମାରିଲେ ମହିଳା

ଭେଡ଼େନ,୨୫।୫ (ହୃଷିକେଶ ଖମାରୀ): ଦିନକୁ ଦିନ ତାପମାତ୍ରା ବଢ଼ି ଚାଲିଥିବା ବେଳେ ଲୋକେ ଗାଧୋଇବା ଓ ପାନୀୟ ଜଳ ପାଇଁ ଡହଳ ବିକଳ ହେଉଛନ୍ତି । ବରଗଡ଼…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri