ମୋଦିଙ୍କୁ ସୈତାନ କହିଲେ ପାକିସ୍ତାନର ପୂର୍ବତନ କ୍ରିକେଟର୍‌

ଇସଲାମାବାଦ୍‌,୬।୩: ପାକିସ୍ତାନ ଏକ ଭୟଙ୍କର ଅର୍ଥନୈତିକ ସଙ୍କଟ ଦେଇ ଗତି କରୁଛି ଏବଂ ଲୋକଙ୍କ ପାଖରେ ଖାଇବାକୁ ମଧ୍ୟ ଟଙ୍କା ନାହିଁ। ଶେହଓ୍ବାଜ୍‌ ସରକାର ଋଣ ପାଇଁ ଅନ୍ୟ ଦେଶମାନଙ୍କ ନିକଟରେ ନିବେଦନ କରୁଛନ୍ତି। ଦୁର୍ଭାଗ୍ୟବଶତଃ, ଅର୍ଥନୈତିକ ଦୁଃଖ ମଧ୍ୟରେ ମଧ୍ୟ ପାକିସ୍ତାନର ଲୋକମାନେ ଭାରତ ବିରୋଧରେ ବିଷ ବିସ୍ତାର କରିବାରେ ଆଦୌ ପଛାଉ ନାହାନ୍ତି। ପାକିସ୍ତାନ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ସୟଦ ଅନୱାର ମୋଦିଙ୍କ ଉପରେ ବିଷ ଓଗାଳିଛନ୍ତି। ଏପରିକି ମୋଦିଙ୍କୁ ସୈତାନ ଆଖ୍ୟା ଦେଇଛନ୍ତି।
ଆଜାନ ସମୟରେ ପ୍ରଧାନମନ୍ତ୍ରୀ ମୋଦି ଅନେକ ଥର ତାଙ୍କ ଭାଷଣ ବନ୍ଦ କରୁଥିବା ଦେଖିବାକୁ ମିଳିଛି। ଗତ ବର୍ଷ ଅକ୍ଟୋବରରେ ଭାରତର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଜମ୍ମୁ କଶ୍ମୀରର ବାରାମୁଳାରେ ଆଜାନ ସମୟରେ ତାଙ୍କ ଭାଷଣ ବନ୍ଦ କରିଦେଇଥିଲେ। ସେ ସମ୍ପୂର୍ଣ୍ଣ ଉତ୍ସାହର ସହିତ ଲୋକଙ୍କୁ ସମ୍ବୋଧିତ କରୁଥିଲେ। ଏହି ସମୟରେ ସେ ଜାଣିବାକୁ ପାଇଲେ ଯେ ଆଜାନ ନିକଟସ୍ଥ ମସଜିଦରେ ଆରମ୍ଭ ହୋଇଛି ଏବଂ ତା’ପରେ ସେ କିଛି ସମୟ ପାଇଁ ତାଙ୍କ ଭାଷଣ ବନ୍ଦ କରିଦେଇଥିଲେ।
ଅନୱାର କହିଛନ୍ତି, ଆପଣ ଆଜାନ ପାଇଁ କେତେଥର ନିଜ ଭାଷଣ ବନ୍ଦ କରନ୍ତି ତାହା ଗୁରୁତ୍ୱପୂର୍ଣ୍ଣ ନୁହେଁ, ଆପଣ ସେହି ସୈତାନ ହିନ୍ଦୁ ହୋଇ ରହିବେ। ଅନଓ୍ବରଙ୍କ ଏହି ଭିଡିଓ ଟୁଇଟର୍‌ରେ ଭାଇରାଲ ହେବାରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିପଦରେ ୧୦୦ କୋଟିରୁ ଅଧିକ ଆଣ୍ଡ୍ରଏଡ୍ ଫୋନ୍; ହ୍ୟାକିଂ ଆଶଙ୍କାରେ ଗୁଗଲ୍ ଦେଲା ଚେତାବନୀ

ନୂଆଦିଲ୍ଲୀ,୮ା୨: ଯଦି ଆପଣ ଏକ ପୁରୁଣା ଆଣ୍ଡ୍ରଏଡ୍ ସ୍ମାର୍ଟଫୋନ୍ ବ୍ୟବହାର କରୁଛନ୍ତି, ତେବେ ସାବଧାନ ହୋଇଯାଆନ୍ତୁ। ଗୁଗଲ ରିପୋର୍ଟ ଅନୁଯାୟୀ, ବିଶ୍ୱର ପ୍ରାୟ ୧୦୦ କୋଟିରୁ ଅଧିକ…

ରାତିରେ ପ୍ରେମିକଙ୍କ ସହ ଯୁବତୀଙ୍କୁ ଦେଖିଦେଲେ ଗ୍ରାମବାସୀ, ମାଡ଼ ମାରି କଲେ ଭିଡିଓ ଭାଇରାଲ…ଲୋକଲଜ୍ଜା ସହି ନ ପାରି…

ବେତିଆ,୮।୨: ବିହାରର ପଶ୍ଚିମ ଚମ୍ପାରଣ ଜିଲାର ଶିକାରପୁର ଥାନା ଅଞ୍ଚଳର ଏକ ଗାଁରୁ ଏକ ଚକିତ କଲାଭଳି ଘଟଣା ଘଟିଛି। ପ୍ରେମରେ ପଡ଼ିଥିବା ଜଣେ ଯୁବତୀ ମାନସିକ…

‘କ୍ରିକେଟ ପାଗଳ’: ବିନା ଭାରତ ମ୍ୟାଚ୍‌ରେ ବି ଷ୍ଟାଡିୟମ୍ ଫୁଲ୍

ଚେନ୍ନାଇ,୮ା୨: ଭାରତୀୟମାନେ ହେଉଛନ୍ତି କ୍ରିକେଟ ପ୍ରେମୀ। ଯାହା ଏବେ ପୁଣିଥରେ ଟି-୨୦ ବିଶ୍ୱକପରେ ପ୍ରମାଣିତ ହୋଇଛି। ଚାଲିଥିବା ଟି-୨୦ ବିଶ୍ୱକପ୍‌କୁ ନେଇ ଉଠୁଥିବା ସମସ୍ତ ଆଶଙ୍କାକୁ ଭୁଲ୍…

୧୩ ବରିଷ୍ଠ ରାଜସ୍ବ ସହାୟକଙ୍କୁ ସେକ୍ସନ ଅଫିସର ପଦବୀକୁ ପଦୋନ୍ନତି

କୋରାପୁଟ,୮ା୨(ଅମିତାଭ ବେହେରା): କୋରାପୁଟ ଜିଲାର ବିଭିନ୍ନ ବିଭାଗରେ କାର୍ଯ୍ୟ କରୁଥିବା ବରିଷ୍ଠ ରାଜସ୍ବ ସହାୟକଙ୍କ ମଧ୍ୟରୁ ୧୩ ଜଣଙ୍କୁ ଜିଲାପାଳ ମନୋଜ ସତ୍ୟବାନ ମହାଜନ ସେକ୍ସନ ଅଫିସର…

ଜାମ୍ମୁ-କାଶ୍ମୀର ବଜେଟକୁ ସମାଲୋଚନା କଲେ ଭାଜପା ବିଧାୟିକା; ଶାସକ ଦଳର ବିଧାୟକ କଲେ ପ୍ରଶଂସା

ଶ୍ରୀନଗର,୮ା୨: ଜାମ୍ମୁ-କାଶ୍ମୀର ବିଧାନସଭାରେ ଦେଖିବାକୁ ମିଳିଛି ଏକ ବିରଳ ଦୃଶ୍ୟ। ଭାଜପା ବିଧାୟିକା ଦେବୟାନୀ ରାଣା ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲାଙ୍କ ବଜେଟକୁ କଡ଼ା ସମାଲୋଚନା କରିଥିଲେ। ଯାହାକୁ…

ଶିକ୍ଷକ କର୍ମଶାଳା ପାଲଟିଲା ରଣାଙ୍ଗନ: ପ୍ରଧାନଶିକ୍ଷକଙ୍କ ଉନ୍ମତ୍ତ କାଣ୍ଡ, ଅଶ୍ଳୀଳ ଭାଷା କହି…

ପରଜଙ୍ଗ,୮ା୨(ନିଗମାନନ୍ଦ ଦଳବେହେରା): ବିଦ୍ୟାଳୟରେ ଚାଲିଥିଲା ପାଞ୍ଚଦିନିଆ ଶିକ୍ଷକ କର୍ମଶାଳା। ଭାଗ ନେଇଥିଲେ ୫୦ରୁ ଊର୍ଦ୍ଧ୍ୱ ଶିକ୍ଷକ ଓ ଶିକ୍ଷୟିତ୍ରୀ। କିନ୍ତୁ ହଠାତ୍‌ କର୍ମଶାଳା ପାଲଟିଲା ରଣାଙ୍ଗନ। ନିଶାସକ୍ତ…

ପ୍ରେମିକାର ନିର୍ବନ୍ଧ ଖବର ଶୁଣି ବଡିବିଲ୍ଡରଙ୍କ ଆତ୍ମହତ୍ୟା

ବେଙ୍ଗାଲୁରୁ,୮।୨: ପ୍ରେମିକାର ଅନ୍ୟତ୍ର ବିବାହ ଖବର ଶୁଣି ସହିପାରିଲେନି ବଡି ବିଲ୍ଡର ପ୍ରେମିକ। ମାତ୍ର ୨୬ ବର୍ଷ ବୟସରେ କରିଦେଲେ ଆତ୍ମହତ୍ୟା। ମୃତ ଯୁବକଙ୍କ ନାମ କିରଣ…

ରୋଗୀଙ୍କୁ ଚିକିତ୍ସା ପାଇଁ ନେଉଥିଲେ ବିଶାଖାପାଟଣା, ବାଟରେ ଘଟିଲା ବଡ଼ ଅଘଟଣ, ଚାଲିଗଲା ୨ ଜୀବନ

ପାତ୍ରପୁର/ଚିକିଟି,୮ା୨(ଉମାଚରଣ ନେପାକ/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବ୍ଲକ ଅନ୍ତର୍ଗତ ପାତିସୁନପୁର ଗ୍ରାମର ଗୋଟିଏ ପରିବାରର ୬ ଜଣ ବିଶାଖାପାଟଣା ଯାଉଥିବା ବେଳେ ରବିବାର ଅପରାହ୍ନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri