Posted inଖେଳ

୬ ଓ୍ବିକେଟରେ ପାକିସ୍ତାନର ସଂଘର୍ଷମୟ ବିଜୟ…

ହାଇଦ୍ରାବାଦ,୧୦।୧୦ : ବିଶ୍ୱକପ କ୍ରିକେଟ ୨୦୨୩ର ହାଇଦ୍ରାବାଦର ରାଜୀବଗାନ୍ଧୀ ଇଣ୍ଟରନ୍ୟାଶନାଲ ଷ୍ଟାଡିୟମରେ ଖେଳାଯାଉଥିବା ଅଷ୍ଟମ ମ୍ୟାଚରେ ପାକିସ୍ତାନ ସଂଘର୍ଷମୟ ବିଜୟ ହାସଲ କରିଛି। ଧାର୍ଯ୍ୟ ରନର ପିଛା କରି ପାକିସ୍ତାନ ୪୮.୨ଓଭରରେ ୪ ଓ୍ବିକଟରେ ୨୪୮ରନ କରିଛି।

ପାକିସ୍ତାନ ପକ୍ଷରୁ ଅବଦୁଲା ସଫିକ ୧୧୩ ରନ କରିଥିବାବେଳେ ମହମ୍ମଦ ରିଜଓ୍ବାନ ଅପରାଜିତ ୧୩୪ ରନ କରିଥିଲେ।

ମ୍ୟାଚରେ ଶ୍ରୀଲଙ୍କା ଅଧିନାୟକ ଦାଶୁନ ଶାନାକ ଟସ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିଲେ। ପାକିସ୍ତାନ ଦଳ ଅଧିନାୟକ ବାବର ଆଜମଙ୍କ ନେତୃତ୍ୱରେ ବୋଲିଂ ଆରମ୍ଭ କରିଥିଲା। ଶ୍ରୀଲଙ୍କା ଦଳ ୫୦ ଓଭରରେ ୯ ଓ୍ବିକେଟ ହରାଇ ୩୪୪ରନ କରିଥିଲା। ଫଳରେ ପାକିସ୍ତାନ ପାଇଁ ବିଜୟ ଲକ୍ଷ୍ୟ ୩୪୫ରନ ରହିଥିଲା।

ଶ୍ରୀଲଙ୍କା ପକ୍ଷରୁ ପାଥୁମ ନିଶାଙ୍କା ୫୧ ରନ କରିଥିବାବେଳେ କୁଶଳ ମେଣ୍ଡିସ ୧୨୨ ରନ, ସାଦେରା ସମରବିକ୍ରମା ୧୦୮, ଧନଞ୍ଜୟ ଡି ସିଲଭା ୨୫ ରନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଇରାନ ଯୁଦ୍ଧରେ ରୁଷିଆର ଏଣ୍ଟ୍ରି? ଟ୍ରମ୍ପଙ୍କ ହଜିଲା ନିଦ, ଭୟଙ୍କର ହୋଇପାରେ…

ନୂଆଦିଲ୍ଲୀ/ତେହେରାନ, ୨୬।୩: ପଶ୍ଚିମ ଏସିଆରେ ଜାରି ରହିଥିବା ଯୁଦ୍ଧ ମଧ୍ୟରେ ରୁଷିଆ ଏବଂ ଇରାନର ବଢୁଥିବା ନିକଟତରତା ବିଶ୍ୱ ପାଇଁ ଚିନ୍ତାର କାରଣ ପାଲଟିଛି। ପଶ୍ଚିମା ଗୋଇନ୍ଦା…

ବସଷ୍ଟାଣ୍ଡରେ OSRTC ବସ୍‌ରେ ଲାଗିଲା ନିଆଁ: ଜୀବନ ବଞ୍ଚାଇବାକୁ କିଏ ଝରକା ପଟେ ଡେଇଁଲେ ତ କିଏ… VIDEO 

କୋରାପୁଟ, ୨୬।୩ (ଅମିତାଭ ବେହେରା): କୋରାପୁଟ ବସଷ୍ଟାଣ୍ଡରେ ଏକ ବଡ଼ ଧରଣର ଅଘଟଣ ଟଳିଯାଇଛି। ଗୁରୁବାର ସଂନ୍ଧ୍ୟାରେ ଏକ ସରକାରୀ (OSRTC) ବସ୍‌ରେ ହଠାତ ନିଆଁ ଲାଗିଯିବା…

ଏମିତି ପ୍ରଶ୍ନରେ ରାଗିଗଲେ ଶୁବମନ ଗିଲ, T20 ଟିମରୁ…

ନୂଆଦିଲ୍ଲୀ,୨୬।୩: ଭାରତୀୟ ଦିନିକିଆ ଏବଂ ଟେଷ୍ଟ ଅଧିନାୟକ ଶୁବମନ ଗିଲ ଗୁରୁବାର କହିଛନ୍ତି ଯେ ୨୦୨୬ ଟି୨୦ ବିଶ୍ୱକପ ପୂର୍ବରୁ ଭାରତୀୟ ଦଳରୁ ବାଦ ପଡ଼ିବା ପରେ…

ଚକ୍‌ମା ଦେଉଛନ୍ତି ଟ୍ରମ୍ପ! ପୁଣି ଓଲଟିଲେ, କହିଲେ ‘ଡିଲ ପାଇଁ ଭିକ୍ଷା କରୁଥିଲା ଇରାନ, ମୁଁ ନୁହେଁ’, ସାରା ବିଶ୍ୱ ଆଶ୍ଚର୍ଯ୍ୟ

ଓ୍ବାଶିଂଟନ,୨୬।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ଇରାନ ସହିତ ଶାନ୍ତି ଚୁକ୍ତିର ସମ୍ଭାବନା ଉପରେ ସନ୍ଦେହ ପ୍ରକାଶ କରି କହିଛନ୍ତି ଯେ ଇରାନ ଯୁଦ୍ଧ…

ଗଜପତିରେ ଗଞ୍ଜେଇ କାରବାର ଉପରେ ପୋଲିସର ଶକ୍ତ ପ୍ରହାର: ୪.୦୬ ଟନ୍‌ର ଗଞ୍ଜେଇ ଜବତ, ମୂଲ୍ୟ…

ପାରଳାଖେମୁଣ୍ଡି/ମୋହନା, ୨୬।୩ (ଗିରିଧାରୀ ପରିଚ୍ଛା/ମନ୍ମଥ ମିଶ୍ର): ଗଜପତି ଜିଲାରେ ଅବାଧ ଗଞ୍ଜେଇ ଚାଷ ଓ ଚାଲାଣକୁ ରୋକିବା ପାଇଁ ପୋଲିସ ପ୍ରଶାସନ ପକ୍ଷରୁ ଚଢାଉକୁ ଜୋରଦାର କରାଯାଇଛି।…

West Asia Conflict: ‘ପରିସ୍ଥିତି କରୋନା ପରି ହେବାକୁ ଯାଉଛି’ – ଯୁଦ୍ଧ ଲଢୁଥିବା ଦେଶଗୁଡ଼ିକ ଏହାର ପ୍ରଭାବକୁ ଅନୁଭବ କରୁନାହାଁନ୍ତି

ମସ୍କୋ,୨୬।୩: ରୁଷିଆ ରାଷ୍ଟ୍ରପତି ପୁଟିନ ପଶ୍ଚିମ ଏସିଆରେ ଚାଲିଥିବା ଯୁଦ୍ଧ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଦେଇଛନ୍ତି। ସେ କହିଛନ୍ତି ଯେ ଏହି ସଂଘର୍ଷର ପ୍ରଭାବ ପୂର୍ବାନୁମାନ…

ଦୁଃସାହସ! ଯୁଦ୍ଧ ଭିତରେ ଟ୍ରମ୍ପଙ୍କ ଭାଷା କହିଲାଣି ପାକିସ୍ତାନ! ଇସାକ ଦାରଙ୍କ ବୟାନକୁ ନେଇ ନିଆଁବାଣ ଇରାନ

ଇସଲାମାବାଦ,୨୬।୩: ପାକିସ୍ତାନର ବୈଦେଶିକ ମନ୍ତ୍ରୀ ଇସାକ ଦାର ଗୁରୁବାର (୨୬ ମାର୍ଚ୍ଚ, ୨୦୨୬) କହିଛନ୍ତି ଯେ ଆମେରିକା ଏବଂ ଇରାନ ମଧ୍ୟରେ ପରୋକ୍ଷ ଶାନ୍ତି ଆଲୋଚନା ଚାଲିଛି।…

ପଟ୍ଟାମୁଣ୍ଡାଇରେ ଚାଞ୍ଚଲ୍ୟ: କଳିଙ୍ଗାଘାଟ ନଦୀପଠାରୁ ଅଖାରେ ଭର୍ତ୍ତି ମଣିଷ କଙ୍କାଳ ଉଦ୍ଧାର, ହତ୍ୟା କରି ଫିଙ୍ଗି ଦେଇଥିବା ସନ୍ଦେହ…

ପଟ୍ଟାମୁଣ୍ଡାଇ,୨୬।୩(କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ଗୁଣୁପୁର କଳିଙ୍ଗାଘାଟ ନଦୀପଠାରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ନଦୀପଠାରୁ ମଣିଷ ଖପୁରୀ ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri