ପାକିସ୍ତାନରେ ଆଣବିକ ଅସ୍ତ୍ରଶସ୍ତ୍ର ଭାରତଠାରୁ ଅଧିକ ସୁରକ୍ଷିତ…

ଓ୍ବାଶିଂଟନ,୨୩।୭ : ଆମେରିକାର ସଂଗଠନ ନ୍ୟୁକ୍ଲିୟର ଥ୍ରେଟ ଇନିସିଏଟିଭ ଦାବି କରିଛି ପାକିସ୍ତାନରେ ଆଣବିକ ଅସ୍ତ୍ରଶସ୍ତ୍ର ଭାରତ ଅପେକ୍ଷା ଅଧିକ ସୁରକ୍ଷିତ। ବାର୍ଷିକ ର଼୍ୟାଙ୍କିଙ୍ଗ ପ୍ରକାଶ କରି ସଂଗଠନ କହିଛି ଗତ ଦଶନ୍ଧି ମଧ୍ୟରେ ପ୍ରଥମ ଥର ପାଇଁ ବିଶ୍ୱରେ ଆଣବିକ ସୁରକ୍ଷା ଆଶଙ୍କା ବୃଦ୍ଧି ପାଇଛି।

ପରମାଣୁ ସାମଗ୍ରୀ ଏବଂ ଅସ୍ତ୍ରଶସ୍ତ୍ର ଚୋରି ବିରୋଧରେ ସୁରକ୍ଷା ଦୃଷ୍ଟିରୁ ଅଷ୍ଟ୍ରେଲିଆକୁ ତାଲିକାର ଶୀର୍ଷରେ ରଖାଯାଇଛି। ଏହି ତାଲିକାରେ ଆମେରିକା ଏକାଦଶ, ଚାଇନା ଦ୍ୱାଦଶ, ପାକିସ୍ଥାନ ୧୯ତମ ଏବଂ ଭାରତ ୨୦ ତମ ସ୍ଥାନରେ ରହିଛି। ତାଲିକାର ଶେଷରେ ଉତ୍ତର କୋରିଆକୁ ୨୨ତମ ସ୍ଥାନରେ ରଖାଯାଇଛି ।

ସ୍ବିଡେନର ଥିଙ୍କ ଟ୍ୟାଙ୍କର ଏକ ରିପୋର୍ଟ ଅନୁଯାୟୀ, ବିଶ୍ୱରେ ମୋଟ ୧୨,୫୧୨ ପରମାଣୁ ଅସ୍ତ୍ରଶସ୍ତ୍ର ରହିଛି। ସେଥିମଧ୍ୟରୁ ୯,୫୭୬ ଆକ୍ରମଣ ପାଇଁ ପ୍ରସ୍ତୁତ ରହିଛି। ଚାଇନା ନିଜର ଅସ୍ତ୍ରଶସ୍ତ୍ରର ଷ୍ଟକ ବୃଦ୍ଧି କରିଛି। ଏହା ବ୍ୟତୀତ ବିଶ୍ୱର ୯୦ ପ୍ରତିଶତ ଆଣବିକ ଅସ୍ତ୍ର ରୁଷିଆ, ଆମେରିକା ପାଖରେ ଅଛି। ରୁଷିଆ ପାଖରେ ୪,୪୮୯ ଆଣବିକ ଅସ୍ତ୍ରଶସ୍ତ୍ର ଅଛି।


Enter your email to get our daily news in your inbox.

All Right Reserved By Dharitri.Com

ଫ୍ଲାଟ୍ ଲୋଭରେ ଭଉଣୀଙ୍କୁ ଖଣ୍ଡଖଣ୍ଡ କଲେ ଭାଇ, ଶବକୁ ଟଏଲେଟ୍‌ରେ ଫ୍ଲଶ୍ କରିବା ବେଳେ….

ମସ୍କୋ,୨୬।୬: ମସ୍କୋରୁ ଏକ ଛାତିଥରା ଘଟଣା ସାମ୍ନାକୁ ଆସିଛି । ତିନି କୋଠରୀ ବିଶିଷ୍ଟ ଫ୍ଲାଟ ପାଇବା ପାଇଁ ଜଣେ ଭାଇ ଭଗାରି ପାଲଟିଗଲେ। ପ୍ରଥମେ, ସେ…

କେସିଙ୍ଗା ଷ୍ଟେଶନ ପରିଦର୍ଶନ କଲେ ଜେନେରାଲ ମ୍ୟାନେଜର

କେସିଙ୍ଗା,୨୬।୬.(ତୁମେଶ୍ୱର ସାହୁ): ସମ୍ବଲପୁର ରେଳ ଡିଭିଜନ ଅନ୍ତର୍ଗତ କେସିଙ୍ଗା ରେଳ ଷ୍ଟେଶନକୁ ଜେନେରାଲ ମ୍ୟାନେଜର ପରମେଶ୍ବର ଫୁଙ୍କାୱାଲଙ୍କ ସମେତ ଡି ଆରଏମ ସୁବାସ ଚନ୍ଦ୍ର ଚୌଧୁରୀ ଏବଂ…

ନୂଆପଡ଼ା ମୁଖ୍ୟ ଚିକିତ୍ସାଳୟରେ ବିରଳ ଅସ୍ତ୍ରୋପଚାର: ଯୁବକଙ୍କୁ ନୂଆ ଜୀବନ ଦେଲେ ଡାକ୍ତର

ନୂଆପଡ଼ା,୨୬/୬(ମକାରୁ ବେମାଲ): ସୀମିତ ସମ୍ବଳ କିନ୍ତୁ ଅସୀମ ସାହସ ଓ ଅସାଧାରଣ ଦକ୍ଷତା । ପୁଣିଥରେ ନିଜର ଚମତ୍କାରିତା ଦେଖାଇଛନ୍ତି ନୂଆପଡ଼ା ଜିଲା ମୁଖ୍ୟ ଚିକିତ୍ସାଳୟର ଅଭିଜ୍ଞ…

ବବି ଦାସଙ୍କୁ ଭେଟିଲେ ସୁଜାତା ପାଣ୍ଡିଆନ: ରାଜ୍ୟ ରାଜନୀତି ସରଗରମ

ଭୁବନେଶ୍ୱର,୨୬।୬: ପୂର୍ବତନ ଆଇଏଏସ୍‌ ଅଫିସର ତଥା କାର୍ତ୍ତିକ ପାଣ୍ଡିଆନଙ୍କ ସ୍ତ୍ରୀ ସୁଜାତା ପାଣ୍ଡିଆନ ବିଜେଡିରେ ସାମିଲ ହେବାପରେ ରାଜ୍ୟ ରାଜନୀତି ସରଗରମ ହୋଇପଡ଼ିଛି। ଆଗକୁ ସେ କୁଆଡେ…

ଭେନେଜୁଏଲା ଭୂକମ୍ପର ଭଗ୍ନାବଶେଷ ଭିତରୁ ଖୋଜା ଚାଲିଛି ଜୀବନ, ଛାତି ଥରାଇ ଦେଉଛି ଶିଶୁଙ୍କ ସହ ନିର୍ବାକ ଜୀବଙ୍କ ଫଟୋ

କାରାକାସ୍‌,୨୬।୬: ଭେନେଜୁଏଲାରେ ଭୂମିକମ୍ପ ପରେ ଅତି କମରେ ୨୩୫ ଜଣଙ୍କ ମୃତ୍ୟୁ ଘଟିଛି ଏବଂ ୪,୩୦୦ ରୁ ଅଧିକ ଲୋକ ଆହତ ହୋଇଛନ୍ତି, ଯେତେବେଳେ ହଜାର ହଜାର…

Ketan Murder Case: କେତନଙ୍କ ମୁଣ୍ଡରେ କେଶ ନ ଥିଲା ସେଥିପାଇଁ ସିୟା ତାଙ୍କୁ ହତ୍ୟା କଲେ!

ପୁଣେ,୨୬।୬: ପୁନେର ବ୍ୟବସାୟୀ କେତନ ଅଗ୍ରୱାଲଙ୍କ ଲୋହାଗଡ ଫୋର୍ଟରେ ହତ୍ୟା ମାମଲାରେ ନୂତନ ତଥ୍ୟ ଆସିବାରେ ଲାଗିଛି। ହତ୍ୟାର ଅଭିଯୁକ୍ତ ଭାବି ପତ୍ନୀ ସିୟା ଗୋଏଲ ଏବେ…

ବହି ତ୍ରୁଟି ପଛରେ ରହିଛି ବଡ଼ ଷଡ଼ଯନ୍ତ୍ର, ନିଆଯିବ କଠୋର କାର୍ଯ୍ୟାନୁଷ୍ଠାନ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୬।୬: ଓଡ଼ିଆ ପାଠ୍ୟ ପୁସ୍ତକରେ ବ୍ୟାପକ ତ୍ରୁଟି ପ୍ରସଙ୍ଗକୁ ନେଇ ବଡ଼ ମନ୍ତବ୍ୟ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ସେ କହିଛନ୍ତି, ତ୍ରୁଟି ପଛରେ ବଡ଼ ଷଡ଼ଯନ୍ତ୍ର…

ଆମେରିକା- ଇରାନ ମଧ୍ୟରେ ପୁଣି ହେବ ଯୁଦ୍ଧ? ହର୍ମୁଜରେ ୧୦ ଲକ୍ଷ ସୈନ୍ୟ ମୁତୟନ କରିବାକୁ ପ୍ରସ୍ତୁତ ଇରାନ

ତେହରାନ,୨୬।୬: ଆମେରିକା ଏବଂ ଇରାନ ମଧ୍ୟରେ ଉତ୍ତେଜନା ପୁଣି ଥରେ ବୃଦ୍ଧି ପାଇଛି। ଶାନ୍ତି ଚୁକ୍ତିନାମା ବିଷୟରେ ଆଲୋଚନା ହେଉଥିଲେ ମଧ୍ୟ, ଉଭୟ ଦେଶ ପରସ୍ପର ଉପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri