Posted inଜାତୀୟ

ଭାରତ ଲୋକ ସଭା ନିର୍ବାଚନର ଲାଇଭ୍‌ ଅପ୍‌ଡେଟ୍‌ ଦେଉଛି ପାକିସ୍ତାନ ଗଣମାଧ୍ୟମ

ନୂଆଦିଲ୍ଲୀ,୧୮।୪: ଭାରତରେ ହେଉଥିବା ଲୋକ ସଭା ନିର୍ବାଚନକୁ ନେଇ ବିଶ୍ୱର ଅନ୍ୟ ଦେଶ ତୁଳନାରେ ପାକିସ୍ତାନର ଆଗ୍ରହ ଖୁବ୍‌ ଅଧିକ ଥିବା ପରିଲକ୍ଷିତ ହୋଇଛି। କାରଣ ପାକିସ୍ତାନ ଗଣମାଧ୍ୟମରେ ଲଗାତାର ଭାବେ ଲୋକ ସଭା ନିର୍ବାଚନର ଟିକିନିଖି ଖବର ପ୍ରଚାର ପ୍ରସାର ହେଉଛି। କେବଳ ସେତିକି ନୁହେଁ ପାକିସ୍ତାନର ପ୍ରତିଷ୍ଠିତ ଇଂରାଜି ଖବର କାଗଜ ଡନ୍‌ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନର ଲାଇଭ୍‌ ଅପଡେଟ୍‌ ମଧ୍ୟ ଦେଉଛି। ସୂଚନାଯୋଗ୍ୟ, ପ୍ରଥମ ପର୍ଯ୍ୟାୟ ନିର୍ବାଚନରେ ମଧ୍ୟ ପାକିସ୍ତାନ ଗଣମାଧ୍ୟମରେ ଭାରତ ଲୋକ ସଭା ନିର୍ବାଚନର ଲାଇଭ୍‌ ଅପଡେଟ୍‌ ଦେଉଥିଲା। ହେଲେ ଏହା ପଛର କାରଣ କ’ଣ ତାକୁ ନେଇ ଏବେ ସମସ୍ତଙ୍କ ମନରେ ଉଠିଛି ପ୍ରଶ୍ନ। କିଛିଦିନ ତଳେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ୍‌ ଖାଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କର ଖୁବ୍‌ ପ୍ରଶଂସା କରିଥିଲେ। ଯାହାକୁ ନେଇ ପ୍ରଶ୍ନ ଉଠିଥିଲା। ଏଥର ମଧ୍ୟ ନିର୍ବାଚନକୁ ନେଇ ଇମ୍ରାନ ସମ ପରିମାଣର ଆଗ୍ରହ ଦେଖାଉଥିବାରୁ ତାକୁ ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଫର୍ମ-୬ରେ ପରିବର୍ତ୍ତନକୁ ମଞ୍ଜୁରୀ ନ ଥିଲା: ଇସିଙ୍କୁ ସୁପ୍ରିମକୋର୍ଟଙ୍କ ଜବାବ ତଲବ

ନୂଆଦିଲ୍ଲୀ,୬।୧୦(ପି.ଟି.): ବିଭିନ୍ନ ରାଜ୍ୟରେ ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌) ବେଳେ ନିର୍ବାଚନ କମିଶନ (ଇସି) ବ୍ୟବହାର କରୁଥିବା ଫର୍ମ-୬ରେ କୌଣସି ପରିବର୍ତ୍ତନ ପାଇଁ ସୁପ୍ରିମକୋର୍ଟ…

ନିଷ୍ପତ୍ତି ବଦଳାଇଲେ ସରକାର, ACP ବିବେକ ଭଗତଙ୍କ ପଦୋନ୍ନତି ସ୍ଥଗିତ!

ନୂଆଦିଲ୍ଲୀ,୬।୧୦: ଦିଲ୍ଲୀ ସରକାର ACP ବିବେକ ଭଗତଙ୍କୁ ଆଡିସନାଲ DCPର ଚାର୍ଜ ଦେବା ନେଇ ଜାରି ହୋଇଥିବା ଆଦେଶ ଉପରେ ରୋକ ଲଗାଇଛନ୍ତି । ବିବେକ ଭଗତଙ୍କ…

ମହିଳା ଖବରଦାତାଙ୍କୁ ଅସଦାଚରଣ କରିଥିବା ଏସିପିଙ୍କୁ ପଦୋନ୍ନତି, ଦେଶରେ ହଇଚଇ!

ନୂଆଦିଲ୍ଲୀ,୬।୧୦(ପି.ଟି.): ମୁଖ୍ୟ ନିର୍ବାଚନ କମିଶନର (ସିିଇସି) ଜ୍ଞାନେଶ କୁମାରଙ୍କ ବହିଷ୍କାର ଦାବିରେ ଗତ ଶନିବାର ନୂଆଦିଲ୍ଲୀରେ ବିକ୍ଷୋଭ ବେଳେ ଖବର ସଂଗ୍ରହ କରିବାକୁ ଯାଇଥିବା ୩ ଜଣ…

୬ଟି ଆସନରେ ଆଜି ଉପନିର୍ବାଚନ; CM ବିଜୟଙ୍କ ପାଇଁ ବଡ଼ ରାଜନୈତିକ ପରୀକ୍ଷା, ଏହି ଦିନ ଫଳାଫଳ

ନୂଆଦିଲ୍ଲୀ,୬।୧୦: ଦେଶର ୬ଟି ଆସନରେ ଆଜି ଉପନିର୍ବାଚନ ପାଇଁ ଭୋଟିଂ ଆରମ୍ଭ ହୋଇଛି । ଆସାମର ନଗାଓଁ ଲୋକସଭା ଆସନ ସମେତ ପଶ୍ଚିମବଙ୍ଗର ନନ୍ଦୀଗ୍ରାମ ଓ ରେଜିନଗର,…

ଶୋଇଥିବା ବେଳେ ହଠାତ୍ ହେଲା ଭୂକମ୍ପ, ଲୋକେ ଛାନିଆ ହୋଇ…

ଗୁଆହାଟୀ,୬।୧୦: ଆସାମର ନଗାଓଁ ଜିଲାରେ ମଙ୍ଗଳବାର ସକାଳୁ ଭୂକମ୍ପର ଝଟକା ଅନୁଭୂତ ହୋଇଛି। ଜାତୀୟ ଭୂକମ୍ପ ବିଜ୍ଞାନ କେନ୍ଦ୍ର (NCS) ଅନୁସାରେ, ଭୂକମ୍ପର ତୀବ୍ରତା ରିକ୍ଟର ସ୍କେଲରେ…

ସେଣ୍ଟ୍ରାଲ ମୁମ୍ବାଇର ବସ୍‌ ଡିପୋରେ ଭୟଙ୍କର ଅଗ୍ନିକାଣ୍ଡ

ମୁମ୍ବାଇ,୧୦।୫: ସେଣ୍ଟ୍ରାଲ ମୁମ୍ବାଇର ଏକ ବସ୍‌ ଡିପୋରେ ସୋମବାର ଏକ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡlରେ ଗୋଟିଏ କି ଦୁଇଟି ନୁହେଁ, ୧୦ଟି ବସ୍‌ ପୋଡ଼ି ପାଉଁଶ…

ବଡ଼ ସଫଳତା:୫ ଶାବକ ଜନ୍ମଦେଲା ଭାରତରେ ଜନ୍ମିତ ଚିତା

ନୂଆଦିଲ୍ଲୀ,୫ା୧୦:ଭାରତରେ ଜନ୍ମିତ ଚିତା ସୋମବାର ମଧ୍ୟପ୍ରଦେଶର କୁନୋ ଜାତୀୟ ଉଦ୍ୟାନରେ ୫ଟି ଶାବକ ଜନ୍ମ ଦେଇଛି, ଯାହାକି ପ୍ରୋଜେକ୍ଟ ଚିତା ପାଇଁ ଏକ ବଡ଼ ସଫଳତା। ଶାବକମାନଙ୍କ…

ମୋଦି କ୍ୟାବିନେଟ୍‌ରେ ହେବ ଅଦଳବଦଳ! ଏହି ୨ କେନ୍ଦ୍ରମନ୍ତ୍ରୀଙ୍କ ମନ୍ତ୍ରୀପଦ ଯିବା ନେଇ ଚର୍ଚ୍ଚା

ନୂଆଦିଲ୍ଲୀ,୫।୧୦:ମୋଦି ସରକାରର କେନ୍ଦ୍ର ମନ୍ତ୍ରିମଣ୍ଡଳରେ ପୁଣିଥରେ ବଡ଼ ପରିବର୍ତ୍ତନ ହେବା ନେଇ ଚର୍ଚ୍ଚା ଜୋର ଧରିଛି। ଉତ୍ତରପ୍ରଦେଶରୁ ରାଜ୍ୟ ସଭା ନିର୍ବାଚନ ପାଇଁ ଭାଜପା ୮ ଜଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?