ପ୍ରେମିକଙ୍କ ହାତ ଧରିଲେ ଗାୟିକା

ବମ୍ବେ: ବିବାହ ବନ୍ଧନରେ ଆବଦ୍ଧ ହୋଇଛନ୍ତି ଗାୟିକା ପଲକ ମୁଚ୍ଛଲ। ଦୀର୍ଘଦିନର ପ୍ରେମିକ ମିଥୁନଙ୍କ ହାତ ଧରିଛନ୍ତି ସେ। ନିଜ ଜୀବନର ଏହି ଖାସ୍‌ ଉତ୍ସବରେ ପଲକ ଲାଲ ରଙ୍ଗର ଲେହେଙ୍ଗା ପିନ୍ଧିଥିଲେ। ସେହିଭଳି ମିଥୁନ ଅଫ୍‌ ହ୍ବାଇଟ୍‌ ରଙ୍ଗର ଶେରଓ୍ବାନୀ ପିନ୍ଧୁଥିଲେ। ଏବେ ଉଭୟଙ୍କ ବିବାହ ଫଟୋ ବେଶ ଭାଇରାଲ ହେଉଛି। ଫଟୋଗୁଡ଼ିକରେ ଉଭୟଙ୍କର ଖୁସି ସ୍ପଷ୍ଟ ବାରି ହୋଇ ପଡ଼ୁଛି।

पलक मुच्छल, मिथुन ବିବାହ ପରେ ପଲକ ଏବଂ ମିଥୁନ ବମ୍ବେରେ ଭବ୍ୟ ପାର୍ଟିର ଆୟୋଜନ କରିଛନ୍ତି। ଏଥିରେ ସଙ୍ଗୀତଜଗତ ସହ ବଲିଉଡ ଏବଂ ଟେଲି ପରଦାର ବଡ ବଡ କଳାକାରଙ୍କୁ ନିମନ୍ତ୍ରଣ କରାଯାଇଛି।

पलक मुच्छल, मिथुन


Enter your email to get our daily news in your inbox.

All Right Reserved By Dharitri.Com

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ଏପ୍ରିଲରୁ ଲାଗୁ ହୋଇପାରେ ଭାରତ-ୟୁକେ ଚୁକ୍ତି, କଣ ଶସ୍ତା କଣ ମହଙ୍ଗା ହେବ ଜାଣନ୍ତୁ

ନୂଆଦିଲ୍ଲୀ,୧୫।୨: ଭାରତ ଏବଂ ୟୁକେ ମଧ୍ୟରେ ଜୁଲାଇ ୨୦୨୫ ରେ ସ୍ୱାକ୍ଷରିତ ହୋଇଥିବା ଭାରତ-ୟୁକେ ମୁକ୍ତ ବାଣିଜ୍ୟ ଚୁକ୍ତିନାମା ଏପ୍ରିଲ ୨୦୨୬ ରେ କାର୍ଯ୍ୟକାରୀ ହେବା ନେଇ…

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ, କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଦେହାନ୍ତ

କଟକ,୧୫ା୨:  ଓଡ଼ିଶାର ସୁନାମଧନ୍ୟ କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ । କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ ହୋଇଥିବା ସୂଚନା ରହିଛି । ଗତ…

ନକଲି ମାଓବାଦୀ ପୋଷ୍ଟର ମାମଲାରେ ଦୁଇ ଗିରଫ, ସ୍କାନରରେ ଅଛନ୍ତି….

ରାୟଗଡ଼ା,୧୫/୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡାରୁ ଦୁଇ ନକଲି ମାଓବାଦୀଙ୍କୁ ଗିରଫ କରିଛି ରାୟଗଡ଼ା ପୋଲିସ । ଏହି ଦୁଇଜଣଙ୍କ ମଧ୍ୟରୁ ଜଣେ ସାମ୍ବାଦିକ ଓ ଅନ୍ୟଜଣେ ବଳୀ…

ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ଗିରଫ ମାମଲା; ଖୋଲୁଛି ଗୁମର, ଚାକିରି ଦେବା ନାଁରେ ଠକେଇ…

ହାଟଡିହୀ,୧୫।୨(ଶୁଭକାନ୍ତ ନାୟକ): ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ସୁରେଶ୍ୱରୀ ସାଗରୀକା ଜେନା ଏକ ଠକେଇ ମାମଲାରେ ଗତ ଶନିବାର ଗିରଫ ହେବା ପରେ ତାଙ୍କର ଠକେଇ ଗୁମର…

ଥୁଆମୂଳ ରାମପୁର ପୋଲିସର କାର୍ଯ୍ୟାନୁଷ୍ଠାନ, ୩ଟି ବାଲି ବୋଝେଇ ହାଇୱା ଜବତ

ଥୁଆମୂଳ ରାମପୁର, ୧୫ା୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ପୋଲିସ ପକ୍ଷରୁ ବେଆଇନ ବାଲି ଚୋରା ଚାଲାଣ ବିରୋଧରେ ଏକ ବଡ଼ ଧରଣର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri