Posted inଖେଳ

କମାଲ କଲେ ପଲକ

ହାଙ୍ଗଝୋ,୨୯।୯:ଭାରତୀୟ ଶୁଟରମାନେ ଏସୀୟ ଖେଳର ଷଷ୍ଠ ଦିନ ଅର୍ଥାତ୍‌ ଶୁକ୍ରବାର ଚମତ୍କାର ପ୍ରଦର୍ଶନ କରିଛନ୍ତି। ମହିଳା ଏବଂ ପୁରୁଷ ଖେଳାଳିମାନେ ମିଳିତ ଭାବେ ଭାରତର ଆକାଉଣ୍ଟରେ ଚାରୋଟି ପଦକ ଯୋଡିଛନ୍ତି। ଏହା ବ୍ୟତୀତ ଦୁଇଟି ବଡ ରେକର୍ଡ ମଧ୍ୟ ଭାଙ୍ଗିଥିଲେ। ଏସିଆନ ଗେମ୍ସର ବର୍ତ୍ତମାନର ସଂସ୍କରଣରେ, ଭାରତ କେବଳ ଶୁଟିଂରେ ୧୭ଟି ପଦକ ରହିଛି । ଷଷ୍ଠ ଦିନରେ ଇଶା ସିଂ ଏବଂ ପଲକ ପ୍ରତ୍ୟେକ ଦୁଇଟି ପଦକ ଜିତିଥିଲେ।
ମହିଳା ୧୦ ମିଟର ଏୟାର ପିସ୍ତଲ ଇଭେଣ୍ଟରେ ପଲକ ସ୍ବର୍ଣ୍ଣ ପଦକ ଜିତିଥିଲେ। ଯେଉଁଠାରେ ଇଶା ସିଂ ରୌପ୍ୟ ପଦକ ଜିତିଛନ୍ତି। ବ୍ରୋଞ୍ଜ ପଦକ ସହ ପାକିସ୍ତାନର କିଶମାଲା ତଲାଟଙ୍କୁ ସନ୍ତୁଷ୍ଟ ହେବାକୁ ପଡିଲା। ପଲକ ୨୪୨.୧ ଏବଂ ଇଶାନ ୨୩୯.୮ ସ୍କୋର କରିଥିଲେ। ପଲକ ଏକ ଏସୀୟ ଗେମ୍ସ ରେକର୍ଡ ମଧ୍ୟ କରିଥିଲେ। ସେ ଏହି ପ୍ରତିଯୋଗିତାରେ ସର୍ବାଧିକ ସ୍କୋର କରିଥିଲେ। କିଶମାଲା ୨୧୮.୨ ସ୍କୋର କରିଥିଲେ। ଏହି ପ୍ରତିଯୋଗିତାରେ ଇଶାଙ୍କ ଚତୁର୍ଥ ପଦକ।
ଐଶ୍ୱର୍ଯ୍ୟା ପ୍ରତାପ ସିଂ, ସ୍ବପ୍ନିଲ ଏବଂ ଅଖିଲ ଚମତ୍କାର ପ୍ରଦର୍ଶନ କରି ୫୦ ମିଟର ରାଇଫଲ ପୁରୁଷ ଦଳ ଇଭେଣ୍ଟରେ ସ୍ବର୍ଣ୍ଣ ପଦକ ଜିତିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପାରେ ମିଶିଲେ ବିଜେଡି ନେତା କେଦାର ସ୍ୱାଇଁ

ଗଞ୍ଜାମ, ୨୬/୬ (ବିଦ୍ୟାଧର ସାହୁ): କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ୫୭ତମ ଜନ୍ମଦିନ ଅବସରରେ ଛତ୍ରପୁରରେ ଆୟୋଜିତ ମେଗା ରକ୍ତଦାନ ଶିବିରରେ ବିଜେଡି ନେତା ତଥା ପୂର୍ବତନ ସରପଞ୍ଚ…

ଚାଇନାର ୧୦୯ ମହଲା ବିଶିଷ୍ଟ ଅଟ୍ଟାଳିକା ‘CITIC  ଟାଓ୍ବାର’ ସହ ପିଟିହେଲା ବିମାନ, ସାମ୍ନାକୁ ଆସିଲା ଭୟଙ୍କର VIDEO

ବେଜିଂ,୨୬।୬: ଚାଇନାର ରାଜଧାନୀ ବେଜିଂରେ ଶୁକ୍ରବାର ଏକ ବଡ଼ ଧରଣର ଦୁର୍ଘଟଣା ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ବେଜିଂର ସବୁଠାରୁ ଉଚ୍ଚ ସ୍କାଈସ୍କ୍ରେପର (ଗଗନଚୁମ୍ବୀ ଅଟ୍ଟାଳିକା) ଅଟ୍ଟାଳିକା…

ମା ‘ ରତ୍ନେଶ୍ୱରୀ ମନ୍ଦିର ପରିସରରୁ  ଶିଶୁପୁତ୍ର ଉଦ୍ଧାର

​ଦିଗପହଣ୍ଡି,୨୬|୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଜକର ଗ୍ରାମ ନିକଟରେ ଥିବା ମା’ ରତ୍ନେଶ୍ୱରୀ ମନ୍ଦିର ପରିସରର ପରିତ୍ୟକ୍ତ ଜମିରୁ  ଶୁକ୍ରବାର ସନ୍ଧ୍ୟାରେ ଏକ…

ଯୋଜନା ଅପହଞ୍ଚ, ସମସ୍ୟା ଘେରରେ ଟୁମୋନିଖୋଲ: ସ୍ୱାଧୀନତାର ଦୀର୍ଘ ବର୍ଷ ପରେ ବି ମୌଳିକ ସୁବିଧାରୁ ବଞ୍ଚିତ ଆଦିବାସୀ ଗାଁ

ଥୁଆମୂଳ ରାମପୁର,୨୬/୦୬ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ବିରିକୋଟ ଗ୍ରାମପଞ୍ଚାୟତର ଆଦିବାସୀ ବହୁଳ ତୁମୋନିଖୋଲ ଗ୍ରାମରେ ସରକାରୀ ଯୋଜନା ସମ୍ପୂର୍ଣ୍ଣ ପ୍ରହସନ ପାଲଟିଛି।…

ପରିବାରର ବିରୋଧ ସତ୍ତ୍ୱେ ପ୍ରେମୀ ଯୁଗଳଙ୍କ ହେଲା ବିବାହ; ନିରାଶ ହୋଇ ଫେରିଲେ ଝିଅ ଘର ଲୋକ

ହାଟଡିହୀ, ୨୬/୬ (ଶୁଭକାନ୍ତ ନାୟକ): ପରିବାର ଲୋକଙ୍କ ପ୍ରବଳ ବିରୋଧ ସତ୍ତ୍ୱେ ଜଣେ ପ୍ରେମୀ ଯୁଗଳ ନିଜ ଇଚ୍ଛାରେ ବିବାହ କରିଛନ୍ତି। ଝିଅକୁ ଫେରାଇ ନେବାକୁ ଆସିଥିବା…

ଟ୍ରକ ପଛରେ ପିକଅପ୍‌ର ଧକ୍କା; ଚାଲିଗଲା ଦୁଇ ଜୀବନ

ଛତ୍ରପୁର, ୨୪/୬ (ଦିଲ୍ଲୀପ ସାମଲ): ଜାତୀୟ ରାଜପଥ ପୁଣି  ରକ୍ତରଞ୍ଜିତ ହୋଇଛି। ଏକ ଭୟାବହ ସଡ଼କ ଦୁର୍ଘଟଣାରେ ଦୁଇ ଜଣଙ୍କ ଜୀବନ ଚାଲିଯାଇଛି। ଏହି ଦୁର୍ଘଟଣା ଗଞ୍ଜାମ…

ଓଡ଼ିଶା କଂଗ୍ରେସର ନୂଆ ପ୍ରଭାରୀ ହେଲେ ଲାଲ୍‌ଜୀ ଦେଶାଇ: AICC ପକ୍ଷରୁ ବିଜ୍ଞପ୍ତି ଜାରି

ଭୁବନେଶ୍ୱର,୨୬।୬: ରାଜ୍ୟ କଂଗ୍ରେସ ଶିବିରରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଲାଲ୍‌ଜୀ ଦେଶାଇଙ୍କୁ ରାଜ୍ୟ କଂଗ୍ରେସର ନୂଆ ପ୍ରଭାରୀ ଭାବେ ନିଯୁକ୍ତ କରାଯାଇଛି। ସେ ପୂର୍ବତନ…

ଗଞ୍ଜେଇ ଚାଲାଣ ବେଳେ ମାଡି ବସିଲା ଅବକାରୀ ବିଭାଗ: ଦୁଇ ଶିକ୍ଷକ ସମେତ ଜଣେ ଗିରଫ

ଭବାନୀପାଟଣା,୨୬।୬(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ଦୁଇ ଜଣ ଶିକ୍ଷକ ସମେତ ଜଣେ ଯୁବକ ଗଞ୍ଜେଇ ଚାଲାଣ କରୁଥିବା ବେଳେ ଶୁକ୍ରବାର ବଲାଙ୍ଗୀର ଜିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri