ପାଳଙ୍ଗ ତଡ଼କା

ରୋଷେଇ ସାମଗ୍ରୀ:-ପାଳଙ୍ଗ ଶାଗ- ୧ବିଡା, ବିରି ଡାଲି- ୧୦୦ଗ୍ରାମ୍‌, ଆଳୁ- ୨ଟି, ରସୁଣ- ୪କୋଲା, ଶୁଖିଲା ଲଙ୍କା- ୪ଟି, ଚାଟ୍‌ ମସଲା- ୧ଚାମଚ, ତେଲ- ୨ଚାମଚ, ଲୁଣ ଓ ହଳଦୀ ସ୍ବାଦ ଅନୁସାରେ।
ପ୍ରଣାଳୀ:-ପ୍ରଥମେ ବିରି ଡାଲିକୁ ଭାଜି ପାଣି, ଲୁଣ, ହଳଦୀ ଦେଇ ପ୍ରେସରରେ ସିଝାନ୍ତୁ। ପାଳଙ୍ଗ ଶାଗକୁ ଧୋଇକରି ଏକ ପାତ୍ରରେ ରଖନ୍ତୁ। ଏହାକୁ ଚୂନ୍‌ଚୂନ୍‌ କରି କାଟି ଦିଅନ୍ତୁ। ଆଳୁରୁ ଚୋପା ଛଡ଼ାଇ ଛୋଟ ଛୋଟ କରି କାଟି ଦିଅନ୍ତୁ। ରସୁଣ ଓ ଲଙ୍କା ଭଲଭାବରେ ବାଟି ମସଲା ପ୍ରସ୍ତୁତ କରନ୍ତୁ। କଡେଇରେ ଦୁଇ ଚାମଚ ତେଲ ଗରମ କରନ୍ତୁ। ସେଥିରେ ବଟା ମସଲା ପକାଇ ଲୁଣ ଓ ହଳଦୀ ପକାଇ ମିଶାନ୍ତୁ। ଏହାପରେ ସେଥିରେ ଆଳୁ ପକାଇ ଭାଜନ୍ତୁ। ଆଳୁ ଅଧା ସିଝିଗଲେ ସେଥିରେ ପୂର୍ବରୁ ସିଝେଇଥିବା ଡାଲି ଓ କଟା ହୋଇଥିବା ଶାଗ ପକେଇ ଫୁଟେଇ ଦେବେ। ସିଝିଗଲା ପରେ ସେଥିରେ କିଛି ଚାଟ୍‌ ମସଲା ପକାଇ ଫୁଟିବାକୁ ଛାଡିଦିଅନ୍ତୁ। ଏବେ ପ୍ରସ୍ତୁତ ହୋଇଗଲା ପାଳଙ୍ଗ ତଡକା। ଅନ୍ୟ ଡାଲିରେ ମଧ୍ୟ ଏହି ତରକାରୀ କରିପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଚାଣକ୍ୟ କୁହନ୍ତି ଏସବୁ ଖାଦ୍ୟ ଖାଇଲେ ମିଳିବ ୧୦ଗୁଣା ଅଧିକ ଶକ୍ତି, ବୃଦ୍ଧାବସ୍ଥାରେ ରୋଗ ପାଖ ମାଡ଼ିବନି…

ହିନ୍ଦୁ ଧର୍ମରେ ଅନେକ ଜିନିଷ ଅଛି ଯାହାକୁ ଖାଇବା ସମ୍ପୂର୍ଣ୍ଣ ନିଷେଧ ଏବଂ କିଛି ଜିନିଷ ଅଛି ଯାହାକୁ ଖାଇଲେ ୧୦ ଗୁଣ ଅଧିକ ଶକ୍ତି...

ଅଂଶୁଘାତ ସମୟରେ କେମିତି ନେବେ ପ୍ରାଣୀଙ୍କ ଯତ୍ନ

ଅଂଶୁଘାତ ପାଇଁ  ସତର୍କ ଓ ସାବଧାନ ରୁହନ୍ତୁ । ପ୍ରଚୁର ଥଣ୍ଡା ପାଣି ପିଇବାକୁ ଦିଅନ୍ତୁ। ଗୁହାଳକୁ ଥଣ୍ଡା ରଖିବା ସହ ସଙ୍କର ଜାତୀୟ ଗାଈ...

ଖରାଦିନେ ଗର୍ଭବତୀ ମହିଳା ଏମିତି ନିଅନ୍ତୁ ଯତ୍ନ

ଖରାଦିନେ ଗର୍ଭବତୀ ମହିଳାଙ୍କୁ ଅଧିକ ସତର୍କ ରହିବାକୁ ହେବ। ଏହି ଦିନେ ଗ୍ରୀଷ୍ମତାପରୁ ରକ୍ଷାପାଇବା ପାଇଁ ଜାଣିରଖନ୍ତୁ କିଛି ଉପାୟ। ଖରାଦିନେ ପ୍ରଚୁର ପାଣି ତ...

ସିଙ୍ଗଲ୍‌ ଚାଇଲ୍ଡ ଥିଲେ.. ଏମିତି ନିଅନ୍ତୁ ଯତ୍ନ

ଆଜିକାଲି ଅନେକଙ୍କର ପସନ୍ଦ ସିଙ୍ଗଲ ଚାଇଲ୍ଡ। କ୍ୟାରିୟର ପାଇଁ ହେଉ ବା ଆର୍ଥିକ ଚାପ ଅବା ଲାଳନପାଳନର ଅସୁବିଧା ଯୋଗୁ ସେମାନେ ଏମିତି ପସନ୍ଦ ବାଛି...

ଅବସାଦ ଦୂର ପାଇଁ ଆପଣାନ୍ତୁ ଏହି ଟିପ୍ସ

ଶରୀରକୁ ସୁସ୍ଥ ଓ ମଜଭୁତ ରଖିବାରେ ଉତ୍ତମ ଖାଦ୍ୟର ଭୂମିକା ଗୁରୁତ୍ୱପୂର୍ଣ୍ଣ। ଆମେ କେତେ ରୋଗମୁକ୍ତ ଓ ସୁସ୍ଥ ଜୀବନ ବିତାଉଛେ, ତାହା ଅନେକାଂଶରେ ନିର୍ଭର...

ପାଣି ପିଅନ୍ତୁ କି ନ ପିଅନ୍ତୁ ଘରେ ରଖନ୍ତୁ ସୁରେଇ, ଆଣିବ ସୌଭାଗ୍ୟ…

ଖରାଦିନେ ମାଠିଆ ହେଉ ଅଥବା ସୁରେଇର ପାଣି ପିଇବାକୁ ଯେମିତି ଥଣ୍ଡା ଲାଗେ ସେମିତି ସ୍ବାସ୍ଥ୍ୟପ୍ରଦ ବି ହୋଇଥାଏ। ସେଥିପାଇଁ ପୂର୍ବେ ଘରେ ଘରେ ମାଠିଆ,...

ବାସ୍ତୁ ଅନୁଯାୟୀ ଘରର ମୁଖ୍ୟ ପ୍ରବେଶ ଦ୍ୱାର କିପରି ହେବା ଦରକାର…ଜାଣନ୍ତୁ

ଘରର ଭିତର ପାର୍ଶ୍ୱ କେତେ ସୁନ୍ଦର ଓ ସୁବ୍ୟବସ୍ଥିତ; ତାହାର ଅନୁମାନ ଘରର ମୁଖ୍ୟ ପ୍ରବେଶ ଦ୍ୱାରକୁ ଦେଖିଲେ ହିଁ ଜଣାପଡିଯାଏ। ତେଣୁ ଘରର ମୁଖ୍ୟ...

ଶରୀର ପାଇଁ ଉପକାରୀ ଜିରା: ଏମିତି କରନ୍ତୁ ସେବନ

ଆମେ ସାଧାରଣତଃ ଅଧିକାଂଶ ଖାଦ୍ୟ ପ୍ରସ୍ତୁତ କରିବା ବେଳେ ଜିରା ବ୍ୟବହାର କରିଥାଉ। ଏହାର ସୁଗନ୍ଧ କେବଳ ଭଲ ନୁହେଁ ବରଂ ଏଥିରେ ଭରି ରହିଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri