ଶୀତଦିନେ ଖାଆନ୍ତୁ ପାଳଙ୍ଗ

ପାଳଙ୍ଗ ଶାଗ ଶୀତଦିନେ ବହୁ ପରିମାଣରେ ମିଳୁଥିବା ବେଳେ ଏହା ଶରୀର ପାଇଁ ମଧ୍ୟ ଖୁବ୍ ଉପକାରୀ । ଏଥିରେ ରହିଛି ଭିଟାମିନ୍ ଏ, ବି, ସି, ଆଇରନ୍‌, କ୍ୟାଲସିୟମ, ପ୍ରୋଟିନ, କାର୍ବୋହାଇଡ୍ରେଟ୍ସ, ଫାଇବର, ଖଣିଜ ପଦାର୍ଥ, ମ୍ୟାଗ୍ନେସିୟମ ଇତ୍ୟାଦି । ଏହା ଆମ ଶରୀର ପାଉଁ ଯେତିକି ଲାଭ ଦାୟକ ଆମ ସୌନ୍ଦଯ୍ୟ ରକ୍ଷା କରିବାରେ ବି ଏହାର ବଡ ଭୂମିକା ରହିଛି ।
ନିୟମିତ ଭାବେ ପାଳଙ୍ଗ ଶାଗର ଜୁସ୍ ପିଇଲେ ଏହା ଶରୀରରେ ରକ୍ତ ପ୍ରବାହ ଠିକ୍ କରିଥାଏ । ଯାହାଫଳରେ ଶରୀର ଫୁର୍ତ୍ତି ହେବା ସହ ଚର୍ମରେ ଚମକ ଆସିଥାଏ । ବିଶେଷ ଭାବେ ଯେଉଁମାନଙ୍କର ଡ୍ରାଏ ସ୍କିନ ସେମାନେ ନିୟମିତ ଏକ ଗ୍ଲାସ ପାଳଙ୍ଗ ରସ ପିଇଲେ ଡ୍ରାଏନେସ୍ ଦୂର ହୋଇଥାଏ ।
ଏହା କେଶ ପାଇଁ ମଧ୍ୟ ଲାଭଦାୟକ । ପାଳଙ୍ଗ ଜୁସ୍ ପିଇଲେ କେଶ ଝଡିବା କମ୍ ହୋଇଥାଏ ଓ ଘନ ହୋଇଥାଏ । ଏହାଦ୍ୱାରା ଶରୀରରେ ଭିଟାମିନ୍ ‘ଏ’ ର ଆବଶ୍ୟକତାକୁ ପୂରଣ କରିଥାଏ ।


Enter your email to get our daily news in your inbox.

All Right Reserved By Dharitri.Com

ପୁରସ୍କାର ବିତରଣ ଉତ୍ସବରୁ ବାଦ୍‌ ପଡ଼ିଲେ ଆଦର୍ଶ ବିଦ୍ୟାଳୟର ଦଶମ ଶ୍ରେଣୀ ଟପ୍ପର ଛାତ୍ର

ଦାରିଙ୍ଗବାଡ଼ି,୧୭ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ହେଲିପ୍ୟାଡ୍‌ ପଡ଼ିଆଠାରେ ବ୍ଲକସ୍ତରୀୟ ୮୦ତମ ସ୍ବାଧୀନତା ଦିବସ ପାଳନ ପରିପ୍ରେକ୍ଷୀରେ ବ୍ଲକ ଅଞ୍ଚଳରେ ରହିଥିବା ବିଭିନ୍ନ ବିଦ୍ୟାଳୟ, ଉଚ୍ଚ ବିଦ୍ୟାଳୟ,…

ୟୁକ୍ରେନ୍‌-ରୁଷିଆ ଯୁଦ୍ଧ: ୟୁକ୍ରେନ୍‌ର ଡ୍ରୋନ ଆକ୍ରମଣରେ ଜଳିଗଲା ରୁଷିଆର ବଡ଼ ଗୋଦାମ ଘର

ମସ୍କୋ,୧୬ା୮: ରୁଷିଆ ୟୁକ୍ରେନ୍‌ ଉପରେ ଜୋର୍‌ଦାର ଏୟାରଷ୍ଟ୍ରାଇକ୍‌ କରିଥିବା ବେଳେ କିଭ୍‌ ମଧ୍ୟ ଏହାର କଡ଼ା ଜବାବ ଦେଇଛି। ମସ୍କୋ ଅଞ୍ଚଳରେ ୟୁକ୍ରେନ୍‌ ଓଜନଦାର ଡ୍ରୋନ୍‌ ଯୋଗେ…

ଗାଲେ ଟେଷ୍ଟରେ ପଡିକଲଙ୍କ ଦମ୍‌ଦାର ଶତକ, ଭାରତ ୪୬୦/୯

ଗାଲେ, ୧୬ା୮: ଶ୍ରୀଲଙ୍କା ବିପକ୍ଷରେ ଚାଲିଥିବା ପ୍ରଥମ ଟେଷ୍ଟ କ୍ରିକେଟ ମ୍ୟାଚ୍‌ରେ ଭାରତୀୟ ବ୍ୟାଟର ଦମ୍‌ଦାର ପ୍ରଦର୍ଶନ କରିଛନ୍ତି। ବ୍ୟାଟର ଦେବଦତ୍ତ ପଡିକଲଙ୍କ ଶତକ ବଳରେ ଭାରତ…

କେନାଲରେ ଫସି ରହିଥିଲା ବାର୍‌ହା, ଏମିତି ଉଦ୍ଧାର କଲେ ଅଗ୍ନିଶମ କର୍ମଚାରୀ

ଗଞ୍ଜାମ,୧୬।୮(ବିଦ୍ୟାଧର ସାହୁ): ଗଞ୍ଜାମ ସହର ସ୍ଥିତ ପୋତାଗଡ଼ ପାର୍ଶ୍ୱରେ ଥିବା ଋଷୁକୂଲ୍ୟା ନଦୀ ଜଳରେ ବୋଟିଙ୍ଗ ପାଇଁ ନିର୍ମାଣ ହୋଇଥିବା କ୍ଷୁଦ୍ର କେନାଲରେ ଫସି ରହିଥିବା ଏକ…

Ananya Raj Death: ୩୫ ବର୍ଷରେ ଅଭିନେତ୍ରୀ ଅନନ୍ୟା ରାଜଙ୍କ ପରଲୋକ, ମାସେ ପରେ ସାମ୍ନାକୁ ଆସିଲା ଖବର

ମୁମ୍ବାଇ,୧୬।୮: ଅଭିନେତ୍ରୀ ତଥା ସୋସିଆଲ ମିଡିଆ ଷ୍ଟାର ଅନନ୍ୟା ରାଜଙ୍କ ୩୫ ବର୍ଷ ବୟସରେ ଦେହାନ୍ତ ହୋଇଛି । ତାଙ୍କ ମୃତ୍ୟୁର ପ୍ରାୟ ଏକ ମାସ ପରେ…

ଛକରେ କଫସିରପ ବିକ୍ରି ବେଳେ ମାଡିବସିଲା ସୋହେଲା ପୋଲିସ, ୩ ଗିରଫ

ସୋହେଲା,୧୬।୮(ଅଶ୍ୱିନୀ ପାତ୍ର): ବରଗଡ଼ ଜିଲା ସୋହେଲା ପୋଲିସ ଆଜି ବାଉଁସେନମୁରା ଗ୍ରାମ ପଂଚାୟତ ଅନ୍ତର୍ଗତ କେନ୍ଦବାହାଲ ରାସ୍ତାରେ ପେଟ୍ରୋଲିଂ ସମୟରେ ତିନିଜଣ କଫସିରପ ବ୍ୟବସାୟୀଙ୍କୁ ଗିରଫ କରି…

ଅନ୍ଧାରିଆ ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ; ମାଡ଼ିବସିଲା ଝରିଗାଁ ପୋଲିସ, ଜବତ କଲା…

ଝରିଗାଁ,୧୬।୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ନିକଟସ୍ଥ ହୁଣ୍ଡାରଧଡକି ଜଙ୍ଗଲ ନିକଟରେ ଜୁଆ ଖେଳ ଚାଲିଥିବା ବେଳେ ରବିବାର ସନ୍ଧ୍ୟାରେ ଝରିଗାଁ ପୋଲିସ ତରଫରୁ ଅତର୍କିତ…

ଖେମୁଣ୍ଡି ଫୁଟବଲ ଟୁର୍ନାମେଣ୍ଟ: ବ୍ରହ୍ମପୁରର ନଟରାଜ ଟିମ୍‌ ଚାମ୍ପିୟନ

ଦିଗପହଣ୍ଡି,୧୬।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି ସ୍ପୋର୍ଟିଂ କ୍ଲବ ଏବଂ ଏନଏସି କାର୍ଯ୍ୟାଳୟର ମିଳିତ ଆନୁକୁଲ୍ୟରେ ପବିତ୍ର ସ୍ବାଧୀନତା ଦିବସ ଅବସରରେ ସ୍ଥାନୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri