Posted inଜାତୀୟ

ପାଲାନିସାମି ଏଆଇଏଡିଏମ୍‌କେର ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ

ଚେନ୍ନାଇ, ୭।୧୦: ଆସନ୍ତା ୨୦୨୧ ତାମିଲନାଡୁ ବିଧାନସଭା ନିର୍ବାଚନରେ ଏଆଇଏଡିଏମ୍‌କେ ପକ୍ଷରୁ ବର୍ତ୍ତମାନର ମୁଖ୍ୟମନ୍ତ୍ରୀ ଇଡାପାଡ୍ଡି କେ. ପାଲାନିସାମିଙ୍କୁ ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ଭାବେ ଘୋଷଣା କରାଯାଇଛି। ଏନେଇ ବୁଧବାର ଉପମୁଖ୍ୟ ମନ୍ତ୍ରୀ ଓ.ପନିରସେଲଭାମ୍‌ ସୂଚନା ଦେଇଛନ୍ତି। ଏହାଦ୍ୱାରା ଗତ ଏକ ସପ୍ତାହ ଧରି ମୁଖ୍ୟମନ୍ତ୍ରୀ ପ୍ରାର୍ଥୀକୁ ନେଇ ଜାରି ରହିଥିବା କଳ୍ପନା ଜଳ୍ପନାର ଅନ୍ତ ଘଟିଛି। ଏହା ସହିତ ୧୧ ଜଣିଆ ଷ୍ଟିୟରିଂ କମିଟିର ମଧ୍ୟ ଘୋଷଣା କରାଯାଇଛି। କମିଟିରେ ପାଲାନିସାମିଙ୍କର ୬ଜଣ ଆନୁଗତ୍ୟ ରହିଛନ୍ତି। ଅପରପକ୍ଷରେ ପନିରସେଲଭାମ୍‌ଙ୍କର ୫ ଜଣ ନିକଟତମଙ୍କୁ କମିଟିରେ ସ୍ଥାନ ମିଳିଛି। ଆୟୋଜିତ ଏକ ଗଣମାଧ୍ୟମ ପ୍ରତିନିଧି ସମ୍ମିଳନୀରେ ପନିରସେଲଭାମ୍‌ ଏସମ୍ପର୍କିତ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆସ୍ଥାଭୋଟ ପୂର୍ବରୁ ୨ ବିଧାୟକଙ୍କ ଇସ୍ତଫା

ପୁଡୁଚେରୀ, ୨୨।୨: ଆସ୍ଥା ଭୋଟ୍‌ର ଦିନକ ପୂର୍ବରୁ ପୁଡ଼ୁଚେରୀର ଆଉ ଦୁଇଜଣ ବିଧାୟକ ଇସ୍ତଫା ଦେଇଛନ୍ତି। ୪ ଥର ବିଧାନସଭାକୁ ନିର୍ବାଚିତ ହୋଇଥିବା କଂଗ୍ରେସ ବିଧାୟକ...

ଟି-ସିରିଜ୍‌ର ପରିଚାଳନା ନିର୍ଦ୍ଦେଶକଙ୍କ ବିରୋଧରେ ବଳାତ୍କାର ମାମଲା

ମୁମ୍ବାଇ,୧୬।୭: ଟି-ସିରିଜ୍‌ କମ୍ପାନୀର ପରିଚାଳନା ନିର୍ଦ୍ଦେଶକ ଭୂଷଣ କୁମାରଙ୍କ ବିରୋଧରେ ବଳାତ୍କାର ମାମଲା। ମୁମ୍ବାଇର ଡିଏନ୍‌ ନଗର ପୋଲିସ ଥାନାରେ ଏନେଇ ଏକ ମାମଲା ରୁଜୁ...

ବସନ୍ତ ପଞ୍ଚମୀ ଅବସରରେ ପ୍ରୟାଗରାଜରେ ବୁଡ ପକାଇଲେ ମୁଖ୍ୟମନ୍ତ୍ରୀ

ପ୍ରୟାଗରାଜ,୩୦।୧: ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ବସନ୍ତ ପଞ୍ଚମୀ ଅବସରରେ ଗୁରୁବାର ପ୍ରୟାଗରାଜରେ ପହଞ୍ଚିଥିଲେ। ସେଠାରେ ପହଞ୍ଚି ସେ ପ୍ରୟାଗରାଜର ସଙ୍ଗମ ଘାଟରେ ବୁଡ...

ଦିନେ ବଢ଼ିଲେ ଦିନେ କମୁଛି: ଚିନ୍ତା ବଢ଼ାଉଛି ରାଜଧାନୀ

ନୂଆଦିଲ୍ଲୀ,୧୨।୫: ରାଜଧାନୀ ଦିଲ୍ଲୀରେ କରୋନା ସଂକ୍ରମଣ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଦିନେ କରୋନା ସଂକ୍ରମଣ ବଢ଼ୁଛି ତ ଦିନେ କମୁଥିବା ପରିଲକ୍ଷିତ ହୋଇଛି।...

ରିଲିଫ୍‌ ଫଣ୍ଡକୁ ୫ ମାସର ଦରମା ଦାନ କଲେ ମୁଖ୍ୟମନ୍ତ୍ରୀ

ଡେରାଡୁନ,୩୧।୩: କରୋନା ଭାଇରସର ମୁକାବିଲା ପାଇଁ ମୁଖ୍ୟମନ୍ତ୍ରୀ ରିଲିଫ୍‌ ଫଣ୍ଡ ଓ ପ୍ରଧାନମନ୍ତ୍ରୀ କେୟାର ଫଣ୍ଡକୁ ସହାୟତା ରାଶି ଆସିବାରେ ଲାଗିଛି। ଉତ୍ତରାଖଣ୍ଡ ମୁଖ୍ୟମନ୍ତ୍ରୀ ତ୍ରିଭେନ୍ଦ୍ର...

ମୋଦିଙ୍କୁ ହତ୍ୟା ଧମକ

ନୂଆଦିଲ୍ଲୀ,୪।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ହତ୍ୟା ଧମକ ଦେଇଥିବା ଦିଲ୍ଲୀ ଖଜୁରୀଖସ୍‌ ଅଞ୍ଚଳର ଜଣେ ୨୨ ବର୍ଷୀୟ ଯୁବକଙ୍କୁ ପୋଲିସ ଗିରଫ କରିଛି। ଜାମିନରେ ଆସିଥିବା...

ଡିସେମ୍ବର ୧୮ ପର୍ଯ୍ୟନ୍ତ ମୁଲତବି ରହିଲା ନିର୍ଭୟା ମାମଲାର ଶୁଣାଣି

ନୂଆଦିଲ୍ଲୀ,୧୩।୧୨: ନିର୍ଭୟା ଗଣବଳାତ୍କାର ମାମଲାକୁ ନେଇ ଶୁକ୍ରବାର ଦିଲ୍ଲୀର ଏକ କୋର୍ଟ ଏହାର ଶୁଣାଣିକୁ ମୁଲତବି ରଖିଛନ୍ତି। ଆସନ୍ତା ୧୬ରେ ଏହି ମାମଲାର ଦୋଷୀଙ୍କୁ ଫାଶୀ...

ହେଲ୍‌ମେଟ୍‌ ନ ପିନ୍ଧିଥିବା ବାଇକ୍‌ ଚାଳକଙ୍କୁ ଚକୋଲେଟ୍‌ ଦେଲା ଟ୍ରାଫିକ୍‌ ପୋଲିସ

ଇମ୍ଫାଲ,୧।୯: ସେପ୍ଟେମ୍ବର ୧ରୁ ସାରା ଦେଶରେ ଟ୍ରାଫିକ୍‌ ନିୟମ କଡ଼ାକଡ଼ି କରାଯାଇଛି। ଏହି ନିୟମ ଉଲ୍ଲଂଘନ କଲେ ଜରିମାନା ସହ ଜେଲ୍‌ଦଣ୍ଡର ବ୍ୟବସ୍ଥା କରାଯାଇଛି। ପୂର୍ବରୁ...

Advertisement
Archives

Model This Week