ପାଲଲହଡ଼ା ଓକିଲ ସଂଘ ନିର୍ବାଚନ: ମନୋରଞ୍ଜନ ସଭାପତି, ରଶ୍ମିରଞ୍ଜନ ସମ୍ପାଦକ

ପାଲଲହଡ଼ା,୨୯ା୩(ଦିବ୍ୟଜ୍ୟୋତି ଦାଶ): ଅନୁଗୋଳ ଜିଲା ପାଲଲହଡ଼ା ଓକିଲ ସଂଘର ସାଧାରଣ ନିର୍ବାଚନ ଶନିବାର ଅନୁଷ୍ଠିତ ହୋଇଯାଇଛି। ସଂଘ ସଭାପତି ଭାବେ ମନୋରଞ୍ଜନ ପାଳ, ଉପସଭାପତି ଭାବେ ସରୋଜ କୁମାର ମାହାନ୍ତି, ସମ୍ପାଦକ ଭାବେ ରଶ୍ମିରଞ୍ଜନ ପଟ୍ଟନାୟକ ଓ ସହ ସମ୍ପାଦକ ଭାବେ ପ୍ରଶାନ୍ତ କୁମାର ସାମଲ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି। ମାନସ ରଞ୍ଜନ ଭଞ୍ଜ ନିର୍ବାଚନ ଅଫିସର ଭାବେ ଦାୟିତ୍ୱ ତୁଲାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସାଉଦି ଆରବର ଶରଣ ପଶିଲାଣି ପାକିସ୍ତାନ! ତାଲିବାନ ଆକ୍ରମଣ ଆଶଙ୍କାରେ ରିୟାଦ ସହ ଯୋଗାଯୋଗ କଲାଣି ପାକ୍‌

ଇସଲାମାବାଦ,୨୭।୨: ତାଲିବାନ ସହିତ ଶତ୍ରୁତା ଆରମ୍ଭ ହେବା ପରେ, ପାକିସ୍ତାନ ସାଉଦି ଆରବ ସହିତ ଯୋଗାଯୋଗ କରିଛି। ପାକିସ୍ତାନର ଉପ-ପ୍ରଧାନମନ୍ତ୍ରୀ ଏବଂ ବୈଦେଶିକ ମନ୍ତ୍ରୀ ଇସାକ ଡାର…

ଲାଞ୍ଚ ନେଇ ଧରାପଡ଼ିଲେ ଆର୍‌ଆଇ, ପଟ୍ଟା ସଂଶୋଧନ କରିବାକୁ ନେଉଥିଲେ…

ରାଜନଗର,୨୭ା୨(ଭାସ୍କର ରାଉତରାୟ): କେନ୍ଦ୍ରାପଡ଼ା ଜିଲା ରାଜନଗର ତହସିଲ ଅନ୍ତର୍ଗତ କୋରଡ଼ାଗଡ଼ ସର୍କଲ ରାଜସ୍ବ ନିରୀକ୍ଷକ ପ୍ରଦ୍ୟୁମ୍ନ କୁମାର ବେହେରା ଭିଜିଲାନ୍ସ ପଞ୍ଝାରେ ପଡ଼ିଛନ୍ତି। ଏକ ପଟ୍ଟାକୁ ସଂଶୋଧନ…

ଭାରତର ପ୍ରତିନିଧିତ୍ୱ କରିବେ ସୁଦର୍ଶନ

ପୁରୀ,୨୭ା୨(ଅଜିତ୍‌ କୁମାର ମହାନ୍ତି): ଅନ୍ତର୍ଜାତୀୟ ବାଲୁକା ଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ ଇଟାଲୀର ଭେନିସ୍‌ରେ ହେବାକୁ ଥିବା କନ୍‌ଟେମ୍ପରାରି ଭେନିସ୍‌-୨୦୨୬ର ୧୮ତମ ସଂସ୍କରଣରେ ଭାରତର ପ୍ରତିନିଧିତ୍ୱ କରିବେ।…

ମଦ ଦୁର୍ନୀତି ମାମଲାରେ ଦୋଷମୁକ୍ତ ହେବା ପରେ ଟ୍ରେଣ୍ଡ କଲେଣି କେଜରିୱାଲ, ଭାଜପାକୁ ପ୍ରଶ୍ନ ପଚାରୁଛନ୍ତି ୟୁଜର୍ସ

ନୂଆଦିଲ୍ଲୀ,୨୭।୨: ଦିଲ୍ଲୀ ରାଜନୀତିର ସବୁଠାରୁ ବିବାଦୀୟ ମାମଲା ମଧ୍ୟରୁ ଗୋଟିଏ, କଥିତ ମଦ ନୀତି ଦୁର୍ନୀତିରେ ଏକ ବଡ଼ ଏବଂ ଗୁରୁତ୍ୱପୂର୍ଣ୍ଣ ରାୟ ଘୋଷଣା କରାଯାଇଛି। ଏହି…

ସୁନା କିଣିବାକୁ ନେଇ ଆସିଲା ନୂଆ ନିୟମ, ୧ ଏପ୍ରିଲରୁ ବଡ଼ ପରିବର୍ତ୍ତନ…

ନୂଆଦିଲ୍ଲୀ,୨୭।୨: ସୁନା କେବଳ ଏକ ଧାତୁ ନୁହେଁ, ଏହା ଭାରତୀୟଙ୍କ ପାଇଁ ଏକ ଭାବପ୍ରବଣ। ଆମ ମଧ୍ୟରୁ ଅଧିକାଂଶ ଏହାକୁ ଆମର ପୋର୍ଟଫୋଲିଓର ସବୁଠାରୁ ସୁରକ୍ଷିତ ଅଂଶ…

ମଙ୍ଗଳବାର ଚନ୍ଦ୍ରଗ୍ରହଣ: ଏହି ରାଶି ଉପରେ ପଡିବ ବଡ଼ ପ୍ରଭାବ, ଗ୍ରହଣ ସମୟରେ କ’ଣ କରିବେ ଜାଣନ୍ତୁ…

ଆସନ୍ତା ମାର୍ଚ୍ଚ ୩ ତାରିଖ ୨୦୨୬ ଫାଲଗୁନ ପୂର୍ଣ୍ଣିମା (ଦୋଳ ପୂର୍ଣ୍ଣିମା)ମଙ୍ଗଳବାର ଦିନ କେତୁ ଗ୍ରାସ ଚନ୍ଦ୍ରଗ୍ରହଣ, ଗ୍ରହଣ ସ୍ପର୍ଶ ପୂର୍ବାହ୍ନ ୩.୨୦ ଘଟିକା ରହିଛି ।…

ଦୀପିକାଙ୍କ ହାତରୁ ଗଲା ବଡ଼ ପ୍ରୋଜେକ୍ଟ

ଅଭିନେତ୍ରୀ ଦୀପିକା ପାଦୁକୋଣ ମା’ ହେବାପରେ ସମ୍ପୂର୍ଣ୍ଣ ବଦଳିଯାଇଛନ୍ତି। ସେ ଏବେ ଝିଅ ଦୁଆ ସହ ସମୟ ବିତାଉଛନ୍ତି। ମା’ ହେବା ପରଠାରୁ ସେ କୌଣସି ଫିଲ୍ମରେ…

ବିୟୁଟିପାର୍ଲରରେ ଲାଗିଲା ଭୟଙ୍କର ନିଆଁ, ଧୂଆଁ ଦେଖି…

ବୌଦ୍ଧ,୨୭ା୨(ଅଜିତ କୁମାର ବାରିକ): ବୌଦ୍ଧ ସହରର ଖାଲିଆ ବଗିଚାଠାରେ ଏକ ବିୟୁଟିପାର୍ଲରରେ ଶୁକ୍ରବାର ଅଗ୍ନିକାଣ୍ଡ ଘଟି ଲକ୍ଷାଧିକ ସମ୍ପତ୍ତି ନଷ୍ଟ ହୋଇଥିବା ଜଣାପଡ଼ିଛି। ସୂଚନା ମୁତାବକ ଖାଲିଆ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri