Posted inଜାତୀୟ

ଅଖିଳେଶଙ୍କ ଟେନ୍‌ସନ୍‌ ବଢାଇଲେ ପଲ୍ଲବୀ

ନୂଆଦିଲ୍ଲୀ,୧୪।୨: ଏସପି ସଭାପତି ଅଖିଳେଶ ଯାଦବଙ୍କୁ ଆଉ ଏକ ବଡ଼ ଝଟକା ଲାଗିଛି। ସ୍ବାମୀ ପ୍ରସାଦ ମୌର୍ଯ୍ୟଙ୍କ ପରେ ବର୍ତ୍ତମାନ ସହଯୋଗୀ ଅପ୍‌ନା ଦଳ ବିଧାୟକ ପଲ୍ଲବୀ ପଟେଲ ରାଜ୍ୟ ସଭା ନିର୍ବାଚନରେ ସେ ସମାଜବାଦୀ ପାର୍ଟି ପାଇଁ ଭୋଟ ଦେବେ ନାହିଁ ବୋଲି ସ୍ପଷ୍ଟ କରିଛନ୍ତି।
ସମାଜବାଦୀ ପାର୍ଟି ଜୟା ବଚ୍ଚନ, ରାମଜୀ ଲାଲ ସୁମନ ଏବଂ ଆଲୋକ ରଂଜନଙ୍କୁ ରାଜ୍ୟ ସଭା ପ୍ରାର୍ଥୀ କରିଛନ୍ତି। ଏଭଳି ପରିସ୍ଥିତିରେ ସମାଜବାଦି ପାର୍ଟିରେ କଳହ ଆରମ୍ଭ ହୋଇଛି। ମଙ୍ଗଳବାର ଅପରାହ୍ନରେ ସ୍ବାମୀ ପ୍ରସାଦଙ୍କ ପଦରୁ ଇସ୍ତଫା ଦେଇଛନ୍ତି। ଏଥିସହିତ ପଲ୍ଲବୀ ପଟେଲ ମଧ୍ୟ ରାଜ୍ୟ ସଭା ନିର୍ବାଚନରେ ଏସପି ଠାରୁ ନିଜକୁ ଦୂରେଇ ରଖିବାକୁ ଘୋଷଣା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀଙ୍କ ନାଁ ଘୋଷଣା କରି ବଡ଼ ବୟାନ ଦେଲେ ଶାହା, ସବୁଠୁ ବଡ଼ ବିଜୟ…

କୋଲକାତା,୮।୫: କୋଲକାତାରେ ଭାଜପା ବିଧାୟକ ଦଳ ବୈଠକରେ ପଶ୍ଚିମବଙ୍ଗ ପର୍ଯ୍ୟବେକ୍ଷକ ଦାୟିତ୍ୱରେ ଥିବା କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଭାଜପା ବିଧାୟକ ଦଳ ନେତା ଭାବେ…

ବଙ୍ଗଳାର ନୂଆ ମୁଖ୍ୟମନ୍ତ୍ରୀ ନାଁ ଘୋଷଣା ହେଉ ହେଉ ଶୁଭେନ୍ଦୁଙ୍କ ପ୍ରଥମ ପ୍ରତିକ୍ରିୟା, ରାଜନୀତିରେ ହଲଚଲ

କୋଲକାତା,୮।୫: ଶୁଭେନ୍ଦୁ ଅଧିକାରୀ ପଶ୍ଚିମବଙ୍ଗର ନୂତନ ମୁଖ୍ୟମନ୍ତ୍ରୀ ହେବେ। ଭାଜପା ବିଧାୟକ ଦଳର ବୈଠକରେ ତାଙ୍କୁ ନେତା ଭାବରେ ନିର୍ୱାଚିତ କରାଯାଇଥିଲା। ମୁଖ୍ୟମନ୍ତ୍ରୀ ପଦ ପାଇଁ ତାଙ୍କ…

ପଶ୍ଚିମବଙ୍ଗକୁ ମିଳିଲା ଆଉ ଜଣେ ଅବିବାହିତ ମୁଖ୍ୟମନ୍ତ୍ରୀ, ବିବାହ କରିନାହାନ୍ତି ଶୁଭେନ୍ଦୁ, ତାଙ୍କ ପୂର୍ବରୁ ୪… 

କୋଲକାତା, ୮।୫: ପଶ୍ଚିମବଙ୍ଗ ରାଜନୀତିରେ ଏକ ବଡ଼ ଧରଣର ପରିବର୍ତ୍ତନ ଦେଖିବାକୁ ମିଳିଛି। ଭାରତୀୟ ଜନତା ପାର୍ଟି (ଭାଜପା) ଶୁଭେନ୍ଦୁ ଅଧିକାରୀଙ୍କୁ ରାଜ୍ୟର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ ଭାବେ…

ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବେ ଶୁଭେନ୍ଦୁ ଯଜ୍ଞଙ୍କୁ ଆସିଛି ଡକରା

ବଞ୍ଚୋ,୮।୫(ପ୍ରଦୋଷ ବିଶ୍ୱାଳ): ପଶ୍ଚିମବଙ୍ଗରେ ଶନିବାର ଭାଜପା ସରକାର ଗଠନ କରିବ। ଶୁଭେନ୍ଦୁ ଅଧିକାରୀ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବେ। ବିଧାୟକ ଦଳ ବୈଠକ ପରେ ସ୍ବରାଷ୍ଟ…

ବଙ୍ଗଳାର ସିଏମ ହେବାପରେ ଶୁଭେନ୍ଦୁଙ୍କୁ ମାସକୁ ମିଳିବ କେତେ ଦରମା? କାଲିଠୁ ବଙ୍ଗର ଧରିବେ ମଙ୍ଗ

କୋଲକାତା,୮।୫: ପଶ୍ଚିମବଙ୍ଗ ରାଜନୀତିରେ ଏକ ନୂତନ ଯୁଗର ଆରମ୍ଭ ହେଉଛି। ଏକ ଐତିହାସିକ ବିଜୟ ପରେ, ଭାରତୀୟ ଜନତା ପାର୍ଟି (ବିଜେପି) ଶୁଭେନ୍ଦୁ ଅଧିକାରୀଙ୍କୁ ତାଙ୍କ ବିଧାୟକ…

ସର୍ବସମ୍ମୁଖରେ ଠେଙ୍ଗାରେ ପିଟି ଯୁବକକୁ ହତ୍ୟା

ଟେନସା,୮।୫(ସମୀର କୁମାର ପାଢୀ): ଭୋଜି ଭାତ ଚାଲିଥିବା ବେଳେ ସାମାନ୍ୟ ବଚସାକୁ ନେଇ ସର୍ବ ସମ୍ମୁଖରେ ଠେଙ୍ଗାରେ ପିଟିପିଟି ଯୁବକଙ୍କୁ ହତ୍ୟା କରିବା ଘଟଣା ଏବେ କୋଇଡା…

ତାଳଚେର ଉପନଗରପାଳଙ୍କ ବିରୋଧରେ ଅନାସ୍ଥା

ତାଳଚେର,୮ା୫(ମନୋଜ ନନ୍ଦ): ତାଳଚେର ଉପନଗରପାଳ ଶୁଭଶ୍ରୀ ଶୁଭସ୍ମିତା ପ୍ରଧାନଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଆସିଛି। ପୌରପାଳିକାର ୧୬ କାଉନସିଲର ତାଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଆଣିଛନ୍ତି। ଶୁକ୍ରବାର…

ପ୍ରଥମେ ମମତା ବାନାର୍ଜୀଙ୍କ ସହ କାମ କରି ରାଜନୀତିରେ ପାଇଥିଲେ ସ୍ବତନ୍ତ୍ର ସ୍ଥାନ, ଶୁଭେନ୍ଦୁ ଅଧିକାରୀଙ୍କ କାହାଣୀ ଜାଣିଲେ…

କୋଲକାତା,୮।୫: ବଙ୍ଗଳାରେ ଭାଜପାର ପ୍ରଥମ ବିଜୟରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥିବା ଶୁଭେନ୍ଦୁ ଅଧିକାରୀଙ୍କୁ ଦଳ ଏବେ ଏକ ପ୍ରମୁଖ ଦାୟିତ୍ୱ ଦେଇଛି। ଶୁଭେନ୍ଦୁ ଅଧିକାରୀ ହେବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri