ପାମ୍‌ ଅଏଲ୍‌ ରପ୍ତାନୀ ଉପରେ କଟକଣା, ବଢ଼ିଲା ଭାରତର ଚିନ୍ତା…

ଜାକର୍ତ୍ତା/ନୂଆଦିଲ୍ଲୀ, ୨୩।୪ : ପାମ୍‌ ତେଲ ଉତ୍ପାଦନ କ୍ଷେତ୍ରରେ ଇଣ୍ଡୋନେସିଆ ବିଶ୍ୱର ଶୀର୍ଷରେ ରହିଛି। ଏହା ସତ୍ତ୍ୱେ ଦେଶରେ ପାମ୍‌ ତେଲ ସଙ୍କଟ ଦେଇଛି। ଇଣ୍ଡୋନେସିଆରେ ଘରୋଇ ଖାଇବା ତେଲର ମୂଲ୍ୟ ପୂର୍ବରୁ ବୃଦ୍ଧି ପାଇଥିବା ବେଳେ ଏବେ ମଧ୍ୟ ଏହା ଜାରି ରହିଛି। ପାମ୍‌ ତେଲର ଘରୋଇ ମୂଲ୍ୟକୁ ଦୃଷ୍ଟିରେ ରଖି ଇଣ୍ଡୋନେସିଆ ସରକାର ୨୮ ଏପ୍ରିଲରୁ ପାମ୍‌ ତେଲ ରପ୍ତାନି ଉପରେ କଟକଣା ଲଗାଇବାକୁ ନିଷ୍ପତ୍ତି ନେଇଛନ୍ତି।

ଇଣ୍ଡୋନେସିଆର ରାଷ୍ଟ୍ରପତି ଜୋକୋ ୱିଡୋଡୋ କହିଛନ୍ତି ଯେ ପାମ୍‌ ତେଲ ରପ୍ତାନି ନୀତି ଉପରେ ନିଷେଧାଦେଶର ମୂଳ ଉଦ୍ଦେଶ୍ୟ ହେଉଛି ଘରେ ଖାଦ୍ୟ ପଦାର୍ଥର ଉପଲବ୍ଧତା ନିଶ୍ଚିତ କରିବା। ମୁଁ ଏହି ନୀତିର କାର୍ଯ୍ୟକାରିତା ଉପରେ ନଜର ରଖିବି ଏବଂ ମୂଲ୍ୟାଙ୍କନ କରିବି ଯାହା ଦ୍ୱରା ଘରୋଇ ବଜାରରେ ପାମ୍‌ ତେଲର ଉପଲବ୍ଧତା ହେବା ସହିତ ଏହା ସୁଲଭ ହୋଇପାରିବ।

ସୋଲଭେଣ୍ଟ ଏକ୍ସଟ୍ରାକ୍ଟର୍ସ ଆସୋସିଏଶନ ଅଫ ଇଣ୍ଡିଆ ବାଣିଜ୍ୟ ସଂସ୍ଥାର ସଭାପତି ଅତୁଲ ଚତୁର୍ବେଦୀ ବେକହିଛନ୍ତି ଯେ ଏହି ପଦକ୍ଷେପ ଦୁର୍ଭାଗ୍ୟଜନକ ଏବଂ ସମ୍ପୂର୍ଣ୍ଣ ଅପ୍ରତ୍ୟାଶିତ। ଇଣ୍ଡୋନେସିଆର ଏହି ଘୋଷଣା ଦ୍ୱାରା ବିଶ୍ୱସ୍ତରରେ ଶ୍ରେଷ୍ଠ ପାମ୍‌ ତେଲ କ୍ରେତା ଭାରତର ଗ୍ରାହକମାନଙ୍କର ହେବ। ଏହାପୂର୍ବରୁ ଜାନୁଆରୀ ୨୦୨୨ରେ ଇଣ୍ଡୋନେସିଆ ପାମ୍‌ ତେଲ ରପ୍ତାନି ଉପରେ ପ୍ରତିବନ୍ଧକ ଲଗାଇଥିଲା। ଯଦିଓ ମାର୍ଚ୍ଚରେ ଏହି ପ୍ରତିବନ୍ଧକ ହଟାଯାଇଥିଲା।

ଏହି ପ୍ରତିବନ୍ଧକକୁ ଦୃଷ୍ଟିରେ ରଖି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭାରତୀୟ କମ୍ପାନୀମାନଙ୍କୁ ଆମଦାନୀକୁ ରୋକିବା ଏବଂ ଦେଶରେ ଉତ୍ପାଦିତ ତୈଳବୀଜ କିଣିବା ଆରମ୍ଭ କରିବାକୁ ପରାମର୍ଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବେଲଗୁଣ୍ଠାରେ ଜିଲାସ୍ତରୀୟ ଅଭିଯୋଗ ଶୁଣାଣି, ୪ ଜଣଙ୍କୁ ୨୫ ହଜାର ଟଙ୍କା ସହାୟତା ପ୍ରଦାନ

ଭଞ୍ଜନଗର,୧୩।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ବ୍ଲକ ସମ୍ମିଳନୀ କକ୍ଷରେ ସୋମବାର ଗଞ୍ଜାମ ଜିଲ୍ଲା ସ୍ତରୀୟ ମିଳିତ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଅତିରିକ୍ତ…

କାଳୀମେଘା ହତ୍ୟାକାଣ୍ଡ ଘଟଣା; ସ୍ତ୍ରୀ ରଚିଥିଲା ଷଡଯନ୍ତ୍ର, ପତ୍ନୀ ସମେତ ୫ ଗିରଫ

କଳିଙ୍ଗନଗର,୧୩।୪(ଶୁଭାଶିଷ ରାଉତ ): ପୂର୍ବତନ ବିଧାୟକ ପ୍ରଣବ ପ୍ରକାଶ ଦାସଙ୍କ କାଳୀମେଘା ସ୍ଥିତ ଗେଷ୍ଟହାଉସ ସମ୍ମୁଖରେ ଗୁଳି ମାଡ଼ରେ ଜଣେ ଯୁବକଙ୍କ ମୃତ୍ୟୁ ଘଟଣାର ଫର୍ଦ୍ଧାଫାଶ କରିଛି…

ଆମେରିକାର ଧମକରେ ଚିହିଁକି ଉଠିଲା ଚାଇନା, କହିଲା ଆମ ପାଇଁ ସବୁବେଳେ ହର୍ମୁଜ…

ବେଜିଂ,୧୩ା୪: ଇସଲାମାବାଦରେ ୨୧ ଘଣ୍ଟା ଧରି ଚାଲିଥିବା ମାରାଥନ ବୈଠକରେ କୌଣସି ସମାଧାନର ବାଟ ବାହାରିପାରିଲା ନାହିଁ। ଫଳରେ ଆମେରିକା ଏବଂ ଇରାନ ମଧ୍ୟରେ ଉତ୍ତେଜନା ବୃଦ୍ଧି…

ହଜମ କ୍ରିୟାକୁ ସକ୍ରିୟ କରେ ଖଜୁରି

ଖଜୁରିରେ ଫାଇବର୍‌, କ୍ୟାଲ୍‌ସିୟମ୍‌ ଏବଂ ମ୍ୟାଗ୍ନେସିୟମ୍‌ ଆଦି ପ୍ରଚୁର ପରିମାଣରେ ଭରି ରହିଛି। ଖଜୁରିକୁ ଆମେ ସବୁ ସମୟରେ ଖାଇପାରିବା, କିନ୍ତୁ ମୁଖ୍ୟତଃ ଏହାକୁ ସକାଳ ଜଳଖିଆ…

ବଲାଙ୍ଗୀର ତହସିଲ୍ ଅଫିସ ପରିସରରେ ଜଳିଗଲା ବୁଲେଟ୍, କେମିତି ଲାଗିଲା ନିଆଁ?

ବଲାଙ୍ଗୀର,୧୩।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ତହସିଲ୍ ଅଫିସ ପରିସରରେ ଅଭାବନୀୟ ଘଟଣା । ଜଣେ ଓକିଲ ତାଙ୍କ ବୁଲେଟ୍ ରଖି ରେକର୍ଡ ରୁମକୁ ଯାଇଥିବା ବେଳେ ହଠାତ୍…

ମହିଳାଙ୍କୁ ନେଇ ବଡ଼ ଘୋଷଣା କଲେ ପ୍ରଧାନମନ୍ତ୍ରୀ, ଅପେକ୍ଷାର ଅନ୍ତ ହେବାକୁ…

ନୂଆଦିଲ୍ଲୀ,୧୩।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦିଲ୍ଲୀରେ ନାରୀ ଶକ୍ତି ବନ୍ଦନ ସମ୍ମିଳନୀକୁ ସମ୍ବୋଧିତ କରିଥିଲେ। ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି, ଦେଶର ବିକାଶ ଯାତ୍ରାର ଏହି ଗୁରୁତ୍ୱପୂର୍ଣ୍ଣ ମାଇଲଖୁଣ୍ଟ…

ଅପମାନିତ ପରେ ମନ ବୁଝିଲାନି, ପୁଣି ଥରେ ଆମେରିକା-ଇରାନ ମଧ୍ୟରେ ଆଲୋଚନା ପାଇଁ ପାକିସ୍ତାନ…

ଇସଲାମାବାଦ,୧୩ା୪: ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ପ୍ରଥମ ପର୍ଯ୍ୟାୟ ଆଲୋଚନା ବିଫଳ ହେବା ପରେ, ପାକିସ୍ତାନ ଦୁଇ ଦେଶକୁ ଆଲୋଚନା ଟେବୁଲକୁ ଫେରାଇ ଆଣିବା ପାଇଁ…

ଶାନ୍ତି ଆଲୋଚନା ବାଟବଣା ହେବା ବେଳେ, ଆକ୍ରମଣାତ୍ମକ ମନୋଭାବ ଗ୍ରହଣ କରିଛନ୍ତି ଟ୍ରମ୍ପ

ଓ୍ବାଶିଂଟନ,୧୩।୪: ପାକିସ୍ତାନରେ ଆମେରିକା-ଇରାନ ‘ଶାନ୍ତି ଆଲୋଚନା’ ବିଫଳ ହୋଇଛି। ଇରାନ ଆମେରିକୀୟ ପ୍ରସ୍ତାବକୁ ଗ୍ରହଣ କରିବାକୁ ମନା କରିଛି। ଫଳସ୍ବରୂପ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri