ପଞ୍ଚମୁଖୀ ହନୁମାନଙ୍କର ଫଟୋ ଘରକୁ ଆଣିଥାଏ ଶୁଭଫଳ: ଜାଣନ୍ତୁ କିପରି

କୁହାଯାଏ, ଘରେ କୌଣସି ବାସ୍ତୁଦୋଷ ଥିଲେ ଅନେକ ପ୍ରକାରର ଅଶାନ୍ତି ଉପୁଜିଥାଏ। ତେଣୁ ଏହି ବାସ୍ତୁଦୋଷକୁ ସହଜରେ କିପରି ଦୂର କରିହେବ ଜାଣନ୍ତୁ ସେ ସମ୍ପର୍କରେ…
* ଘରର ବାସ୍ତୁଦୋଷ ଦୂର କରିବାକୁ ଐଶାନ୍ୟ କୋଣରେ କଳସ ସ୍ଥାପନ କରିପାରିବେ। କୁହାଯାଏ, କଳସ ହେଉଛନ୍ତି ବିଘ୍ନ ବିନାଶକ ପ୍ରଭୁ ଗଣେଶଙ୍କର ଏକ ସ୍ବରୂପ। ତେଣୁ କଳସ ସ୍ଥାପନା କଲେ ଘରର ପରିସ୍ଥିତିରେ ଅନେକ ସୂଧାର ଆସିଥାଏ ବୋଲି ବିଶ୍ୱାସ ରହିଛି।
* ଘରର ମୁଖ୍ୟ ଦ୍ୱାରରେ ସିନ୍ଦୁରରେ ସ୍ବସ୍ତିକ ଚିହ୍ନ କରିବା ମଧ୍ୟ ଶୁଭଫଳ ଦେଇଥାଏ। ଧ୍ୟାନ ରଖିବେ ଏହି ସ୍ବସ୍ତିକ ଚିହ୍ନ ଯେପରି ୯ ଆଙ୍ଗୁଳି ଲମ୍ବା ଓ ୯ ଆଙ୍ଗୁଳି ଚଉଡ଼ା ବିଶିଷ୍ଟ ହେଉଥିବ। କୁହାଯାଏ, ଏହି ଚିହ୍ନର ପ୍ରଭାବରେ ଘରୁ ନକାରାତ୍ମକ ଊର୍ଜ୍ଜା ହ୍ରାସ ପାଇଥାଏ।
* ବାସ୍ତୁଶାସ୍ତ୍ରରେ ଘୋଡ଼ା ନାଲର ବି ଅନେକ ଗୁରୁତ୍ୱ ରହିଛି। କୁହାଯାଏ, ଏହି ନାଲକୁ ଘରର ମୁଖ୍ୟଦ୍ୱାର ନିକଟରେ ଟଙ୍ଗାଇଲେ ବାସ୍ତୁଦୋଷ ଦୂର ହେବା ସହ ସୌଭାଗ୍ୟ ପ୍ରାପ୍ତି ହୋଇଥାଏ।
* ଘରର ମୁଖ୍ୟଦ୍ୱାର ଯଦି ଦକ୍ଷିଣ ମୁହାଁ ହୋଇଥାଏ, ତା’ହେଲେ ପ୍ରବେଶ ଦ୍ୱାର ନିକଟରେ ପଞ୍ଚମୁଖୀ ହନୁମାନଙ୍କର ଫଟୋ ଲଗାଇବା ଶୁଭ ହୋଇଥାଏ। ସେହିପରି ପଞ୍ଚଧାତୁରେ ତିଆରି ପିରାମିଡ୍‌କୁ ବି ମୁଖ୍ୟଦ୍ୱାର ନିକଟରେ ରଖିଲେ ଶୁଭଫଳ ମିଳିଥାଏ ବୋଲି ବିଶ୍ୱାସ ରହିଛି।
* ଘରର ପଶ୍ଚିମ କିମ୍ବା ଉତ୍ତର-ପଶ୍ଚିମ କୋଣରେ ଝାଡୁ ରଖିପାରିବେ। କିନ୍ତୁ ଉତ୍ତର-ପୂର୍ବ କିମ୍ବା ଦକ୍ଷିଣ-ପୂର୍ବ ଅଥବା ପୂଜା ଘରେ ଝାଡୁ ରଖିବା ଆଦୌ ଶୁଭ ନୁହେଁ। ଏହା ବାସ୍ତୁଦୋଷ ଓ ଅଶାନ୍ତିକୁ ଡାକି ଆଣିଥାଏ।


Enter your email to get our daily news in your inbox.

All Right Reserved By Dharitri.Com

କୋରାପୁଟରେ ପ୍ରବଳ ବର୍ଷା ସମ୍ଭାବନା, ଅଧିକାରୀଙ୍କୁ ମୁଖ୍ୟାଳୟ ନଛାଡ଼ିବା ନିର୍ଦ୍ଦେଶ

କୋରାପୁଟ, ୨୧/୯( ଅମିତାଭ ବେହେରା ): ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇ ଏହା ଅବପାତର ରୂପ ନେବା ନେଇ ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି) ପକ୍ଷରୁ ସତର୍କ…

୧୪୦ ଅନ୍ତେବାସୀ ହଷ୍ଟେଲ ଛାଡ଼ିବା ଘଟଣା: ୪୬ ଦିନ ପରେ ଉଚ୍ଚସ୍ତରୀୟ ତଦନ୍ତ

ଝରିଗାଁ,୨୧।୯(କିଶୋର ଚନ୍ଦ୍ର ମଣ୍ଡଳ): ମୌଳିକ ସୁବିଧା-ସୁଯୋଗର ଅଭାବ ଏବଂ ନିମ୍ନମାନର ଖାଦ୍ୟ ଯୋଗାଣ ଯୋଗୁ ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ସାନରଟମରା ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ…

ଗଭୀର ଅବପାତ ପ୍ରଭାବ: ୩ ଦିନ ବନ୍ଦ ରହିବ ଗଞ୍ଜାମର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର

ଛତ୍ରପୁର, ୨୧/୯ (ଦିଲ୍ଲୀପ ସାମଲ/ଦ୍ଵାରକା ପଟ୍ଟନାୟକ) : ଗଭୀର ଅବପାତ ଯୋଗୁ ସମ୍ଭାବ୍ୟ ପ୍ରତିକୂଳ ପାଣିପାଗ ପରିସ୍ଥିତିକୁ ଦୃଷ୍ଟିରେ ରଖି ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଆଗୁଆ…

ପ୍ରକାଶ ପାଇଲା ଚୂଡ଼ାନ୍ତ ଭୋଟର ତାଲିକା-୨୦୨୬: ବରଗଡ଼ ଜିଲାରେ ୧୧.୧୧ ଲକ୍ଷ ଭୋଟର

ବରଗଡ,୨୧।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସଭାଗୃହଠାରେ ସୋମବାର ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସଆଇଆର) ପ୍ରକ୍ରିୟା ଅନ୍ତର୍ଗତ ଚୂଡ଼ାନ୍ତ ଭୋଟର ତାଲିକା-୨୦୨୬ ଆନୁଷ୍ଠାନିକ ଭାବେ…

ଫୁଟ୍‌ବଲ ମ୍ୟାଚ୍‌ ଦେଖି ଫେରୁଥିଲେ ୨ ଯୁବକ, ଧକ୍କା ଦେଲା ଅଜଣା ଗାଡ଼ି: ଘଟଣାସ୍ଥଳରେ…

ବାରିପଦା,୨୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶୁଳିଆପଦା ବ୍ଲକ କାଳିଆଶୋଳ ନିକଟରେ ସୋମବାର ରାତିରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି ଏକ ଅଜଣା ଗାଡ଼ି ଧକ୍କା…

ପୋଖରୀକୁ ଗାଧୋଇବାକୁ ଯାଇଥିଲେ ନିହାରିକା, ଖସିଗଲା ଗୋଡ଼: ଆଉ ତା’ପରେ…

ଲାଞ୍ଜିଗଡ,୨୧।୯(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜି ପଞ୍ଚାୟତ ବିଶ୍ୱନାଥପୁର ଥାନା ଅନ୍ତର୍ଗତ ସିନ୍ଧିପଦର ଗ୍ରାମର ଜଣେ ନାବାଳିକାର ପାଣିରେ ବୁଡି ମୃତ୍ୟୁ ଘଟିଛି…

ସମ୍ଭାବ୍ୟ ବାତ୍ୟାକୁ ନେଇ ବଡ଼ ଅପଡେଟ୍‌: ଏହି ବାଟ ଦେଇ ଅତିକ୍ରମ କରିବ ସ୍ଥଳଭାଗ!

ଭୁବନେଶ୍ୱର, ୨୧।୯: ସଷ୍ଟି ହେଲା ଅବପାତ। ପୁରୀଠାରୁ ଦକ୍ଷିଣ-ପୂର୍ବ ଦିଗ ଓ ଗୋପାଳପୁରଠାରୁ ପୂର୍ବ-ଦକ୍ଷିଣ-ପୂର୍ବ ଦିଗରେ ୩୧୦ କି.ମି ଦୂରରେ ଅବପାତ କେନ୍ଦ୍ରୀଭୂତ। କଳିଙ୍ଗପାଟନମରୁ ୩୯୦ କି.ମି…

ବହୁମୁଖୀ ଭବନ ଲୋକାର୍ପଣ କଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର: ବାଣ୍ଟିଲେ ଭତ୍ତା

ଦିଗପହଣ୍ଡି, ୨୧।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ଅଞ୍ଚଳରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ ଅନୁଷ୍ଠିତ ହୋଇଛି। ସୋମବାର ଦିଗପହଣ୍ଡି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?