ଏପ୍ରିଲ ୧୪ ରେ ପାଳନ ହେବ ପଣା ସଂକ୍ରାନ୍ତି, ମୋହର ମାରିଲେ ମୁକ୍ତି ମଣ୍ଡପ ପଣ୍ଡିତ

ପୁରୀ,୧୨।୨: ଏପ୍ରିଲ ୧୪ ତାରିଖରେ ପାଳନ ହେବ ମହାବିଷୁବ ପଣା ସଂକ୍ରାନ୍ତି। ଏପ୍ରିଲ ୧୩ ନା ୧୪ ତାରିଖରେ ପଣା ସଂକ୍ରାନ୍ତି ହେବ ତାହାକୁ ନେଇ ସଂଶୟ ଉପୁଜିଥିଲା। ଯେଉଁଥିପାଇଁ ସୋମବାର ପୁରୀରେ ପାଞ୍ଜି ବୈଠକ ବସିଥିଲା। ବୈଠକରେ ମୁକ୍ତି ମଣ୍ଡପ ପଣ୍ଡିତ ୧୪ ତାରିଖରେ ମହାବିଷୁବ ପଣା ସଂକ୍ରାନ୍ତି ପାଳନ କରିବାକୁ ମୋହର ମାରିଛନ୍ତି।

ତେବେ ବଜାରରେ ମିଲୁଟିବା କିଛି ପାଞ୍ଜି ଅନୁଯାୟୀ ଏପ୍ରିଲ ୧୩ରେ ପଣା ସଂକ୍ରାନ୍ତି ବୋଲି ଉଲ୍ଲେଖ ରହିଛି । ହେଲେ ଶ୍ରୀମନ୍ଦିର ପ୍ରଶାସନ ଦ୍ବାରା ସୀକୃତ ରାଧାରମଣ ପଞ୍ଜିକା ଏବଂ ଆଉ କିଛି ଗଣନାକାରି ଏପ୍ରିଲ ୧୪ରେ ପଣା ସଂକ୍ରାନ୍ତି ପାଳନ କରାଯିବ ବୋଲି କହିଛନ୍ତି। ଯାହାକୁ ନେଇ ଲୋକମାନଙ୍କ ମନରେ ସଂଶୟ ଉପୁଜିଥିଲା। ଏହି ବିଭାନ୍ତ୍ରିକ ଦୂର କରିବାକୁ ପୂର୍ବରୁ ପୁରୀରେ ଏକ ବୈଠକ ବସିଥିଲା। ହେଲେ ସମାଧାନ ହୋଇପାରନିଥିଲା। ଶେଷରେ ସୋମବାର ମାନେ ପୁଣି ଥରେ ମୁକ୍ତି ମଣ୍ଡପ ସଭା ବସିଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଆ ଭାଷା ସାହିତ୍ୟର ଜାତୀୟ ଆଲୋଚନା ଚକ୍ର

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମସ୍ଥିତ ସ୍ନାତକ ବିଜ୍ଞାନ ମହାବିଦ୍ୟାଳୟ ଓଡ଼ିଆ ଭାଷା ସାହିତ୍ୟ ବିଭାଗ ପକ୍ଷରୁ ସୋମବାର ଏକ ଦିବସୀୟ…

ମଧ୍ୟାହ୍ନ ଭୋଜନରେ ଅନିୟମିତତା ଅଭିଯୋଗ ଆଣିଲେ ଗ୍ରାମବାସୀ

ଖଜୁରିପଡ଼ା,୧୬ା୨(ବିଦୁର ବେହେରା): ଖଜୁରିପଡ଼ା ଅଞ୍ଚଳରେ ସୋମବାର କିଛି ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନରେ ଅନିୟମିତତା ହୋଇଥିବା ଅଭିଯୋଗ ହୋଇଛି। ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ ଅଧୀନରେ ଥିବା ଗଡ଼ପଦର୍‌ ସ୍କୁଲ,…

ରାଧାକୃଷ୍ଣ ମନ୍ଦିର ସାହିରେ ମଦ ନାମରେ ବିଷ ବିକ୍ରୀ ଅଭିଯୋଗ, ସବୁ ଜାଣି ଚୁପ୍ ପୋଲିସ ଓ ଅବକାରୀ ବିଭାଗ!

ଦାରିଙ୍ଗବାଡି,୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ରାଧାକୃଷ୍ଣ ମନ୍ଦିର ନିକଟରେ ଚୋରାମଦ ନାମରେ ବେଧଡ଼କ ଚାଲିଛି ବିଷ ବିକ୍ରୀ । ଏଥିପାଇଁ ଏକାଧିକ ଗରୀବ…

‘ବିବାହ ପୂର୍ବରୁ କାହାକୁ ବି ବିଶ୍ୱାସ କରନ୍ତୁ ନାହିଁ’: ଶାରୀରିକ ସମ୍ପର୍କକୁ ନେଇ ସୁପ୍ରିମକୋର୍ଟଙ୍କ ବଡ଼ ଚେତାବନୀ

ନୂଆଦିଲ୍ଲୀ,୧୬।୨: ଭାରତରେ ବିବାହ ପୂର୍ବରୁ ଶାରୀରିକ ସମ୍ପର୍କ ରଖିବା ଏବଂ ପରେ ବିବାହ ପ୍ରତିଶ୍ରୁତି ଭାଙ୍ଗିବା ଅଭିଯୋଗ ସାଧାରଣ ହୋଇଗଲାଣି। ଏହି ପ୍ରସଙ୍ଗରେ ସୋମବାର ସୁପ୍ରିମକୋର୍ଟ ଏକ…

ମାର୍ଚ୍ଚ ୮ରେ ଗର୍ଜିବେ ମହିଳା, ମଦ ନୁହଁ ମୌଳିକ ସୁବିଧା ଯୋଗାଇବାକୁ ହେବ ଲଢେଇ

ଦାରିଙ୍ଗବାଡି, ୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକର ନାରୀ ମହାସଙ୍ଘର ତ୍ରୟ ମାସିକ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ମହାସଙ୍ଘର ସଭାନେତ୍ରୀ ଲୁସିମା…

ଜାନୁଆରୀରେ ବଢ଼ିଲା ହୋଲସେଲ୍ ଦରଦାମ୍: ୧୦ ମାସର ସର୍ବୋଚ୍ଚ ସ୍ତରରେ…

ନୂଆଦିଲ୍ଲୀ,୧୬।୨: ଦେଶରେ ପୁଣି ଥରେ ମହଙ୍ଗା ମାଡ଼ର ଆଭାସ ମିଳିଛି। ଜାନୁଆରୀ ମାସରେ ଭାରତର ହୋଲସେଲ୍ ଦରଦାମ୍ (WPI) ୧୦ ମାସର ସର୍ବୋଚ୍ଚ ସ୍ତର ୧.୮୧% କୁ…

ପରବର୍ତ୍ତୀ ରାଜନୀତିକୁ ନେଇ ମୁହଁ ଖୋଲିଲେ ଅରବିନ୍ଦ ମହାପାତ୍ର, ବିଧାନସଭାରେ ଯଦି…

ଭୁବନେଶ୍ବର,୧୬।୨: ବିଜେଡିରୁ ନିଲମ୍ବନ ପରଠାରୁ ଚର୍ଚ୍ଚାରେ ରହିଛନ୍ତି ଅରବିନ୍ଦ ମହାପାତ୍ର । ନିଲମ୍ବନ ଓ ପରବର୍ତ୍ତୀ ରାଜନୀତିକୁ ନେଇ ଆଜି ସେ ମୁହଁ ଖୋଲିଛନ୍ତି । ନବୀନ…

ଜାତୀୟ ରାଜପଥରେ ବଢ଼ିପାରେ ଟୋଲ୍ ଟ୍ୟାକ୍ସ: ବଡ଼ ଯୋଜନା କରୁଛନ୍ତି କେନ୍ଦ୍ର ସରକାର

ନୂଆଦିଲ୍ଲୀ,୧୬।୨: ଭାରତରେ ଆଗକୁ ବଢିପାରେ ଟୋଲ୍ ଟ୍ୟାକ୍ସ। ଦେଶରେ ଏକ୍ସପ୍ରେସ-ୱେ ଏବଂ ହାଇ-ସ୍ପିଡ୍ ରୋଡ୍ ନିର୍ମାଣ କାର୍ଯ୍ୟକୁ ତ୍ୱରାନ୍ୱିତ କରିବା ପାଇଁ କେନ୍ଦ୍ର ସରକାର ଏକ ବଡ଼…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri