ପାନାସୋନିକର ‘ମଡ୍ୟୁଲର କିଚେନ ରେଞ୍ଜ’

ନୂଆଦିଲ୍ଲୀ,୧୯।୧୧: ପାନାସୋନିକ ଲାଇଫ୍‌ ସଲ୍ୟୁସନ ଇଣ୍ଡିଆ ପକ୍ଷରୁ ଏକ ମଡ୍ୟୁଲର କିଚେନ ରେଞ୍ଜର ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ବିଶେଷକରି ଜାପାନୀ ପ୍ରଯୁକ୍ତିବିଦ୍ୟା ଏବଂ ଭାରତୀୟ ଉପତ୍ାଦନର ମିଶ୍ରଣରେ ଏହି ସୁଲଭ ବିଳାସପୂର୍ଣ୍ଣ ଉତ୍ପାଦ ପାଇପାରିବେ। ଏପରିକି ଏହି ନୂତନ ପରିସର ସମଗ୍ର ଭାରତରେ ୨୩ଟି ସହରର ୨୫ଟି ଖୁଚୁରା ଷ୍ଟୋରରେ ଉପଲବ୍ଧ।
ଏ ସମ୍ପର୍କରେ ପାନାସୋନିକ ହାଉସିଂ ସଲ୍ୟୁସନ କମ୍ପାନୀ ଲିମିଟେଡ୍‌ର ସହାୟକ ନିର୍ଦ୍ଦେଶକ (କିଚେନ ଫର୍ନିଚର, ବାଥ୍‌ରୁମ୍‌ ଏବଂ ସାନିଟାରି ଫିଟିଂ ବିଜ୍‌ନେସ୍‌ ଡିଭିଜନ)ର ୟୋସିୟୁକି କିତାଜାକି କହିଛନ୍ତି, ଆମର ବିଦେଶୀ ବ୍ୟବସାୟ ପାଇଁ ଭାରତୀୟ ବଜାର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ବୋଲି ଆମେ ବିଶ୍ୱାସ କରୁଛୁ ଏବଂ ଏହି ମାସରେ ଭାରତରେ ନିର୍ମିତ ଏକ ନୂତନ ଉପତ୍ାଦ ‘ଓ-କ୍ଲାସ୍‌ ରୋଷେଇଘର’ ଆମେ ଉନ୍ମୋଚନ କରିଛୁ। ନୂତନ ଉପତ୍ାଦ ଓ-କ୍ଲାସ୍‌ ରୋଷେଇ ଘରର ଯୋଗ ସହିତ ଆମର ଭାରତୀୟ ବ୍ୟବସାୟକୁ ଆହୁରି ବିସ୍ତାର କରିବା ଏବଂ ଆମର ଆବାସିକ ଉପକରଣ ବ୍ୟବସାୟ ପାଇଁ ଏକ ବ୍ରାଣ୍ଡ୍‌ ପ୍ରତିଷ୍ଠା କରିବା ଉଦ୍ଦେଶ୍ୟରେ ଆମେ ଆମର ମାର୍କେଟିଂ କାର୍ଯ୍ୟକଳାପକୁ ମଜଭୁତ କରିବୁ। ଆଗକୁ ବଢ଼ି ଆରାମଦାୟକ ରହିବା ସ୍ଥାନର ପ୍ରସ୍ତାବ ଦେଇ ଆମ କମ୍ପାନୀ ଏକ ଆରାମଦାୟକ ଏବଂ ନିରାପଦ ସମାଜ ସିଦ୍ଧ କରିବାରେ ଯୋଗଦାନ ଦେବ।


Enter your email to get our daily news in your inbox.

All Right Reserved By Dharitri.Com

ବିକ୍ରି ନ ହୋଇ ମଣ୍ଡିରେ ପଡ଼ିଛି ଧାନ, ଏପଟେ ବରଗଡ଼ରୁ ଆନ୍ଧ୍ରକୁ ହେଉଛି ଚାଲାଣ

ବରଗଡ଼,୧୩ା୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟାକୁ ମାସେ ବିତି ଯାଇଛି। ତେବେ ଜିଲାରେ ଏବେ ମଧ୍ୟ ଧାନ ଉଠାଣ ପ୍ରକ୍ରିୟା ଶୀଥିଳ ଗତିରେ…

ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷାଙ୍କ ବିୟୋଗ: ବାସଭବନରେ ପହଞ୍ଚି ପରିବାରବର୍ଗଙ୍କୁ ଭେଟିଲେ ମନ୍ତ୍ରୀ-ବିଧାୟକ

ଛତ୍ରପୁର,୧୩ା୬(ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷା ଶର୍ମିଷ୍ଠା ପ୍ରଧାନଙ୍କ ଗତ ବୁଧବାର ଅକାଳରେ ବିୟୋଗ ଘଟିଥିଲା। ଏ ନେଇ ଛତ୍ରପୁର ଓ ଆଖପାଖ ଅଞ୍ଚଳରେ ଶୋକ ଛାୟା…

ଭାରତ ଆଗରେ ୧୯୫ ରନ୍‌ର ଟାର୍ଗେଟ୍; ଡେବ୍ୟୁ ମ୍ୟାଚ୍‌ରେ ଗୁର୍‌ବାଜଙ୍କ ଧୂଆଁଧାର ଇନିଂସ

ଧର୍ମଶାଳା, ୧୩ା୬: ଭାରତ ଓ ଆଫଗାନିସ୍ତାନ ମଧ୍ୟରେ ଶନିବାର ପ୍ରଥମ ଦିନିକିଆ ମ୍ୟାଚ୍‌ ଖେଳାଯାଇଛି। ବର୍ଷା କାରଣରୁ ମ୍ୟାଚ୍‌କୁ ୨୫ ଓଭରରେ ସୀମିତ ରଖାଯାଇଛି। ରହମାନୁଲା ଗୁରବାଜଙ୍କ…

ବିଲରୁ ଅଚିହ୍ନା ମହିଳାଙ୍କ ମୃତଦେହ ଜବତ

ହାଟଡିହୀ/ଆନନ୍ଦପୁର,୧୩ା୬(ଶୁଭକାନ୍ତ ନାୟକ/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ତରତରା ଅଞ୍ଚଳରୁ ଜଣେ ପ୍ରାୟ ୪୫ ବର୍ଷ ବୟସ୍କା ମହିଳାଙ୍କ ମୃତଦେହ ଏକ ବିଲରୁ ଉଦ୍ଧାର…

କୋଟିଆ ନେରିଡିବାଲସାରେ ହାତୀ ଆତଙ୍କ, ଆନ୍ଧ୍ରରୁ ସିୟୁରା ଆଡ଼କୁ ଆସି…

ପଟାଙ୍ଗି,୧୩ା୬(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ କୋଟିଆ ପଞ୍ଚାୟତ ସୀମାନ୍ତ ଗ୍ରାମରେ ହାତୀ ଆତଙ୍କରେ ଲୋକେ ଭୟଭୀତ ହୋଇପଡ଼ିଛନ୍ତି। ସୂଚନା ଅନୁଯାୟୀ, ଉକ୍ତ…

ଏହିଦିନ ଟ୍ରମ୍ପଙ୍କୁ ଭେଟିବେ ମୋଦି, ହ଼୍ବାଇଟ ହାଉସର ବଡ଼ ଘୋଷଣା

ଓ଼୍ବାଶିଂଟନ,୧୩।୬: ହ଼୍ବାଇଟ ହାଉସ ଘୋଷଣା କରିଛି ଯେ ଫ୍ରାନ୍ସରେ ଅନୁଷ୍ଠିତ G7 ଶିଖର ସମ୍ମିଳନୀ ଅବସରରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିବେ।…

ଓଲଟିଲା ଜିମ୍ପସନ୍‌ ବୋଝେଇ ହାଇଓ୍ବା, ବିଲ ଭିତରେ ପଡ଼ିଲା ସବୁତକ…

ପାଟଣା,୧୩ା୬(ବୀରକିଶୋର ଦାଶ): କେନ୍ଦୁଝର ଜିଲା ଢେଙ୍କିକୋଟ ପାଟଣା ୨୨୦ ନମ୍ବର ଜାତୀୟ ରାଜପଥ କୁଆପଶି ରାଇସିମିଲ୍‌ ପୋଖରୀ ନିକଟରେ ଶନିବାର ଏକ ଜିମ୍ପସନ ବୋଝେଇ ଓଡି ୨୧ଟି…

ମନଇଛା ଘରଭଡା ବଢାଇପାରିବେ କି ମାଲିକ? ଓଡ଼ିଶାରେ ଭଡାଘର ଏଗ୍ରିମେଣ୍ଟକୁ ନେଇ ବଦଳିଲା ନିୟମ

ଭୁବନେଶ୍ୱର,୧୩ା୬: ରାଜ୍ୟରେ ଘର ଭଡ଼ା ବ୍ୟବସ୍ଥାକୁ ଆଧୁନିକ ଓ ସ୍ୱଚ୍ଛ କରିବା ଲକ୍ଷ୍ୟରେ ରାଜ୍ୟ ସରକାର ‘ଓଡ଼ିଶା ସହରାଞ୍ଚଳ ଭଡ଼ା ନିୟନ୍ତ୍ରଣ ଅଧିନିୟମ, ୨୦୨୬’ର ଚିଠା ପ୍ରକାଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri