Posted inଫୁରସତ

ଗୋଟିଏ ଦିନରେ ତିଆରି କଲେ ଏତିକି ପ୍ୟାନ୍‌କେକ୍‌, ଗିନିଜ ବୁକ୍‌ରେ କଲେ ରେକର୍ଡ

ଆମେରିକାର ଲୋଓ୍ବା ସହରରେ ଏମିତି ପ୍ୟାନ୍‌ କେକ୍‌ ତିଆରି କରାଯାଇଛି, ଯେଉଁଥିପାଇଁ ଗିନିଜ ବୁକ୍‌ରେ ରେକର୍ଡ ସୃଷ୍ଟି ହୋଇଛି। ସହରରେ ବାର୍ଷିକ ପ୍ୟାନ୍‌କେକ୍‌ ଦିବସ ସମାରୋହରେ ପ୍ରାୟ ୧୪,୨୮୦ ପ୍ୟାନ୍‌କେକ୍‌ କରି ପରଷିଛନ୍ତି। ଏଥିପାଇଁ ସମସ୍ତ ସାମଗ୍ରୀ ଦାନ କରିଥିଲେ ଚେନ୍‌-ହାଇ-ଓ୍ବି।

ସମାରୋହର ଆୟୋଜକ କହିଛନ୍ତି, ୨,୪୦୦ ପାଉଣ୍ଡ ପ୍ୟାନ୍‌କେକ୍‌ କରାଯାଇଥିଲା। ଏହା ପୂର୍ବରୁ ଜୁନ୍‌ରେ ବ୍ଲୁ ସ୍ପ୍ରିଙ୍ଗ୍‌ସ ୧୩୦୦୦ ପ୍ୟାନ୍‌ କେକ୍‌ ତିଆରି କରିଥିଲେ। କିନ୍ତୁ ଏବେ ଏହି ରେକର୍ଡକୁ ଭାଙ୍ଗିଛନ୍ତି ସ୍ବୟଂସେବକ ଗୋଷ୍ଠୀ। ସକାଳ ୯ଟାରୁ ଅପରାହ୍ନ ୧ଟା ପର୍ଯ୍ୟନ୍ତ ୧୦୦ ଜଣ ସଦସ୍ୟ କାମରେ ଲାଗି ୧୪,୨୮୦ ପ୍ୟାନ୍‌କେକ୍‌ ତିଆରି କରି ରେକର୍ଡ କରିଛନ୍ତି। ପ୍ରତ୍ୟେକ ପ୍ୟାନ୍‌କେକ୍‌ର ନିର୍ଦ୍ଧାରିତ ଆକାର ଅତି କମ୍‌ରେ ୫ ଇଞ୍ଚ ଏବଂ ୩୯ ଇଞ୍ଚରୁ ଅଧିକ ମୋଟେଇ ହେବା ଆବଶ୍ୟକ। ଗିନିଜ୍‌ ବୁକ୍‌ରେ ରେକର୍ଡ କରିବା ପାଇଁ ଯେଉଁସବୁ ନୀତି ନିୟମ ରହିବା କଥା ତାହା ଏହି ସ୍ବୟଂସହାୟକ ଗୋଷ୍ଠୀ ପାଳନ କରିଥିବାରୁ ସଫଳତା ହାସଲ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗର୍ଜିଲେ ରାହୁଲ; ଅମିତ ଶାହାଙ୍କୁ ପଦବୀରୁ ହଟାନ୍ତୁ, ଭାଜପାକୁ କ୍ଷମା ମାଗିବି….

ନୂଆଦିଲ୍ଲୀ,୨୯।୭: ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଅଭିଯୋଗ କରିଛନ୍ତି ଯେ, ଭାଜପା ତାଙ୍କୁ ଗୃହରେ କହିବାକୁ ଦେଲାନାହିଁ । ବାରମ୍ବାର ବାଚସ୍ପତିଙ୍କୁ ଅନୁରୋଧ…

ଭୟଙ୍କର ବାଇକ୍ ଦୁର୍ଘଟଣା, ଚାଲିଗଲା ୨ଜଣଙ୍କ ଜୀବନ

ବଞ୍ଚୋ,୨୯।୭(ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ଉପଖଣ୍ଡ ଅନ୍ତର୍ଗତ ସିଙ୍ଗଡୋଭ ଗ୍ରାମ ନିକଟରେ ଏକ ମର୍ମନ୍ତୁଦ ଦୁର୍ଘଟଣା ହୋଇଛି । ବୁଧବାର ସନ୍ଧ୍ୟାରେ ଘଟିଥିବା ଏକ ଭୟଙ୍କର ବାଇକ୍‌ ଦୁର୍ଘଟଣାରେ…

ଚିକିତ୍ସା ଅବହେଳାରୁ ପ୍ରସୂତୀ ମୃତ୍ୟୁ ଘଟଣା, ସିଲ୍ ହେଲା ନର୍ସିଂହୋମ

ବରଗଡ଼,୨୯।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ବିଜେପୁରର ଏକ ଘରୋଇ ନର୍ସିଂହୋମକୁ ସିଲ୍ କଲା ଜିଲା ପ୍ରଶାସନ । ଅମୃତଧାରା ଘରୋଇ ନର୍ସିଂହୋମକୁ ବୁଧବାର ଜିଲା ପ୍ରଶାସନ ପକ୍ଷରୁ…

ରିଙ୍ଗ ରୋଡ଼ ଭାଙ୍ଗି ଆନନ୍ଦପୁରରେ ବନ୍ୟା: ପାଣିରେ ଭାସିଲା ଗାଁ, ନିଖୋଜ ଯୁବକ

ଆନନ୍ଦପୁର,୨୯।୭(ସୁଶାନ୍ତ କୁମାର ସାହୁ): ଲଘୁଚାପଜନିତ ଲଗାଣ ବର୍ଷା ଓ ଉପରମୁଣ୍ଡରେ ପ୍ରବଳ ବର୍ଷା ଯୋଗୁ କେନ୍ଦୁଝର ଜିଲାର ଆନନ୍ଦପୁର ଅଞ୍ଚଳରେ ଭୟାବହ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି।…

ବାଂଲାଦେଶ ଫେରିବା ନେଇ ଶେଖ୍ ହାସିନାଙ୍କ ବଡ଼ ବୟାନ, ମୃତ୍ୟୁ ମଧ୍ୟ ଗ୍ରହଣୀୟ କିନ୍ତୁ….

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହାସିନା କ୍ଷମତା ଯିବା ପରଠାରୁ ଅର୍ଥାତ୍ ଅଗଷ୍ଟ ୨୦୨୪ରୁ ଭାରତରେ ରହି ଆସୁଛନ୍ତି । ସେ କହିଛନ୍ତି ଯେ, ଚଳିତ ବର୍ଷ…

ପୁଣି ଚର୍ଚ୍ଚାରେ ଭବାନୀପାଟଣାର କୁନି ଝିଅ କଶିସ୍‌, ବହୁମୁଖୀ ପ୍ରତିଭାର ଅଧିକାରିଣୀ ହୋଇ…

ଭବାନୀପାଟଣା,୨୯ା୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହରର ୩ ବର୍ଷର କୁନି ଝିଅ କଶିସ୍‌ ଅଗ୍ରଓ୍ବାଲ ପୁଣି ଚର୍ଚ୍ଚାକୁ ଆସିଛନ୍ତି। ଗତ ଏପ୍ରିଲ ମାସରେ ୨…

ଟ୍ରେନ୍‌ ଟ୍ରାକ୍‌କୁ ହଠାତ୍‌ ଚାଲିଆସିଲା ଏକ ସିଂହ, ଲୋକୋ ପାଇଲଟ୍‌ କଲେ ଏମିତି କାମ, ଜାଣିଲେ ହେବେ ଆଶ୍ଚର୍ଯ୍ୟ…

ଗୁଜରାଟର ଜୁନାଗଡ଼ ଶାସନଗିରି ଅଞ୍ଚଳରୁ ଏକ ଆଶ୍ଚର୍ଯ୍ୟଜନକ ଭିଡିଓ ସାମ୍ନାକୁ ଆସିଛି। ଲୋକୋ ପାଇଲଟଙ୍କ ସତର୍କତା ଯୋଗୁ ଏକ ବଡ଼ ବିପଦ ଟଳି ଯାଇଛି। ଭେରାଭଲ-ଜୁନାଗଡ଼ ପାସେଞ୍ଜର…

ଘରକୁ ଫେରୁଥିବା ବେଳେ କେନାଲରେ ଭାସିଗଲେ ଚାଷୀ, ତାପରେ ଘଟିଲା….

ଦେବଗଡ,୨୯।୭(ଶଶାଙ୍କ ଶେଖର ଝାଙ୍କର): ବାରକୋଟ ଥାନା ସରୁଆଳି ଗ୍ରାମ ପଂଚାୟତ ଅନ୍ତର୍ଗତ ମାଦଲିଆ ଗ୍ରାମରେ ଜଣେ ଚାଷୀ ମଙ୍ଗଳବାର କେନାଲରେ ଭାସି ଯାଇଥିଲେ । ଏହାପରେ ଅଗ୍ନିଶମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri