ହନୁମାନ ମନ୍ଦିରରେ ପଞ୍ଚମୁଖୀ ବିଗ୍ରହ ମୂର୍ତ୍ତି ସ୍ଥାପନ

ଗଞ୍ଜାମ,୪/୪(ବିଦ୍ୟାଧର ସାହୁ):ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ପୁଇଁତୋଳା ସାନ ସାହିରେ ଥିବା ହନୁମାନ ମନ୍ଦିରରେ ଗୁରୁବାର ପଞ୍ଚମୁଖୀ ହନୁମାନଙ୍କ ବିଗ୍ରହ ମୂର୍ତ୍ତି ସ୍ଥାପନ କରାଯାଇଛି। ଏଥିପାଇଁ ବୁଧବାର ସନ୍ଧ୍ୟାରେ ଋଷିକୂଲ୍ୟା ନଦୀରୁ ଜଳାଭିଷେକ ପରେ ସାହିର ମହିଳା ଓ ପୁରୁଷଙ୍କ ଦ୍ୱାରା କଳସ ଯାତ୍ରା ଅନୁଷ୍ଠିତ ହୋଇଥିଲା। ପୁରୋହିତ ଅଶୋକ ଶତପଥୀ ଏବଂ ରାଜେନ୍ଦ୍ର ରଥ ଦେବଶର୍ମାଙ୍କ ଦ୍ୱାରା ହୋମ ଯଜ୍ଞ ଅନୁଷ୍ଠିତ ହୋଇଥିଲା। ଯଜ୍ଞରେ ସ୍ବର୍ଗତ ବାଉରୀ ସାହୁଙ୍କ ସୁପୁତ୍ର ମହେଶ୍ୱର ସାହୁ ଓ ତାଙ୍କ ଧର୍ମପତ୍ନୀ ସାଗରୀକା ଚାନ୍ଦ ପ୍ରମୁଖ ଦାୟିତ୍ୱ ବହନ କରିଥିଲେ। ଏହି ଉପଲକ୍ଷେ ଅଷ୍ଟପ୍ରହରୀ ନାମଯଜ୍ଞ ମଧ୍ୟ ଅନୁଷ୍ଠିତ ହୋଇଥିଲା। ସାହୁ ପରିବାର ପକ୍ଷରୁ ପଞ୍ଚମୁଖୀ ହନୁମାନ ମୂର୍ତ୍ତି ଦାନ କରାଯାଇଥିବା ଜଣାପଡିଛି। ଧରଣୀ ସାହୁ, କାଳୁ ସାହୁଙ୍କ ସମେତ ଅନ୍ୟମାନେ ସହଯୋଗ କରିଛନ୍ତି। ଚଳିତ ମାସ ମନ୍ଦିରରେ ରାମ ନବମୀ ପାଳନ ହେବ ବୋଲି ମନ୍ଦିର ପରିଚାଳନା କମିଟି ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଜଙ୍ଗଲ କାଟି ଅଫିମ ଚାଷ, ୩୦ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କାର ଗଛ ନଷ୍ଟ କଲା ଅବକାରୀ ବିଭାଗ

ଟେନ୍‌ସା,୭ା୨(ସମୀର କୁମାର ପାଢ଼ୀ): ସୁନ୍ଦରଗଡ଼ ଜିଲା କୋଇଡ଼ା ଅଞ୍ଚଳରୁ ଶନିବାର ୩୦ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କାର ଅଫିମ ଗଛ ପୋଲିସ ଓ ଅବକାରୀ ବିଭାଗ ପକ୍ଷରୁ ନଷ୍ଟ କରାଯାଇଛି।…

୩ଶହ ଗ୍ରାମ ଚୋରି ସୁନା ଜବତ କଲା ଗଜପତି ପୋଲିସ, ଆଲମାରୀ ଭାଙ୍ଗି….

ଗଜପତି,୭।୨(ଗିରିଧାରୀ ପରିଛା): ଗଜପତି ଜିଲା ପୋଲିସକୁ ମିଳିଛି ବଡ଼ ସଫଳତା। ଏକ ୩ଜଣିଆ ଚୋର ଗ୍ୟାଙ୍ଗକୁ ଧରିବା ସହ ସେମାନଙ୍କ ନିକଟରୁ ୩ଶହ ଗ୍ରାମ ଚୋରି ସୁନା…

ମଣ୍ଡିରେ ପଡ଼ିଛି କ୍ୱିଣ୍ଟାଲ କ୍ୱିଣ୍ଟାଲ ଧାନ, ପାଳି କରି ଜଗୁଛନ୍ତି ଚାଷୀ

କେସିଙ୍ଗା,୭ା୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧିନସ୍ଥ କାଣ୍ଡେଲ ପ୍ରାଥମିକ କୃଷି ସମବାୟ ସମିତି ଅଧିନସ୍ଥ ଶିରୋଲ,ବାଲସି ଓ କାଣ୍ଡେଲ ଧାନ ମଣ୍ଡିରେ ୧୭୬ ଜଣ…

ହାତରେ କଟୁରି ଧରି ସ୍କୁଲରେ ପ୍ରଧାନ ଶିକ୍ଷୟିତ୍ରୀଙ୍କ ସ୍ବାମୀ, ମଦ ନିଶାରେ ଚୁର ହୋଇ…

ପାଟଣା,୭।୨(ବୀର କିଶୋର ଦାଶ): କେନ୍ଦୁଝର ଜିଲା ସାହାରପଡା ବ୍ଲକ କୁଣ୍ଡୁଳା ପଞ୍ଚାୟତ ଜୟପୁର ପ୍ରାଥମିକ ବିଦ୍ୟାଳୟ ପରିସରରେ ଶୁକ୍ରବାର ଜଣେ ବ୍ୟକ୍ତି ନିଶାସକ୍ତ ଅବସ୍ଥାରେ କଟୁରି ଧରି…

ଲୋକଙ୍କ ପ୍ରଶ୍ନ ଶୁଣି ରାଗିଗଲେ ରାଷ୍ଟ୍ରପତି, କହିଲେ…

ବାରିପଦା,୭ା୨: ମୟୂରଭଞ୍ଜ ଜିଲା ଶିମିଳିପାଳବାସୀ ନିରନ୍ତର ଇଣ୍ଟରନେଟ୍‌ ସେବା ସହ ଯୋଡ଼ି ହୋଇଛନ୍ତି। ଶୁକ୍ରବାର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଶିମିଳିପାଳ ଜାତୀୟ ଉଦ୍ୟାନ ଗୁଡୁଗୁଡ଼ିଆଠାରେ ବିଏସ୍‌ଏନ୍‌ଏଲ୍‌ର ୪-ଜି…

ଆତ୍ମସମର୍ପଣ କଲେ ଟପ୍‌ କ୍ୟାଡର ମାଓବାଦୀ ଦମ୍ପତି, ମୁଖ୍ୟସ୍ରୋତରେ ସାମିଲ ପାଇଁ ଚିଠି ଲେଖି…

ରାୟଗଡ଼ା,୭ା୨(ଆଶିଷ ରଞ୍ଜନ ପଣ୍ଡା): ରାଜ୍ୟରେ ମାଓବାଦୀ ବିରୋଧୀ ଅଭିଯାନକୁ ଏକ ବଡ଼ ସଫଳତା ମିଳିଛି। ଦକ୍ଷିଣ ଓ ଶୀର୍ଷ ମାଓବାଦୀ ନେତା ନିଖିଲ ଓ ତାଙ୍କ ସ୍ତ୍ରୀ…

ଅତିରିକ୍ତ ତହସିଲଦାରଙ୍କ ଦୁର୍ବ୍ୟବହାରରେ କୀଟନାଶକ ପିଇଦେଲେ ପିଇଓ

ଚିକିଟି,୭ା୨(ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବ୍ଲକରେ ଏକ ଅଭାବନୀୟ ଘଟଣା ଘଟିଛି। ଅତିରିକ୍ତ ତହସିଲଦାର ଶାଶ୍ୱତୀ ଷଡ଼ଙ୍ଗୀଙ୍କ ଦୁର୍ବ୍ୟବହାରରେ ଅତିଷ୍ଠ ହୋଇ ରାମଚନ୍ଦ୍ରପୁର ପଞ୍ଚାୟତ…

ଅଶାନ୍ତ ହୋଇପଡ଼ିଛି ବରଗଡ଼: ଜଳୁଛି କ୍ରୋଧର ନିଆଁ, ସହରବାସୀ ଅସୁରକ୍ଷିତ

ବରଗଡ଼,୭ା୨(ପ୍ରେମାନନ୍ଦ ଖମାରୀ): ବିଚ୍‌ ରାସ୍ତା ଉପରେ ହୋଇଥିବା ଗୋଷ୍ଠୀ ସଂଘର୍ଷରେ ୨ଯୁବକଙ୍କ ମୃତ୍ୟୁ ପରେ ବରଗଡ଼ ସହର ଅଶାନ୍ତ ହୋଇ ପଡ଼ିଛି। ଏବେ ମଧ୍ୟ ଉତ୍ତେଜନା ଲାଗି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri