ପଞ୍ଚସଖା ସ୍ମୃତି ପାଠାଗାର ଅସୁରକ୍ଷିତ: ଉପରୁ ଖସିଲା ସିଲିଂ, କର୍ମଚାରୀ କହିଲେ…

ସାକ୍ଷୀଗୋପାଳ,୨୨ା୭(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ସତ୍ୟବାଦୀ ଅଞ୍ଚଳର ଏକମାତ୍ର ପୁରାତନ ସରକାରୀ ପାଠାଗାର ପଞ୍ଚସଖା ସ୍ମୃତି ପାଠାଗାରରେ ଦୀର୍ଘଦିନ ହେଲା ଦୁରାବସ୍ଥା ଲାଗିରହିଛି। ମଙ୍ଗଳବାର ଲଗାଣ ବର୍ଷାରେ ପାଠାଗାର ଆଜବେଷ୍ଟସ୍‌ ଛାତତଳେ ରହିଥିବା ସିଲିଂ ପଞ୍ଚସଖାଙ୍କ ପ୍ରତିମୂର୍ତ୍ତି ଉପରେ ଖସିପଡ଼ିଥିଲା। ସେଠାରେ ରହୁଥିବା କର୍ମଚାରୀ ଭଙ୍ଗା ସିଲିଂ ବାହାର କରିଥିବା ବେଳେ ପ୍ରତିମୂର୍ତ୍ତି କିଛି କ୍ଷତି ହୋଇ ନ ଥିବା କହିଛନ୍ତି। ଭଙ୍ଗା ଦଦରା ଛାତତଳେ ପ୍ରତ୍ୟହ ପାଠିକା ପାଠକମାନେ ଅସୁରକ୍ଷିତ ଅବସ୍ଥାରେ ବସି ଅଧ୍ୟୟନ କରୁଥିବା ଦେଖାଯାଇଛି।

ସୂଚନାଯୋଗ୍ୟ, ରାଜ୍ୟ ସଂସ୍କୃତି ବିଭାଗ ପରିଚାଳନା ହେଉଥିବା ପାଠାଗାରଟି ଉତ୍କଳମଣି ପଣ୍ଡିତ ଗୋପବନ୍ଧୁଙ୍କ ସହିତ ପଞ୍ଚସଖାଙ୍କ ସ୍ମୃତି ଉଦ୍ଦେଶ୍ୟରେ ୭୦ ଦଶକରେ ପ୍ରତିଷ୍ଠା ହୋଇଥିଲା। ସ୍ଥାନୀୟ ଛାତ୍ରୀଛାତ୍ର ଓ ପାଠକମାନଙ୍କ ସହ ସତ୍ୟବାଦୀର ଐତିହ୍ୟ ଉପରେ ଗବେଷଣା କରୁଥିବା ଗବେଷକମାନଙ୍କ ପାଇଁ ଏହି ପାଠାଗାର ଗଢ଼ି ଉଠିଥିଲା। ତନ୍ମଧ୍ୟରେ ଅନେକ ଉପାଦେୟ ପୁସ୍ତକ, ଦୈନିକ ଖବରକାଗଜ ଏବଂ ନିଯୁକ୍ତି ଭିତ୍ତିକ ବିଭିନ୍ନ ପତ୍ରପତ୍ରିକା ରହିଛି। ଯେଉଁଠି ପ୍ରତିଦିନ ପାଠକମାନଙ୍କ ଭିଡ଼ ସହ ବିଭିନ୍ନ ସଭାସମିତି ଆୟୋଜନ କରାଯାଉଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଭଞ୍ଜନଗରରେ ଜିଲାସ୍ତରୀୟ ଜନଅଭିଯୋଗ ଶୁଣାଣି: ୧୮୮ ଅଭିଯୋଗର ଶୁଣାଣି, ୧୦ର ତୁରନ୍ତ ସମାଧାନ

ଭଞ୍ଜନଗର, ୭।୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଜିଲାପାଳଙ୍କ ସମ୍ମିଳନୀ କକ୍ଷରେ ସୋମବାର ଜିଲା ପ୍ରଶାସନ ପକ୍ଷରୁ ଜିଲାସ୍ତରୀୟ ମିଳିତ ଜନଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ…

ବଦଳିଲା ଗ୍ୟାସ ସିଲିଣ୍ଡର ବୁକିଂ ନିୟମ: ଏଣିକି ଏତିକି ଦିନରେ ମିଳିବ ନୂଆ ସିଲିଣ୍ଡର

ନୂଆଦିଲ୍ଲୀ, ୭।୯: ଗତ କିଛି ଦିନ ଧରି ଦେଶରେ ଗ୍ୟାସର ଅଭାବ ଦେଖାଦେଇଥିଲା। ଏହାକୁ ଦୃଷ୍ଟିରେ ରଖି ସରକାର ନିଷ୍ପତ୍ତି ନେଇଥିଲେ ଯେ, ଗୋଟିଏ ଗ୍ୟାସ ସିଲିଣ୍ଡର…

ଗିଲଙ୍କୁ ୫ ହଜାର ଟଙ୍କା ଦେଲେ ଅଭିଷେକ ଶର୍ମାଙ୍କ ପିତା: କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୭।୯: ଟିମ ଇଣ୍ଡିଆର ଅଧିନାୟକ ଶୁବମନ ଗିଲଙ୍କ ମୋଟ ସମ୍ପତ୍ତି ୮୦ କୋଟି ବୋଲି ଆକଳନ କରାଯାଇଛି। ଏହାକୁ ଦୃଷ୍ଟିରେ ରଖି ୫,୦୦୦ ତାଙ୍କ ପାଇଁ ବିଶେଷ…

କୁମ୍ଭ-ବିଛା ସମେତ ୪ ରାଶି ପାଇଁ ଭାଗ୍ୟଶାଳୀ ଏହି ସପ୍ତାହ: ଚାକିରିରେ ପ୍ରମୋସନ ସହ ବଢ଼ିବ ଦରମା!

ଭୁବନେଶ୍ୱର: ନୂଆ ସପ୍ତାହର ଆରମ୍ଭ ବୁଧଙ୍କ ଗୋଚର ସହ ହେଉଛି। ଜ୍ୟୋତିଷ ଗଣନା ଅନୁସାରେ, ଏହି ସପ୍ତାହ କୁମ୍ଭ, ମିଥୁନ, ବିଛା ଓ ମୀନ ରାଶିର ଲୋକଙ୍କ…

ଏହି ଦିନଠୁ ଯାଞ୍ଚ ହେବ ଅଗ୍ନି ସୁରକ୍ଷା

ଭୁବନେଶ୍ୱର,୭।୯: ଚିଫ୍‌ ଫାୟାର ଅଫିସର ଦେବେନ୍ଦ୍ର ସ୍ବାଇଁ ସୋମବାର ଏକ ବଡ଼ ସୂଚନା ଦେଇଛନ୍ତି। ସେପ୍ଟେମ୍ବର ୧୫ରୁ ଅକ୍ଟୋବର ୧୫ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ଅଗ୍ନି ସୁରକ୍ଷା…

ୱେଷ୍ଟଇଣ୍ଡିଜ ବିପକ୍ଷ ଦିନିକିଆ ସିରିଜ୍‌ ଖେଳିବେନି ଆୟର: ତାଙ୍କ ସ୍ଥାନ ନେବେ…

ନୂଆଦିଲ୍ଲୀ,୭।୯: ଭାରତୀୟ ଦଳ ସେପ୍ଟେମ୍ବର ୨୭ରୁ ୱେଷ୍ଟଇଣ୍ଡିଜ ବିପକ୍ଷରେ ତିନି ମ୍ୟାଚ ବିଶିଷ୍ଟ ଏକ ଦିନିକିଆ ସିରିଜ ଖେଳିବାର କାର୍ଯ୍ୟକ୍ରମ ରହିଛି। ଏହି ସିରିଜରେ ଟିମ ଇଣ୍ଡିଆର…

ଫାଇନାଲ ମଝିରେ ତିଲକ-ସୂର୍ଯ୍ୟବଂଶୀଙ୍କ ମଧ୍ୟରେ ହାଇଭୋଲଟେଜ୍‌ ଡ୍ରାମା! ମଇଦାନରେ ଘଟିଲା… ଭିଡିଓ ଭାଇରାଲ

ଚେନ୍ନାଇ,୭।୯: ଚେନ୍ନାଇର ଏମ.ଏ. ଚିଦାମ୍ବରମ ଷ୍ଟାଡିୟମରେ ଇଷ୍ଟ ଜୋନ ଓ ସାଉଥ ଜୋନ ମଧ୍ୟରେ ଦୁଲୀପ ଟ୍ରଫି ୨୦୨୬ର ଫାଇନାଲ ମ୍ୟାଚ ଖେଳାଯାଉଛି। ମ୍ୟାଚର ପ୍ରଥମ ଦିନରେ…

ଇତିହାସ ରଚିବା ପରେ ହଠାତ୍‌ ପଡ଼ିଆ ଛାଡ଼ିଦେଲେ ଇଶାନ କିଶାନ: ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୭।୯: ଭାରତୀୟ ଷ୍ଟାର୍‌ କ୍ରିକେଟର୍‌ ତଥା ପୂର୍ବ ଜୋନର ଅଧିନାୟକ ଇଶାନ କିଶାନ ପୁଣି ଥରେ ପ୍ରମାଣ କରିଛନ୍ତି ଯେ ସେ ଜଣେ ମ୍ୟାଚ ବିଜେତା ଖେଳାଳି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri