ପଞ୍ଚାୟତ କର୍ତ୍ତୃପକ୍ଷଙ୍କ ଖାମଖିଆଲ ନୀତି: ଡ୍ରେନ୍‌ ସଫା କଲେ ଗ୍ରାମବାସୀ

ରିଷିଡ଼ା,୫ା୭(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଅନ୍ତର୍ଗତ ତେରେସିଂହା ଗ୍ରାମ ମୁଖ୍ୟ ରାସ୍ତାର ଗୋଟିଏ ପାର୍ଶ୍ୱ ଡ୍ରେନ୍‌ରୁ ରବିବାର ସକାଳେ ଗ୍ରାମବାସୀ ଅଳିଆ ସଫା କରିଥିବା ଦେଖିବାକୁ ମିଳିଛି। ଗ୍ରାମର ପୁରୁଣା ବ୍ୟାଙ୍କ ଛକ (ରଣା ଷ୍ଟଲ)ଠାରୁ ବସ୍ତି ସ୍କୁଲ ପର୍ଯ୍ୟନ୍ତ ଲମ୍ବି ଯାଇଥିବା ଡ୍ରେନ୍‌ ଅଳିଆ ଆବର୍ଜନାରେ ସମ୍ପୂର୍ଣ୍ଣ ପୋତି ହୋଇଯାଇଥିଲା। ଡ୍ରେନ୍‌ ସଫେଇ କାର୍ଯ୍ୟ ପାଇଁ ବିଭିନ୍ନ ସମୟରେ ଦାବି ହୋଇ ଆସୁଥିଲେ ହେଁ ପଞ୍ଚାୟତ କର୍ତ୍ତୃପକ୍ଷଙ୍କ ଖାମଖିଆଲ ନୀତି ଯୋଗୁ ସଫେଇ ନ ହୋଇ ପଡ଼ିରହିଥିଲା। ଶେଷରେ ଗ୍ରାମର ଅବସରପ୍ରାପ୍ତ ଶିକ୍ଷକ ଗୁଣସାଗର ପଧାନଙ୍କ ନେତୃତ୍ୱରେ ପ୍ରହଲ୍ଲାଦ ପଧାନ, ସମୀର ପଧାନ, ସତ କୁମର ଭୋଇ, ହରିହର ନାଏକ, ତପି ଭୋଇ, କୌଶିକ ପଧାନ, ବିଦୁର ଭୋଇ, ତପବନ୍ତ ଗହିର ପ୍ରମୁଖ ସଫେଇ କାର୍ଯ୍ୟରେ ସହଯୋଗ କରିଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ପାଣିପାଗ ବିଭାଗର ବଡ଼ ସୂଚନା, ଆସନ୍ତା ୪ ଦିନ ଯାଏ ଏହି ଜିଲାରେ କଲବଲ କରିବ ତାତି

ଭୁବନେଶ୍ୱର,୫ା୧୦(ବନ୍ଦନା ସେଠୀ): ରାଜ୍ୟରେ ଏବେ ତାପମାତ୍ରା ବଢ଼ୁଛି । ଖରାତାତି ସାଙ୍ଗକୁ ଗରମ ଗୁଳୁଗୁଳି ଅନୁଭୂତ ହେଉଛି । ଆସନ୍ତା ୩/୪ ଦିନ ପର୍ଯ୍ୟନ୍ତ ଏଭଳି ସ୍ଥିତି…

ସୋସିଆଲ ମିଡିଆରେ ଉଠିଲା ପ୍ରଶ୍ନ

ଦୁବାଇ,୫ା୧୦: ଦୁବାଇରୁ ୧୭୦ରୁ ଊର୍ଦ୍ଧ୍ୱ ଯାତ୍ରୀଙ୍କୁ ନେଇ ବୁଧବାର ଇସ୍ରାଏଲ୍‌ର ତେଲ୍‌ ଆଭିଭ୍‌ ଯାଉଥିବା ଫ୍ଲାଏଦୁବାଇ ବିମାନର ସହପାଇଲଟ୍‌ ହମାମ ଅଲ୍‌-ହମାମି ଏହାକୁ ନିୟନ୍ତ୍ରଣକୁ ନେଇ ଦୁର୍ଘଟଣାଗ୍ରସ୍ତ…

ୟୁକ୍ରେନ୍‌ରେ ଭାରତୀୟ ଔଷଧ ପ୍ଲାଣ୍ଟ ଉପରେ ରୁଷିଆର ଡ୍ରୋନ୍‌ ଆକ୍ରମଣ: ଜଣେ ମୃତ

ନୂଆଦିଲ୍ଲୀ,୫ା୧୦: ୟୁକ୍ରେନ୍‌ରେ ଥିବା ଭାରତର କୁସୁମ ଗ୍ରୁପ୍‌ ପରିଚାଳିତ ଏକ ଔଷଧ କାରଖାନା ଉପରେ ରୁଷିଆ ଡ୍ରୋନ୍‌ ଆକ୍ରମଣ କରିବାରୁ ଜଣେ ପ୍ରାଣ ହରାଇବା ସହ ଅନେକେ…

ଡିଜେ ଶବ୍ଦରେ ଖସିଲା ଘର ପ୍ଲାଷ୍ଟର, ଗାଁରେ ଉତ୍ତେଜନା

ହିଞ୍ଜିଳିକାଟୁ, ୪।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଅନ୍ତର୍ଗତ ଗିରିଆ ଗ୍ରାମରେ ରବିବାର ରାତିରେ ଗଣେଶ ମୂର୍ତ୍ତି ବିସର୍ଜନ ବେଳେ ଡିଜେର ଉଚ୍ଚ ଶବ୍ଦକୁ ନେଇ…

ମନିପର୍ସ ଖୋଜିବା ବାହାନାରେ ଦୋକାନରୁ ୩୦ ହଜାର ଲୁଟ୍‌ , ସିସିଟିଭିରେ…

ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡରେ ଲୁଟେରାଙ୍କ ଦୌରାତ୍ମ୍ୟ ଦିନକୁ ଦିନ ବଢ଼ିବାରେ ଲାଗିଛି। ଲୋକଙ୍କ ଘର ଝରକା, କବାଟ ତାଡି ଲୁଟ୍‌ ହେଉଛି। ପୋଲିସ…

କୋରାପୁଟରୁ ମସ୍କୋ: ରୁଷିଆରେ ପଢ଼ାଇବେ କୋରାପୁଟର ଜାତୀୟ ପୁରସ୍କାରପ୍ରାପ୍ତ ଶିକ୍ଷକ ତରୁଣ କୁମାର ଦାଶ

କୋରାପୁଟ,୪।୧୦(ଅମିତାଭ ବେହେରା): କୋରାପୁଟ ମାଟିରୁ ଶିକ୍ଷାଦାନ କ୍ଷେତ୍ରରେ ଜାତୀୟ ପରିଚୟ ସୃଷ୍ଟି କରିଥିବା ତରୁଣ କୁମାର ଦାଶଙ୍କ ସଫଳତାରେ ଆଉ ଏକ ନୂଆ ଅଧ୍ୟାୟ ଯୋଡ଼ି ହୋଇଛି…

ବାଇକ୍‌କୁ ଧକ୍କା ଦେଲା ଟ୍ରକ୍‌: ଡ୍ରାଇଭରଙ୍କୁ ମାରଣାନ୍ତକ ଆକ୍ରମଣ ପରେ ଟ୍ରକରେ ଲଗାଇ ଦେଲେ ନିଆଁ

ହିଞ୍ଜିଳିକାଟୁ ୪।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ତହଁର ପଞ୍ଚାୟତ କାର୍ଯ୍ୟାଳୟ ନିକଟରେ ରବିବାର ରାତିରେ ଏକ ଟ୍ରକ ବାଇକ୍‌ ଆରୋହୀଙ୍କୁ ଧକ୍କା ଦେଇଥିଲା। ଏହାକୁ…

ଚର୍ଚ୍ଚାରେ କଳାହାଣ୍ଡିର ଅଧ୍ୟାପକ, ଭିଏତନାମରେ କଲେ….

ଭବାନୀପାଟଣା,୪।୧୦( ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ଜୟ ପ୍ରକାଶ ସାନ୍ଧ୍ୟ ଡିଗ୍ରୀ ମହାବିଦ୍ୟାଳୟର ଇଂଲିଶ ଅଧ୍ୟାପକ ତଥା ଜାତୀୟ ସେବା ଯୋଜନା ଅଧିକାରୀ ପ୍ରତାପ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?