୨୦୨ ଜୋନ୍‌ରେ ବିଜେଡି ଆଗରେ

ଭୁବନେଶ୍ୱର,୨୬।୨(ବ୍ୟୁରୋ): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ଶେଷ ହୋଇଥିବା ବେଳେ ଶନିବାର ପ୍ରଥମ ପର୍ଯ୍ୟୟ ଭୋଟ ଗଣତି ଆରମ୍ଭ । ବର୍ତ୍ତମାନ ସୁଦ୍ଧା ମିଳିଥିବା ସୂଚନା ଅନୁସାରେ ବିଜୁ ଜନତା ଦଳ ସମସ୍ତଙ୍କୁ ଛରେ ପକାଇ ଆଗରେ ରହିଛି । ଆଜି ୩୧୫ ଜୋନ୍‌ରେ ଭୋଟ ଗଣତି ହେଉଛି । ତେବେ ଦିନ ୧୧ଟା ସୁଦ୍ଧା ୨୪୬ ଜିଲାପରିଷଦ ଜୋନ୍‌ରେ ପ୍ରାରମ୍ଭିକ ଟ୍ରେଣ୍ଡ ନିର୍ବାଚନ କମିଶନଙ୍କର ହସ୍ତଗତ ହୋଇଛି । ତେବେ ଏହି ୨୪୬ ଜୋନ ମଧ୍ୟରୁ ୨୦୨ ଜୋନ୍‌ରେ ବିଜେଡି ଆଗରେ ରହିଛି। ଭାଜପା ବର୍ତ୍ତମାନ ସୁଦ୍ଧା ମାତ୍ର ୨୫ଟି ଆସନରେ ଆଗରେ ରହିଛି । ସେହିପରି କଂଗ୍ରେସ ୧୫ଟି ଆସନରେ ଆଗୁଆ ରହିଥିବାବେଳେ ୪ଟି ଆସନରେ ଅନ୍ୟାନ୍ୟ ଦଳ ଆଗୁଆ ରହିଛି ।


Enter your email to get our daily news in your inbox.

All Right Reserved By Dharitri.Com

ପାଇଖାନା ସେଣ୍ଟ୍ରିଂ ଖୋଲିବା ହେଲା କାଳ, ଶ୍ୱାସରୁଦ୍ଧ ହୋଇ ଚାଲିଗଲା ୨ ଜୀବନ

କୁଚିଣ୍ଡା,୩୧।୩(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା ବାମରା ଵ୍ଲକ ମହୁଲପାଲି ଥାନା ଅନ୍ତର୍ଗତ କେଶାଇବାହାଲରେ ଅଭାବନୀୟ ଘଟଣା । ପାଇଖାନା ଟାଙ୍କି ସେଣ୍ଟ୍ରିଙ୍ଗ ଖୋଲିବା ସମୟରେ ଶ୍ୱାସରୁଦ୍ଧ ହୋଇ…

ମା’ ହିଙ୍ଗୁଳାଙ୍କ ବାର୍ଷିକ ଯାତ୍ରା ଆରମ୍ଭ: ପୂଜାର୍ଚ୍ଚନା କଲେ କେନ୍ଦ୍ରମନ୍ତ୍ରୀ

ତାଳଚେର,୩୧।୩(ମନୋଜ ନନ୍ଦ): ମଙ୍ଗଳବାର ଆରମ୍ଭ ହୋଇଛି ତାଳଚେରର ଅଧିଷ୍ଠାତ୍ରୀ ଦେବୀ ମା’ ହିଙ୍ଗୁଳାଙ୍କ ନବଦିନାତ୍ମକ ବାର୍ଷିକ ଯାତ୍ରା ଏବଂ ଲୋକ ମହୋତ୍ସବ। ଏନେଇ ଅଞ୍ଚଳ ଚଳଚଞ୍ଚଳ ହୋଇପଡିଛି।…

ଡାହାଣୀ ସନ୍ଦେହରେ ଯୁବକଙ୍କୁ ସଂଘବଦ୍ଧ ହତ୍ୟା, ୪ଜଣ…….

ସୁନ୍ଦରଗଡ,୩୧।୩(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ ସଦର ଥାନା ଅନ୍ତର୍ଗତ ସାନ ପତ୍ରା ପାଲି କେନ୍ଦାମାଲରେ ଅଭାବନୀୟ ଘଟଣା । ମଙ୍ଗଳବାର ଦିନ ଡାହାଣୀ ସନ୍ଦେହରେ ଜଣଙ୍କୁ ସଙ୍ଘବଦ୍ଧ…

ଧାର ଟଙ୍କା ନଦେବାରୁ ତାତିଗଲେ ଭିଣୋଇ, ଶୋଇଥିବା ବେଳେ ପେଟ୍ରୋଲ ଢାଳି ଜାଳିଦେଲେ….

ପାଟଣା,୩୧।୩(ବୀର କିଶୋର ଦାଶ): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା କିଆପଡା ଗାଁରେ ଅଭାବନୀୟ ଘଟଣା । ଧାର ଟଙ୍କାକୁ କେନ୍ଦ୍ର କରି ଏପରି ହିଂସାତ୍ମକ ଘଟଣା ଏବେ…

ହାଇକୋର୍ଟ ଗେଟ୍ ଆଗରେ ଗାଡ଼ିରେ ଲାଗିଲା ନିଆଁ, ହୁତୁହୁତୁ ହୋଇ ଜଳିଗଲା….

କଟକ,୩୧।୩(ପ୍ରଭୁକଲ୍ୟାଣ ପାଲ୍/କାର୍ତ୍ତିକ ସାହୁ): ହାଇକୋର୍ଟ ଲାଲବାଗ ଗେଟ ପାର୍ଶ୍ଵରେ ଅଗ୍ନିକାଣ୍ଡ । ଲାଲବାଗ ଗେଟ କାଳିଗଳି ସମୁଖରେ ଏହି ଅଗ୍ନିକାଣ୍ଡ ଘଟିଛି । ଅଗ୍ନିକାଣ୍ଡରେ ଅନେକ ଗାଡ଼ି…

କଳିଯୁଗର ବୋହୂ…ଶାଶୁଙ୍କୁ ନିର୍ଘାତ ମାଡ଼ ମାରିବା ପରେ ପନିକିରେ ହାଣିଲେ, ସବୁ ଦେଖି ଚୁପ୍ ଥିଲେ ପୁଅ

ଉଦଳା,୩୧।୩(ସନ୍ତୋଷ କୁମାର ବାଛିନୀ): ବୋହୂ ସାଜିଲେ ରାକ୍ଷସୀ। ଗୁଣି ସନ୍ଦେହରେ ଶାଶୁଙ୍କୁ ଅତି ନିର୍ଦ୍ଦୟ ଭାବେ ଘର ଭିତରେ ପନିକିରେ ହାଣିଲା ବୋହୂ । ଆଉ ଏ…

ଯାତ୍ରୀବାହୀ ବସରେ ଅଧିକ ଭଡ଼ାକୁ ନେଇ ପ୍ରତିବାଦ, ତିହିଡି଼ ଜନସାଧାରଣ ଅଧିକାର ମଞ୍ଚ ପକ୍ଷରୁ ବସରୋକୋ

ତିହିଡି଼,୩୧।୩(ସଞ୍ଜିତ ବଳ): ଭଦ୍ରକ-ଚାନ୍ଦବାଲି ରାଜ୍ୟ ରାଜପଥରେ ଚଳାଚଳ କରୁଥିବା ଯାତ୍ରୀବାହୀ ବସରେ ଧାର୍ଯ୍ୟ ଭଡ଼ା ଠାରୁ ୨ଗୁଣ ଅଧିକ ନିଆଯାଉଥିବା ନେଇ ଅଭିଯୋଗ ହୋଇଛି । ଏହାର…

ଗୋରୁ ଗାଡ଼ି ଅଟକାଇବା ହେଲା କାଳ, ଚାଲିଗଲା ଜଣଙ୍କର ଜୀବନ

ବାହାନଗା, ୩୧। ୩(ଅରୂପ କୁମାର ଦାସ)ଛ ବାହାନଗା ବ୍ଲକ ସୋର ଥାନା ୧୬ ନମ୍ବର ଜାତୀୟ ରାଜପଥ ବାରିକପୁର ନିକଟରେ ଦୁର୍ଘଟଣା । ଗୋରୁ ଗାଡି ଅଟକାଉଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri