ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ନେଇ ବ୍ୟାପକ ପ୍ରସ୍ତୁତି, ସମ୍ବେଦନଶୀଳ ବୁଥ୍‌ ପ୍ରତି କଡ଼ା ନଜର

ବାଲିଗୁଡ଼ା,୧୨ା୨(ଡି.ଏନ୍‌.ଏ.): କନ୍ଧମାଳ ଜିଲା ବାଲିଗୁଡ଼ା ନିର୍ବାଚନମଣ୍ଡଳୀ ବାଲିଗୁଡ଼ା ବ୍ଲକରେ ଆଗାମୀ ପଞ୍ଚାୟତ ନିର୍ବାଚନ ଚଳିତ ମାସ ୧୬ରେ ପ୍ରଥମ ପର୍ଯ୍ୟାୟ ମତଦାନ ଅନୁଷ୍ଠିତ ହେବ। ଏନେଇ ବ୍ଲକ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି l ଏହି ପରିପ୍ରେକ୍ଷୀରେ ସ୍ଥାନୀୟ ପଞ୍ଚାୟତ ସମିତି ସମ୍ମିଳନୀ କକ୍ଷରେ ବିଡିଓ ଡ.ଜଗଦୀଶ ଷଡ଼ଙ୍ଗୀଙ୍କ ଅଧ୍ୟକ୍ଷତାରେ ଏକ ଟ୍ରେନିଂ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏଥିରେ ପୋଲିଂ ପର୍ସନାଲିଟି ଓ ସେକ୍ଟର ଅଫିସରମାନେ ଉପସ୍ଥିତ ରହି ପଞ୍ଚାୟତ ନିର୍ବାଚନରେ କିପରି ପ୍ରସ୍ତୁତ ରହିବେ, ବାଲଟ ବକ୍ସ ଓ ବାଲଟ ପେପରକୁ ନେଇ ଭୋଟ୍‌ ଗ୍ରହଣ କିପରି ସୁରୁଖୁରୁରେ କରାଯିବ ସେନେଇ ବିଡିଓ ତାଲିମ ପ୍ରଦାନ କରିଥିଲେ। ବାଲିଗୁଡ଼ା ବ୍ଲକର ୧୪୩ଟି ବୁଥ୍‌ରେ ମତଦାନ ଗ୍ରହଣ କରାଯିବାକୁ ଥିବାବେଳେ ଏଥିମଧ୍ୟରୁ ଅତି ସମ୍ବେଦନଶୀଳ ବୁଥ୍‌ ୪୬ଟି ଥିବା ବେଳେ ସମ୍ବେଦନଶୀଳ ବୁଥ୍‌ ୭୬ଟି ଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ନବଜାତ ଶିଶୁକନ୍ୟାର ମୃତଦେହ ଉଦ୍ଧାର

ଖଲ୍ଲିକୋଟ,୨୨।୭(ଡି.ଏନ.ଏ.)-ଖଲ୍ଲିକୋଟ ଥାନା ମଥୁରା ଓ ଭରସା ଗ୍ରାମ ମଧ୍ୟ ଭାଗରେ ଥିବା ଏକ ବ୍ରିଜ ତଳୁ ସୋମବାର ନବଜାତ ଶିଶୁକନ୍ୟାର ମୃତଦେହ ଉଦ୍ଧାର କରାଯାଇଛି। ବ୍ରିଜ...

ଧାମରାରେ ଧରା ହେଲା ହ୍ବେଲସାର୍କ

ଚାନ୍ଦବାଲି, ୨୫।୯ (ଡି.ଏନ.ଏ.): ଭଦ୍ରକ ଜିଲା ଧାମରା ମତ୍ସ୍ୟ ପୋତାଶ୍ରୟ ଅଧୀନରେ ଥିବା ଚନ୍ଦନିପାଳ ମାଛଧରା ବେସ୍‌ରୁ ବୁଧବାର ଏକ ବିରଳ ମାଛ ଧରା ହୋଇଛି।...

ନାରୀ ସଶକ୍ତିକରଣ ଶୋଭାଯାତ୍ରା

କେନ୍ଦୁଝର,୧୦ା୬(ସ୍ବ.ପ୍ର.): ସ୍ଥାନୀୟ ସରସ୍ବତୀ ବିଦ୍ୟାମନ୍ଦିର ପରିସରରେ ବିଶ୍ୱ ହିନ୍ଦୁ ପରିଷଦ ପକ୍ଷରୁ ଦୁର୍ଗାବାହିନୀ ଓ ମାତୃଶକ୍ତି ପ୍ରାନ୍ତୀୟ ଶୌର୍ଯ୍ୟ ପ୍ରଶିକ୍ଷଣ ବର୍ଗ ଗତ ୫ ତାରିଖରୁ...

ଡ୍ରେନ ସଫା ବେଳେ ଭୁଶୁଡ଼ିଲା ଘର ବାରଣ୍ଡା

କଟକ ଅଫିସ,୩୦।୫: କଟକ ସହରରେ ଡ୍ରେନ ସମସ୍ୟା ଦିନକୁ ଦିନ ଉତ୍କଟ ହେବାରେ ଲାଗିଛି। ଶନିବାର ସକାଳେ ଡ୍ରେନ ସଫା ବେଳେ ଏକ ଘରର ବାରଣ୍ଡା...

ଶ୍ରୀକ୍ଷେତ୍ରକୁ ଶ୍ରୀହୀନ କରିବାକୁ ଚକ୍ରାନ୍ତ: ବ୍ରଜ ତ୍ରିପାଠୀ

ପୁରୀ ଅଫିସ୍‌,୫।୯:ପୁରୀରେ ଶ୍ରୀମନ୍ଦିର ସୁରକ୍ଷା ସୌନ୍ଦର୍ଯ୍ୟକରଣ ନାଁରେ ଚାଲିଥିବା ଉଚ୍ଛେଦକୁ ଶ୍ରୀକ୍ଷେତ୍ର ସୁରକ୍ଷା ଅଭିଯାନ ବିରୋଧ କରିଛି। ସରକାର ମନମୁଖି ଭାବେ ଏଭଳି ବେଆଇନ କାର୍ଯ୍ୟ...

ଗାଡ଼ି ଚଢ଼ିଗଲା: ଜଣେ ମୃତ, ୨ ଗୁରୁତର

ଧାମନଗର, ୧୦।୬ (ଡି.ଏନ.ଏ.) – ଭଦ୍ରକ ଜିଲା ଧାମନଗର ବ୍ଲକ ଅନ୍ତର୍ଗତ ଦଇପୁର ପଞ୍ଚାୟତ ନାରାୟଣପୁର ରାସ୍ତାରେ ରବିବାର ସନ୍ଧ୍ୟାରେ ଗାଡ଼ି ଚଢ଼ିଯିବାରୁ ଜଣେ ଯୁବକଙ୍କର...

ବାଲେଶ୍ୱରରେ ପୋଲିସ ମହାନିର୍ଦ୍ଦେଶକ: ‘ଆପରାଧିକ କାର୍ଯ୍ୟକଳାପ ଉପରେ କଡ଼ା ନଜର ରଖ’

ବାଲେଶ୍ୱର ଅଫିସ, ୫।୨-ଓଡ଼ିଶା ପୋଲିସ ବିଭାଗର ମହାନିର୍ଦ୍ଦେଶକ (ଡିଜିପି) ଅଭୟ ମଙ୍ଗଳବାର ପୂର୍ବାହ୍ନ ୧୦ଟାରେ ବାଲେଶ୍ୱରରେ ପହଞ୍ଚତ୍ ପୂର୍ବାଞ୍ଚଳ ଆଇଜିଙ୍କ ଅଫିସ୍‌୍‌ରେ ୫-ଟି ଓ ମୋ...

ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ପାଇଁ ଚିନିକଳ କର୍ମଚାରୀଙ୍କୁ ଉଠାଇ ନେଲା ପୋଲିସ

ବରଗଡ ଅଫିସ/ବିଜେପୁର, ୧୭ା୧୦- ବରଗଡ ଜିଲା ବିଜେପୁର ଉପନିର୍ବାଚନ ପ୍ରଚାର ପାଇଁ ଗୁରୁବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରୋଡ ଶୋ’ରେ ବିଜେପୁର ଅଞ୍ଚଳରେ ଦଳୀୟ ପ୍ରାର୍ଥିନୀ...

Advertisement
Archives

Model This Week