ଭଇଁରିଗୁଡା ପଞ୍ଚାୟତ ଉପ ର୍ନିବାଚନରେ ଭାଗ ନେବେ ୩୦୬୯ ଭୋଟର

ଜୁନାଗଡ଼,୨୩।୨(ଡି.ଏନ.ଏ) – କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ଭଇଁରିଗୁଡା ପଞ୍ଚାୟତ ଉପ ର୍ନିବାଚନ ବୁଧବାର ଅନୁଷ୍ଠିତ ହେବ। ଏଥିପାଇଁ ବ୍ଲକ ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି ଚୂଡାନ୍ତ ହୋଇଛି l ଏହି ଉପ ର୍ନିବାଚନରେ ମୋଟ ୩୦୬୯ ଜଣ ଭୋଟର ରହିଥିବା ବେଳେ ୧୧ଟି ବୁଥରେ ମତଦାନ କରିବେ l ଏଥିରେ ୨ ଜଣ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ ହେବ। ଏହି ପଞ୍ଚାୟତରେ ପୂର୍ବରୁ ସ୍ବର୍ଗତ ଲକ୍ଷ୍ମୀଧର ପାତ୍ର ସରପଞ୍ଚ ଥିଲେ l ଗତବର୍ଷ ସେପ୍ଟେମ୍ବରରେ କରୋନାରେ ତାଙ୍କର ଦେହାନ୍ତ ହୋଇଥିଲା l ସ୍ବଳ୍ପ ଅବଧି ପାଇଁ ଏହି ପଞ୍ଚାୟତରେ ଉପ ର୍ନିବାଚନ ହେଉଥିବା ବେଳେ ତାଙ୍କ ପୁଅ ପଞ୍ଚାନନ ପାତ୍ର ଓ ଜଣେ ନୂଆ ମୁହଁ ଦେବରାଜ ବlଣୁଆଙ୍କ ମଧ୍ୟରେ ପ୍ରତିଦ୍ୱନ୍ଦିତା ହେଉଛି l ର୍ନିବାଚନ ପାଇଁ ପ୍ରଶାସନ ପକ୍ଷରୁ କଡ଼ା ସୁରକ୍ଷା ବ୍ୟବସ୍ଥା ସହ ୧୧ ଗୋଟି ବୁଥ ପାଇଁ ପ୍ରତ୍ୟେକରେ ୩ ଜଣ ପ୍ରିଜାଇଡିଂ ଅଫିସର ଓ ୨ ଜଣ ପୋଲିସ କର୍ମଚାରୀଙ୍କୁ ନିୟୋଜିତ କରାଯାଇଥିବା ର୍ନିବାଚନ ଅଧିକାରୀ ଜୁନାଗଡ଼ ବିଡିଓ ଦୁଳlରlମ ମାରାଣ୍ଡି ସୂଚନା ଦେଇଛନ୍ତି l


Enter your email to get our daily news in your inbox.

All Right Reserved By Dharitri.Com

ବିଲକୁ ସାର ପକାଇବାକୁ ଯାଉଥିବା ବେଳେ ହାତୀ ହାବୁଡରେ ପଡିଗଲେ ଯୁବକ, ତାପରେ…

ପାଟଣା,୧୪।୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜରେ ପୁଣି ହାତୀ ଉପଦ୍ରବ ଦେଖିବାକୁ ମିଳିଛି । ଆକ୍ରମଣରେ ଜଣେ ବ୍ୟକ୍ତି ଗୁରୁତର ଆହତ ହୋଇଛନ୍ତି ।…

ପୋଲିସ ସେବା ପୁରସ୍କାର ୨୦୨୬ ଘୋଷଣା: ଓଡ଼ିଶାର ୧୭ ଜଣଙ୍କୁ ମିଳିବ..

ଭୁବନେଶ୍ୱର,୧୪।୮: ସ୍ବାଧୀନତା ଦିବସ ପୂର୍ବରୁ ବିଶିଷ୍ଟ ସେବା ପୁରସ୍କାର ୨୦୨୬ ଘୋଷଣା କରାଯାଇଛି। ଚଳିତ ବର୍ଷ ଓଡ଼ିଶାର ୧୭ ଜଣଙ୍କୁ ମିଳିବ ଏହି ପୁରସ୍କାର। ୫ ଜଣଙ୍କୁ…

MIର ହେଡ କୋଚ ହେବେ ରୋହିତ ଶର୍ମା! ଆଉ ବିରାଟ…ହଇଚଇ ସୃଷ୍ଟି କଲା ଅଶ୍ୱିନଙ୍କ ଭବିଷ୍ୟବାଣୀ

ନୂଆଦିଲ୍ଲୀ, ୧୪।୮: ରୋହିତ ଶର୍ମା ଏବଂ ବିରାଟ କୋହଲି ନିଜ ଦିନିକିଆ କ୍ରିକେଟ କ୍ୟାରିୟରର ଶେଷ ପର୍ଯ୍ୟାୟରେ ପହଞ୍ଚିଛନ୍ତି। ୨୦୨୭ ବିଶ୍ୱକପ ଖେଳିବା ପରେ ଉଭୟ ଅବସର…

ଆମେରିକାର ବଡ଼ ଅଭିଯୋଗ; ଚାଇନାକୁ ଟାରିଫ୍‌ରୁ ବଞ୍ଚାଉଛି ଭାରତ!

ଓ୍ବାଶିଂଟନ,୧୪।୮: ଆମେରିକା ପୁଣିଥରେ ଟାରିଫ୍‌ ପ୍ରସଙ୍ଗରେ ଭାରତକୁ ନେଇ ବଡ଼ ଅଭିଯୋଗ ଆଣିଛି। ଆମେରିକାର ଅଭିଯୋଗ ଅନୁସାରେ, ଭାରତ ସମେତ ୪୦ରୁ ଅଧିକ ଦେଶ କଥିତ ଭାବେ…

ଶନିଙ୍କ ନକ୍ଷତ୍ର ଗୋଚରରେ ଏହି ୪ ରାଶିଙ୍କ ଉପରେ ବଡ଼ ସଙ୍କଟ! ୯ ଅକ୍ଟୋବର ପର୍ଯ୍ୟନ୍ତ ରୁହନ୍ତୁ ସାବଧାନ, ନଚେତ୍‌…

ଜ୍ୟୋତିଷ ଶାସ୍ତ୍ର ଅନୁସାରେ ଶନି ଗ୍ରହ ଆସନ୍ତା ୨୦ ଅଗଷ୍ଟ ୨୦୨୬, ଗୁରୁବାର ସନ୍ଧ୍ୟା ୭ଟା ୪୫ ମିନିଟରେ ରେବତୀ ନକ୍ଷତ୍ରର ଦ୍ୱିତୀୟ ପଦରୁ ପ୍ରଥମ ପଦକୁ…

ଭାରତୀୟ ଖେଲାଳିଙ୍କୁ ଅଲ୍ଟିମେଟମ ଦେଲେ ଗମ୍ଭୀର: ଶେଷ ସୁଯୋଗ…

ଗାଲେ,୧୪।୮:୧୫ ଅଗଷ୍ଟରୁ ଆରମ୍ଭ ହେଉଥିବା ଶ୍ରୀଲଙ୍କା ବିପକ୍ଷ ଟେଷ୍ଟ ସିରିଜ ପାଇଁ ପ୍ଲେଇଂ ଇଲେଭେନ ସମ୍ପର୍କରେ ଭାରତୀୟ ଦଳ ମଧ୍ୟରେ ବିଚାର ବିମର୍ଶ ଚାଲିଛି। ଅଧିନାୟକ ଶୁବମନ…

ରାଗରେ ସ୍ବାମୀଙ୍କୁ ମୁଣ୍ଡକୁ ଲୁହା ତାଓ୍ବାରେ ପିଟିଦେଲେ ସ୍ତ୍ରୀ: ଆଉ ତା’ପରେ ଯାହା ଘଟିଲା…

ଲକ୍ଷ୍ନୌ,୧୪।୮: ଉତ୍ତର ପ୍ରଦେଶର ରାଜଧାନୀ ଲକ୍ଷ୍ନୌରୁ ସ୍ବାମୀ-ସ୍ତ୍ରୀଙ୍କ ସମ୍ପର୍କର ପବିତ୍ରତାକୁ ଭାଙ୍ଗି ଦେଉଥିବା ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଜାନକୀପୁରମର ଆନନ୍ଦ ବିହାର କଲୋନୀରେ, ଜଣେ…

EPFO New Rules: ପେନସନ ଟଙ୍କା ଉଠାଣରେ ବଡ଼ ପରିବର୍ତ୍ତନ, ଏଣିକି ଅପେକ୍ଷା କରିବାକୁ ପଡ଼ିବ ଏତେ ଦିନ

ନୂଆଦିଲ୍ଲୀ, ୧୪।୮: କର୍ମଚାରୀ ଭବିଷ୍ୟ ନିଧି ସଂଗଠନ (EPFO) ପକ୍ଷରୁ PF ଓ ପେନସନ ଉଠାଣ ନିୟମରେ ବଡ଼ ପରିବର୍ତ୍ତନ କରାଯାଇଛି। ଏହାର ସିଧାସଳଖ ପ୍ରଭାବ ବେତନଭୋଗୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri