ପଞ୍ଚାୟତ ନିର୍ବାଚନ ପାଇଁ ପ୍ରସ୍ତୁତି ଜୋରଦାର: ଆସନ ସଂରକ୍ଷଣ ପାଇଁ ଚିଠି ଲେଖିଲା…

ଭୁବନେଶ୍ୱର,୧୦।୪: ୨୦୨୭ ପଞ୍ଚାୟତ ନିର୍ବାଚନ ପାଇଁ ରାଜ୍ୟ ସରକାରଙ୍କ ପ୍ରସ୍ତୁତି ଆରମ୍ଭ ହୋଇ ଯାଇଛି। ଆସନ ସଂରକ୍ଷଣ ପାଇଁ ଜିଲାପାଳଙ୍କୁ ପଞ୍ଚାୟତିରାଜ ବିଭାଗ ପକ୍ଷରୁ ଚିଠି କରାଯାଇଛି। ୱାର୍ଡ ମେମ୍ବର, ସରପଞ୍ଚ, ସମିତି ସଭ୍ୟଙ୍କ ପାଇଁ ଆସନ ସଂରକ୍ଷଣ ନିର୍ଦ୍ଦେଶ ଦିଆଯାଇଛି। ଜିଲା ପରିଷଦ ସଦସ୍ୟଙ୍କ ପାଇଁ ମଧ୍ୟ ସିଟ ସଂରକ୍ଷଣ ସ୍ଥିର କରିବାକୁ ନିର୍ଦ୍ଦେଶ ହୋଇଛି।ଏପ୍ରିଲ ୨୦୨୬ ସୁଦ୍ଧା ନିର୍ବାଚନ କମିଶନଙ୍କୁ ଚୂଡ଼ାନ୍ତ ରିପୋର୍ଟ ଦେବାକୁ ଚିଠିରେ ଉଲ୍ଲେଖ ରହିଛି।

ଅନ୍ୟପକ୍ଷେ, ରାଜ୍ୟରେ ପଞ୍ଚାୟତ ନିର୍ବାଚନ ଅବଧି ପୂର୍ବରୁ ହେବନାହିଁ ବୋଲି ପଞ୍ଚାୟତିରାଜ ମନ୍ତ୍ରୀ ରବିନାରାୟଣ ନାଏକ ସ୍ପଷ୍ଟ କରିଥିଲେ।  ବିଧାନସଭାରେ ମନ୍ତ୍ରୀ ସ୍ପଷ୍ଟ କହିଥିଲେ, ୨୦୨୭ ଫେବୃଆରୀ ପୂର୍ବରୁ ରାଜ୍ୟରେ ପଞ୍ଚାୟତ ନିର୍ବାଚନ ହେବା ନେଇ ସରକାରଙ୍କ ପକ୍ଷରୁ ଅଦ୍ୟାବଧି ବିଧିବଦ୍ଧ ନିଷ୍ପତ୍ତି ଗ୍ରହଣ କରାଯାଇନାହିଁ। ଏଥିସହ ମନ୍ତ୍ରୀ ନାୟକ କହିଥିଲେ ,ବ୍ଲକ ଓ ପଞ୍ଚାୟତ ପୁନର୍ଗଠନ ପାଇଁ ପ୍ରଶାସନିକସ୍ତରରେ କୌଣସି ନିୟମାବଳୀ ପ୍ରସ୍ତୁତ କରାଯାଇନାହିଁ। ସରକାର ବ୍ଲକ ଓ ପଞ୍ଚାୟତ ପୁନର୍ଗଠନ ପାଇଁ ଯେତେବେଳେ ବିଧିବଦ୍ଧ ନିଷ୍ପତ୍ତି ନେବେ, ସେହି ସମୟରେ ପ୍ରଚଳିତ ନୀତି ନିୟମ ଓ ନିର୍ଦ୍ଦେଶାବଳୀ ଅନୁଯାୟୀ ବ୍ଲକ ଏବଂ ପଞ୍ଚାୟତ ପୁନର୍ଗଠନ ସମ୍ପର୍କିତ ପ୍ରତ୍ୟେକ ପ୍ରସ୍ତାବକୁ ପୁଙ୍ଖାନୁପୁଙ୍ଖ ଭାବେ ତର୍ଜମା କରି ନିଷ୍ପତ୍ତି ନିଆଯିବ ବୋଲି କହିଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦ୍ରାପଡ଼ା ଜିଲାର ଏହି ବ୍ଲକରେ ବିଜେଡିରୁ ସମସ୍ତେ ଦେଇଦେଲେ ଇସ୍ତଫା

ପାଟକୁରା,୧୨ା୪(ରବୀନ୍ଦ୍ର ନାଥ ବାରିକ): କେନ୍ଦ୍ରାପଡା ଜିଲା ପାଟକୁରା ନିର୍ବାଚନ ମଣ୍ଡଳୀ ଗରଦପୁର ବ୍ଲକ ବିଜେଡି ସମର୍ଥିତ ତଥା ବିଧାୟକ ଅରବିନ୍ଦ ମହାପାତ୍ରଙ୍କ ଅନୁଗତମାନେ ବିଜେଡିରୁ ସମୂହ ଇସ୍ତଫା…

ଜିଲାପାଳଙ୍କ ତଦାରଖ ପରେ ଫେରିଘାଟ ବନ୍ଦ ନିର୍ଦ୍ଦେଶ, ଡଙ୍ଗା ଇଞ୍ଜିନ ଚାବି ଜବତ କରି…

ମହାକାଳପଡ଼ା,୧୨ା୪(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ରାମନଗର ପଞ୍ଚାୟତ ବାହାକୁଦ-ମୂଷଡିଆ ମହାନଦୀ ଫେରିଘାଟରେ ଲାଇଫ ଜ୍ୟାକେଟ, ସିସିଟିଭି ଆଦି ବ୍ୟବାହର ହେଉ ନ ଥିବା…

ମହିଳା ସଂରକ୍ଷଣ ବିଲ୍‌କୁ ନେଇ ପ୍ରଭାତୀ ପରିଡ଼ାଙ୍କ ବଡ଼ ଅପଡେଟ୍‌, କହିଲେ ଦେଶକୁ ଏକ ନୂଆ…

ଭୁବନେଶ୍ୱର,୧୨ା୪: ମହିଳା ସଂରକ୍ଷଣ ବିଲ୍‌ ପ୍ରସଙ୍ଗରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ରବିବାର ଏକ ବଡ଼ ସୂଚନା ଦେଇଛନ୍ତି। ସେ ଏକ ପ୍ରେସ୍‌ମିଟ୍‌ରେ କହିଛନ୍ତି, ୩୩% ମହିଳା ସଂରକ୍ଷଣ…

ବୋଲେରୋ ଧକ୍କାରେ ବାଇକ୍‌ ଚାଳକଙ୍କ ମୃତ୍ୟୁ,୨୦ ଘଣ୍ଟା ହେଲା ହୋଇପାରିନି ମୃତଦେହ ବ୍ୟବଚ୍ଛେଦ

ଦାରିଙ୍ଗବାଡ଼ି,୧୨ା୪(ଅରୁଣ ସାହୁ): ବୋଲେରୋ ଧକ୍କାରେ ବାଇକ୍‌ଚାଳକଙ୍କ ମୃତ୍ୟୁ ଘଟଣାର ଇତିମଧ୍ୟରେ ପ୍ରାୟ ୨୦ ଘଣ୍ଟା ବିତିଯାଇଥିଲେ ମଧ୍ୟ କୌଣସି ମାମଲା ରୁଜୁ ହୋଇ ନ ଥିବା ଓ…

Dharitri Business Eminence Award 2026: ଶିକ୍ଷା ବ୍ୟବସାୟ ନୁହେଁ, ଭବିଷ୍ୟତ ଗଢ଼ିବାର ମାଧ୍ୟମ

ଶିକ୍ଷା ଶିଳ୍ପରେ ଜଣେ ଆଗଧାଡ଼ିର ଉଦ୍ୟୋଗୀ ଭାବେ ସୋମଦତ୍ତ ବେହୁରା ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ଭୁବନେଶ୍ୱରସ୍ଥିତ କେ.ଟି. ଗ୍ଲୋବାଲ୍‌ ସ୍କୁଲର ପ୍ରତିଷ୍ଠାତା ସୋମଦତ୍ତ ବେହୁରା…

ସଇତାନ ସାଜିଲେ ମା’: ୨ ଶିଶୁଙ୍କୁ ପନିକିରେ ହାଣିବା ପରେ ନିଜେ…

ଝାରସୁଗୁଡା, ୧୨।୪(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡା ବିମାନ ବନ୍ଦର ଥାନା ଓରାମପଡାଠାରେ ଶନିବାର ବିଳମ୍ବିତ ରାତ୍ରିରେ ଏକ ହୃଦୟ ବିଦାରକ ଘଟଣା ଘଟିଛି। ଏଠାରେ ଜଣେ ମା’…

ଶ୍ରୀମନ୍ଦିର ଖଣ୍ଡୋଲାଇଟ୍‌ ପଥରକୁ ନେଇ ସାଂଘାତିକ କଥା କହିଲେ ବବିଙ୍ଗ ଦାଦା: ଚର୍ଚ୍ଚାରେ..

ଯାଜପୁର ଟାଉନ,୧୨।୪(ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ଯାଜପୁର ବାହାବଳପୁରରେ ନିର୍ମାଣ ହୋଇଥିବା ପୂର୍ବତନ ବିଧାୟକ ତଥା ବିଜେଡି ନେତା ପ୍ରଣବ ପ୍ରକାଶ ଦାସ(ବବି)ଙ୍କ ଘର ଏବେ ଚର୍ଚ୍ଚାରେ। ଉକ୍ତ…

ସରିଲା ବାହାର ରତ୍ନଭଣ୍ଡାର ଗଣତି: ଜାଣନ୍ତୁ କେତେ କ’ଣ ଅଛି

ପୁରୀ,୧୨ା୪ (ଅଜିତ୍‌ କୁମାର ମହାନ୍ତି):ପୁରୀ ଶ୍ରୀମନ୍ଦିର ବାହାର ରତ୍ନଭଣ୍ଡାର ଅଳଙ୍କାର ଗଣତି ଶନିବାର ଦ୍ୱିତୀୟ ପର୍ଯ୍ୟାୟର ୪ର୍ଥ ଦିନରେ ଶେଷହୋଇଛି । ୧୯୭୮ ମସିହା ତାଲିକା ଅନୁସାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri