ମେ’୨୭ରେ ସ୍ଥଗିତ ଥିବା ସ୍ଥାନରେ ପଞ୍ଚାୟତ ନିର୍ବାଚନ

ଭୁବନେଶ୍ୱର,୨୧।୪(ବ୍ୟୁରୋ): ପଞ୍ଚାୟତ ନିର୍ବାଚନରେ ପା୍ରର୍ଥୀଙ୍କ ମୃତ୍ୟୁ ଯୋଗୁ ସ୍ଥଗିତ ଥିବା ନିର୍ବାଚନ ମେ’୨୭ରେ ହେବ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏନେଇ ଏପ୍ରିଲ ୨୬ରେ ବିଧିବଦ୍ଧ ଭାବେ ନିର୍ବାଚନ ଅଧିକାରୀଙ୍କ ଦ୍ୱାରା ବିଜ୍ଞପ୍ତି ପ୍ରକାଶ ପାଇବ। ଏପ୍ରିଲ ୨୯ରୁ ମେ’୨ ପର୍ଯ୍ୟନ୍ତ ପ୍ରାର୍ଥୀ ନିଜ ପ୍ରାର୍ଥିପତ୍ର ଦାଖଲ କରିବେ। ମେ’ ୪ରେ ପ୍ରାର୍ଥିପତ୍ର ଯାଞ୍ଚ କରାଯିବ ସହ ୭ରେ ପ୍ରାର୍ଥିପତ୍ର ପ୍ରତ୍ୟାହାର ନେଇ ଦିନ ଧାର୍ଯ୍ୟ ହୋଇଛି। ସେହିପରି ମେ’୫ରେ ପ୍ରାର୍ଥୀଙ୍କ ଚୂଡାନ୍ତ ତାଲିକା ପ୍ରକାଶ ପାଇବ।
ମେ’୨୭ ସକାଳ ୭ଟାରୁ ଅପରାହ୍ନ ୧ଟା ଯାଏ ଭୋଟ ଗ୍ରହଣ ହେବ। ୨୮ରେ ଭୋଟ ଗଣତି ସହ ଫଳାଫଳ ପ୍ରକାଶ ପାଇବ । ୩୧ରେ ବିଜୟୀ ପ୍ରାର୍ଥୀଙ୍କ ତାଲିକା ନିର୍ବାଚନ କମିଶନ ପ୍ରକାଶ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଦିବ୍ୟାଙ୍ଗ ଯୁବତୀଙ୍କୁ ବଳାତ୍କାର

ଦେବଗଡ଼,୨୧ା୨(ଶଶାଙ୍କ ଶେଖର ଝାଙ୍କର)- ଦେବଗଡ଼ ଥାନା ଅଞ୍ଚଳର ଦିବ୍ୟାଙ୍ଗ ଯୁବତୀଙ୍କୁ ବଳାତ୍କାର କରିବା ଅଭିଯୋଗରେ ପୋଲିସ ଜଣେ ବିବାହିତ ଯୁବକଙ୍କୁ ଗିରଫ କରି ଶନିବାର କୋର୍ଟ ଚାଲାଣ…

ବାଲ୍ୟ ବିବାହ ରୋକିଲା ପ୍ରଶାସନ, ସୂଚନା ଦେଇଥିବା ଲୋକଙ୍କ ଘର ଆଗରେ ହଟ୍ଟଗୋଳ

ପାତ୍ରପୁର,୨୧।୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ଖାରିଆଗୁଡା ପଞ୍ଚାୟତ ତାଳପଡା ଗ୍ରାମରେ ଶନିବାର ଜଣେ ନାବାଳିକାଙ୍କ ବିବାହ ହେଉଥିବା ନେଇ ସୂଚନା ପାଇ ପ୍ରଶାସନ…

ଭଦ୍ରକ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ଯୁବତୀଙ୍କ ଆତ୍ମାହୁତି ଉଦ୍ୟମ, ନିଜ ଡ୍ରେସରେ ନିଆଁ ଲଗାଇଦେବା ପରେ…

ଭଦ୍ରକ, ୨୧।୨(ସନାତନ ରାଉତ)- ଭଦ୍ରକ ଜିଲାପାଳଙ୍କ କାର୍ଯ୍ୟଳୟ ପରିସରରେ ଜଣେ ଯୁବତୀ ଆତ୍ମାହୁତି ଉଦ୍ୟମ କରିଛନ୍ତି । ଯୁବତୀ ଜଣଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଛି। ତେବେ ଯୁବତୀଜଣଙ୍କ…

ଜେଲ ଗଲେ କୋଟିପତି ଫରେଷ୍ଟର: ଆୟରୁ ୪୭୦ ଶତକଡ଼ା ଅଧିକ ସମ୍ପତ୍ତି କରିଥିଲେ ଠୁଳ, ୪ କୋଟିର ମାଲିକ

ଭବାନୀପାଟଣା,୨୧।୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଭବାନୀପାଟଣା ରେଞ୍ଜର ଭଟାଙ୍ଗପଦର ଫରେଷ୍ଟର ଭାଗବତ ଭୂଷଣ ବେହେରା ଶୁକ୍ରବାର ଭିଜିଲାନ୍ସ ଜାଲରେ ପଡିଥିଲେ। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ…

ମେଟ୍ରିକ୍‌ ପରୀକ୍ଷା ଦେବାକୁ ଟ୍ରାକ୍ଟରରେ ଗଲେ ଛାତ୍ର

ବାଲିଗୁଡ଼ା,୨୧ା୨(ସଞ୍ଜୟ କୁମାର ପାଣିଗ୍ରାହୀ): ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କ.ନୁଆଗାଁ ସ୍ଥିତ ପି.ଏମ୍‌.ଶ୍ରୀ ଉଚ୍ଚ ବିଦ୍ୟାଳୟର ଦଶମ ଶ୍ରେଣୀର ଛାତ୍ରମାନେ ପରୀକ୍ଷା ଦେବାକୁ ଟ୍ରାକ୍ଟର ଯୋଗେ କୁଡୁତୁଲି ଉଚ୍ଚ…

ଜଙ୍ଗଲରେ ଭୋଜି ମନା

ଅନୁଗୋଳ,୨୧।୨: ଗ୍ରୀଷ୍ମ ଋତୁରେ ଜଙ୍ଗଲ ନିଆଁ ରୋକିବାକୁ ଅନୁଗୋଳ ଉପଜିଲାପାଳଙ୍କ ପକ୍ଷରୁ ଏକ ବଡ଼ ପଦକ୍ଷେପ ନିଆଯାଇଛି। ଏନେଇ ଉପଜିଲାପାଳଙ୍କ ପକ୍ଷରୁ ଶନିବାର ଏକ କଟକଣା ଜାରି…

ଛାତ୍ରୀଙ୍କୁ ଗଣ ବଳାତ୍କାର ମାମଲା, ୫ କୋର୍ଟ ଚାଲାଣ

କେନ୍ଦ୍ରାପଡା/ରାଜକନିକା, ୨୧ା୨(ଜଗନ୍ନାଥ ଧଳ/ ସଞ୍ଜୟ କୁମାର ଦାଶ/ ରବୀନ୍ଦ୍ର କୁମାର ଦାଶ):କେନ୍ଦ୍ରାପଡା ଜିଲା ରାଜକନିକା ବ୍ଲକ ଓଳାଭର ଅଞ୍ଚଳର ଏକ ଘରୋଇ ଇଂଲିଶ ମିଡିୟମ ସ୍କୁଲରେ ଜଣେ…

Odisha Budget 2026: ବଜେଟରେ ୧୬ଟି ନୂଆ ଯୋଜନା ଘୋଷଣା କଲେ ମୁଖ୍ୟମନ୍ତ୍ରୀ; ଖର୍ଚ୍ଚ ହେବ ଏତିକି ଟଙ୍କା…

ଭୁବନେଶ୍ୱର,୨୧।୨: ଓଡ଼ିଶା ସରକାର ଆଜି ୩,୧୦,୦୦୦ କୋଟି ଟଙ୍କାର ଐତିହାସିକ ବଜେଟ୍ ଆଗତ କରିଛନ୍ତି ।ଚଳିତ ବର୍ଷ ବଜେଟରେ ଓଡିଶାର ବିଭିନ୍ନ କ୍ଷେତ୍ର ପାଇଁ ସରକାର ହାତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri