୨୦୨୭ ଏହି ମାସରେ ହେବ ପଞ୍ଚାୟତ ନିର୍ବାଚନ: ବଡ ସୂଚନା ଦେଲେ ଓଡ଼ିଶା ନିର୍ବାଚନ କମିଶନର

ଭୁବନେଶ୍ୱର,୧୭।୧: ଓଡ଼ିଶାରେ ଆସନ୍ତା ବର୍ଷ (୨୦୨୭) ଜାନୁଆରୀ ଓ ଫେବୃଆରୀ ମାସରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ଅନୁଷ୍ଠିତ ହୋଇପାରେ। ଶନିବାର ଗଣମାଧ୍ୟମକୁ ସୂଚନା ଦେଇ ରାଜ୍ୟ ନିର୍ବାଚନ କମିଶନର ମଧୁସୂଦନ ପାଢ଼ୀ ଏହି ସଙ୍କେତ ଦେଇଛନ୍ତି।

ବର୍ତ୍ତମାନର ପଞ୍ଚାୟତ ସଂସ୍ଥାଗୁଡ଼ିକର କାର୍ଯ୍ୟକାଳ ଶେଷ ହେବାକୁ ଯାଉଥିବାରୁ ଏହି ନୂତନ ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ ହୋଇଛି। ଆଗାମୀ ପଞ୍ଚାୟତ ଓ ପୌର ନିର୍ବାଚନ ପାଇଁ ରୋଡମ୍ୟାପ୍ ପ୍ରସ୍ତୁତ କରିବାକୁ ଶନିବାର ଏକ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। କମିଶନର କହିଛନ୍ତି ଯେ ନିର୍ବାଚନ ପ୍ରସ୍ତୁତି ନେଇ ବିଭିନ୍ନ ଜିଲାର ଜିଲାପାଳ, ଉପ-ଜିଲାପାଳ ଓ ପୌର କମିଶନରମାନଙ୍କ ସହ ଆଲୋଚନା ଜାରି ରହିଛି।

ନିର୍ବାଚନକୁ ସ୍ୱଚ୍ଛ ଓ ସଠିକ୍ କରିବା ପାଇଁ ପଞ୍ଚାୟତ ଓ ପୌର ନିର୍ବାଚନ ନିମନ୍ତେ ଘରକୁ ଘର ବୁଲି ଭୋଟର ସର୍ଭେ କରାଯିବ। ଏହି ସର୍ଭେ କାର୍ଯ୍ୟ ଚଳିତ ବର୍ଷ ମାର୍ଚ୍ଚ ମାସ ସୁଦ୍ଧା ଶେଷ ହେବାକୁ ଲକ୍ଷ୍ୟ ରଖାଯାଇଛି। ତେବେ ଜନଗଣନା କାର୍ଯ୍ୟ ଯୋଗୁଁ ଏଥିରେ ପ୍ରାୟ ମାସେ ବିଳମ୍ବ ହୋଇପାରେ ବୋଲି ସେ ସୂଚନା ଦେଇଛନ୍ତି।

ଭୋଟରମାନଙ୍କ ସୁବିଧା ପାଇଁ ଆବଶ୍ୟକ ସ୍ଥଳେ ବୁଥ୍‌ଗୁଡ଼ିକର ପୁନର୍ଗଠନ କରାଯିବ। ପୋଲିଂ ବୁଥ୍ ଯେପରି ଭୋଟରଙ୍କ ଘର ପାଖରେ ରହିବ, ତାହାକୁ ପ୍ରାଥମିକତା ଦିଆଯିବ।

ତେବେ ଏହି ଭୋଟର ସର୍ଭେ ସହିତ ‘ସ୍ପେଶାଲ ଇଣ୍ଟେନ୍ସିଭ୍ ରିଭିଜନ୍’ (SIR) ର କୌଣସି ସମ୍ପର୍କ ନାହିଁ ବୋଲି ପାଢ଼ୀ ସ୍ପଷ୍ଟ କରିଛନ୍ତି।

ସୂଚନାଯୋଗ୍ୟ ଯେ, ଗତ ଜାନୁଆରୀ ୧୩ରେ ସମ୍ବଲପୁରଠାରେ ଏକ ପ୍ରସ୍ତୁତି ବୈଠକ ଶେଷ ହୋଇଥିବା ବେଳେ ଆସନ୍ତା ଜାନୁଆରୀ ୨୦ ତାରିଖରେ ଛତ୍ରପୁରଠାରେ ପରବର୍ତ୍ତୀ ବୈଠକ ଅନୁଷ୍ଠିତ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ବିଜୁବାବୁଙ୍କ ୧୧୦ତମ ଜନ୍ମଜୟନ୍ତୀ ପାଳିତ, ବିଜୁ ବାବୁ ଅମର ରହେ ନାରାରେ କମ୍ପିଲା….

ନନ୍ଦପୁର/ପାଡୁଆ, ୫ା୩ (ତୁଷାର କାନ୍ତ ମହାନ୍ତି):  କୋରାପୁଟ ଜିଲା ନନ୍ଦପୁର ବ୍ଲକ କୂଲାବିର ପଞ୍ଚାୟତ ସ୍ଥିତ ଧବଳେଶ୍ଵର ମନ୍ଦିର ପରିସରରେ ଗୁରୁବାର ସ୍ବର୍ଗତ ବିଜୁ ପଟ୍ଟନାୟକଙ୍କ ୧୧୦…

ଓଡ଼ିଶାରେ ବିଜେଡି-କଂଗ୍ରେସ ମେଣ୍ଟ ସମ୍ପର୍କରେ ନବୀନଙ୍କ ବିସ୍ଫୋରକ ବୟାନ, କହିଲେ…

ଭୁବନେଶ୍ୱର,୫।୩: ରାଜ୍ୟ ସଭା ପାଇଁ ଗୁରୁବାର ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର, ଦତ୍ତେଶ୍ବର ହୋତା। ସଂତୃପ୍ତ ଓ ଦତ୍ତେଶ୍ବରଙ୍କ ପ୍ରାର୍ଥିପତ୍ର ଦାଖଲ ପରେ ବିଜେଡି ସୁପ୍ରିମୋ ନବୀନ…

‘ବିଜୁବାବୁଙ୍କ ନୀତି ଆଦର୍ଶକୁ ପାଥେୟ କରି ସମାଜସେବାରେ ବ୍ରତୀ ହେବାକୁ ଆହ୍ବାନ’

ବଞ୍ଚୋ,୫ା୩(ପ୍ରଦୋଷ କୁମାର ବିଶ୍ୱାଳ): ଆନନ୍ଦପୁର ଉପଖଣ୍ଡ ଅନ୍ତର୍ଗତ ହାଟଡିହୀ ବ୍ଲକରେ ଗୁରୁବାର ମହାନ ଜନନାୟକ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ଜନ୍ମ ଜୟନ୍ତୀ ଅବସରରେ ବିଜୁ…

ଶ୍ରୀମନ୍ଦିରର ୩ ସେବକଙ୍କୁ କୈଫିୟତ ତଲବ: ଜଣେ ସେବକଙ୍କ ଶାଢ଼ିବନ୍ଧା ଆଦେଶ ପ୍ରତ୍ୟାହାର ନେଇ…

ପୁରୀ,୫ା୩(ଅଜିତ କୁମାର ମହାନ୍ତି): ଫେବୃଆରୀ ୨୮ରେ ସେବାପୂଜାରେ ବିଳମ୍ବ, କର୍ତ୍ତବ୍ୟରତ ଅଧିକାରୀଙ୍କ ପ୍ରତି ଦୁର୍ବ୍ୟବହାର ଓ ବିଶୃଂଖଳ ଆଚରଣ ଅଭିଯୋଗରେ ତିନିଜଣ ସେବକଙ୍କୁ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ…

ନାମାଙ୍କନ ଭରିଲେ ସଂତୃପ୍ତ ମିଶ୍ର, ପାଖରେ ଅଛନ୍ତି ନବୀନଙ୍କ ସହ…

ଭୁବନେଶ୍ୱର,୫ା୩: ରାଜ୍ୟ ସଭା ପାଇଁ ଗୁରୁବାର ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର। ବିଜେଡି ପ୍ରାର୍ଥୀ ଭାବେ ସଂତୃପ୍ତ ଆଜି ତାଙ୍କର ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ସେ…

ପଶ୍ଚାତାପ କରିବ ଆମେରିକା, ଇରାନର ବୈଦେଶିକ ମନ୍ତ୍ରୀ କହିଲେ ଏହି ଆକ୍ରମଣ…

ତେହରାନ,୫ା୩: ଶ୍ରୀଲଙ୍କାର ଦକ୍ଷିଣ ଉପକୂଳରେ ଆମେରିକାର ବୁଡ଼ାଜାହାଜ ଆକ୍ରମଣ କରି ଏକ ଇରାନୀ ଜାହାଜକୁ ବୁଡ଼ାଇ ଦେଇଛି। ଏହି ଆକ୍ରମଣରେ ୮୭ ଜଣ ଲୋକ ପ୍ରାଣ ହରାଇଛନ୍ତି।…

ବୈଶାଖ ନପଶୁଣୁ ଉତ୍କଟ ଜଳ ସମସ୍ୟା, ବ୍ଲକ ଅଫିସ୍ ସମ୍ମୁଖରେ ଗରା ବାଲିଟି ଧରି ମହିଳାଙ୍କ ପ୍ରତିବାଦ

ପାଟଣା,୫।୩(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ୍ ଡୁମୁରିଆ ପଂଚାୟତ ତଣ୍ଡ ବାଙ୍କ ଘାଟ ସାହିରେ ପାଣି ସମସ୍ୟା ଦେଖାଦେଇଛି । ସେଠାରେ ଏକ ମାତ୍ର…

ବୁଗୁଡ଼ାରେ ବିଜୁ ପଟ୍ଟନାୟକଙ୍କ ୧୧୦ତମ ଜୟନ୍ତୀ ପାଳିତ, ପୂର୍ବତନ ଶ୍ରମ ମନ୍ତ୍ରୀ….

ବୁଗୁଡା,୫।୩(କାଳିଚରଣଦାଶ): ବୁଗୁଡ଼ା ବଳଦେବସ୍ବାମୀ  ବସଷ୍ଟାଣ୍ଡ ପରିସରରେ ବିଜେଡି ପକ୍ଷରୁ ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ୧୧୦ତମ ଜୟନ୍ତୀ ପାଳନ କାର୍ଯ୍ୟକ୍ରମ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି ।  ପୂର୍ବତନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri