Posted inଜାତୀୟ

ପଞ୍ଚାୟତ ନିର୍ବାଚନ: ଏସ୍‌ପି ଆଗରେ, ଭାଜପା ପଛରେ…

ଲକ୍ଷ୍ନୌ,୫।୫: ଉତ୍ତରପ୍ରଦେଶ ପଞ୍ଚାୟତ ନିର୍ବାଚନରେ ଭାଜପାକୁ ସମାଜବାଦୀ ପାର୍ଟି (ଏସ୍‌ପି) ପଛରେ ପକାଇ ଆଗୁଆ ରହିଛି। ରାଜ୍ୟର ୭୫ ଜନପଦରେ ଥିବା ମୋଟ ୩୦୫୦ ଆସନ ମଧ୍ୟରୁ ଏସ୍‌ପି ଖାତାକୁ ୭୪୭ ଆସନ ଯାଇଛି। ସେହିପରି ଭାଜପା ୬୬୬ ଆସନରେ ବିଜୟୀ ହୋଇଛି। ଅପରପକ୍ଷରେ ବିଏସ୍‌ପିକୁ ୩୨୨ ଏବଂ କଂଗ୍ରେସକୁ ୭୭ ଆସନ ମିଳିଛି। ଆମ୍‌ ଆଦ୍‌ମୀ ପାର୍ଟିକୁ ୬୪ ଆସନ ମିଳିଛି। ତେବେ ସର୍ବାଧିକ ଆସନ ନିର୍ଦ୍ଦଳୀୟ ପ୍ରାର୍ଥୀଙ୍କୁ ମିଳିଛି। ମୋଟ ୧୧୭୪ ନିର୍ଦ୍ଦଳୀୟ ପ୍ରାର୍ଥୀ ବିଜୟୀ ହୋଇଛନ୍ତି। ନିର୍ଦ୍ଦଳୀୟ ପ୍ରାର୍ଥୀଙ୍କ ହାତେଇବା ପାଇଁ ଏସ୍‌ପି ଭାଜପା ଏବଂ ବିଏସ୍‌ପି ପକ୍ଷରୁ ପ୍ରତିଯୋଗୀତା ଆରମ୍ଭ ହୋଇ ଯାଇଛି। ଆକୁ ୨୦୨୨ରେ ଉତ୍ତରପ୍ରଦେଶରେ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେବ। ଏହା ପୂର୍ବରୁ ପଞ୍ଚାୟତ ନିର୍ବାଚନରେ ଏସ୍‌ପିର ଶକ୍ତି ବୃଦ୍ଧି ହୋଇଥିବାରୁ ଅଖିଳେଶ ଯାଦବ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କୁ କଡ଼ା ମୁକାବିଲା ଦେବାକୁ ସକ୍ଷମ ହେବେ ବୋଲି ରାଜନୈତିକ ସମୀକ୍ଷକ ମତପୋଷଣ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସରକାରଙ୍କ ବଡ଼ ପ୍ରସ୍ତୁତି, ଖୁବଶୀଘ୍ର ଶସ୍ତା ହେବ ପେଟ୍ରୋଲ୍-ଡିଜେଲ୍‌! ଏତିକି ଟଙ୍କା କମିବ

ନୂଆଦିଲ୍ଲୀ,୧୫।୬: ଆମେରିକା-ଇରାନ ଚୁକ୍ତିନାମା ଘୋଷଣା ପରେ ଅଶୋଧିତ ତୈଳ ଦର ହ୍ରାସ ପାଇଛି । ସୋମବାର ପ୍ରାରମ୍ଭିକ ବାଣିଜ୍ୟ ସମୟରେ, ଅନ୍ତର୍ଜାତୀୟ ଅଶୋଧିତ ତୈଳ ଦର ୪% ରୁ…

ଜୀବନ ହାରିଲେ କୁମକୁମ୍ ଭାଗ୍ୟର ଅଭିନେତ୍ରୀ, ୨୨ ବର୍ଷରେ….

“କୁମକୁମ ଭାଗ୍ୟ” ରେ ତାଙ୍କ ଭୂମିକା ପାଇଁ ଜଣାଶୁଣା ଟିଭି ଅଭିନେତ୍ରୀ ସଞ୍ଚିତା ଉଗାଲେଙ୍କ ମୃତ୍ୟୁ ହୋଇଛି । ସେ ନାଲାସୋପାରାରେ ତାଙ୍କ ବାସଭବନରେ ଆତ୍ମହତ୍ୟା କରିଛନ୍ତି।…

ଇରାନ ସହ ଡିଲ୍‌ରେ ପାକିସ୍ତାନର ଲଟେରୀ! ଟ୍ରମ୍ପ ଦେବେ ବଡ଼ ପ୍ୟାକେଜ୍‌, ଜାଣନ୍ତୁ କଣ

ଇସଲାମବାଦ,୧୫।୬: ଆମେରିକା ଏବଂ ଇରାନ ମଧ୍ୟରେ ଦୀର୍ଘ ଦିନ ଧରି ଚାଲିଥିବା ଉତ୍ତେଜନା ଏବେ କମିବା ପରି ମନେ ହେଉଛି । ଦୁଇ ରାଷ୍ଟ୍ର ମଧ୍ୟରେ ଏକ…

ପୋଡାମରାଇ-ଆଳକଣା ପୋଷ୍ଟ ଅଫିସରେ ମହାଘୋଟାଲା ଆଶଙ୍କା! ପୋଷ୍ଟମାଷ୍ଟର ନିଖୋଜ, ଡାକଘର ଆଗରେ ଜମାକାରୀ….

ଆଳି,୧୫।୬(ବନମାଳୀ ସେନାପତି ): କେନ୍ଦ୍ରାପଡ଼ା ଜିଲା ଆଳି ପୋଷ୍ଟଅଫିସ ଅଧୀନରେ ଥିବା ପୋଡାମରାଇ -ଆଳକଣା ଶାଖା ଡାକଘରେ ତାଲା ଝୁଲାଇ ଦେଇ ଫେରାର ହୋଇ ଯାଇଛନ୍ତି ପୋଷ୍ଟମାଷ୍ଟର…

ଅଶୋଧିତ ତୈଳ ମୂଲ୍ୟ ହ୍ରାସ:ଆମେରିକା-ଇରାନ ଚୁକ୍ତି ପରେ ପ୍ରଥମ ଜାହାଜ ଭାବେ ହର୍ମୁଜ ଛାଡ଼ିଲା ‘ଦିଶା’

ଓ୍ବାଶିଂଟନ,୧୫।୬: ପାକିସ୍ତାନ ଏବଂ କତାର ମଧ୍ୟସ୍ଥତା ମାଧ୍ୟମରେ ଶେଷରେ ଆମେରିକା ଏବଂ ଇରାନ ମଧ୍ୟରେ ଏକ ଶାନ୍ତି ଚୁକ୍ତିନାମା ହୋଇଛି। ବିବାଦ ଯୋଗୁ ମାସ ମାସ ଧରି…

ଆମେରିକା-ଇରାନ ମଧ୍ୟରେ ଶାନ୍ତି ଚୁକ୍ତିକୁ ଭାରତର ସ୍ବାଗତ: ପ୍ରଧାନମନ୍ତ୍ରୀ ମୋଦି କହିଲେ, ମୁଁ ଏହି ଚୁକ୍ତିକୁ…

ନୂଆଦିଲ୍ଲୀ,୧୫।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆମେରିକା ଏବଂ ଇରାନ ମଧ୍ୟରେ ହୋଇଥିବା ଶାନ୍ତି ଚୁକ୍ତିକୁ ସ୍ବାଗତ କରିଛନ୍ତି। ଏହି ଚୁକ୍ତି ଏହି ଅଞ୍ଚଳରେ ଶାନ୍ତି ଏବଂ ସ୍ଥିରତା…

ପୋଖରୀର ଦୂଷିତ ପାଣି ପିଉଛନ୍ତି ଗ୍ରାମବାସୀ

ମହାକାଳପଡ଼ା,୧୫ା୬ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ପେଟ୍‌ଛେଲା ଗ୍ରାମରେ ପାନୀୟ ଜଳ ସଙ୍କଟ ଦେଖାଦେଇଛି। ମହିଳାମାନେ ପାନୀୟଜଳ ସମସ୍ୟା ଯୋଗୁ ଗଡ଼ିଆ, ପୋଖରୀର…

ଆମେରିକା-ଇରାନ ଚୁକ୍ତି ଭାରତର ବଲ୍ଲେ-ବଲ୍ଲେ: ପାଇବ ସର୍ବାଧିକ ଲାଭ

ନୂଆଦିଲ୍ଲୀ,୧୫।୬: ମାସ ମାସର ସଂଘର୍ଷ ପରେ, ଶେଷରେ ଆମେରିକା ଏବଂ ଇରାନ ମଧ୍ୟରେ ଏକ ଶାନ୍ତି ଚୁକ୍ତିନାମା ହୋଇଛି। ଡୋନାଲ୍ଡ ଟ୍ରମ୍ପ ଏବଂ ପାକିସ୍ତାନୀ ପ୍ରଧାନମନ୍ତ୍ରୀ ଶେହବାଜ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri