ନିର୍ଦ୍ଧାରିତ ସମୟରେ ହେବ ପଞ୍ଚାୟତ ନିର୍ବାଚନ

ଭୁବନେଶ୍ୱର,୨୫।୧: ରାଜ୍ୟର ନିର୍ଦ୍ଧାରିତ ସମୟରେ ହେବ ପଞ୍ଚାୟତ ନିର୍ବାଚନ। ଏ ନେଇ ରାଜ୍ୟ ମୁଖ୍ୟ ନିର୍ବାଚନ କମିଶନର ସୂଚନା ଦେଇଛନ୍ତି। ୫ ବର୍ଷ କାର୍ଯ୍ୟକାଳ ସରିଲେ ହେବ ପଞ୍ଚାୟତ ନିର୍ବାଚନ । ପଞ୍ଚାୟତ ନିର୍ବାଚନ ପାଇଁ ସବ୍‌ଡିଭିଜନସ୍ତରରେ ପ୍ରସ୍ତୁତି ଆରମ୍ଭ ହୋଇଛି। ୧୦ ଦିନ ଭିତରେ ଜିଲାପାଳଙ୍କ ସହ ବୈଠକ ହୋଇଛି।

ରାଜ୍ୟରେ ଆଗୁଆ ହୋଇପାରେ ପଞ୍ଚାୟତ ନିର୍ବାଚନ: ମନମୋହନ କହିଲେ…

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ହତ୍ୟା କରି ପାଣିଟାଙ୍କି ଉପରେ ଲୁଚିଥିବା ଅଭିଯୁକ୍ତ ପିଇଦେଲେ ବିଷ, ତା’ପରେ…

ଦେବଗଡ଼,୧୪।୩(ଶଶାଙ୍କ ଶେଖର ଝାଙ୍କର): କୁଣ୍ଢେଇଗୋଳା ଥାନା ଗରିଆପାଲି ଗ୍ରାମରେ ଟ୍ରିପଲ ମର୍ଡର ଘଟଣାରେ ଚାଞ୍ଚଲ୍ୟ। ହତ୍ୟା କରି ଫେରାର୍‌ ହୋଇଯାଇଥିବା ଅଭିଯୁକ୍ତ ଗାଁର ପାଣି ଟାଙ୍କି ଉପରେ…

ସାହସ ଆଗରେ ହାର ମାନିଛି ଭିନ୍ନକ୍ଷମ: ସାଉଁଟୁଛନ୍ତି ପ୍ରଶଂସା

ଭବାନୀପାଟଣା,୧୪ା୩(ଉତ୍ତମ କୁମାର ଦାଶ):ଜନ୍ମରୁ ଭିନ୍ନକ୍ଷମ ହୋଇ ବି ସକ୍ଷମ ଭାବରେ ଜୀବନଯାପନ କରୁଛନ୍ତି। ଜୀବନ ଯୁଦ୍ଧରେ କେବେ ହାର ନ ମାନି ସୃଷ୍ଟି କରିପାରିଛନ୍ତି ନିଜର ସ୍ବତନ୍ତ୍ର…

ବିପଦସଙ୍କୁଳ ଅବସ୍ଥାରେ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ: ଛାତରୁ ଗଳୁଛି ପାଣି

ଲାଞ୍ଜିଗଡ଼,୧୪ା୩(ରମେଶ ଚନ୍ଦ୍ର ନାୟକ):କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଲାଞ୍ଜିଗଡ଼ ସରକାରୀ ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ବିପଦସଙ୍କୁଳ ଅବସ୍ଥାରେ ରହିଛି। ୧୮୯୧ ମସିହାରେ ସ୍ଥାପିତ ହୋଇଥିବା ବିଦ୍ୟାଳୟକୁ…

ଆମେରିକା ତଦନ୍ତରେ ଭାରତ-ଚାଇନା ଦୋଷୀ ସାବ୍ୟସ୍ତ ହେଲେ କ’ଣ ହେବ? କେଉଁ କାର୍ଯ୍ୟାନୁଷ୍ଠାନ ନେବେ ଟ୍ରମ୍ପ, ଜାଣନ୍ତୁ…

ନୂଆଦିଲ୍ଲୀ,୧୪।୩: ଡୋନାଲ୍ଡ ଟ୍ରମ୍ପଙ୍କ ଆମେରିକା ରାଷ୍ଟ୍ରପତି ପଦକୁ ଫେରିବା ବିଶ୍ୱ ବାଣିଜ୍ୟର ଗତିଶୀଳତାକୁ ଦୋହଲାଇ ଦେଇଛି। ଏଥର, ଟ୍ରମ୍ପ ପ୍ରଶାସନର ସବୁଠାରୁ ଶକ୍ତିଶାଳୀ ଅସ୍ତ୍ର ହେଉଛି “ଧାରା…

ଇରାନରେ ସବୁଠାରୁ ଶକ୍ତିଶାଳୀ ଆକ୍ରମଣ! ଖାର୍ଗ ଦ୍ୱୀପରେ ବୋମା ପକାଇଲା ଆମେରିକା, ଧ୍ବଂସ ହେଲା…

ନୂଆଦିଲ୍ଲୀ,୧୪।୩: ଆମେରିକୀୟ ସେନା (CENTCOM) ଇରାନର ଗୁରୁତ୍ୱପୂର୍ଣ୍ଣ ଖାର୍ଗ ଦ୍ୱୀପରେ ସବୁଠାରୁ ଶକ୍ତିଶାଳୀ ବିମାନ ଆକ୍ରମଣ କରିଛି। ଏନେଇ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସ୍ପଷ୍ଟ କରି…

ସ୍ତ୍ରୀ, ବୋହୁ, ନାତୁଣୀଙ୍କୁ ହାତୁଡିରେ ପିଟି ନିର୍ମମ ହତ୍ୟା: ପାଣିଟାଙ୍କି ଉପରେ ଲୁଚିଛନ୍ତି ଫେରାର୍‌ ଅଭିଯୁକ୍ତ

ଦେବଗଡ଼,୧୪।୩(ଶଶାଙ୍କ ଶେଖର ଝାଙ୍କର): କୁଣ୍ଢେଇଗୋଳା ଥାନା ଗରିଆପାଲି ଗ୍ରାମରେ ଟ୍ରିପଲ ମର୍ଡର ଘଟଣା। ଗାଁର ପାଣି ଟାଙ୍କି ଉପରେ ଲୁଚିଛନ୍ତି ଫେରାର୍‌ ହତ୍ୟା ଅଭିଯୁକ୍ତ। ଅଭିଯୁକ୍ତଙ୍କୁ ଧରିବା…

ଇରାକ୍‌ରେ ଖସିଲା ଆମେରିକା ବିମାନ: ୪ ମୃତ

ଦୁବାଇ,୧୪ା୩: ଇରାନ୍‌ ବିରୋଧୀ ଯୁଦ୍ଧରେ ଆମେରିକାର ସାମରିକ ବିମାନଗୁଡ଼ିକୁ ତୈଳ ଯୋଗାଉଥିବା ଏକ କେସି-୧୩୫ ଏୟାରକ୍ରାଫ୍ଟ ପଶ୍ଚିମ ଇରାକ୍‌ରେ ଖସିପଡ଼ିଛି। ବିମାନରେ ନିଅଁା ଲାଗିଯିବାରୁ ସେଥିରେ ଥିବା…

ସିଇସିଙ୍କ ବହିଷ୍କାର ଦାବିରେ ନୋଟିସ ଦେଲେ ବିରୋଧୀ

ନୂଆଦିଲ୍ଲୀ,୧୪ା୩: ମୁଖ୍ୟ ନିର୍ବାଚନ କମିଶନର (ସିଇସି) ଜ୍ଞାନେଶ କୁମାରଙ୍କୁ ବହିଷ୍କାର କରିବା ଦାବିରେ ବିରୋଧୀ ଏମ୍‌ପିମାନେ ଶୁକ୍ରବାର ପାର୍ଲାମେଣ୍ଟର ଉଭୟ ଗୃହରେ ନୋଟିସ ଦାଖଲ କରିଛନ୍ତି। ଉକ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri