ଭୁବନେଶ୍ୱର,୨୫।୧: ରାଜ୍ୟର ନିର୍ଦ୍ଧାରିତ ସମୟରେ ହେବ ପଞ୍ଚାୟତ ନିର୍ବାଚନ। ଏ ନେଇ ରାଜ୍ୟ ମୁଖ୍ୟ ନିର୍ବାଚନ କମିଶନର ସୂଚନା ଦେଇଛନ୍ତି। ୫ ବର୍ଷ କାର୍ଯ୍ୟକାଳ ସରିଲେ ହେବ ପଞ୍ଚାୟତ ନିର୍ବାଚନ । ପଞ୍ଚାୟତ ନିର୍ବାଚନ ପାଇଁ ସବ୍ଡିଭିଜନସ୍ତରରେ ପ୍ରସ୍ତୁତି ଆରମ୍ଭ ହୋଇଛି। ୧୦ ଦିନ ଭିତରେ ଜିଲାପାଳଙ୍କ ସହ ବୈଠକ ହୋଇଛି।
Dharitri – Odisha’s No.1 Odia Daily