ସରଗରମ ହେବ ପଞ୍ଚାୟତ ନିର୍ବାଚନ: ଚିତ୍ତରଞ୍ଜନ,ବିକାଶଙ୍କୁ ଗୁରୁ ଦାୟିତ୍ୱ

ହାଟଡିହୀ,୨୭।୧(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଜଳକଳଙ୍ଗ ଗ୍ରାମର ଚିତ୍ତରଞ୍ଜନ ପାତ୍ରଙ୍କୁ ଜିଲା କଂଗ୍ରେସ କମିଟିର ଉପସଭାପତି ଭାବେ ଦାୟିତ୍ୱ ମିଳିଛ। ସେହିପରି ସୋସୋ ଅଞ୍ଚଳର ବିକାଶ ବଳଙ୍କୁ ସମ୍ପାଦକ ଦାୟିତ୍ୱ ମିଳିଛି। ଆଗକୁ ପଞ୍ଚାୟତ ନିର୍ବାଚନ ଥିବା ବେଳେ ଉଭୟ ହାଟଡିହୀ ଅଞ୍ଚଳର ହୋଇଥିବାରୁ ରାଜନୀତି ଯୁଦ୍ଧ ଏକ ପ୍ରକାରର ସରଗରମ ହେବ ବୋଲି ସମ୍ଭାବନା ସୃଷ୍ଟି ହେଉଛି। ନୂତନ ଭାବେ ଜିଲା ଦାୟିତ୍ୱ ମିଳିଥିବାରୁ ଚିତ୍ତରଞ୍ଜନ ଏବଂ ବିକାଶ ଉଭୟ ନିଜର ନିର୍ବାଚନମଣ୍ଡଳୀ ନେତା ତଥା ପୂର୍ବତନ ପିସିସି ସଭାପତି ଜୟଦେବ ଜେନା ଏବଂ ଅନ୍ୟ ନେତୃ ମଣ୍ଡଳୀକୁ ଶୁଭେଚ୍ଛା ଏବଂ କୃତଜ୍ଞତା ଜ୍ଞାପନ କରିଛନ୍ତ।
ସୂଚନା ଯୋଗ୍ୟ, ଚିତ୍ତରଞ୍ଜନ ୨୦୦୪ରୁ ୨୦୧୧ ପର୍ଯ୍ୟନ୍ତ ହାଟଡିହୀ ବ୍ଲକ ଛାତ୍ର କଂଗ୍ରେସ ସଭାପତି, ୨୦୧୧ ରୁ ୨୦୧୮ ପର୍ଯ୍ୟନ୍ତ ହାଟଡିହୀ ବ୍ଲକ ଯୁବ କଂଗ୍ରେସ ସଭାପତି,୨୦୧୮ ରୁ ୨୦୨୧ ପର୍ଯ୍ୟନ୍ତ ବ୍ଲକ କଂଗ୍ରେସ କମିଟି ସଭାପତି ଭାବେ ଦକ୍ଷତାର ସହ ଦାୟିତ୍ୱ ତୁଲାଇଛନ୍ତି ।
ଚିତ୍ତରଞ୍ଜନ କହିଛନ୍ତି ଯେ, ପୂର୍ବତନ ପିସିସି ସଭାପତି ଜୟଦେବଙ୍କ ବଡ଼ ପୁଅ ସ୍ବର୍ଗତଃ ସଂଗ୍ରାମ କେଶରୀ ଜେନାଙ୍କ ପ୍ରେରଣାରେ ୨୦୦୦ ମସିହାରେ ପ୍ରଥମେ କଂଗ୍ରେସରେ ଯୋଗଦାନ କରିଥିଲେ।ସେବେ ଠାରୁ ବ୍ଲକ କଂଗ୍ରେସ, ଯୁବ କଂଗ୍ରେସ ଏବଂ ଛାତ୍ର କଂଗ୍ରେସ କମିଟି ଦାୟିତ୍ୱରେ ରହୁଥିଲେ। ଏବେ ଜିଲା ଦାୟିତ୍ୱ ମିଳିଛି । ଦଳକୁ ଆସନ୍ତା ଦିନରେ ଅଧିକରୁ ଅଧିକ ମଜଭୁତ କରିବା ତାଙ୍କର ପ୍ରଥମ କାର୍ଯ୍ୟ ହେବ।

Enter your email to get our daily news in your inbox.

All Right Reserved By Dharitri.Com

ଜଙ୍ଗଲରେ ପଡ଼ିଛି ହାତୀର ମୃତଦେହ, ମୃତ୍ୟୁର କାରଣ ଅସ୍ପଷ୍ଟ

ଜଳେଶ୍ୱର,୨୦ା୯(ନବୀନ ସାହୁ): ବାଲେଶ୍ୱର ଜିଲା ଜଳେଶ୍ୱର ବ୍ଲକ ଅନ୍ତର୍ଗତ ବରଡିହା ବନଖଣ୍ଡ କଳମା ପଞ୍ଚାୟତର ଆମ୍ବତୁମ୍ବା ଜଙ୍ଗଲରୁ ଏକ ମାଈହାତୀର ମୃତଦେହ ଉଦ୍ଧାର କରାଯାଇଛି। ପ୍ରାପ୍ତ ସୂଚନା…

ଜନସାଧାରଣଙ୍କ ଅଭିଯୋଗ ଶୁଣିଲେ ଏସ୍‌ପି, ଅନ୍ଧବିଶ୍ୱାସଠାରୁ ଦୂରେଇ ରହିବା ନେଇ…

ଗଞ୍ଜାମ,୨୦ା୯(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରମ୍ଭା ଥାନା ହୁମା ଫାଣ୍ଡି ପୋଲିସ ପକ୍ଷରୁ ଫାଣ୍ଡି ପରିସରରେ ଆମ ପୋଲିସ ସମିତି ବୈଠକ ରବିବାର ଅନୁଷ୍ଠିତ ହୋଇଥିଲା। ଛତ୍ରପୁର…

ମାଉଜର ଦେଖାଇ ଫାଇନାନ୍ସ କମ୍ପାନୀ କର୍ମଚାରୀଙ୍କଠାରୁ ଲକ୍ଷାଧିକ ଟଙ୍କା ଝାମ୍ପିନେଲେ ୪ ଦୁର୍ବୃତ୍ତ

ନନ୍ଦପୁର,୨୦ା୯(ତୁଷାରକାନ୍ତ ମହାନ୍ତି): ପାର୍ବଣ ପୂର୍ବରୁ କୋରାପୁଟ ଜିଲାର ବିଭିନ୍ନ ସ୍ଥାନରେ ଚୋରି ଡକାୟତି ରାହାଜାନି ଘଟଣା ଦିନକୁ ଦିନ ବୃଦ୍ଧି ପାଉଛି। ନନ୍ଦପୁର ଥାନା କ୍ଷେତ୍ର ପାଲିବା…

କନ୍ୟା ରାଶିରେ ସୂର୍ଯ୍ୟଙ୍କ ଏଣ୍ଟ୍ରି: ମାସେ ଯାଏ ୫ ରାଶିଙ୍କୁ ଫାଇଦା ହିଁ ଫାଇଦା, ମାଲାମାଲ ହେବେ…

ନବଗ୍ରହଙ୍କ ମଧ୍ୟରେ ରାଜାର ପଦବୀ ପାଇଥିବା ସୂର୍ଯ୍ୟଦେବ ୧୭ ସେପ୍ଟେମ୍ୱରରେ ନିଜର ମିତ୍ର ଗ୍ରହ ବୁଧଙ୍କ ରାଶି କନ୍ୟାରେ ପ୍ରବେଶ କରିସାରିଛନ୍ତି। ସେ ୧୭ ଅକ୍ଟୋବର ୨୦୨୬…

ଶ୍ରୀଗୁଣ୍ଡିଚା ମନ୍ଦିର ପରିଦର୍ଶନ ସହ ବିଭିନ୍ନ ଉନ୍ନତିମୂଳକ କାର୍ଯ୍ୟର ସମୀକ୍ଷା କଲେ ମୁଖ୍ୟ ପ୍ରଶାସକ

ପୁରୀ,୨୦ା୯(ଅଜିତ୍‌ କୁମାର ମହାନ୍ତି): ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟସ୍ଥିତ ସମ୍ମିଳନୀ କକ୍ଷରେ ମୁଖ୍ୟ ପ୍ରଶାସକ ଡ. ଅରବିନ୍ଦ କୁମାର ପାଢ଼ୀଙ୍କ ଅଧ୍ୟକ୍ଷତାରେ ଏକ ବୈଠକ ଅନୁଷ୍ଠିତ ହୋଇଛି। ଏଥିରେ…

ସେପ୍ଟେମ୍ୱର ଶେଷ ସପ୍ତାହରେ ଗୋଟିଏ ଦିନ ଖୋଲା ରହିବ ବ୍ୟାଙ୍କ୍‌, ଜରୁରୀ କାମ ଥିଲେ…

ନୂଆଦିଲ୍ଲୀ,୨୦।୯: ରିଜର୍ଭ ବ୍ୟାଙ୍କ ଅଫ ଇଣ୍ଡିଆ (RBI)ର ଛୁଟି ତାଲିକା (ହଲିଡେ କ୍ୟାଲେଣ୍ଡର) ଦେଖିଲେ ମନେହେଉଛି ଯେ ଆସନ୍ତା ସପ୍ତାହରେ ବ୍ୟାଙ୍କ କେବଳ ଗୋଟିଏ ଦିନ ହିଁ…

ଲଟାବୁଦାରେ ଭର୍ତ୍ତି ହୋଇଛି ଗାଁ ଶ୍ମଶାନ, ସଫେଇ ପାଇଁ ଏକାଠି ହେଲେ ଯୁବବର୍ଗ, ଅଧାପନ୍ତରିଆ ହୋଇଥିବା…

ଦାରିଙ୍ଗବାଡ଼ି,୨୦ା୯(ଅରୁଣ ସାହୁ): ସରକାରଙ୍କ ପକ୍ଷରୁ ଶ୍ମଶାନ ଗୃହ ନିର୍ମାଣ ପାଇଁ ଲକ୍ଷଲକ୍ଷ ଟଙ୍କା ଅନୁଦାନ ଖର୍ଚ୍ଚ କରାଯାଇ ସ୍ବଚ୍ଛତା ଓ ସୌନ୍ଦର୍ଯ୍ୟ ପାଇଁ ପଦକ୍ଷେପ ନିଆଯାଉଛି। କିନ୍ତୁ…

ପାରିବାରିକ କଳହର କରୁଣ ପରିଣତି: ସ୍ତ୍ରୀଙ୍କୁ ହତ୍ୟାପରେ, ସ୍ୱାମୀଙ୍କ ଆତ୍ମହତ୍ୟା

ପରଜଙ୍ଗ, ୨୦/୯ (ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ଅଧୀନ ଦଦରାଘାଟି ଫାଣ୍ଡି ଅଞ୍ଚଳର ଆଖୁଆପାଳ ପଞ୍ଚାୟତ ଅନ୍ତର୍ଗତ ୩ ନମ୍ବର କଲୋନୀରେ ପାରିବାରିକ କଳହକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?