ଭିଜିଲାନ୍ସ ଜାଲରେ ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ, ବାସଭବନରେ ଚାଲିଛି ଚଢ଼ାଉ

ବରଗଡ଼ ଅଫିସ,୨୮ା୧୨: ବରଗଡ଼ ଜିଲା ଗାଇସିଲେଟ ବ୍ଲକ ଅନ୍ତର୍ଗତ ତାଲପାଲି ପଞ୍ଚାୟତ ନିର୍ବାହୀ ଅଧିକାରୀ(ପିଇଓ)ପାଣ୍ଡବ ନନ୍ଦଙ୍କ ବାସଭବନରେ ସୋମବାର ସକାଳୁ ଭିଜିଲାନ୍ସ ଚଢ଼ାଉ ଚାଲିଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ପିଇଓ ନନ୍ଦଙ୍କ ବିଜେପୁର ବ୍ଲକ ଅନ୍ତର୍ଗତ କଲଙ୍ଗାପାଲି ପୈତୃକ ଘର ଏବଂ ତାଲପାଲି ପଞ୍ଚାୟତ ଅଫିସରେ ଏକକାଳୀନ ଏହି ଚଢ଼ାଉ ଚାଲିଛି।

ବରଗଡ଼ ଭିଜିଲାନ୍ସ ଡିଏସ୍‌ପି ପରମେଶ୍ବର କିଶାନଙ୍କ ତତ୍ତ୍ବାବଧାନରେ ଚଢ଼ାଉରେ ଭିଜିଲାନ୍ସର ୨ଟି ଟିମ୍‌ ସାମିଲ ଅଛନ୍ତି। ଚଢ଼ାଉ ଜାରି ରହିଥିବା ଯୋଗୁ୍‌ ତାଙ୍କର ସମୁଦାୟ ସମ୍ପତ୍ତିର ଆକଳନ ସରି ନାହିଁ ବୋଲି ଭିଜିଲାନ୍ସ ସୂତ୍ରରୁ ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଅନ୍ୟମାନଙ୍କ ପାଇଁ ଦୃଷ୍ଟାନ୍ତ: ମାଁ ଶ୍ୟାମାକାଳୀ ମନ୍ଦିରରେ ବିବାହ ବନ୍ଧନରେ ବାନ୍ଧିହେଲେ ୨ ଦିବ୍ୟାଙ୍ଗ ଯୋଡ଼ି

ବରଗଡ଼,୮।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ସହରରେ ଅବସ୍ଥିତ ମାଁ ଶ୍ୟାମାକାଳୀ ମନ୍ଦିର ସର୍ବେଶ୍ୱର କଲ୍ୟାଣ ମଣ୍ଡପରେ ବୁଧବାର ଆଦର୍ଶ ବିବାହ ହୋଇଥିଲା। ପାୱାର ଅଫ୍‌ ଦିବ୍ୟାଙ୍ଗ ଅନୁଷ୍ଠାନ ତତ୍ତ୍ୱାବଧାନରେ…

ହାବସପୁରରେ ଭାଜପାର ମିଶ୍ରଣ ପର୍ବ, ଏମପିଙ୍କ ନିର୍ଦ୍ଦେଶରେ ସାମିଲ ହେଲେ….

ଜୁନାଗଡ଼,୮।୭(ଅଂଶୁମାନ ଯୋଶୀ): କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଳକ ହାବସପୁର ଠାରେ ବୁଧବାର ଭାଜପାର ମିଶ୍ରଣ ପର୍ବ ଓ ଆମ୍ବୁଲାନ୍ସ ସେବା ଲୋକାର୍ପିତ ହୋଇ ଯାଇଛି । ସ୍ଥାନୀୟ…

ସୋସିଆଲ ମିଡିଆରେ ଭାଇରାଲ କରିଦେବି… ଯୁବତୀଙ୍କୁ ବଳାତ୍କାର ଅଭିଯୋଗ, ଜେଲ୍ ଗଲେ ଅଭିଯୁକ୍ତ ରାଜମିସ୍ତ୍ରୀ

ଦିଗପହଣ୍ଡି,୮।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧିନ ଏକ ଗାଁର ଜଣେ ୨୬ ବର୍ଷୀୟା ଯୁବତୀଙ୍କୁ ବଳାତ୍କାର କରିଥିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ବୁଧବାର…

ବୋରପଦର ଗ୍ରାମ ପଞ୍ଚାୟତରେ ମନରେଗା ଦୁର୍ନୀତି ଅଭିଯୋଗ, ଜିଲାପାଳଙ୍କୁ ଫେରାଦ ହେଲେ ଗ୍ରାମବାସୀ

କର୍ଲାମୁଣ୍ଡା,୮।୭(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକରେ ମନରେଗା ଦୁର୍ନୀତି ନେଇ ବିଭିନ୍ନ ସମୟରେ ଲୋକେ ଅଭିଯୋଗ କରି ଆସୁଥିଲେ ମଧ୍ୟ ପ୍ରଶାସନ ପକ୍ଷରୁ କୌଣସି…

ଛାତି ପର୍ଯ୍ୟନ୍ତ ପାଣି, ତଥାପି ବନ୍ୟାର ପ୍ରଖର ସ୍ରୋତରେ ନିଜ କାର୍‌କୁ ଛାଡ଼ିଲେନି ମାଲିକ..Viral Video ଦେଖିଲେ…

ଥରେ ଭାବନ୍ତୁ ଆପଣ କାର୍‌ରେ ଥିବେ, ବନ୍ୟାଜଳ ମାଡ଼ି ଆସିବ। କାର୍‌ଟି ବନ୍ୟାଜଳରେ ବୁଡ଼ିଯିବ, ଆପଣ କରିବେ କ’ଣ? କାରକୁ ଛାଡ଼ି ନିଜ ଜୀବନ ବଞ୍ଚାଇବେ ନା…

‘ମୋ ମୁଣ୍ଡ କାଟିଦେଲେ ବି ଭାଜପାକୁ ଯିବିନି…’, ଟିଏମସି କନ୍ଦଳ ଭିତରେ ଗର୍ଜିଲେ ମହୁଆ, କରିଦେଲେ ବଡ଼ ଖୁଲାସା

କୋଲକାତା,୮।୭: ପଶ୍ଚିମବଙ୍ଗରେ ଗତ ୧୫ ବର୍ଷ ଧରି କ୍ଷମତାରେ ଥିବା ମମତା ବାନାର୍ଜୀଙ୍କ ନେତୃତ୍ୱରେ ତୃଣମୂଳ କଂଗ୍ରେସ (TMC) ବର୍ତ୍ତମାନ ଏକ କଷ୍ଟକର ପରିସ୍ଥିତିର ସମ୍ମୁଖୀନ ହେଉଛି।…

ଭାଙ୍ଗିଲା ସବୁ ରେକର୍ଡ; ଗୋଟିଏ ଦିନରେ ୬,୭୦୦ ଟଙ୍କା ଶସ୍ତା ହେଲା ରୁପା, ସୁନା ବି…

ନୂଆଦିଲ୍ଲୀ, ୮।୭: ଯଦି ଆପଣ ସୁନା କିମ୍ବା ରୁପା କିଣିବାକୁ ଯୋଜନା କରୁଛନ୍ତି, ତେବେ ଆପଣଙ୍କ ପାଇଁ ଏକ ବଡ଼ ଖବର ଅଛି। ଆନ୍ତର୍ଜାତୀୟ ବଜାରଠାରୁ ଆରମ୍ଭ…

ଜିଓର ଦମଦାର୍ ପ୍ଲାନ୍ ‘JioTV Pro Pack’: ମାତ୍ର ୫୫ ଟଙ୍କାରେ ମିଳିବ ୧୦୦୦ରୁ ଅଧିକ ଲାଇଭ୍ ଟିଭି ଚ୍ୟାନେଲ୍‌

ନୂଆଦିଲ୍ଲୀ, ୮।୭: ରିଲାଏନ୍ସ ଜିଓ ନିଜ ଗ୍ରାହକମାନଙ୍କ ପାଇଁ ଏକ ଶସ୍ତା ଏବଂ ଦମଦାର୍ ଏଣ୍ଟରଟେନମେଣ୍ଟ ପ୍ଲାନ୍ ଲଞ୍ଚ କରିଛି। କମ୍ପାନୀ ମାତ୍ର ୫୫ ଟଙ୍କାରେ ନୂଆ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri