ପଞ୍ଚାୟତ ସ୍ତରୀୟ ସୁଭଦ୍ରା ସଚେତନତା ଶୋଭାଯାତ୍ରା 

ଦିଗପହଣ୍ଡି,୫ା୩(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ସମନ୍ଵିତ ଶିଶୁ ବିକାଶ ପ୍ରକଳ୍ପ କାର୍ଯ୍ୟାଳୟ ପକ୍ଷରୁ ବ୍ଳକ ଅଧିନସ୍ଥ ୨୫ ଟି ପଞ୍ଚାୟତରେ ସୁଭଦ୍ରା ଯୋଜନାର ସଫଳତା ନେଇ ବୁଧବାର ସଚେତନତା ଶୋଭାଯାତ୍ରା ଅନୁଷ୍ଠିତ ହୋଇଯାଇଛି । ରାଜ୍ୟ ମହିଳା ଓ ଶିଶୁ ବିକାଶ ବିଭାଗ ଆନୁକୂଲ୍ୟରେ ସୁଭଦ୍ରା ଯୋଜନାର କ୍ରେଜ ବୃଦ୍ଧି ଏବଂ ଆନ୍ତର୍ଜାତିକ ମହିଳା ଦିବସ ପୂର୍ବରୁ ସୁଭଦ୍ରା ଯୋଜନାରେ ଦ୍ବିତୀୟ ପର୍ଯ୍ୟାୟ ଅର୍ଥରାଶି ଆସିବା ନେଇ ମହିଳା ମାନଙ୍କୁ ସଚେତନତା କରାଯାଇଥିଲା ।

ସମସ୍ତ ପଞ୍ଚାୟତରେ ସ୍ଥାନୀୟ ସରପଞ୍ଚ ମାନେ ଏହି କାର୍ଯ୍ୟକ୍ରମକୁ ସଂଯୋଜନା କରିଥିବା ବେଳେ ଦିଗପହଣ୍ଡି ସିଡିପିଓ ପୁଷ୍ପାଞ୍ଜଳି ଶତପଥୀ କାର୍ଯ୍ୟକ୍ରମ ଗୁଡ଼ିକର ତଦାରଖ କରିଥିଲେ । ଏହି ସଚେତନତା ଶୋଭାଯାତ୍ରା କାର୍ଯ୍ୟକ୍ରମରେ ସମସ୍ତ ପଞ୍ଚାୟତର ନିର୍ବାଚିତ ପ୍ରତିନିଧି , ପଞ୍ଚାୟତ ନିର୍ବାହୀ ଅଧିକାରୀ , ଅଙ୍ଗନୱାଡ଼ି କର୍ମୀ, ଅଙ୍ଗନୱାଡ଼ି ସୁପ୍ରଭାଇଜର  , ସିଆରପି , ଏମବିକେ ବୃନ୍ଦ ଉପସ୍ଥିତ ରହି ସମସ୍ତ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ  କରିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

୨୩ରେ ଯାତ୍ରାପୀଠକୁ ଅଣାଯିବ ଶୁଭଖୁଣ୍ଟି; ୮ ଦିନ ଧରି ଚାଲିବ ଯାତ୍ରା

ଦିଗପହଣ୍ଡି, ୧୦।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ଗଣପର୍ବ ଭାବେ ପରିଚିତ ମା’ ବୁଢ଼ୀ ଠାକୁରାଣୀଙ୍କ ଶାରଦୀୟ ଯାତ୍ରା ମହୋତ୍ସବ ପରିଚାଳନା ନିମନ୍ତେ…

ଓରାଙ୍ଗ୍‌ଉଟାନ ଚୋରାଚାଲାଣ: ଡବ୍ଲ୍ୟୁସିସିବି, ଏସ୍‌ଟିଏଫ୍‌ର ତଦନ୍ତ

ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ୍‌ ବିଚିତ୍ରପୁର ନିକଟ ରଣକଠା ସଂରକ୍ଷିତ ଜଙ୍ଗଲରୁ ୫ଟି ଓରାଙ୍ଗ୍‌ଉଟାନ ଶାବକ ଉଦ୍ଧାର ହେବାପରେ ଏହା ପଛରେ ଅନ୍ତର୍ଜାତୀୟ ବନ୍ୟପ୍ରାଣୀ ଚାଲାଣକାରୀ ଗ୍ୟାଙ୍ଗ୍‌…

ମୃତକଙ୍କୁ ଜୀବିତ ଦର୍ଶାଇ ୧୪ ଏକର ଜମି କିଣାବିକାରେ ଜାଲିଆତି: ଧାନ ପଞ୍ଜିକରଣରୁ ବାଦ୍ ପଡ଼ିଲେ ଚାଷୀ,ରାଜରାସ୍ତାକୁ…

ଛତ୍ରପୁର, ୯।୯ (ଦିଲ୍ଲୀପ ସାମଲ/ଦ୍ଵାରକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ତହସିଲ ଅନ୍ତର୍ଗତ ନରେନ୍ଦ୍ରପୁର ମୌଜାରେ ଜମି କିଣାବିକାକୁ ନେଇ ଏକ ବଡ଼ ଧରଣର ଜାଲିଆତି ହୋଇଥିବା…

ଟ୍ୟୁସନ ସାରି ଘରକୁ ଫେରୁଥିଲେ, ସ୍କୁଟି ଆଗକୁ ଚାଲିଆସିଲା କୁକୁର: ନାବାଳକ ଗୁରୁତର, ମାନବିକତା ଦେଖାଇଲେ…

ବରଗଡ଼, ୯।୯(ପ୍ରେମାନନ୍ଦ ଖମାରୀ): ବରଗଡ଼-ଭଟଲି ମୁଖ୍ୟ ରାସ୍ତାର ଡାଙ୍ଗ ପେଟ୍ରୋଲ ପମ୍ପ ସମ୍ମୁଖରେ ବୁଧବାର ଏକ ଶୋଚନୀୟ ସଡ଼କ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ଜଣେ ୧୫…

ଗ୍ରାମ୍ୟ ଉନ୍ନୟନ ରାସ୍ତା ନିର୍ମାଣ ନିମ୍ନମାନର ଅଭିଯୋଗ ଆଣି ଗ୍ରାମବାସୀ…

ଛତ୍ରପୁର,୯ା୯(ଦିଲ୍ଲୀପ ସମାଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଅନ୍ତର୍ଗତ ଚମାଖଣ୍ଡି ଗ୍ରାମ ପଞ୍ଚାୟତ ଅଞ୍ଚଳରେ ଗ୍ରାମ୍ୟ ଉନ୍ନୟନ ବିଭାଗ ପକ୍ଷରୁ ଚାଲିଥିବା ରାସ୍ତା ନିର୍ମାଣ କାମରମାନକୁ…

ରାତି ୧୦ଟା ପରେ ବାଜିବନି ଲାଉଡ୍‌ ସ୍ପିକର, ଅଶ୍ଳୀଳ ନୃତ୍ୟ ସମ୍ପୂର୍ଣ୍ଣ ମନା

ଛତ୍ରପୁର,୯ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଆସନ୍ତା ୧୪ ତାରିଖରେ ହେବାକୁ ଯାଉଥିବା ଶ୍ରୀଗଣେଶ ପୂଜାକୁ ଶୃଙ୍ଖଳିତ ଓ ଭକ୍ତିପୂର୍ଣ୍ଣ ପରିବେଶରେ ପାଳନ କରିବାକୁ ଛତ୍ରପୁର ପୋଲିସ ଏବଂ ପ୍ରଶାସନ…

ବିବାହ ପରେ ବି ପିଛା ଛାଡ଼ୁ ନ ଥିଲେ! ନାବାଳିକାଙ୍କୁ ଅସଦାଚରଣ କରି ବ୍ରହ୍ମପୁର ଜେଲ୍‌ ଗଲେ ରାଜମିସ୍ତ୍ରୀ

ଦିଗପହଣ୍ଡି, ୯।୯ (ଅଶେଷ ନାଥ ମିଶ୍ର): ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ଅସଦାଚରଣ କରିବା ମାମଲାରେ ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ବୁଧବାର ଜଣେ ଯୁବକଙ୍କୁ ଗିରଫ…

ସ୍ତ୍ରୀଙ୍କୁ ଦେଉ ନ ଥିଲେ ଭରଣପୋଷଣ: କୋର୍ଟ ୱାରେଣ୍ଟ ବଳରେ ସ୍ୱାମୀଙ୍କୁ ବାନ୍ଧିଲା ପୋଲିସ

ଦିଗପହଣ୍ଡି, ୯।୯ (ଅଶେଷ ନାଥ ମିଶ୍ର): ସ୍ତ୍ରୀଙ୍କୁ ଭରଣପୋଷଣ ଟଙ୍କା ନ ଦେବା ସ୍ୱାମୀଙ୍କୁ ପଡ଼ିଲା ମହଙ୍ଗା। କୋର୍ଟଙ୍କ ନିର୍ଦ୍ଦେଶ ଅବମାନନା କରିବା ଅଭିଯୋଗରେ ଶେଷରେ ପୋଲିସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri