ପଞ୍ଚାୟତ ଜନ ପ୍ରତିନିଧିଙ୍କ ପ୍ରଶିକ୍ଷଣ କାର୍ଯ୍ୟକ୍ରମ: ଉଦ୍‌ଘାଟନ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨।୬(ବ୍ୟୁରୋ): ଓଡ଼ିଶାରେ ନବ ନିର୍ବାଚିତ ପଞ୍ଚାୟତ ଜନପ୍ରତିନିଧିଙ୍କର ଦକ୍ଷତା ବୃଦ୍ଧି ପାଇଁ ପ୍ରଶିକ୍ଷଣ ଦିଆଯିବ। ଗୁରୁବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏନେଇ ଏକ ପ୍ରଶିକ୍ଷଣ କାର୍ଯ୍ୟକ୍ରମର ଉଦ୍‌ଘାଟନ କରିବେ । ଏହି ଅବସରରେ ରାଜ୍ୟର ସମସ୍ତ ଜିଲା ପରିଷଦ ସଭାପତି, ଉପସଭାପତି, ପଞ୍ଚାୟତ ସମିତି ଅଧ୍ୟକ୍ଷ ଏବଂ ପ୍ରତ୍ୟେକ ବ୍ଲକରୁ ଜଣେ ସରପଞ୍ଚଙ୍କୁ ତାଲିମ ଦିଆଯିବ। ଏନେଇ ରାଜ୍ୟସ୍ତରୀୟ ପ୍ରଶିକ୍ଷଣ ଭୁବନେଶ୍ବର କିଟ୍‌ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହେବ।

ରାଜ୍ୟର ନବ ନିର୍ବାଚିତ ସମସ୍ତ ୧,୦୬,୩୫୨ ପଞ୍ଚାୟତ ଜନ ପ୍ରତିନିଧିଙ୍କ ପ୍ରାରମ୍ଭିକ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ୬ ମାସ ମଧ୍ୟରେ ସମ୍ପୂର୍ଣ୍ଣ କରିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ଏହି କ୍ରମରେ ଜିଲା ପରିଷଦ ସଭାପତିଙ୍କ ନିମନ୍ତେ ୨ ଦିନ, ପଞ୍ଚାୟତ ସମିତି ଅଧ୍ୟକ୍ଷ ତଥା ସଦସ୍ୟଙ୍କ ନିମନ୍ତେ ୩ ଦିନ, ସରପଞ୍ଚଙ୍କ ନିମନ୍ତେ ୫ ଦିନ ଏବଂ ୱାର୍ଡ ସଦସ୍ୟଙ୍କ ନିମନ୍ତେ ୩ ଦିନର ପ୍ରଶିକ୍ଷଣ କାର୍ଯ୍ୟକ୍ରମ ସ୍ଥିର କରାଯାଇଛି। ଏହି ପ୍ରଶିକ୍ଷଣ କାର୍ଯ୍ୟକ୍ରମଗୁଡ଼ିକ ଆଗାମୀ ଦିନରେ ରାଜ୍ୟ ଓ ଜିଲାସ୍ତରରେ ଅନୁଷ୍ଠିତ ହେବ ବୋଲି ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରେନ୍‌ ଚଳାଚଳରେ ପରିବର୍ତ୍ତନ

ସମ୍ବଲପୁର,୧୯ା୪(ପ୍ରମୋଦ ବହିଦାର): ରେଳବାଇ ସୁରକ୍ଷା ଜନିତ ରକ୍ଷଣାବେକ୍ଷଣ କାର୍ଯ୍ୟ ପାଇଁ ସମ୍ବଲପୁର ରେଳମଣ୍ଡଳ ଅଧୀନସ୍ଥ କେତେକ ଟ୍ରେନ୍‌ ଚଳାଚଳରେ ପରିବର୍ତ୍ତନ କରାଯାଇଥିବା ନେଇ ସମ୍ବଲପୁର ରେଳ...

ତାପମାତ୍ରାରେ ଭୁବନେଶ୍ୱକୁ ଟପିଲା କଟକ

ଭୁବନେଶ୍ୱର,୧୯।୪: ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ତାତି। ସକାଳ ୮ଟା ପରେ ଘରୁ ବାହାରିବା ମୁସ୍କିଲ ହୋଇପଡୁଛି। ରାଜ୍ୟରେ ଏ ବର୍ଷ ପ୍ରଥମ ଥର ପାଇଁ...

ମହାନଦୀରେ ଡଙ୍ଗାବୁଡି ଘଟଣା: ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୯।୪: ମହାନଦୀରେ ଡଙ୍ଗା ବୁଡିବା ଘଟଣାରେ ମୃତକଙ୍କ ପରିବାରକୁ ଅନୁକମ୍ପା ସହାୟତା ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ପରିବାରକୁ ୪ ଲକ୍ଷ ଲେଖାଏଁ ଅନୁକମ୍ପା...

୨୦୧୯ରେ ପୁରୀ ବିଧାନସଭାରେ କାହିଁକି ହାରିଥିଲା ବିଜେଡି, କାରଣ କହିଲେ ସଭାପତି…

ପୁରୀ,୧୯।୪: ୨୦୧୯ରେ ପୁରୀ ବିଧାନସଭା ଆସନରେ କାହିଁକି ହାରିଲା ବିଜେଡି । ଏନେଇ କାରଣ କହିଛନ୍ତି ଖୋଦ ଜିଲା ବିଜେଡି ସଭାପତି । ସଭାପତି ଦିବାକର...

ପିକ୍‌ଅପ୍‌ରୁ ଜବତ ହେଲା ପୁଳାପୁଳା ଟଙ୍କା

ପଦ୍ମପୁର,୧୯ା୪(ପ୍ରଦୀପ୍ତ ଦାଶ): ବରଗଡ଼ ଜିଲା ପଦ୍ମପୁର ଥାନା ପୋଲିସ ଶୁକ୍ରବାର ଏକ ପିକ୍‌ଅପ୍‌ରୁ ପୁଳାପୁଳା ଟଙ୍କା ଜବତ କରିଛି। ଗାଇସିଲେଟ -ପଦ୍ମପୁର ରାସ୍ତାର ଗଡ଼ଭାଟି ଛକରୁ...

ଅଶୁଂଘାତ ନେଲା ଜଣଙ୍କ ଜୀବନ

ଭୁବନେଶ୍ୱର,୧୯।୪: ଅଂଶୁଘାତରେ ରାଜ୍ୟରେ ଜଣଙ୍କର ମୃତ୍ୟୁ ଘଟିଛି। ମୃତ ବ୍ୟକ୍ତି ଜଣଙ୍କ ବାଲେଶ୍ୱରର ବୋଲି ଜଣାପଡିଛି। ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ନିରଞ୍ଜନ ମିଶ୍ର ଆଜି ଏହି...

ମହାନଦୀରେ ବୁଡିଲା ଡଙ୍ଗା: ଜଣେ ମୃତ, ୬ ନିଖୋଜ

ଝାରସୁଗୁଡା,୧୯।୪: ମହାନଦୀରେ ବୁଡିଲା ଡଙ୍ଗା। ଏଥିରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୬ ଜଣଙ୍କର ପତ୍ତା ମିଳୁନି। ଝାରସୁଗୁଡା ଜିଲା ଲଖନପୁର ବ୍ଲକ ଶରଧା ନିକଟ...

ବିଜେଡିରେ ସାମିଲ ହେଲେ ବିଜୟ କେତନ ସ୍ବାଇଁ; କହିଲେ-ବିତୃଷ୍ଣା ହୋଇ ଭାଜପା ଛାଡ଼ିଲି

ଭୁବନେଶ୍ୱର,୧୯ା୪: ଭାଜପା ଛାଡି ବିଜେଡିରେ ଯୋଗ ଦେଲେ ବରିଷ୍ଠ ନେତା ବିଜୟ କେତନ ସ୍ବାଇଁ । ରାଜନଗର ବିଧାୟକ ଧ୍ରୁବ ସାହୁ, କେନ୍ଦ୍ରାପଡ଼ା ପର୍ଯ୍ୟବେକ୍ଷକ ପ୍ରତାପ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri