ପଞ୍ଚାୟତ ସମିତି ବୈଠକ ବାତିଲ: ଅଧକ୍ଷ ନିବାଚନ ସ୍ଥଗିତ

କଟକ ସଦର,୬।୭(ଡି.ଏନ୍‌. ଏ.): କଟକ ସଦର ବ୍ଲକ ଅଧକ୍ଷ ନିର୍ବାଚନ ପାଇଁ ବୁଧବାର ସ୍ବତନ୍ତ୍ର ବୈଠକ ଡକାଯାଇଥିଲା। ମାତ୍ର ନିର୍ଦ୍ଧାରିତ ସମୟ ୧୧ଟା ସୁଦ୍ଧା କେହି ସଭ୍ୟା, ସଭ୍ୟ ବୈଠକକୁ ନ ଆସିବାରୁ ନିର୍ବାଚନକୁ ବାତିଲ କରିଦିଆ ଯାଇଛି ବୋଲି ନିର୍ବାଚନ ଅଧିକାରୀ ସମ୍ବିତ ଗଡ଼ନାୟକ ଘୋଷଣା କରିଥିଲେ।
ସୂଚନାଯୋଗ୍ୟ, ଏପ୍ରିଲ ୨୧ ତାରିଖରେ ବ୍ଲକ ଅଧକ୍ଷ ବିଷ୍ଣୁପ୍ରିୟା ରାଉତଙ୍କର ଅକାଳ ବିୟୋଗ ଘଟିଥିଲା। ପରେ ଉକ୍ତ ପଦବୀଟି ଖାଲି ପଡିଥିଲା। ତେଣୁ ରାଜ୍ୟ ନିର୍ବାଚନ ଆୟୋଗ ଜୁଲାଇ ୬ ତାରିଖରେ ନିର୍ବାଚନ ହେବ ବୋଲି ବିଜ୍ଞପ୍ତି ପ୍ରକାଶ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅଗ୍ନିକାଣ୍ଡରେ ୫ ଗୋରୁ ଜୀବନ୍ତ ଦଗ୍ଧ

ଧାମନଗର,୧୫।୧୧(ଡି.ଏନ୍‌.ଏ.): ଭଦ୍ରକ ଜିଲା ଧାମନଗର ବ୍ଲକ ଆନନ୍ଦପୁର ପଞ୍ଚାୟତ ପାହାଡ଼ପୁର ଗ୍ରାମରେ ଗୁରୁବାର ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ଘଟିଛି। ଏଥିରେ ଆନନ୍ଦ ଖୁଣ୍ଟିଆଙ୍କ ଗୁହାଳ ଜଳିଯାଇଥିବା...

ବାଲ୍ୟ ବିବାହରେ ୪ର୍ଥ ସ୍ଥାନରେ ରାୟଗଡ଼ା ଜିଲା

ରାୟଗଡ଼ା ଅଫିସ,୧୧ା୧୦:ଅକ୍ଟୋବର ୧୧ରେ ପାଳନ ହେଉଛି ଅନ୍ତର୍ଜାତୀୟ ବାଳିକା ଦିବସ। ଲିଙ୍ଗଗତ ସମାନତା ଆଣିବା ଏବଂ ବାଳିକାମାନଙ୍କ ଅଧିକାରକୁ ସ୍ବୀକୃତି ଦେବା ଏହି ଦିବସ ପାଳନର...

ରଥଯାତ୍ରା ବନ୍ଦ ପାଇଁ ହାଇକୋର୍ଟରେ ମାମଲା

କଟକ ଅଫିସ,୨୨।୫: କରୋନା ଭୂତାଣୁ ଯୋଗୁ ଚଳିତ ବର୍ଷ ରଥଯାତ୍ରା ହେବ କି ନାହିଁ, ତାହାକୁ ନେଇ ଦ୍ୱନ୍ଦ୍ୱ ଦେଖାଦେଇଛି। ତେବେ ଏହା ବନ୍ଦ କରିବାକୁ...

ଫାଣ୍ଡି ସମ୍ମୁଖରେ ରାଜମିସ୍ତ୍ରୀଙ୍କୁ ଛୁରାମାଡ଼: ପୋଲିସର ଅପାରଗତାକୁ ଦାୟୀ କରି ରାସ୍ତାରୋକୋ

ଝାରସୁଗୁଡ଼ା ଅଫିସ୍‌,୩।୭: ଝାରସୁଗୁଡ଼ା ଜିଲା ବନହରପାଲି ଥାନା ଅଧୀନ ବନ୍ଧବାହାଲ ଶିଲ୍ପାଞ୍ଚଳ ହୋଇଥିବା ବେଳେ ଏଠାରେ ବିଭିନ୍ନ ଅଞ୍ଚଳରୁ ଲୋକେ ଆସି ବସବାସ କରୁଛନ୍ତି। ଏଠାରେ...

ବଢୁଛି ହୀରାକୁଦ ଡ୍ୟାମର ଜଳସ୍ତର

ସମ୍ବଲପୁର,୧୬।୮(ବ୍ୟୁରୋ): ଉପର ମୁଣ୍ଡରେ ବର୍ଷା ଯୋଗୁ ହୀରାକୁଦ ଡ୍ୟାମର ଜଳସ୍ତର ବୃଦ୍ଧି ପାଇବାରେ ଲାଗିଛି। ମଙ୍ଗଳବାର ଜଳସ୍ତର ୬୨୫ ଫୁଟ୍‌ ଟପିଛି। ସକାଳ ୬ଟା ସୁଦ୍ଧା...

ଇଦ୍‌-ଉଲ୍‌-ଜୁହା ପାଇଁ ସହର ଉତ୍ସବମୁଖର

ଭଦ୍ରକ ଅଫିସ, ୧୨।୮- ସୋମବାର ଇଦ୍‌-ଉଲ୍‌-ଜୁହା ପର୍ବ। ଏଥିପାଇଁ ଭଦ୍ରକ ସହରରେ ଥିବା ବିଭିନ୍ନ ମସ୍‌ଜିଦ, ସମୂହ ନମାଜ ପାଠ ହେବାକୁ ଥିବା କଦମବେଡା ଇଦ୍‌ଗାହା...

ଭଦ୍ରକରେ ୬୦୦ ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା

ଭଦ୍ରକ ଅଫିସ,୩୦ା୭: ଗୁରୁବାର ଭଦ୍ରକ ଜିଲାରେ ଆଉ ୫୩ ନୂଆ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୬୦୬ରେ...

ବ୍ରାହ୍ମଣୀ ସ୍ରୋତରେ ଭାସିଗଲେ ଯୁବତୀ

ରାଜନଗର,୧୭।୫(ଡି.ଏନ୍‌.ଏ.): ରାଜନଗର ବ୍ଲକ ବନ୍ଧପଡ଼ା ପଞ୍ଚାୟତ ଅନ୍ତର୍ଗତ ଗୋବିନ୍ଦପୁର ଗ୍ରାମ ନିକଟ ବ୍ରାହ୍ମଣୀ ନଦୀରେ ଗୁରୁବାର ଜଣେ ଯୁବତୀ ଭାସି ଯାଇଥିଲେ। ଗ୍ରାମର ଲିଜାରାଣୀ ପ୍ରଧାନ...

Advertisement
Archives

Model This Week