କାରଖାନାରୁ ଚୋରି କରି ଗିରଫ ହେଲେ ସମିତି ସଭ୍ୟ

କୁଆଁରମୁଣ୍ଡା,୧୦।୭(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର ଥାନା ଅଧୀନ ବିଜାବାହାଲାସ୍ଥିତ ପବନ ଜୟ ସ୍ପଞ୍ଜ କାରଖାନାରୁ ତମ୍ବା ଖୁମ୍ବ ଚୋରି ଘଟଣାରେ ପୋଲିସ ରବିବାର ଜଣେ ସମିତି ସଭ୍ୟଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ସେ ହେଉଛନ୍ତି କୁଆଁରମୁଣ୍ଡା ବ୍ଲକ ଖୁଖୁଣ୍ଡୁବାହାଲ ପଞ୍ଚାୟତର ସମିତି ସଭ୍ୟ ରୋଜିତ୍‌ ତିର୍କୀ(୩୪)। ଏହି ଘଟଣା ଗତ ୧୮ ଦିନ ତଳେ ଘଟିଥିଲା। ଏଥିରେ ପ୍ରାୟ ୧୦ରୁ ଊର୍ଦ୍ଧ୍ୱ ଦୁର୍ବୃତ୍ତ ଥିବା ପୋଲିସ ସନ୍ଦେହ କରୁଥିଲା। କାରଖାନାରେ ଲାଗିଥିବା ସିସିଟିଭି ଫୁଟେଜ ଆଧାରରେ ପୋଲିସ ତଦନ୍ତ କରି ସମିତି ସଭ୍ୟଙ୍କୁ ଗିରଫ କରିଛି। ଏବେବି ଘଟଣାର ମାଷ୍ଟରମାଇଣ୍ଡଙ୍କ ସମେତ ଅନ୍ୟମାନେ ଫେରାର ଅଛନ୍ତି। ଫେରାର୍‌ ଅଭିଯୁକ୍ତମାନଙ୍କୁ ଖୁବଶୀଘ୍ର ଧରାଯିବ ବୋଲି ବୀରମିତ୍ରପୁର ଆଇଆଇସି ମନୋଜମଞ୍ଜରୀ ନାଏକ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପାରିବାରିକ କଳହ ହେଲା କାଳ; ବାପଘରକୁ ଡାକି ସ୍ବାମୀଙ୍କ ଯୌନାଙ୍ଗ କାଟିଦେଲେ ସ୍ତ୍ରୀ, ଚାଲିଗଲା ଜୀବନ

କଟକ,୧୮।୫(ପ୍ରଭୁକଲ୍ୟାଣ ପାଲ): କଟକ ବଡମ୍ବାରେ ଯୌନାଙ୍ଗ କାଟି ସ୍ୱାମୀଙ୍କୁ ହତ୍ୟା କଲେ ସ୍ତ୍ରୀ । ବଡମ୍ବା ଥାନାରେ ମାମଲା ପରେ ପୋଲିସ ତଦନ୍ତ ଆରମ୍ଭ କରିଛି ।…

ଶ୍ରୀଜିଉଙ୍କୁ ଦର୍ଶନ କଲେ ନୀତିନ ନବୀନ

ପୁରୀ,୧୮।୫(ଅଜିତ୍‌ କୁମାର ମହାନ୍ତି): ଶ୍ରୀକ୍ଷେତ୍ରରେ ଆଜି ଭକ୍ତିମୟ ପରିବେଶ ମଧ୍ୟରେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ଶ୍ରୀଜିଉଙ୍କୁ ଦର୍ଶନ କରିଛନ୍ତି। ସେ ଶ୍ରୀମନ୍ଦିରକୁ ପହଞ୍ଚି ସିଂହଦ୍ୱାର ଦ୍ୱାରରେ…

୧୪ ବର୍ଷ ଝିଅର କଥା ଶୁଣି ଚୁପ୍‌ଚାପ୍‌ ଏମିତି କାମ କରିଦେଲେ ମୁଖ୍ୟମନ୍ତ୍ରୀ ବିଜୟ: ଚାରିଆଡ଼େ ଚର୍ଚ୍ଚା

ଚେନ୍ନାଇ,୧୮।୫: ଅଭିନେତାରୁ ରାଜନେତା ହୋଇଥିବା ଥଲାପତି ବିଜୟ ତାମିଲନାଡୁର ମୁଖ୍ୟମନ୍ତ୍ରୀ ଭାବରେ ଶପଥ ନେବା ପରଠାରୁ ଚର୍ଚ୍ଚାରେ ଅଛନ୍ତି। ସେ ପୁଣି ଥରେ ଏପରି ଏକ ପଦକ୍ଷେପ…

ବ୍ଲକ ଅଧ୍ୟକ୍ଷଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ: ୪୫ ଜଣ ସରପଞ୍ଚ, ସମିତିସଭ୍ୟ ଉପଜିଲାପାଳଙ୍କୁ ଭେଟି…

ନୟାଗଡ,୧୮।୫( ଲୋକନାଥ ମିଶ୍ର): ନୟାଗଡ ବ୍ଲକ ଅଧ୍ୟକ୍ଷ କିଶୋର ସାହୁଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଆଗତ ପାଇଁ ପ୍ରସ୍ତାବ। ଗତ ୧୧ ତାରିଖରେ ବ୍ୟକ୍ତିଗତ କାରଣ ଦର୍ଶାଇ…

ଭୁବନେଶ୍ୱରରେ ଖୋଲିବ SEBI କାର୍ଯ୍ୟାଳୟ

ଭୁବନେଶ୍ୱର,୧୮।୫: SEBI ଅଧ୍ୟକ୍ଷ ତୁହିନକାନ୍ତ ପାଣ୍ଡେ ସୋମବାର ଏକ ବଡ଼ ସୂଚନା ଦେଇଛନ୍ତି। ଓଡ଼ିଶାର ରାଜଧାନୀ ଭୁବନେଶ୍ୱରରେ SEBIର ଏକ ବ୍ରାଞ୍ଚ ଅଫିସ ଖୋଲିବା ନେଇ ସେ…

ଶିଶୁ ନିର୍ଯାତନା ନେଇ ସଚେତନ କାର୍ଯ୍ୟକ୍ରମ, ସୁରକ୍ଷିତ ଶୈଶବ….

ପୁରୁଷୋତ୍ତମପୁର,୧୮।୫( ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବିଚାର ବିଭାଗୀୟ ଅଦାଲତର ତାଲୁକା ଆଇନସେବା ପ୍ରାଧିକରଣ କମିଟି ପକ୍ଷରୁ ସୋମବାର ହିନ୍ଦି ପ୍ରଚାସଭା ପରିଷରରେ ସୁରକ୍ଷିତ ଶୈଶବ,…

ମସ୍କଙ୍କ ବୟାନକୁ ନେଇ ସୋସିଆଲ ମିଡିଆରେ ହଇଚଇ, ଝିଅମାନଙ୍କ…

ନୂଆଦିଲ୍ଲୀ,୧୮।୫: ଏଲନ ମସ୍କ ପୁଣିଥରେ ନିଜ ବୟାନକୁ ନେଇ ଖବରର ଶିରୋନାମା ପାଲଟିଛନ୍ତି । ଏଥର ସେ ଇନଷ୍ଟାଗ୍ରାମକୁ “ଝିଅମାନଙ୍କ ପ୍ଲାଟଫର୍ମ” ବୋଲି କହି ଏକ ନୂତନ…

ଭୁବନେଶ୍ବରରେ ତେଲ ସ୍ଥିତିକୁ ନେଇ ମୁଖ୍ୟ ଶାସନ ସଚିବଙ୍କ ବଡ଼ ସୂଚନା, କାଲିଠୁ….

ଭୁବନେଶ୍ବର,୧୮।୫: ରାଜ୍ୟରେ ତେଲ ସଂକଟ ଭିତରେ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କ ବୟାନ ସାମ୍ନାକୁ ଆସିଛି । ତୈଳ ସ୍ଥିତିକୁ ନେଇ ଗୁରୁତ୍ବପୂର୍ଣ୍ଣ ବୈଠକ ବସିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri