ରିଆମାଳ କଲ୍ୟାଣ ମଣ୍ଡପରେ ପଞ୍ଚାୟତ ସମିତି ସମୀକ୍ଷା ବୈଠକ

 

ରିଆମାଳ, ୧୯ା୧୨ (ଡି.ଏନ୍‌.ଏ.) -ଦେବଗଡ ଜିଲା ରିଆମାଳ ସଦର ମହକୁମା କଲ୍ୟାଣ ମଣ୍ଡପ ଠାରେ ପଞ୍ଚାୟତ ସମିତି ସମୀକ୍ଷା ବୈଠକ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି ା ଏହି ବୈଠକରେ ପଞ୍ଚାୟତ ସମିତି ଚେୟାରମେନ ରିତାଞ୍ଜଳୀ ହାତି ସଭାପତିତ୍ୱ କରିଥିଲେ ା ବୈଠକରେ ସମ୍ବଲପୁର ସାଂସଦ ନିତେଶଗଙ୍ଗଦେବ ଏବଂ ଦେବଗଡ ବିଧାୟକ ସୁବାସ ପାଣିଗ୍ରାହି ଯୋଗ ଦେଇଥିଲେ ା ରିଆମାଳ ବ୍ଲକର ୨୬ଟି ଗ୍ରାମ ପଞ୍ଚାୟତର ବିଭିନ୍ନ କ୍ଷେତ୍ରରେ ଉନ୍ନତି ଉପରେ ସମୀକ୍ଷା କରିଥିଲେ ା କୃଷି, ଶିକ୍ଷା, ଶିଶୁବିକାଶ, ସ୍ବାସ୍ଥ୍ୟ, ପାନୀୟଜଳ, ପଶୁସମ୍ପଦ ଉପରେ ବିଶେଷ ଭାବେ ଆଲୋଚନା ହୋଇଥିଲା ା ସମସ୍ତ ପଞ୍ଚାୟତର ସରପଞ୍ଚମାନେ ନିଜର ପଞ୍ଚାୟତ ଅଭାବ ଅସୁବିଧା ସମ୍ପର୍କରେ ଆଲୋକପାତ କରିଥିଲେ ା କୃଷି ଉପରେ ସୋଲାରଜଳ ପ୍ରକଳ୍ପ, ଗଭୀର ନଳକୂପ ପାଇଁ ସରକାରୀ ରିହାତି ଉପରେ କୃଷିସଂପ୍ରସାରଣ ଅଧିକରଣ କହିଥିଲେ। ମଞ୍ଚାସୀନ ଅତିଥିଭାବେ ବି.ଡି.ଓ. ଦିବ୍ୟଶଙ୍କର ଜୟପୁରିଆ, ବ୍ଲକ ଉପାଧ୍ୟକ୍ଷ ବୈକୁଣ୍ଠ ପାଇକରାୟ, ରିଆମାଳ ଜୋନ ୧ର ଜିଲା ପରିଷଦ ସଭ୍ୟା କନକ ପ୍ରଧାନ ଏବଂ ଜୋନ ୨ର ନିଶାନୀ ବେହେରା ପ୍ରମୁଖ ସମୀକ୍ଷା ବୈଠକରେ ଥିଲେ ା


Enter your email to get our daily news in your inbox.

All Right Reserved By Dharitri.Com

ଧାନ କିଣି ନେଲେ ହେଲେ ଦେଲେନି ଟଙ୍କା: ମାଗିବାରୁ ଦେଉଥିଲେ ହତ୍ୟା ଧମକ, ଏବେ…

ରିଆମାଳ,୫।୪(ବଦ୍ରୀ ନାରାୟଣ ଅଗ୍ରୱାଲ): ରିଆମାଳ ଥାନାଞ୍ଚଳର ବିଭିନ୍ନ ଗ୍ରାମର ଗରିବ ଚାଷୀଙ୍କ ନିକଟରୁ ପ୍ରାୟ ଲକ୍ଷ ଲକ୍ଷ ଟଙ୍କା ଠକି ନେଇଥିବା ଅଭିଯୋଗ ହୋଇଛି। ଏ ନେଇ…

ନାବାଳିକାଙ୍କ ଫଟୋକୁ ଏଡିଟିଂ କରି ଅଶ୍ଲିଳ ଫଟୋ ଭାଇରାଲ କରିଥିଲା ଯୁବକ, ଅଭିଯୁ୍‌କ୍ତ ଗିରଫ

ଦେବଗଡ,୫।୪(ଶଶାଙ୍କ ଶେଖର ଝାଙ୍କର): ଜଣେ ୧୫ ବର୍ଷିୟା ନାବାଳିକାଙ୍କ ଫଟୋକୁ ଏଡିଟିଂ ମାଧ୍ୟମରେ ବିକୃତ କରି ଅଶ୍ଲିଳ ଫଟୋକୁ ସୋସିଆଲ ମିଡିଆରେ ଭାଇରାଲ କରୁଥିଲା ଯୁବକ ।…

ବିଜୁବାବୁଙ୍କ ପ୍ରତି ଅଶାଳୀନ ମନ୍ତବ୍ୟର ପ୍ରତିବାଦ, ଏମ୍‌ପି ନିଶିକାନ୍ତ ଦୁବେଙ୍କ କୁଶପୁତ୍ତଳିକା ଦାହ କରି…

ଦେବଗଡ଼,୨ା୪(ଶଶାଙ୍କ ଶେଖର ଝାଙ୍କର): ପ୍ରବାଦପୁରୁଷ ବିଜୁ ପଟ୍ଟନାୟକଙ୍କ ପ୍ରତି ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ଦେଇଥିବା ଅପମାନ ଜନକ ମନ୍ତବ୍ୟକୁ ଦେବଗଡ଼ ଜିଲା ବିଜେଡି ପକ୍ଷରୁ ଦୃଢ଼…

ଅଙ୍ଗନୱାଡ଼ି ସୁପରଭାଇଜରଙ୍କ ବଦଳି ଦାବିରେ ଧାରଣା: ପ୍ରଶାସନର ଏଭଳି ପ୍ରତିଶ୍ରୁତି ପରେ ହଟିଲା…

ଦେବଗଡ଼, ୩୦।୩ (ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ରିଆମାଳ ବ୍ଲକ ଅଙ୍ଗନୱାଡ଼ି ସୁପରଭାଇଜରଙ୍କ ବଦଳି ଦାବିରେ ଅଙ୍ଗନୱାଡି କର୍ମୀ ବ୍ଲକ ସମ୍ମୁଖରେ ଦେଉଥିବା ଧାରଣାସ୍ଥଳରେ ସୋମବାର…

ହଠାତ୍‌ ଭାରସାମ୍ୟ ହରାଇ ଷ୍ଟ୍ରିଟଲାଇଟ ଖୁଣ୍ଟକୁ ଧକ୍କା ଦେଲା କାର୍‌: ଘଟଣାସ୍ଥଳରେ…

ଦେବଗଡ,୩୦ା୩(ଶଶାଙ୍କ ଶେଖର ଝାଙ୍କର): ସୋମବାର ଅପରାହ୍ନରେ ଦେବଗଡ ପୌରାଞ୍ଚଳ ମୋହିନୀପୁର ଛକ ନିକଟସ୍ଥ ୫୩ ନମ୍ବର ଜାତୀୟ ରାଜପଥରେ ଏକ କାର୍‌ ଦୁର୍ଘଟଣାଗ୍ରସ୍ତ ହୋଇଥିବା ଜଣାପଡିଛି ।…

ଅପସାରିତ ପୌରାଧ୍ୟକ୍ଷାଙ୍କୁ ପୁନଃ ଅବସ୍ଥାପିତ ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ, ତୁରନ୍ତ…

ଦେବଗଡ,୩୦ା୩(ଶଶାଙ୍କ ଶେଖର ଝାଙ୍କର): ୨୦୨୫ ଜାନୁଆରୀ ୨୮ ତାରିଖରେ ରାଜ୍ୟ ସରକାରଙ୍କ ଦ୍ୱାରା ଗାଦିଚ୍ୟୁତ ହୋଇଥିବା ଦେବଗଡ ପୌର ପରିଷଦ ଅଧ୍ୟକ୍ଷା ଶାନ୍ତି ମଞ୍ଜରୀ ଦେଈଙ୍କୁ ଏହି…

ଦେବଗଡରେ କାଳବୈଶାଖୀ: ବିଦ୍ୟୁତ୍‌ ଖୁଣ୍ଟ ଉପୁଡି ଯାତାୟାତ ବାଧାପ୍ରାପ୍ତ

ଦେବଗଡ,୨୮।୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଜିଲାର ବିଭିନ୍ନ ସ୍ଥାନରେ ହଠାତ୍‌ କାଳବୈଶାଖି ଜନିତ ଝଡବର୍ଷା ଯୋଗୁ ବ୍ୟାପକ କ୍ଷୟକ୍ଷତି ଘଟିଥିବା ଜଣାପଡିଛି । ଶୁକ୍ରବାର ସନ୍ଧ୍ୟା ସମୟରେ…

ବିଦ୍ୟୁତ୍‌ ମରାମତି କରୁଥିବାବେଳେ ଜଳିଗଲେ, ଖୁଣ୍ଟରେ ଲାଖି ରହିଛି ମୃତଦେହ

ଦେବଗଡ଼,୨୭ା୩(ଶଶାଙ୍କ ଶେଖର ଝାଙ୍କର): ବିଦ୍ୟୁତ୍‌ ମରାମତି କରୁଥିବାବେଳେ ୧୧ କେଭି ତାରରେ ଲାଗି ଜଣଙ୍କର ଜୀବନ ଚାଲିଯାଇଛି। ବିଦ୍ୟୁତ୍‌ ଖୁଣ୍ଟ ଉପରେ ଲାଖି ରହିଛି ମୃତଦେହ। ଏମିତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri