ରିଆମାଳ କଲ୍ୟାଣ ମଣ୍ଡପରେ ପଞ୍ଚାୟତ ସମିତି ସମୀକ୍ଷା ବୈଠକ

 

ରିଆମାଳ, ୧୯ା୧୨ (ଡି.ଏନ୍‌.ଏ.) -ଦେବଗଡ ଜିଲା ରିଆମାଳ ସଦର ମହକୁମା କଲ୍ୟାଣ ମଣ୍ଡପ ଠାରେ ପଞ୍ଚାୟତ ସମିତି ସମୀକ୍ଷା ବୈଠକ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି ା ଏହି ବୈଠକରେ ପଞ୍ଚାୟତ ସମିତି ଚେୟାରମେନ ରିତାଞ୍ଜଳୀ ହାତି ସଭାପତିତ୍ୱ କରିଥିଲେ ା ବୈଠକରେ ସମ୍ବଲପୁର ସାଂସଦ ନିତେଶଗଙ୍ଗଦେବ ଏବଂ ଦେବଗଡ ବିଧାୟକ ସୁବାସ ପାଣିଗ୍ରାହି ଯୋଗ ଦେଇଥିଲେ ା ରିଆମାଳ ବ୍ଲକର ୨୬ଟି ଗ୍ରାମ ପଞ୍ଚାୟତର ବିଭିନ୍ନ କ୍ଷେତ୍ରରେ ଉନ୍ନତି ଉପରେ ସମୀକ୍ଷା କରିଥିଲେ ା କୃଷି, ଶିକ୍ଷା, ଶିଶୁବିକାଶ, ସ୍ବାସ୍ଥ୍ୟ, ପାନୀୟଜଳ, ପଶୁସମ୍ପଦ ଉପରେ ବିଶେଷ ଭାବେ ଆଲୋଚନା ହୋଇଥିଲା ା ସମସ୍ତ ପଞ୍ଚାୟତର ସରପଞ୍ଚମାନେ ନିଜର ପଞ୍ଚାୟତ ଅଭାବ ଅସୁବିଧା ସମ୍ପର୍କରେ ଆଲୋକପାତ କରିଥିଲେ ା କୃଷି ଉପରେ ସୋଲାରଜଳ ପ୍ରକଳ୍ପ, ଗଭୀର ନଳକୂପ ପାଇଁ ସରକାରୀ ରିହାତି ଉପରେ କୃଷିସଂପ୍ରସାରଣ ଅଧିକରଣ କହିଥିଲେ। ମଞ୍ଚାସୀନ ଅତିଥିଭାବେ ବି.ଡି.ଓ. ଦିବ୍ୟଶଙ୍କର ଜୟପୁରିଆ, ବ୍ଲକ ଉପାଧ୍ୟକ୍ଷ ବୈକୁଣ୍ଠ ପାଇକରାୟ, ରିଆମାଳ ଜୋନ ୧ର ଜିଲା ପରିଷଦ ସଭ୍ୟା କନକ ପ୍ରଧାନ ଏବଂ ଜୋନ ୨ର ନିଶାନୀ ବେହେରା ପ୍ରମୁଖ ସମୀକ୍ଷା ବୈଠକରେ ଥିଲେ ା


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡିରେ ମିଶିଲେ ଦେବଗଡ଼ର ରାଣୀ ଅରୁନ୍ଧତୀ

ଭୁବନେଶ୍ୱର,୧୬।୪: ବିଜେଡିରେ ମିଶିଲେ ସମ୍ବଲପୁରର ଭାଜପା ଏମପି ନିତେଶ ଗଙ୍ଗଦେବଙ୍କ ପତ୍ନୀ ଅରୁନ୍ଧତୀ କୁମାରୀ ଦେବୀ। ଆଜି ସେ ବିଜେଡିରେ ସାମିଲ ହୋଇଛନ୍ତି । ସେ...

ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡିଲେ ପ୍ରାଣୀଧନ ଚିକିତ୍ସାଧିକାରୀ

ଦେବଗଡ଼,ରିଆମାଳ,୨୨ା୩( ଶଶାଙ୍କ ଶେଖର ଝାଙ୍କର/ନିରଞ୍ଜନ ବେହେରା):କୁକୁଡା ଫାର୍ମ ପାଇଁ ବିଦ୍ୟୁତ୍‌ ସଂଯୋଗ ଓ ସବ୍‌ସିଡି ପ୍ରଦାନ ପାଇଁ ଜଣେ ଚାଷୀଙ୍କଠାରୁ ୫ହଜାର ଟଙ୍କା ଲାଞ୍ଚ ନେଉଥିବା...

କଂଗ୍ରେସ ସାଧାରଣ ସମ୍ପାଦିକା ନିଯୁକ୍ତ

ଦେବଗଡ଼, ୧୪।୩ (ଶଶାଙ୍କ ଶେଖର ଝାଙ୍କର)ଦେବଗଡ଼ ଜିଲା ମହିଳା କଂଗ୍ରେସର ବରିଷ୍ଠ ନେତ୍ରୀ ମିନତୀ ନାଏକ ପ୍ରଦେଶ ମହିଳା କଂଗ୍ରେସର ସାଧାରଣ ସମ୍ପାଦିକା ଭାବେ ନିଯୁକ୍ତ...

ମୋର ଟିକେଟ ଫାଇନାଲ

ଦେବଗଡ଼, ୧୪।୩ (ଶଶାଙ୍କ ଶେଖର ଝାଙ୍କର)ଦେବଗଡ଼ ଜିଲା ଗୋଟିଏ ବିଧାନସଭା ନିର୍ବାଚନମଣ୍ଡଳୀ। ଏଠାରେ ସବୁ ଦଳରେ ଅନେକ ଟିକେଟ ଆଶାୟୀ ଅଛନ୍ତି। ତେବେ ଟିକେଟ କିଏ...

ସ୍ବାମୀ-ପୁଅଙ୍କୁ ଛାଡି ପ୍ରେମିକଙ୍କ ସହ ଯାଇଥିଲେ, ମାଟିତଳୁ ମିଳିଲା ମୃତଦେହ

ଦେବଗଡ,୫।୩: ସ୍ବାମୀ ଓ ପୁଅକୁ ଛାଡି ପ୍ରେମିକ ସହ ଫେରାର ହୋଇଥିଲେ। ହେଲେ ଯେଉଁ ପ୍ରେମିକଙ୍କ ହାତ ଧରି ଘରର ଏରୁଣ୍ଡି ଡେଇଁଥିଲେ, ସିଏ ସାଜିଲା...

ମାଟିତଳୁ ମିଳିଲା ମହିଳାଙ୍କ ଗଳିତ ମୃତଦେହ: କୁକୁର ଟାଣିଟାଣି କାଢ଼ୁଥିଲା

ଦେବଗଡ଼,୨।୩(ଶଶାଙ୍କ ଶେଖର ଝାଙ୍କର): ମାଟି ତଳେ  ପୋତା ଯାଇଥିବା ମହିଳାଙ୍କ ଗଳିତ ମୃତଦେହ ଠାବ ହୋଇଛି। ତାଙ୍କୁ କେହି  ହତ୍ୟା କରିଥିବା  ସନ୍ଦେହ କରାଯାଉଛି। ଏଭଳି...

ଜଙ୍ଗଲ ଭିତରେ ନରକଙ୍କାଳ ଠାବ

ଦେଗଗଡ଼,୧୨ା୨(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଥାନା କାଉଁଶିବାହାଳ ଗାଁ ନିକଟ ଜଙ୍ଗଲ ଭିତରେ ସୋମବାର ଏକ ନରକଙ୍କାଳ ଠାବ କରାଯାଇଛି । ମଗରମୁହିଁ ହୁଲି ଜଙ୍ଗଲ...

ଲୁହାପଥର ଚୋରା ଚାଲାଣ କରୁଥିଲେ: ଧରାପଡ଼ିଲେ ପୋଲିସ କନଷ୍ଟେବଳ

ଦେବଗଡ଼,୯।୨(ଶଶାଙ୍କ ଶେଖର ଝାଙ୍କର): ଡେପୁଟି ଡାଇରେକ୍ଟର ଅଫ୍‌ ମାଇନ୍ସ ପକ୍ଷରୁ ଜବତ କରାଯାଇଥିବା ଲୁହାପଥର ଚାଲାଣ ବେଳେ ପୋଲିସ କନେଷ୍ଟବଳଙ୍କ ସହ ୪ଜଣ ଗିରଫ ହୋଇଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri