ଛେଣ୍ତିପଦା ବ୍ଲକସଭା ଗୃହରେ ପଞ୍ଚାୟତିରାଜ ଓ ଲୋକ ସେବା ଦିବସ

ଛେଣ୍ଡିପଦା,୫।୩(ସ୍ବ.ପ୍ର.): ଅନୁଗୋଳ ଜିଲା ଛେଣ୍ତିପଦା ବ୍ଲକ ସଭାଗୃହ ଠାରେ ଶୁକ୍ରବାର ପଞ୍ଚାୟତି ରାଜ ଓ ଲୋକସେବା ଦିବସ ପାଳିତ ହୋଇଯାଇଛି। ଛେଣ୍ଡିପଦା ବ୍ଲକ ଗୋଷ୍ଠୀ ଉନ୍ନୟନ ଅଧିକାରୀ ବିଶ୍ବନାଥ ସାହୁଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି ସଭାରେ ମୁଖ୍ୟଅତିଥି ଭାବେ ଛେଣ୍ଡିପଦା ବିଧାୟକ ସୁଶାନ୍ତ ବେହେରା ଉପସ୍ଥିତ ଥିଲେ। ଏହି କାର୍ଯ୍ୟକ୍ରମରେ ଯୋଗ ଦେଇଥିବା ଅତିଥିମାନେ ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ବିରତ୍ୱକୁ ବିଶଦ ଭାବେ ବର୍ଣ୍ଣନା କରିବା ସହିତ ପଞ୍ଚାୟତିରାଜରେ ବିଜୁ ପଟ୍ଟନାୟକଙ୍କ ଅବଦାନ ଉପରେ ଅଲୋକପାତ କରିଥିଲେ। ଅନ୍ୟତମ ଅତିଥି ଭାବେ ବ୍ଲକ ଅଧ୍ୟକ୍ଷ ଅଶୋକ କୁମାର ପ୍ରଧାନ, ଛେଣ୍ଡିପଦା ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନର ଅଧ୍ୟକ୍ଷ ସୁବାଷ ଚନ୍ଦ୍ର ସାହୁ, ବ୍ଲକ ଅତିରିକ୍ତ ଶିକ୍ଷା ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଟି୨୦ ବିଶ୍ୱକପ୍‌: ବାଂଲାଦେଶକୁ ହରାଇ ଭାରତର ତୃତୀୟ ବିଜୟ

ମାଞ୍ଚେଷ୍ଟର,୨୫ା୬: ଶେଫାଳି ବର୍ମାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ବଳରେ ଗୁରୁବାର ଖେଳାଯାଇଥିବା ବାଂଲାଦେଶ ବିପକ୍ଷ ମହିଳା ଟି୨୦ ବିଶ୍ୱକପ୍‌ ମ୍ୟାଚ୍‌କୁ ଭାରତ ୫ ଉଇକେଟରେ ଜିତି ନେଇଛି। ବାଂଲାଦେଶ…

ଭଞ୍ଜନଗର ରୋଟାରୀ କ୍ଲବର ୧୮ ତମ ବାର୍ଷିକ ଉତ୍ସବ: ଜନହିତକର କାର୍ଯ୍ୟ ପାଇଁ ସଂକଳ୍ପ, ଜୁଲାଇ ୧ରୁ ଦାୟିତ୍ୱ ନେବେ…

ଭଞ୍ଜନଗର, ୨୫।୬(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ରୋଟାରୀ କ୍ଲବର ୧୮ ତମ ବାର୍ଷିକ ଉତ୍ସବ ଗୁରୁବାର ରାତିରେ ବେଶ୍‌ ଉତ୍ସାହର ସହ ଅନୁଷ୍ଠିତ ହୋଇଯାଇଛି। ଏହି…

ସାଇକେଲରେ ଶବ ବୋହିବା ଘଟଣା: ପ୍ରଶାସନିକ ତତ୍ପରତା,ଶୋକସନ୍ତପ୍ତ ପରିବାରକୁ ଭେଟି…

ପାଇକମାଳ,୨୫।୬(ବଡ଼ ଶତପଥୀ)- ବରଗଡ଼ ଜିଲା ପାଇକମାଳ ବ୍ଲକ ଅନ୍ତର୍ଗତ କଣ୍ଟାପଡ଼ା ଗ୍ରାମରେ ଘଟିଥିବା ଏକ ଅଭାବନୀୟ ଘଟଣାରେ ଜିଲା ଓ ବ୍ଲକ ପ୍ରଶାସନ ପକ୍ଷରୁ ତୁରନ୍ତ ସହାୟତାର…

ଅଭିନବ ବିକାଶ ମେଳାରେ ଚରମ ଅବ୍ୟବସ୍ଥା: ପ୍ରକୃତ ହିତାଧିକାରୀ ବଞ୍ଚିତ, ଅଧାରୁ ସଭା ଛାଡ଼ିଲେ…

ଥୁଆମୂଳ ରାମପୁର, ୨୫।୬ (ଦୁର୍ଗା କୀର୍ତ୍ତି): ରାଜ୍ୟ ସରକାରଙ୍କ ଦୁଇ ବର୍ଷ ପୂର୍ତ୍ତି ଉପଲକ୍ଷେ “ବିକାଶର ଧାରା ଓଡ଼ିଶା ସାରା” ଅଭିଯାନର ବ୍ଲକ ସ୍ତରୀୟ ସମ୍ବୀଳନୀ ଗୁରୁବାର…

ସ୍କୁଲକୁ ବିଳମ୍ବରେ ଆସିବା ପଡ଼ିଲା ମହଙ୍ଗା

ଉମରକୋଟ, ୨୫।୬(ସନ୍ତୋଷ ଶତପଥୀ): ଜଣେ ଶିକ୍ଷକ ସ୍କୁଲକୁ ପ୍ରତିଦିନ ବିଳମ୍ବରେ ଆସୁଥିବା ଅଭିଯୋଗ ହେବା ପରେ ଗୁରୁବାର ଉମରକୋଟ ବିଇଓ ତାଙ୍କର ଦରମା ବନ୍ଦ କରିଛନ୍ତି। ଏଥିସହ…

ଇଚ୍ଛାମୃତ୍ୟୁ ଆବେଦନ ପରେ ଚେତିଲା ପ୍ରଶାସନ: ଯୁବଚାଷୀ ଗୋପାଳକୃଷ୍ଣଙ୍କ ପରିବାରକୁ ୨୦ ହଜାର ଟଙ୍କାର ଚିକିତ୍ସା ସହାୟତା

ବରଗଡ଼,୨୫।୬(ପ୍ରେମାନନ୍ଦ ଖମାରୀ)- ଧାନବିକ୍ରି ଟୋକନ ପାଇବାରୁ ବଞ୍ଚିତ ହେବା ପରେ ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡ ମେଲଛାମୁଣ୍ଡା ଗ୍ରାମର ଯୁବଚାଷୀ ଗୋପାଳକୃଷ୍ଣ ସାହୁ ଇଚ୍ଛାମୃତ୍ୟୁ ପାଇଁ ଆବେଦନ…

ମେଡିକାଲରୁ ଚମ୍ପଟ ମାରିଲେ ଅଭିଯୁକ୍ତ

ମାଲକାନଗିରି,୨୫।୬(ଦୁର୍ଯ୍ୟୋଧନ ପାତ୍ର): ଗଞ୍ଜେଇ ଚୋରା ଚାଲାଣ ମାମଲାରେ ଗିରଫ ହୋଇଥିବା ଜଣେ ଅଭିଯୁକ୍ତଙ୍କୁ ପୋଲିସ ଗୁରୁବାର ମେଡିକାଲ ଚେକ୍‌ଅପ୍‌ ପାଇଁ ନେଉଥିବା ବେଳେ ଚିକିତ୍ସାଳୟ ନିକଟରୁ ସେ…

Ketan Murder Case:ପିତାଙ୍କ ଗୁହାରି, କହିଲେ ଝିଅକୁ ଦିଆଯାଉ ଫାଶୀ!

ପୁଣେ,୨୫।୬: ପୁଣେରେ ହାଇପ୍ରୋଫାଇଲ କେତନ ଅଗ୍ରୱାଲ ହତ୍ୟା ମାମଲାର ତଦନ୍ତ ଆଗକୁ ବଢ଼ିବା ସହିତ, ମାମଲାର ନୂତନ ଦିଗ ସାମ୍ନାକୁ ଆସୁଛି। ଏବେ, ମାମଲାର ମୁଖ୍ୟ ଅଭିଯୁକ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri