କ.ନୂଆଗାଁ,୪ା୧୧(ଡି.ଏନ୍.ଏ.): କ.ନୂଆଗାଁ ବ୍ଲକ କଞ୍ଜାମେଣ୍ଡିରେ ଥିବା ଅମୃତ ସରବରକୁ ପଞ୍ଚାୟତି ରାଜ ଓ ପାନୀୟ ଜଳ କମିଶନର ଅରବିନ୍ଦ ଡାକୁଆ ଅମୃତ ସରବରକୁ ବୁଲି ଦେଖିଥିଲେ। ଅସମ୍ପୂର୍ଣ୍ଣ କାମକୁ ଶୀଘ୍ର ସମ୍ପୂର୍ଣ୍ଣ କରିବା ପାଇଁ କହିଥିଲେ। ଏଥିରେ ଜିଲା ପ୍ରକଳ୍ପ ନିର୍ଦ୍ଦେଶକ ବିଶ୍ବରଞ୍ଜନ ନାୟକ, ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶରତ କୁମାର ପାତ୍ର, ସହକାରୀ ଯନ୍ତ୍ରୀ ଶୁଭଙ୍କର ମହାପାତ୍ର, ସହକାରୀ ଯନ୍ତ୍ରୀ ସିଦ୍ଧେଶ୍ୱର ପାଣିଗ୍ରାହୀ, ଜିଲା ପରିଷଦ ସଭ୍ୟା ଅନିତା ମଲିକ, କଞ୍ଜାମେଣ୍ଡି ସରପଞ୍ଚ ଗୁନୁଲତା ମଲିକ, କମ୍ପ୍ୟୁଟର ପ୍ରୋଗ୍ରାମର ରାକେଶ କୁମାର ସାହୁ ଓ ଗାଁ ସାଥି କଳାରାମ ବିଶିମାଝୀ ପ୍ରମୁଖ ଉପସ୍ଥିତ ଥିଲେ।
Posted inଆମ ଜିଲା ଖବର View All
କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ
ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…
‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ
ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…
ଘରେ ଆଶ୍ରୟ ଦେଲେନି ପୁଅ
ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…
ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ
ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…
ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ
ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…
ଝଡତୋଫାନ, ବଜ୍ରପାତରେ ନେଲା ଜୀବନ
ପାତ୍ରପୁର,୫।୦(ଉମା ଚରଣ ନେପାକ): କାଳବୈଶାଖୀ ପ୍ରଭାବରେ ରବିବାର ଅପରାହ୍ନରେ ଗଞ୍ଜାମ ଜିଲା ପାତ୍ରପୁର ବ୍ଳକର ବିଭିନ୍ନ ସ୍ଥାନରେ ଝଡତୋଫାନ ସହ କୁଆପଥର ବର୍ଷା ହୋଇଛି। ଏପରିକି ବଜ୍ରପାତ…
ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ ପରେ ବଳାତ୍କାର: ବନ୍ଧା ହେଲେ ଅଭିଯୁକ୍ତ
ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧୀନ ୧୫ ବର୍ଷୀୟା ଜଣେ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ ଏବଂ ବଳାତ୍କାର ମାମଲାରେ ସମ୍ପୃକ୍ତ ଅଭିଯୁକ୍ତ…
ରାଜ୍ୟରେ ଝଡ଼ବର୍ଷା ଆଲର୍ଟ
ଭୁବନେଶ୍ୱର,୫ା୪: ରାଜ୍ୟରେ କିଛିଦିନ ହେଲା ପ୍ରବଳ ଗରମ ଗୁଳୁଗୁଳି ଅନୁଭୂତ ହେଉଛି। ହେଲେ ଅପରାହ୍ନରେ ହଠାତ୍ ବଦଳି ଯାଉଛି ପାଗ। ମାଡ଼ି ଆସୁଛି କାଳବୈଶାଖୀ। କାଳବୈଶାଖୀ ପ୍ରଭାବରେ…
Archives

