ମୁଖ୍ୟମନ୍ତ୍ରୀଙ୍କ ବଡ଼ ସୂଚନା: ମାର୍ଚ୍ଚ ୫ରେ ପାଳନ ହେବନି ପଞ୍ଚାୟତିରାଜ ଦିବସ, ବଦଳିଲା…

ଭୁବନେଶ୍ୱର,୩।୩: ମାର୍ଚ୍ଚ ୫ ତାରିଖରେ ପାଳନ ହେବନି ପଞ୍ଚାୟତିରାଜ ଦିବସ। ଏପ୍ରିଲ ୨୪ରେ ପାଳନ ହେବ ପଞ୍ଚାୟତିରାଜ ଦିବସ। ଏ ନେଇ ମୁଖ୍ୟମନ୍ତ୍ରୀ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି। ପ୍ରତି ବର୍ଷ ଏପ୍ରିଲ ୨୪ରେ ଜାତୀୟ ପଞ୍ଚାୟତିରାଜ ଦିବସ ପାଳନ ହୁଏ। ଜାତୀୟ ଓ ରାଜ୍ୟସ୍ତରରେ ଥିବା ଅସହଂତିକୁ ଦୂର କରିବାକୁ ଏଭଳି ପଦକ୍ଷେପ ନିଆଯାଇଛି। ଏଥିସହ ମାର୍ଚ୍ଚ ୫ରେ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀକୁ ଆଡ଼ମ୍ବର ସହ ପାଳିବାକୁ ମଧ୍ୟ ନିଷ୍ପତ୍ତି ନିଆଯାଇଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଏପ୍ରିଲ ୧୫ରୁ ଏସବୁ ବ୍ୟାଙ୍କ ଆକାଉଣ୍ଟ ବନ୍ଦ, ଖାତାରେ ଟଙ୍କା ଥିଲେ…

ନୂଆଦିଲ୍‌ଲୀ,୧୭।୩: ପଞ୍ଜାବ ନ୍ୟାସନାଲ ବ୍ୟାଙ୍କ (PNB) ଯେଉଁ ଆକାଉଣ୍ଟଗୁଡ଼ିକ ଦୀର୍ଘ ସମୟ ଧରି ନିଷ୍କ୍ରିୟ ଅଛନ୍ତି ବିଶେଷକରି, ସେହି ଆକାଉଣ୍ଟଗୁଡ଼ିକୁ ‘ଇନ ଆକ୍ଟିଭ’ ଭାବରେ ବର୍ଗୀକୃତ କରାଯାଇଛି।…

ବିଦ୍ୟାଳୟ ପାଠାଗାର ବହିକିଣା ଅନିୟମିତତା ପ୍ରସଙ୍ଗ: ଆର୍‌ଟିଆଇ ଆବେଦନ ପରେ …

ନନ୍ଦପୁର,୧୭ା୩ (ତୁଷାର କାନ୍ତ ମହାନ୍ତି)-ଏକ ନିର୍ଦ୍ଦିଷ୍ଟ ପ୍ରକାଶନ ସଂସ୍ଥାରୁ ସ୍କୁଲ ପରିଚାଳନା କମିଟିର ଅଜାଣତରେ ବିଦ୍ୟାଳୟ କମ୍ପୋଜିଟ ପାଣ୍ଠିରେ ପାଠାଗାର ବହି କିଣାରେ ଅନିୟମିତତା ପ୍ରସଙ୍ଗ ନେଇ…

ଦାରିଙ୍ଗବାଡ଼ିରେ ପ୍ରବଳ କୁଆପଥର ବର୍ଷା, କଳା ମିଚିମିଚି ପିଚୁ ରାସ୍ତାରେ କୁଆପଥର

ଦାରିଙ୍ଗବାଡି,୧୭।୩(ଅରୁଣ ସାହୁ ):ଓଡିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ମଙ୍ଗଳବାର ସମ୍ପୂର୍ଣ୍ଣ କଶ୍ମୀରର ଭ୍ରମ ସୃଷ୍ଟି କରିଛି। କାଳ ବୈଶାଖୀ ପ୍ରଭାବରେ ମଙ୍ଗଳବାର ଅପରାହ୍ନରେ ପ୍ରବଳ ମାତ୍ରାରେ କୁଆପଥର…

ଦିଦିଙ୍କ ଗଡ଼ ପାଲଟିଲା ‘ହଟ୍‌-ସିଟ୍‌’: ପୁଣି ମୁହାଁମୁହିଁ ହେବେ ମମତା-ଶୁଭେନ୍ଦୁ, ଭାଜପା କାର୍ଡକୁ କିଭଳି…

କୋଲକାତା,୧୭।୩: ପଶ୍ଚିମବଙ୍ଗ ରାଜନୀତିରେ ପୁଣି ଥରେ ଦୁଇ ମହାରଥୀଙ୍କ ମଧ୍ୟରେ ମହାମୁକାବିଲା ଦେଖିବାକୁ ମିଳିବ। ତୃଣମୂଳ କଂଗ୍ରେସ (TMC) ସୁପ୍ରିମୋ ମମତା ବାନାର୍ଜୀ ଏବଂ ଭାଜପା ନେତା…

ସୁନା ୩୬,୦୦୦ ଟଙ୍କା; ରୁପା ହେଲା ୧୮୭,୦୦୦ ଟଙ୍କା ଶସ୍ତା; ଏକ୍ସପର୍ଟ ଚକିତ, ଆଗକୁ…   

ନୂଆଦିଲ୍ଲୀ,୧୭।୩: ଆମେରିକା-ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ମଧ୍ୟରେ ବିଶ୍ୱ ବଜାରରେ ଏକ ଆଶ୍ଚର୍ଯ୍ୟଜନକ ଚିତ୍ର ସାମ୍ନାକୁ ଆସିଛି। ସାଧାରଣତଃ ଯୁଦ୍ଧ ସମୟରେ ସୁନା…

ଶଳାଙ୍କୁ ପିଟିପିଟି ହତ୍ୟା କଲେ ଭିଣୋଇ: ଅଭିଯୁକ୍ତଙ୍କୁ ଧରିଲା ପୋଲିସ

ଭେଡେନ ,୧୭।୩(ହୃଷୀକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଥାନା ଚିଚିଣ୍ଡା ହାଇସ୍କୁଲ ପଡ଼ାରେ ମଙ୍ଗଳବାର ଏକ ହତ୍ୟାକାଣ୍ଡ ଘଟିଛି। ଗ୍ରାମର ସୁଦୀପ ବାଗ(୨୮)ଙ୍କୁ ତାଙ୍କ ଭିଣୋଇ ସାଳନା…

ବଡ଼ ଦାବି କଲେ ରାଘବ ଚଢ଼ା: ୩ ବର୍ଷରେ ୧୯,୦୦୦ କୋଟି ଲୁଟିଲେଣି ବ୍ୟାଙ୍କ!

ନୂଆଦିଲ୍ଲୀ,୧୭।୫: ସଂସଦରେ ବ୍ୟାଙ୍କିଙ୍ଗ୍ ବ୍ୟବସ୍ଥା ଏବଂ ସାଧାରଣ ଜନତାଙ୍କୁ ନେଇ ଏକ ବଡ଼ ପ୍ରସଙ୍ଗ ଉଠିଛି। ସର୍ବନିମ୍ନ ଜମା ରାଶି ନ ରଖିପାରିବାରୁ ଦେଶର ବ୍ୟାଙ୍କଗୁଡ଼ିକ ଗ୍ରାହକଙ୍କଠାରୁ…

ଇରାନର ଦ୍ୱିତୀୟ ଶକ୍ତିଶାଳୀ ନେତା ବି ନିହତ! ଇସ୍ରାଏଲ୍‌ କଲା ଦାବି

ତେହରାନ,୧୭।୩: ଇରାନର ସର୍ବୋଚ୍ଚ ନେତା ଆୟାତୋଲ୍ଲା ଅଲି ଖାମେନେଇଙ୍କ ହତ୍ୟା ପରେ ଇସ୍ରାଏଲ ଏବେ ତେହରାନର ଦ୍ୱିତୀୟ ସବୁଠାରୁ ଶକ୍ତିଶାଳୀ ନେତା ତଥା ଇରାନର ସର୍ବୋଚ୍ଚ ଜାତୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri