ମୁଖ୍ୟମନ୍ତ୍ରୀଙ୍କ ବଡ଼ ସୂଚନା: ମାର୍ଚ୍ଚ ୫ରେ ପାଳନ ହେବନି ପଞ୍ଚାୟତିରାଜ ଦିବସ, ବଦଳିଲା…

ଭୁବନେଶ୍ୱର,୩।୩: ମାର୍ଚ୍ଚ ୫ ତାରିଖରେ ପାଳନ ହେବନି ପଞ୍ଚାୟତିରାଜ ଦିବସ। ଏପ୍ରିଲ ୨୪ରେ ପାଳନ ହେବ ପଞ୍ଚାୟତିରାଜ ଦିବସ। ଏ ନେଇ ମୁଖ୍ୟମନ୍ତ୍ରୀ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି। ପ୍ରତି ବର୍ଷ ଏପ୍ରିଲ ୨୪ରେ ଜାତୀୟ ପଞ୍ଚାୟତିରାଜ ଦିବସ ପାଳନ ହୁଏ। ଜାତୀୟ ଓ ରାଜ୍ୟସ୍ତରରେ ଥିବା ଅସହଂତିକୁ ଦୂର କରିବାକୁ ଏଭଳି ପଦକ୍ଷେପ ନିଆଯାଇଛି। ଏଥିସହ ମାର୍ଚ୍ଚ ୫ରେ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀକୁ ଆଡ଼ମ୍ବର ସହ ପାଳିବାକୁ ମଧ୍ୟ ନିଷ୍ପତ୍ତି ନିଆଯାଇଛି।

 

Share