ବଡମାଧପୁରରେ ପଞ୍ଚୁଦଣ୍ଡ ମହାମିଳନ

ଛତ୍ରପୁର,୧୧ା୪(ଡି.ଏନ୍‌.ଏ.): ଛତ୍ରପୁର ବ୍ଲକ ଅନ୍ତର୍ଗତ ବଡମାଧପୁର ଗ୍ରାମରେ ଦୀର୍ଘ ୨୨ ବର୍ଷ ଧରି ପ୍ରତି ବର୍ଷ ଏପ୍ରିଲ ୧୦ରେ ପଞ୍ଚୁଦଣ୍ଡ ମହାମିଳନ ଅନୁଷ୍ଠିତ ହୋଇ ଆସୁଅଛି। ଏଥିରେ ବେଲଗୁଣ୍ଠା, କବିସୂର୍ଯ୍ୟନଗର(ପରିଡା ପାର୍ଟି), ବାବନପୁର, ଶାଳବଣ ଓ ପୁରୁଷୋତ୍ତମପୁର (ତେଲି ପାର୍ଟି) ଆଦି ୫ଟି ଗ୍ରାମର ଦଣ୍ଡ ଯାତ୍ରା ଦଳର ମହାକାଳୀ ଓ ମହାଦେବ ମିଳିତ ହୋଇଥିଲେ। ଏହି ମହାମିଳନ ସମୟରେ ଝୁଣା ମହକରେ ମିଳନ ସ୍ଥଳ ମହକିତ ହୋଇଥିବା ବେଳେ ଢୋଲ ଓ ଝାଞ୍ଜ ନାଦରେ ପ୍ରକମ୍ପିତ ହୋଇଥିଲା। ଏହାକୁ ଦେଖିବା ଲାଗି ଆଖପାଖ ଅଞ୍ଚଳର ହଜାର ହଜାର ଶ୍ରଦ୍ଧାଳୁଙ୍କ ସମାବେଶ ହୋଇଥିଲା। ପଞ୍ଚ ଦଣ୍ଡ ଯାତ୍ରା ଦଳର ସାମୂହିକ ଗ୍ରାମ ପରିକ୍ରମା କାଳରେ ପ୍ରତ୍ୟେକ ଘର ସମ୍ମୁଖରେ ପୂର୍ଣ କୁମ୍ଭ ବଢା ହେବା ସହ ଗ୍ରାମରେ ଆଧ୍ୟାତ୍ମିକ ପରିବେଶ ସୃଷ୍ଟି ହୋଇଥିଲା। ଏଠାରେ ଧୂଳି ଦଣ୍ଡ, ପାଣି ଦଣ୍ଡ, ଅଗ୍ନି ଦଣ୍ଡ, ସନ୍ଧ୍ୟା ଆଳତି ଓ ରାତିରେ ସାଂସ୍କୃତିକ କାର୍ଯ୍ୟକ୍ରମ ଆଦିରେ ଶ୍ରଦ୍ଧାଳୁଙ୍କ ଭିଡ଼ ଦେଖିବାକୁ ମିଳିଥିଲା। କାର୍ଯ୍ୟକ୍ରମକୁ ପଞ୍ଚୁଦଣ୍ଡ ଯାତ୍ରା କମିଟି ଓ ବଡମାଧପୁର ଗ୍ରାମବାସୀଙ୍କ ସହଯୋଗରେ
ପରିଚାଳନା କରାଯାଇଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

କୋଚ ପଦ ହରାଇବେ ଗୌତମ ଗମ୍ଭୀର! ଦାୟିତ୍ୱ ନେବେ ଜଣେ ଅଭିଜ୍ଞ ଖେଳାଳି!

ନୂଆଦିଲ୍ଲୀ,୭।୭: ଜିମ୍ବାୱେ ବିପକ୍ଷରେ ଟି-୨୦ ସିରିଜ ପାଇଁ ଦଳ ଘୋଷଣା କରିବା ପରେ, ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ମଧ୍ୟ ପ୍ରଶିକ୍ଷକ କର୍ମଚାରୀଙ୍କ ସମ୍ପର୍କରେ ଏକ…

ଗାଧୋଇବା ହେଲା କାଳ, ବୁଢାବଳଙ୍ଗରେ ଭାସିଗଲେ ଯୁବକ

ବାରିପଦା,୭।୭: ମୟୂରଭଞ୍ଜ ଜିଲା ବୁଢାବଳଙ୍ଗ ନଦୀରେ ମଙ୍ଗଳବାର ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ବୁଢାବଳଙ୍ଗ ନାର୍ଖା ବ୍ରିଜ ତଳେ ଗାଧୋଇବା ବେଳେ ଭାସି ଯାଇ ଜଣେ…

ରମାଦେବୀ ବିଶ୍ବବିଦ୍ୟାଳୟ କ୍ୟାମ୍ପସ୍‌ରେ ଉତ୍ତେଜନା

ଭୁବନେଶ୍ବର,୭।୭: ଭୁବନେଶ୍ବର ସ୍ଥିତ ରମାଦେବୀ ବିଶ୍ବବିଦ୍ୟାଳୟ କ୍ୟାମ୍ପସ୍‌ରେ ମଙ୍ଗଳବାର ଉତ୍ତେଜନା ପରିସ୍ଥିତି ସୃଷ୍ଟି ହୋଇଛି। କ୍ୟାମ୍ପସ ଭିତରକୁ ଅଣଛାତ୍ରୀଛାତ୍ର ପ୍ରବେଶକୁ ବିରୋଧ କରି ବିଶ୍ବବିଦ୍ୟାଳୟର ଛାତ୍ରୀମାନେ ଅସନ୍ତୋଷ…

ଗୋଲ୍ଡେନ ବୁଟ୍‌ ରେସ୍‌ରେ ଏହି ୩ ଖେଳାଳି, ଜାଣନ୍ତୁ…

ଇଷ୍ଟ ରଦରଫୋର୍ଡ,୭ା୭: ବ୍ରାଜିଲ ବିପକ୍ଷ ପ୍ରି-କ୍ୱାର୍ଟର ମ୍ୟାଚ୍‌ରେ ଡବଲ ଗୋଲ ଦେଇ ନରଓ୍ବେକୁ ଜିତାଇଥିବା ଏର୍ଲିଂ ହାଲାଣ୍ଡ ଚଳିତ ବିଶ୍ୱକପ୍‌ରେ ଗୋଲ୍ଡେନ ବୁଟ୍‌ ରେସରେ ସାମିଲ ହୋଇଛନ୍ତି।…

ଶିଶୁ କନ୍ୟାଙ୍କୁ ଝୁଣି ଦେଲେ ୨ ବୁଲା କୁକୁର: ୩ ସ୍ଥାନରେ ଲାଗିଛି…

ଦିଗପହଣ୍ଡି,୭|୭(ଅଶେଷ ନାଥ ମିଶ୍ର ): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମହାନାଳା ଗ୍ରାମର ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ଵିତୀୟ ଶ୍ରେଣୀରେ ପଢୁଥିବା ପାଟପୁର ଗ୍ରାମର ପ୍ରମୋଦ ସାହୁଙ୍କ…

ଭୁବନେଶ୍ୱରରେ ନିର୍ମାଣ ହେବ ନୂଆ ରାଜସ୍ୱ ଭବନ: ୬୦୦ କୋଟି ଟଙ୍କା ବ୍ୟୟରେ ଉଠିବ ୧୦ ମହଲା ବିଶିଷ୍ଟ କୋଠା

ଭୁବନେଶ୍ୱର, ୭।୭: ରାଜ୍ୟର ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବ୍ୟବସ୍ଥାକୁ ଆହୁରି ସୁଦୃଢ଼ ଓ ଆଧୁନିକ କରିବା ଲକ୍ଷ୍ୟରେ ଭୁବନେଶ୍ୱରରେ ଏକ ନୂଆ ରାଜସ୍ୱ ଭବନ ନିର୍ମାଣ…

କ୍ରିକେଟ ଜଗତରେ ଶୋକର ଛାୟା, ୩୮ବର୍ଷ ବୟସରେ ଶେଷ ନିଶ୍ୱାସ ତ୍ୟାଗ କଲେ ପୂର୍ବତନ କିମ୍ବଦନ୍ତୀ ବୋଲର

ନୂଆଦିଲ୍ଲୀ,୭।୭: ପୂର୍ବତନ ଆଫଗାନିସ୍ତାନ ଦ୍ରୁତ ବୋଲର ଶାପୁର ଜାଦ୍ରନ (Shapoor Zadran) ଙ୍କ ଦେହାନ୍ତ ହୋଇଛି। ସେ ଦୀର୍ଘ ଦିନ ଧରି ଏକ ଗମ୍ଭୀର ରୋଗ ସହିତ…

ଆନ୍ନା ହଜାରେଙ୍କୁ ନେଇ ବିବାଦୀୟ ବୟାନ ଦେଲେ ‘କକ୍ରୋଚ ଜନତା ପାର୍ଟି’ର ଅଭିଜିତ ଦୀପକେ, ହେଲାଣି ରାଜନୈତିକ ଚର୍ଚ୍ଚା

ନୂଆଦିଲ୍ଲୀ,୭।୭: ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପାଇଁ ଆନ୍ଦୋଳନ କରୁଥିବା ‘କକ୍ରୋଚ ଜନତା ପାର୍ଟି’ (CJP)ର ପ୍ରତିଷ୍ଠାତା ଅଭିଜିତ ଦୀପକେ ଆନ୍ନା ହଜାରେଙ୍କ ବିଷୟରେ ବିବାଦୀୟ ମନ୍ତବ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri