ଶେଷ ପର୍ଯ୍ୟାୟରେ ପଞ୍ଚୁଦୋଳ ପ୍ରସ୍ତୁତି

ଗଞ୍ଜାମ,୧୧ା୩(ଡି.ଏନ୍‌.ଏ.): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମା ହାଟପଡ଼ିଆରେ ହେବାକୁ ଥିବା ପ୍ରସିଦ୍ଧ ପଞ୍ଚୁ ଦୋଳ ଯାତ୍ରାର ସାହି ଯାତ୍ରା ଶନିବାର ସନ୍ଧ୍ୟାରୁ ଆରମ୍ଭ ହେଉଛି l ଏଥିପାଇଁ ଏହାର ଆଖପାଖ ଅଞ୍ଚଳ ଚଳଚଞ୍ଚଳ ହୋଇଥିବା ଦେଖିବାକୁ ମିଳିଛି l ସାହି ଯାତ୍ରା ରବିବାର ପୂର୍ବାହ୍ନରେ ଶେଷ ହେବ। ଏଥିପାଇଁ ହୁମା ଗ୍ରାମର ସମସ୍ତ ସାହି ଯଥା ବଡ଼ ସାହି, ଗୋପୀନାଥ ସାହି, କୈବର୍ତ୍ତ ସାହି, ତଥା ଅନ୍ୟାନ୍ୟ ସାହି ସମେତ କଣ୍ଟିଆ ଗଡ଼, ଖଟୁଆ କୁଦା ଗଡ଼ହୁମା, ବେଲପଡ଼ା, ଝାଡ଼କୁଡ଼ା, ଲୁଙ୍ଘୁରି, କଳାଯମୁନା ଆଦି ଗ୍ରାମରେ ନାଟକ ପରିବେଷଣ ହେବ। ସୋମବାର ସକାଳୁ ସମସ୍ତ ଠାକୁର ବିରାଟ ପଟୁଆର ମଧ୍ୟରେ ହୁମା ଜାତୀୟ ରାଜପଥରେ ଏକତ୍ରିତ ହୋଇ ଯାତ୍ରା ପଡ଼ିଆକୁ ଯିବାର ବ୍ୟବସ୍ଥା ରହିଛି। ଏଥିପାଇଁ ପଡ଼ିଆରେ ଜେସିବି ସାହାଯ୍ୟରେ ଯୁଦ୍ଧ କାଳୀନ ଭିତ୍ତିରେ ସଫେଇ ହୋଇଛି l ଏଥିସହ ପୋଲିସ ଓ ଯାତ୍ରା ପରିଚାଳନା କମିଟି ପକ୍ଷରୁ ପ୍ରସ୍ତୁତି କାର୍ଯ୍ୟ ସାରିଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ହୁମା ସାପ୍ତାହିକ ଶୁଖୁଆ ହାଟରୁ ଚୋରି, ୩ ମୋବାଇଲ….

ଗଞ୍ଜାମ,୨୯।୩(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମ୍ମା ହାଟରୁ ରବିବାର ୩ଟି ମୋବାଇଲ ଚୋରି ହୋଇଥିବା ଅଭିଯୋଗ ହୋଇଛି । ଯାହାକୁ ନେଇ ହାଟ ଆସୁଥିବା…

ଦିଗପହଣ୍ଡିରେ ଜାଳେଣି ଗ୍ୟାସ ସିଲିଣ୍ଡର କଳାବଜାର, ହନ୍ତସନ୍ତ ହେଉଛନ୍ତି ଲୋକେ

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସହର ସମେତ ଆଖପାଖ ଗ୍ରାମାଞ୍ଚଳମାନଙ୍କରେ ଜାଳେଣି ଗ୍ୟାସ ସିଲିଣ୍ଡରର ବ୍ୟାପକ କଳାବଜାର ହେଉଥିବା ଜାଣିବାକୁ ମିଳିଛି । ମଧ୍ୟପ୍ରାଚ୍ୟ…

ଦିଗପହଣ୍ଡିରେ ଅତୀତର ଅଭୁଲା ସ୍ମୃତି ମନେ ପକାଇଲେ ୧୯୮୨ ବ୍ୟାଚର ଛାତ୍ର

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀଗୁପ୍ତେଶ୍ୱର ଶୈବପୀଠ ପରିସରରେ ବନ୍ଧୁମିଳନ । ରବିବାର ଦିଗପହଣ୍ଡି ବ୍ଲକ ଅଞ୍ଚଳର ବିଭିନ୍ନ ଗାଁ ହାଇସ୍କୁଲରେ ପଢ଼ିଥିବା…

ସକାଳୁ ସକାଳୁ ଜଳଖିଆ ହୋଟେଲ କ୍ୟାବିନତଳୁ ଉଦ୍ଧାର ହେଲା ୨ କିଙ୍ଗ କୋବ୍ରା, ଲୋକେ ଦେଖି….

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡ଼ି ଗାଁର ନିଳାଞ୍ଚଳ ସାହୁଙ୍କ ଜଳଖିଆ ହୋଟେଲର କ୍ୟାବିନତଳୁ କିଙ୍ଗ କୋବ୍ରା ଉଦ୍ଧାର ହୋଇଛି…

ମା’ ବଡ଼ରାଉଳ କ୍ରିକେଟ ଟୁର୍ଣ୍ଣାମେଣ୍ଟ: ଝାଲିଆଗୋଛାକୁ ହରାଇଲା ହରିଗଡ଼

ଭଞ୍ଜନଗର,୨୯ା୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ନୁଆପଲ୍ଲୀଠାରେ ରବିବାରଠାରୁ ଆରମ୍ଭ ହୋଇଛି ମା’ ବଡ଼ରାଉଳ କ୍ରିକେଟ ଟୁର୍ଣ୍ଣାମେଣ୍ଟ। ଉଦ୍‌ଘାଟନୀ ମ୍ୟାଚ୍‌ ଝାଲିଆଗୋଛା ଓ ହରିଗଡ଼ ମଧ୍ୟରେ…

ଫର୍ମ ପୂରଣ କରିବାକୁ ଯାଇଥିଲେ ଛାତ୍ରୀ, ବଜ୍ରପାତରେ ଗଲା ଜୀବନ, ସହାୟତା ଦାବି କରି…

ଦିଗପହଣ୍ଡି,୨୯ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଆଙ୍କୋରଡ଼ା ପଞ୍ଚାୟତ ଚାଞ୍ଚଡ଼ାପଲ୍ଲୀ ଗ୍ରାମର ମେଧାବୀ ଛାତ୍ରୀ ରେଶ୍ମା ଭୋଳ (୨୧) ଶୁକ୍ରବାର ଅପରାହ୍ନରେ ବ୍ରଜପାତରେ ମୃତ୍ୟୁବରଣ…

ମୃତ୍ୟୁ ଖବର ପାଇ ତବଲା ବାଦକଙ୍କ ଘରେ ପହଞ୍ଚିଲେ ଭାଜପା ଜିଲା ସଭାପତି

ଗଞ୍ଜାମ,୨୯।୩(ବିଦ୍ୟାଧର ସାହୁ ): ଗଞ୍ଜାମ ଏନଏସି ଅନ୍ତର୍ଗତ ପୁଇଁତୋଳା ଗ୍ରାମର ବିଶିଷ୍ଟ ତବଲା ମାଷ୍ଟର ଲକ୍ଷ୍ମଣ କୁମାର ତରାଇଙ୍କ ବିୟୋଗ ଘଟିଛି ।  ଖବର ପାଇ ଭାଜପା…

ସକାଳୁ ସକାଳୁ ଭଞ୍ଜନଗରରେ ଘଟିଛି ଏମିତି କିଛି ଅଘଟଣ: ଜଣଙ୍କୁ ହାଣିଲେ, ଆଉ ଜଣଙ୍କୁ…

ଭଞ୍ଜନଗର,୨୯ା୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ଥାନା ଅନ୍ତର୍ଗତ କୋକଲବା ନିକଟରେ ଜଣେ ଯୁବକଙ୍କୁ ରବିବାର ପ୍ରତ୍ୟୁଷରେ ଲୋକେ ଗୁରୁତର ଅବସ୍ଥାରେ ଉଦ୍ଧାର କରି ଚିକିତ୍ସା ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri