ନବୀନଙ୍କ ଆସନରେ ପ୍ରଚାର କଲେ ପାଣ୍ଡିଆନ, କହିଦେଲେ ଏମିତି…

ଭୁବନେଶ୍ୱର,୭।୫: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ବାଚନମଣ୍ଡଳୀରେ ପ୍ରଚାର କରିଛନ୍ତି ଭି.କେ ପାଣ୍ଡିଆନ।
ମଙ୍ଗଳବାର ହିଞ୍ଜିଳିରେ ଜୋରଦାର ପ୍ରଚାର କରିଛନ୍ତି ଭିକେ ପାଣ୍ଡିଆନ । ଜନସଭାକୁ ସମ୍ବୋଧିତ କରି ପାଣ୍ଡିଆନ, ହିଞ୍ଜିଳି ପାଇଁ ହୋଇଥିବା ବିକାଶମୂଳକ କାମର ହିସାବ ଦେଇ ଦଳୀୟ ପ୍ରାର୍ଥୀଙ୍କ ପାଇଁ ଭୋଟ ଭିକ୍ଷା କରିଛନ୍ତି ।

ହିଞ୍ଜିଳିରୁ ମୁଖ୍ୟମନ୍ତ୍ରୀ ସ୍କୁଲ ରୂପାନ୍ତରଣ କାମ ଆରମ୍ଭ କରିଥିଲେ । ହିଞ୍ଜିଳିର ରୂପାନ୍ତରଣ ମଡେଲ ପୂରା ରାଜ୍ୟରେ ଲାଗୁ ହୋଇଛି । ମନ୍ଦିର ରୂପାନ୍ତରଣ ମଧ୍ୟ ହିଞ୍ଜିଳିରୁ ଆରମ୍ଭ ହୋଇଛି ବୋଲି କହିଛନ୍ତି ପାଣ୍ଡିଆନ । ୫ ବର୍ଷରେ ଥରେ ସୁଯୋଗ ଆସିଛି, ଏଥର ପୁଣିଥରେ ନବୀନ ପଟ୍ଟନାୟକଙ୍କୁ ଆଶୀର୍ବାଦ କରନ୍ତୁ ବୋଲି ପାଣ୍ଡିଆନ ନିବେଦନ କରିଛନ୍ତି। ହିଞ୍ଜିଳିବାସୀଙ୍କ ଗୋଟିଏ ଗୋଟିଏ ଭୋଟ ଓ ସଶକ୍ତ କରିବ । ଆଗକୁ ହିଞ୍ଜିଳି ସବୁଥିରେ ଏକ ନମ୍ବର ହେବ ବୋଲି କହିଛନ୍ତି ପାଣ୍ଡିଆନ ।


Enter your email to get our daily news in your inbox.

All Right Reserved By Dharitri.Com

ହୋଲି ପାଇଁ ଗଡ଼ିବ ୬୨ ସ୍ବତନ୍ତ୍ର ଟ୍ରେନ୍‌

ଭୁବନେଶ୍ୱର, ୬ା୨(ଅନୁରାଧା ମହାରଣା)- ହୋଲି ଉତ୍ସବ ସମୟରେ ଯାତ୍ରୀମାନଙ୍କ ପାଇଁ ସୁଗମ, ନିରାପଦ ଏବଂ ଆରାମଦାୟକ ଯାତ୍ରା ସୁନିଶ୍ଚିତ କରିବାକୁ ପୂର୍ବତଟ ରେଳପଥ ଏହାର ପରିସୀମା ମଧ୍ୟରେ…

ଗୋଟିଏ ଦିନରେ ୩ ଦୁର୍ଘଟଣା

ମୋରଡ଼ା/ରାସଗୋବିନ୍ଦପୁର,୬ା୨(ସ୍ମାରକ ମାଜୀ/ସତ୍ୟବାଦୀ ପରିଡ଼ା)- ମୟୂରଭଞ୍ଜ ଜିଲା ମୋରଡ଼ା ଓ଼ ରାସଗୋବିନ୍ଦପୁର ଥାନା ଅଞ୍ଚଳର ବିଭିନ୍ନ ସ୍ଥାନରେ ଦୁର୍ଘଟଣା ଘଟିଛି। ସୂଚନା ଅନୁଯାୟୀ, ଗୁରୁବାର ବିଳମ୍ବିତ ରାତିରେ ରାସଗୋବିନ୍ଦପୁର…

ସି କେ ନାଇଡୁ ଟ୍ରଫି: ବେଙ୍ଗଲ ଦଳ ୩୦୧/୬ , ଆୟୁଷ ସିଂଙ୍କ ଶତକ

ବରଗଡ଼,୬।୨(ପ୍ରେମାନନ୍ଦ ଖମାରୀ): ବରଗଡ଼ସ୍ଥିତ କ୍ରୀଷ୍ଣା ବିକାଶ ଗ୍ରାଉଣ୍ଡରେ ଓଡ଼ିଶା ଓ ବେଙ୍ଗଲ ମଧ୍ୟରେ ୨୩ ବର୍ଷରୁ କମ ସି.କେ ନାଇଡୁ ଟ୍ରଫିର ଏଲାଇଟ୍ ଗ୍ରପ୍‌ – ବି…

୮୫ କି.ଗ୍ରା. ଗଞ୍ଜେଇ ଜବତ: ୩ ଅଟକ

ଆନନ୍ଦପୁର, ୬ା୨(ସୁଶାନ୍ତ କୁମାର ସାହୁ): ଗଞ୍ଜେଇ ଭର୍ତ୍ତି ୨ଟି ଚାରିଚକିଆ ଗାଡି କେନ୍ଦୁଝର ସ୍ପେଶାଲ ସ୍କ୍ବାଡ୍‌ ଦ୍ୱାରା ଜବତ କରାଯାଇଛି। ଏଥିରେ ୮୫ କି.ଗ୍ରା. ଗଞ୍ଜେଇ ଥିବା…

U19 World Cup: ବିଶ୍ୱ ଚାମ୍ପିୟନ ହେଲା ଭାରତ, ତଥାପି ICCରୁ ପୁରସ୍କାରରେ ମିଳିବ ନାହିଁ ଗୋଟିଏ ଟଙ୍କା 

ହରାରେ,୬।୨: ଭାରତ ପୁଣି ଥରେ ୧୯ ବର୍ଷରୁ କମ୍‌ ବିଶ୍ୱକପରେ ଇତିହାସ ରଚିଲା। ଟିମ ଇଣ୍ଡିଆ ହରାରେ ସ୍ପୋଟର୍‌ସ କ୍ଲବ୍‌ରେ ଇଂଲଣ୍ଡ ବିପକ୍ଷରେ ଖେଳାଯାଇଥିବା ଫାଇନାଲରେ ବିଜୟୀ…

ଜୁଆଆଡ୍ଡା ଚାଲିଥିବା ବେଳେ ହଠାତ୍‌ ପହଞ୍ଚିଲା ପୋଲିସ

ଗଜପତି,୬।୨(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ଥାନା ଅନ୍ତର୍ଗତ ଝାମିଙ୍ଗା ନିକଟରେ ଜୁଆଆଡ୍ଡା ଚାଲିଥିବା ବେଳେ ପାରଳାଖେମୁଣ୍ଡି ଆଦର୍ଶ ଥାନା ପୋଲିସ ଅତର୍କିତ ଚଢ଼ାଉ କରିଛି। ଏଥିରେ…

Under 19 World Cup 2026: ଷଷ୍ଠ ଥର ପାଇଁ ଭାରତ ଚାମ୍ପିୟନ, ୧୭୫ ରନ୍‌ର ଇନିଂସ ଖେଳି ଇଂଲଣ୍ଡର ଆଶାକୁ ଧୂଳିସାତ କଲେ…

ହରାରେ, ୬।୨: ବୈଭବ ସୂର୍ଯ୍ୟବଂଶୀଙ୍କ ରେକର୍ଡ ବ୍ରେକିଂ ଇନିଂସ ସହାୟତାରେ ଭାରତ ୬ଷ୍ଠ ଥର ପାଇଁ ୧୯ ବର୍ଷରୁ କମ୍‌ ଦିନିକିଆ କ୍ରିକେଟ ବିଶ୍ୱକପ ଚାମ୍ପିୟନ ହୋଇଛି।…

ହାତ ଯୋଡ଼ି ପ୍ରାର୍ଥନା କଲେ, ପରେ ୧୭ ମହଲାରୁ ଡେଇଁ ପଡ଼ିଲେ; ଚମକାଉଛି ବେକରୀ ମାଲିକଙ୍କ ମୃତ୍ୟୁ ପୂର୍ବର ଭିଡିଓ… 

ମୁମ୍ବାଇ,୬।୨: ମହାରାଷ୍ଟ୍ରର ସୋଲାପୁରରୁ ଏକ ଅତ୍ୟନ୍ତ ଦୁଃଖଦ ଖବର ସାମ୍ନାକୁ ଆସିଛି। ଏଠାର ପ୍ରସିଦ୍ଧ ମୁଲତାନି ବେକେରୀର ୬୦ ବର୍ଷୀୟ ମାଲିକ ସୁନୀଲ ସଦରଙ୍ଗାନୀ ବିଜୟପୁର ରୋଡରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri