ବୁଲେଟ୍‌ରେ ନଜର ଆସିଲେ ପାଣ୍ଡିଆନ, ଦେଲେ ଖାସ୍‌ ବାର୍ତ୍ତା

ଭୁବନେଶ୍ୱର,୧୦।୫: ବିଜୁ ଜନତା ଦଳ ଚଳିତ ନିର୍ବାଚନ ପାଇଁ ନିଜ ଇସ୍ତାହାର ପ୍ରକାଶ କରିଛି। ଯେଉଁଥିରେ ବଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ମହିଳା ଓ ଯୁବପିଢିଙ୍କୁ ଗୁରୁତ୍ୱ ଦେଇଛନ୍ତି। ତେବେ ଶୁକ୍ରବାର ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନ ବୁଲେଟ ଚଢି ଯୁବପିଢିଙ୍କ ପ୍ରାସଙ୍ଗିକତାକୁ ବୁଝାଇବା ପାଇଁ ଖାସ୍‌ ଅନ୍ଦାଜରେ ନଜର ଆସିଛନ୍ତି। ପାଣ୍ଡିଆନ ସୋସିଆଲ ମିଡିଆ ଇନଷ୍ଟାରେ ଏକ ଭିଡିଓ ଜାରି କରିଛନ୍ତି।

 

View this post on Instagram

 

A post shared by VK Pandian (@vkpandian.odisha)

ଭିଡିଓରେ ସେ କହିଛନ୍ତି, ନବୀନବାବୁଙ୍କ ସରକାର ଯୁବପିଢିଙ୍କ ସରକାର, ଛାତ୍ରୀଛାତ୍ରଙ୍କ ସରକାର। ନୂଆ ଓ ସ୍କଲାରସିପରେ ପୁଅ ପିଲାଙ୍କ ପାଇଁ ୧୨ହଜାର ଓ ଝିଅ ପିଲାଙ୍କ ପାଇଁ ୧୪ହଜାର କରିଛନ୍ତି। ଯୁବପିଢି ଓ ଛାତ୍ରୀଛାତ୍ରଙ୍କୁ ବିଶେଷ ଗୁରୁତ୍ୱ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସରକାର ହେଲେ ସେମାନଙ୍କ ପାଇଁ ବଜେଟ୍‌ରେ ବିଶେଷ ପ୍ୟାକେଜ ରଖାଯିବ ଯାହାକୁ ଯୁବପିଢିଙ୍କ ଇଚ୍ଛାନୁସାରେ କାମରେ ଲାଗିବ ବୋଲି ଭିଡିଓରେ ସେ ବାର୍ତ୍ତା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କଟାଗଲା ଗଛ, ଭଙ୍ଗାଯିବ ଘର, ଜବରଦଖଲକାରୀଙ୍କ ଚିନ୍ତା ବଢ଼ିଲା

ଧର୍ମଶାଳା,୧୦ା୪(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ବ୍ଲକ ଶାନ୍ତିବଜାରଠାରୁ କାଏମା ପର୍ଯ୍ୟନ୍ତ ଅଟକି ରହିଥିବା ପ୍ରଶସ୍ତିକରଣ କାର୍ଯ୍ୟ ଦୀର୍ଘ ୨୭ମାସ ପରେ ଆରମ୍ଭ ହୋଇଛି। ଏହାକୁ ଚାରି…

ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ; ଜୟନ୍ତୀ ପଢିଆରି-ମହେଶ ମହାନ୍ତିଙ୍କୁ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ, ଭଞ୍ଜନଗରରେ ଖୁସିର ଲହରୀ

ଭଞ୍ଜନଗର,୧୦।୪(ବାବୁଲା ପ୍ରଧାନ): ଭାଜପା ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ, ସ୍ଵତନ୍ତ୍ର ସ୍ଥାୟୀ ନିମନ୍ତ୍ରୀତ ସଦସ୍ୟ ଏବଂ ସ୍ୱତନ୍ତ୍ର ନିମନ୍ତ୍ରୀତ ସଦସ୍ୟ ତାଲିକା ଶୁକ୍ରବାର ଘୋଷଣା ହୋଇଛି । ଏଥିରେ…

ଆଜିଠୁ ଟୋଲ୍ ପ୍ଲାଜାରେ ନୂଆ ନିୟମ, ଦେଇପାରିବେନି ନଗଦ ଟଙ୍କା

ନୂଆଦିଲ୍ଲୀ,୧୦।୪: ବଦଳିଗଲା ଟୋଲ୍ ପ୍ଲାଜା ନିୟମ । ଭାରତୀୟ ଜାତୀୟ ରାଜପଥ ପ୍ରାଧିକରଣ(NHAI)  ଟୋଲ୍ ଆଦାୟ ବ୍ୟବସ୍ଥାକୁ ସମ୍ପୂର୍ଣ୍ଣ ଡିଜିଟାଲ୍ କରିବାକୁ ନିଷ୍ପତ୍ତି ନେଇଛି  । ଏହି…

ପର୍ପଲ-ଅରେଞ୍ଜ୍‌ କ୍ୟାପ୍‌ ରେସ୍‌ରେ ଅଛନ୍ତି ଏହି ଖେଳାଳି: IPL ୨୦୨୬ର ୧୫ ମ୍ୟାଚ୍‌ ପରେ…

ନୂଆଦିଲ୍ଲୀ,୧୦।୪: କୋଲକାତାର ଇଡେନ ଗାର୍ଡେନରେ କୋଲକାତା ନାଇଟ ରାଇଡର୍ସ (KKR) ଏବଂ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ (LSG) ମଧ୍ୟରେ IPL ୨୦୨୬ର ୧୫ତମ ମ୍ୟାଚ ଖେଳାଯାଇଥିଲା। ଏହି…

ଏହି ୪ ରାଶିର ଫିଟିବ ଭାଗ୍ୟ: ଏପ୍ରିଲ ୧୧ରୁ ମିଳିବ ବଡ଼ ସଫଳତା

ନୂଆଦିଲ୍ଲୀ,୧୦।୪: ମୀନ ରାଶିରେ ବୁଧଙ୍କ ଗୋଚର ଏପରି ଏକ ସମୟ, ଯେଉଁଠାରେ ଲୋକଙ୍କର ଚିନ୍ତା ଶକ୍ତି ଭାବନା ଏବଂ କଳ୍ପନା ଦ୍ୱାରା ପ୍ରଭାବିତ ହେବ। ୧୧ ଏପ୍ରିଲ…

କୃଷି ଜମି ବିକ୍ରୟ କଲେ ଦେବାକୁ ପଡିବ କି ଟ୍ୟାକ୍ସ? ଜାଣନ୍ତୁ କଣ ରହିଛି ନିୟମ

ନୂଆଦିଲ୍ଲୀ,୧୦।୪: ଲୋକମାନେ ପ୍ରାୟତଃ ବିବାହ ପାଇଁ ପାଣ୍ଠି ଯୋଗାଡିବା, ଘର ନିର୍ମାଣ କରିବା କିମ୍ବା ଜରୁରୀକାଳୀନ ପରିସ୍ଥିତିର ସମାଧାନ କରିବା ପାଇଁ ନିଜର କୃଷି ଜମି ବିକ୍ରି…

ସରକାରଙ୍କ ବଡ଼ ଘୋଷଣା: ଦୁର୍ଘଟଣାଗ୍ରସ୍ତଙ୍କୁ ମିଳିବ କ୍ୟାସ୍‌ଲେସ ଚିକିତ୍ସା

ଭୁବନେଶ୍ୱର,୧୦।୪: ଏଣିକି ସଡ଼କ ଦୁର୍ଘଟଣାଗ୍ରସ୍ତଙ୍କୁ ମିଳିବ କ୍ୟାସ୍‌ଲେସ ଚିକିତ୍ସା। ପ୍ରଧାନମନ୍ତ୍ରୀ ରାହତ୍‌ ଯୋଜନା ମାଧ୍ୟମରେ ମାଗଣା ଚିକିତ୍ସା ମିଳିବ। ଏନେଇ କ୍ରାଇମବ୍ରାଞ୍ଚ ପକ୍ଷରୁ ସମସ୍ତ ଜିଲା SP,…

ଯୁଦ୍ଧବିରତି ପରେ ଇରାନର ସୁପ୍ରିମ ଲିଡର୍‌ ମୋଜତାବା ଖାମେନେଇଙ୍କ ଭୟଙ୍କର ବୟାନ, ଆମେରିକା-ଇସ୍ରାଏଲ ଶୁଣିଲେ…

ତେହରାନ୍‌,୧୦।୪: ଆମେରିକା ସହିତ ଯୁଦ୍ଧବିରତି ପରେ ଇରାନର ନୂତନ ସର୍ବୋଚ୍ଚ ନେତା ମୋଜତାବା ଖାମେନେଇ ତାଙ୍କର ପ୍ରଥମ ବିବୃତ୍ତି ଜାରି କରିଛନ୍ତି। ସେ କହିଛନ୍ତି ଯେ ଇରାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri