ପାଣ୍ଡିଆନ୍‌ ଦେଲେ ବଡ଼ ବୟାନ, କହିଲେ ଭାଜପାର ଟାର୍ଗେଟ୍‌ ହେଉଛି…

ଭୁବନେଶ୍ୱର,୨୪।୫: ଭାଜପାର ଇଣ୍ଟରନାଲ ଟାର୍ଗେଟ୍‌ ହେଉଛି ୩୦ ବିଧାନସଭା ଆସନ। ପ୍ରେସମିଟରେ କାର୍ତ୍ତିକ ପାଣ୍ଡିଆନ୍‌ଙ୍କ ଏଭଳି ଦୃଢୋକ୍ତି ପ୍ରକାଶ କରିଛନ୍ତି। ପାଣ୍ଡିଆନ୍‌ କହିଛନ୍ତି, ରାଜ୍ୟବାସୀ ଦେଖିବେ ଭାଜପା ୩୦ରୁ କେତେ ପାଉଛନ୍ତି । ରାଜ୍ୟ ଭାଜପାରେ କେହି ଏପରି ନେତା ନାହାଁନ୍ତି , ଯିଏ ଦଳ ପାଇଁ ପ୍ରଚାର କରିବେ, ସେଥିପାଇଁ କେନ୍ଦ୍ରରୁ ନେତା ଆସି ପ୍ରଚାର କରୁଛନ୍ତି । ଓଡ଼ିଶାବାସୀ ସେମାନଙ୍କୁ କେବେ କ୍ଷମା ଦେବେନି ।

ଶୁକ୍ରବାର ମୟୂରଭଞ୍ଜରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରଚାର କରିବେ । ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ ପାଇଁ ଜିଲାର ଦୁଇଟି ସ୍ଥାନରେ ହେବାକୁ ଥିବା ନିର୍ବାଚନୀ ପ୍ରଚାର କାର୍ଯ୍ୟକ୍ରମରେ ସାମିଲ ହୋଇ ବିଜେଡି ପ୍ରାର୍ଥୀଙ୍କ ପାଇଁ ଭୋଟ ମାଗିବେ । ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ନେଇ ବାରିପଦା ବିଜେଡି ଶିବିରରେ ଉତ୍ସାହ ଦେଖିବାକୁ ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

୫ ଦିନରେ ଲକ୍ଷେ ଲୋକଙ୍କୁ ଭେଟିସାରିଲେଣି ନୂଆ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୧୬।୬: ଗତ ଜୁନ ୧୨ ତାରିଖରେ ଦାୟିତ୍ୱ ନେବା ପରଠାରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଲଗାତର ଭାବେ ସାଧାରଣ ଲୋକଙ୍କ ସହ ମିଶୁଛନ୍ତି।...

ଗୋଡ଼ ନ ଥିବା ଶିକ୍ଷକଙ୍କୁ ପାଣି ପିଆଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝି: ପରେ ପ୍ରତିକ୍ରିୟା ମିଳିଲା ମିଳିଲା ଏମିତି

ଭୁବନେଶ୍ୱର, ୧୬।୬: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝିଙ୍କୁ ପ୍ରତ୍ୟେକ ଦିନ ଅନେକ ବ୍ୟକ୍ତି, ସଙ୍ଗଠନ, ସାଧାରଣ ଲୋକ ଆସି ରାଜ୍ୟ ଅତିଥି ଭବନର ଅସ୍ଥାୟୀ କାର୍ଯ୍ୟାଳୟରେ...

ଛୁଟିଦିନରେ ବି କାମ କଲେ ରାଜସ୍ବ ମନ୍ତ୍ରୀ

ଭୁବନେଶ୍ୱର, ୧୬।୬(ସୁନିତ୍‌ ମିଶ୍ର): ଓଡ଼ିଶାର ବିକାଶ ଓ ରାଜ୍ୟବାସୀଙ୍କ ସ୍ବାର୍ଥ ରକ୍ଷାକୁ ସର୍ବଦା ଗୁରୁତ୍ୱ ଦିଆଯିବ। ବାତ୍ୟା, ବର୍ଷା, ବନ୍ୟା ଏବଂ ପ୍ରାକୃତିକ ବିପର୍ଯ୍ୟୟ ମୁକାବିଲା...

ଶ୍ରୀମନ୍ଦିର ଭିଡ଼କୁ ନେଇ ମୁହଁ ଖୋଲିଲେ ଆଇନ୍‌ ମନ୍ତ୍ରୀ: ସଫେଇ ଦେଇ କହିଲେ…

ଭୁବନେଶ୍ୱର, ୧୬।୬:ରାଜ୍ୟରେ ଭାଜପା ସରକାରକୁ ଆସିବା ପୂର୍ବରୁ ଅନେକ ପ୍ରତିଶ୍ରୁତି ଲୋକଙ୍କ ଆଗରେ ରଖିଥିଲା। ଯେପରିକି ଦଳ ରାଜ୍ୟରେ ସରକାର ଗଠନ କରିବାର କିଛି ସମୟ...

ଧୋକା ଦେଲା ମୌସୁମୀ: ଏହି ଦିନ ପର୍ଯ୍ୟନ୍ତ ଜାରି ରହିବ ଖରା

ଭୁବନେଶ୍ୱର, ୧୬।୬(ଅସମାପିକା ସାହୁ)- ରାଜ୍ୟରେ ଅସମ୍ଭାଳ ହେଲାଣି ତାତି। ଓଡ଼ିଶାକୁ ସାଧାରଣତଃ ୧୨ ରୁ ୧୪ ଭିତରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ପ୍ରବେଶ କରିଥାଏ।...

ଭଡାଘରୁ ମିଳିଲା ବରିଷ୍ଠ କିରାଣୀଙ୍କ ମୃତଦେହ

ରେଢାଖୋଲ,୧୬ା୬(ଅଚ୍ୟୁତାନନ୍ଦ ପୁରୋହିତ): ସମ୍ବଲପୁର ଜିଲା ନାକଟୀଦେଉଳ ତହସିଲ ଅଫିସର ବରିଷ୍ଠ କିରାଣୀ କ୍ଷିରୋଦ କୁମାର ବଳ(୫୦)ଙ୍କ ମୃତଦେହ ରେଢାଖୋଲ ଏନଏସି ୱାର୍ଡ ନଂ ୮ ଗଣେଷନଗରସ୍ଥିତ...

ସର୍ବାଧିକ ଆୟ କରୁଥିବା ପ୍ରଥମ ୫ ଷ୍ଟେଶନ ମଧ୍ୟରେ ଓଡ଼ିଶାର ୪ ଷ୍ଟେଶନ

ଭୁବନେଶ୍ୱର,୧୬।୬: ପୂର୍ବତଟ ରେଳପଥର ସର୍ବାଧିକ ଆୟ କରୁଥିବା ୨୦ଟି ଷ୍ଟେଶନ ତାଲିକାରେ ପ୍ରଥମ ୫ଟି ଷ୍ଟେଶନ ମଧ୍ୟରୁ ଓଡ଼ିଶାର ୪ଟି ଷ୍ଟେଶନ ସ୍ଥାନ ପାଇଛି ।...

ଶଳାଙ୍କୁ ଗୁଳି କରି ହତ୍ୟା କଲେ ଭିଣୋଇ

ପାରଳାଖେମୁଣ୍ଡି,୧୬ା୬(ଗିରିଧାରୀ ପରିଚ୍ଛା): ଶଳାଙ୍କୁ ଗୁଳିକରି ହତ୍ୟା କରିଛନ୍ତି ଭିଣୋଇ। ଏଭଳି ଏକ ଅଭାବନୀୟ ଘଟଣା ଘଟିଛି ଗଜପତି ଜିଲା ମୋହନା ଥାନା ଭାଲିଆଗଣି ଗାଁରେ। ମୃତକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri