VIDEO: ଅଟୋରେ ଆସି ଭୋଟ ଦେଲେ ପାଣ୍ଡିଆନ୍‌

ଭୁବନେଶ୍ୱର,୨୫।୫: ଆଜି ରାଜ୍ୟରେ ତୃତୀୟ ପର୍ଯ୍ୟାୟ ମତଦାନ। ଏହି ପରିପ୍ରେକ୍ଷୀରେ ଭୁବନେଶ୍ୱର, କଟକ, ପୁରୀ, ସମ୍ବଲପୁର, ଢେଙ୍କାନାଳ ଓ କେନ୍ଦୁଝର ସଂସଦୀୟ କ୍ଷେତ୍ର ସମେତ ୪୨ ବିଧାନସଭା ନିର୍ବାଚନ ମଣ୍ଡଳୀରେ ଆରମ୍ଭ ହୋଇଛି ମତଦାନ। ଏହି ପରିପେକ୍ଷୀରେ ୫ଟି ସଚିବ ତଥା ବିଜେଡିର ବରିଷ୍ଠ ନେତା କାର୍ତ୍ତିକ ପାଣ୍ଡିଆନ୍‌ ଅଟୋରେ ଆସି ୟୁନିଟ୍‌-୬, ୪୪ ନମ୍ବର ବୁଥ୍‌ରେ ପହଞ୍ଚି ଭୋଟ ଦେଇଛନ୍ତି। ଯାହାର ଫଟୋ ଭାଇରାଲ ହେବାରେ ଲାଗିଛି।

 

 


Enter your email to get our daily news in your inbox.

All Right Reserved By Dharitri.Com

ମଧ୍ୟପ୍ରଦେଶ ଟ୍ରାଜେଡ଼ି: ୫ ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୧୯।୯: ମଧ୍ୟପ୍ରଦେଶକୁ ବୁଲିବାକୁ ତଥା ଦେବଦର୍ଶନ ପାଇଁ ଯାଇଥିବା ଓଡ଼ିଶାର ଗୋଟିଏ ପରିବାରର ୭ ଜଣ ସଦସ୍ୟଙ୍କର ଏକ ମର୍ମନ୍ତୁଦ ଦୁର୍ଘଟଣାରେ ଅକାଳ ମୃତ୍ୟୁ ଘଟଣାରେ…

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ: ୨୨ ସେପ୍ଟେମ୍ବର ସୁଦ୍ଧା ଗଭୀର ଅବପାତ ରୂପ ନେବା ଆଶଙ୍କା

ଭୁବନେଶ୍ୱର, ୧୯।୯: ଉତ୍ତର ଆଣ୍ଡାମାନ ସାଗର ଏବଂ ତାହାର ସଂଲଗ୍ନ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଭାରତୀୟ ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ଶନିବାର…

ଆରମ୍ଭ ହେଲା ଏସିଆନ ଗେମ୍ସ, ମନୁ ଭାକର, ପବନ ଶେରାଓ୍ବତ ନେଲେ ଭାରତର ନେତୃତ୍ୱ

ନାଗୋୟା,୧୯ା୯: ଦିନକର ସାଙ୍ଗଠନିକ ସ୍ଥାନୀୟ ମିଜୁହୋ ପାର୍କ ଆଥଲେଟିକ୍‌ ଷ୍ଟାଡିୟମରେ ରଙ୍ଗାରଙ୍ଗ ହାଇଟେକ୍‌ ଉଦ୍‌ଘାଟନୀ କାର୍ଯ୍ୟକ୍ରମ ସହ ୨୦ତମ ଏସିଆନ ଗେମ୍ସ ଆନୁଷ୍ଠାନିକ ଭାବେ ଆରମ୍ଭ ହୋଇଛି।…

ଡେଭିିସ କପ୍‌ରେ ଭାରତକୁ ହରାଇଲା କୋରିଆ

ସିଓଲ, ୧୯ା୯: ଏସିଆର ପ୍ରଥମ ଦେଶ ଭାବେ ଡେଭିସ କପ୍‌ ଫାଇନାଲ-୮ରେ ପ୍ରବେଶ ପାଇଁ ମିଳିଥିବା ଏକ ଐତିହାସିକ ସୁଯୋଗକୁ ହରାଇଛି ଭାରତ। ଅନୁଷ୍ଠିତ କ୍ୱାଲିଫାୟର-୨ରେ କୋରିଆ…

ବିକ୍ରମଦେବ ବିଶ୍ୱବିଦ୍ୟାଳୟରେ +୩ ଦ୍ୱିତୀୟ ସେମିଷ୍ଟର ପ୍ରଶ୍ନପତ୍ର ଲିକ୍‌

ଜୟପୁର,୧୯ା୯(ପବନ ପାଣିଗ୍ରାହୀ): କୋରାପୁଟ ଜିଲା ଜୟପୁରସ୍ଥିତ ବିକ୍ରମଦେବ ବିଶ୍ୱବିଦ୍ୟାଳୟ ଅଧୀନରେ ଚାଲିଥିବା +୩ ଦ୍ବିତୀୟ ସେମିଷ୍ଟର ପରୀକ୍ଷାର ଏଇସିସି ଏବିଲିଟି ଏନ୍‌ହାନ୍ସମେଣ୍ଟ କୋର୍ସ ବାଧ୍ୟତାମୂଳକ ଇଂଲିଶ ପ୍ରଶ୍ନପତ୍ର…

ପିଲାସାଲୁଙ୍କି ଜଳଭଣ୍ଡାରରୁ ଜଳ ନିଷ୍କାସନ: ତଳିଆ ଅଞ୍ଚଳରେ ବନ୍ୟା ଆଶଙ୍କା, ଜାରି ହେଲା ହାଇ-ଅଲର୍ଟ!

ଖଜୁରୀପଡ଼ା,୧୯ା୯(ବିଦୁର ବେହେରା): ବଙ୍ଗୋପସାଗରରେ ସୃଷ୍ଟ ସକ୍ରିୟ ଲଘୁଚାପ ପ୍ରଭାବରେ ଖଜୁରୀପଡ଼ା ବ୍ଲକ ଅନ୍ତର୍ଗତ ପିଲାସାଲୁଙ୍କି ଜଳଭଣ୍ଡାରର ଉପରମୁଣ୍ଡରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ଦେଖାଦେଇଛି। ଜଳଭଣ୍ଡାରର…

ଦୁଆଙ୍କୁ ମିଳିଲା ସାନ ଭଉଣୀ: ଦ୍ୱିତୀୟ କନ୍ୟାରତ୍ନଙ୍କୁ ସ୍ୱାଗତ କଲେ ‘ଦୀପବୀର୍‌’

ମୁମ୍ବାଇ: ବଲିଉଡ୍‌ର ଚର୍ଚ୍ଚିତ ତଥା ଲୋକପ୍ରିୟ ଯୋଡ଼ି ଦୀପିକା ପାଦୁକୋନ୍‌ ଏବଂ ରଣବୀର୍‌ ସିଂହଙ୍କ ଘରକୁ ଆସିଛି ନୂଆ ଅତିଥି। ଶନିବାର ଏହି ଷ୍ଟାର୍‌ ଦମ୍ପତିଙ୍କ କୋଳକୁ…

ଦିଗପହଣ୍ଡି ରେ  ମା ‘ ଫୁଲସୁନ୍ଦରୀଙ୍କ ଯାତ୍ରା ମହୋତ୍ସବ ଶୁଭାରମ୍ଭ  

ଦିଗପହଣ୍ଡି,୧୯|୯(ଅଶେଷ ନାଥ ମିଶ୍ର)ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍ଏସି ୩ ନଂ. ୱାର୍ଡ ନୂଆସାହି ସ୍ଥିତ ଆରାଧ୍ଯା ଦେବୀ ମା’ ଫୁଲସୁନ୍ଦରୀଙ୍କ ଯାତ୍ରା ମହୋତ୍ସବ ଶନିବାର ଠାରୁ ଆରମ୍ଭ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?