ପୁଣି ସକ୍ରିୟ ହେଲେ ପାଣ୍ଡିଆନ! ଚର୍ଚ୍ଚା ଆରମ୍ଭ

ଭୁବନେଶ୍ୱର,୧।୭: ରାଜ୍ୟରେ ବିଜେଡି ଶାସନର ଅନ୍ତ ଘଟିଛି। ନିର୍ବାଚନୀରେ ବିଜେଡି କାହିଁକି ହାରିଲା ତା’ର ସମୀକ୍ଷା କରିବା ପାଇଁ ବିଜେଡି ତତ୍ପରତା ଦେଖାଉନଥିବା ଜଣାପଡିଛି। ତେବେ ଏହି ସମୟରେ ଏକ ଖବର ସାମ୍ନାକୁ ଆସିଛି ଯେ, ସକ୍ରିୟ ରାଜନୀତିରୁ ସନ୍ୟାସ ଘୋଷଣା କରିଥିବା ବିଜେଡିର ପୂର୍ବତନ ନେତା କାର୍ତ୍ତିକ ପାଣ୍ଡିଆନ ପୁଣିଥରେ ସକ୍ରିୟ ହୋଇଥିବା କୁହାଯାଉଛି। ପାଣ୍ଡିଆନ ନିଜର ଖାସ ଅନୁଗତ ପ୍ରଣବପ୍ରକାଶ ଦାସ(ବବି)ଙ୍କ ମାଧ୍ୟମରେ ଦଳୀୟ ସଂଗଠନକୁ ପରିଚାଳନା କରୁଛନ୍ତି । ଏପରିକି ସବୁକିଛି ପାଣ୍ଡିଆନଙ୍କ ନିର୍ଦ୍ଦେଶରେ ହେଉଛି ବୋଲି ଗଣମାଧ୍ୟମରେ ଚର୍ଚ୍ଚା ଆରମ୍ଭ ହୋଇଛି।

 

 


Enter your email to get our daily news in your inbox.

All Right Reserved By Dharitri.Com

ଧର୍ମ ପରିବର୍ତ୍ତନ ଉପରେ ସୁପ୍ରିମକୋର୍ଟଙ୍କ ବଡ଼ ନିଷ୍ପତ୍ତି: ହିନ୍ଦୁ, ବୌଦ୍ଧ, ଶିଖ ଧର୍ମାବଲମ୍ବୀ…

ନୂଆଦିଲ୍ଲୀ,୨୪।୩: ଧର୍ମ ପରିବର୍ତ୍ତନ ଉପରେ ସୁପ୍ରିମକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଶୁଣାଇଛନ୍ତି। ମଙ୍ଗଳବାର ସୁପ୍ରିମକୋର୍ଟ କହିଛନ୍ତି, ହିନ୍ଦୁ, ଶିଖ କିମ୍ବା ବୌଦ୍ଧ ଧର୍ମ ବ୍ୟତୀତ ଅନ୍ୟ କୌଣସି…

ବଡ଼ ଖବର! RCBକୁ ଆଉ ଏକ ଝଟକା, IPL ୨୦୨୬ରୁ ବାଦ୍ ପଡିଲେ ଏହି ଖେଳାଳି

ଇଣ୍ଡିଆନ୍ ପ୍ରିମିୟର ଲିଗ୍ (ଆଇପିଏଲ୍)ର ୧୯ତମ ସିଜିନ୍ ୨୮ ମାର୍ଚ୍ଚରେ ଆରମ୍ଭ ହେବାକୁ ଯାଉଛି । ଟୁର୍ଣ୍ଣାମେଣ୍ଟ ଆରମ୍ଭ ହେବା ପୂର୍ବରୁ, ରୟାଲ୍ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଟିମକୁ…

ମୋଷ୍ଟ ୱାଣ୍ଟେଡ ଟପ୍‌ ମାଓବାଦୀ ନେତା ପାପା ରାଓଙ୍କ ଆତ୍ମସମର୍ପଣ

ମାଲକାନଗିରି,୨୪।୩(ଦୁର୍ଯ୍ୟୋଧନ ପାତ୍ର): ମାଓବାଦୀ ସଙ୍ଗଠନକୁ ଏକ ବଡ଼ ଝଟ୍‌କା ଲାଗିଛି। ମୋଷ୍ଟ ୱାଣ୍ଟେଡ ଟପ୍‌ ମାଓବାଦୀ ନେତା ପାପା ରାଓ ମଙ୍ଗଳବାର ଛତିଶଗଡ଼ ବିଜାପୁର ପୋଲିସ ନିକଟରେ…

ମାନସିକ ବିକୃତ ମସ୍ତିଷ୍କ ମହିଳା ଗର୍ଭବତୀ ଅଭିଯୁକ୍ତଙ୍କ ଗିରଫ ଦାବିରେ ଫାଣ୍ଡିରେ ଗ୍ରାମବାସୀଙ୍କ ହୋ ହାଲା

ଗଞ୍ଜାମ, ୨୪।୩(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରମ୍ଭା ଥାନାର ହୁମା ଫାଣ୍ଡି ଅନ୍ତର୍ଗତ ନୀଳାଦ୍ରିପୁର ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ମାନସିକ ବିକୃତ ମହିଳା…

ଯୁଦ୍ଧ ଶେଷ କରିବାକୁ ରାଜି ହେଲେ ଇରାନର ସର୍ବୋଚ୍ଚ ନେତା! କହିଦେଲେ ଏମିତି…ସାରା ବିଶ୍ୱରେ ଚହଳ

ଓ୍ବାଶିଂଟନ୍‌,୨୪।୩: ଆଜି ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଚାଲିଥିବା ଯୁଦ୍ଧର ୨୫ତମ ଦିନ। ଉଭୟ ପକ୍ଷ ଦ୍ରୁତ ଆକ୍ରମଣ ଜାରି ରଖିଥିବାବେଳେ ଯୁଦ୍ଧ ଶେଷ କରିବା…

IPL 2026କୁ ନେଇ କଡ଼ା ନିୟମ: ଖେଳାଳି ତଥା ତାଙ୍କ ପରିବାର ପାଇଁ ନୂଆ ନିୟମ ଆଣିଲା BCCI, ଜାଣନ୍ତୁ…

ନୂଆଦିଲ୍ଲୀ,୨୪।୩: IPL 2026 ଆରମ୍ଭ ହେବା ପୂର୍ବରୁ, BCCI ସମସ୍ତ ୧୦ଟି ଫ୍ରାଞ୍ଚାଇଜ ପାଇଁ ଏକ ନୂଆ ଏବଂ କଠୋର ନିୟମ ଜାରି କରିଛି। ଏହି ନିୟମଗୁଡ଼ିକର…

୧୪.୨ କିଲୋଗ୍ରାମ ବଦଳରେ ମିଳିବ ୧୦ କିଲୋଗ୍ରାମ ଗ୍ୟାସ! ସରକାର ଦେଲେ ବଡ଼ ଅପଡେଟ୍‌

  ନୂଆଦିଲ୍ଲୀ,୨୪।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ସିଧାସଳଖ ପ୍ରଭାବ ଏବେ ଭାରତର ଶକ୍ତି ସୁରକ୍ଷା ଉପରେ ପଡୁଛି। ଅଶୋଧିତ ତୈଳ ଏବଂ ଏଲପିଜିର ନିରବଚ୍ଛିନ୍ନ ଯୋଗାଣ ବାଧାପ୍ରାପ୍ତ…

ରାତିରେ ଘରକୁ ଫେରିଲେନି ସ୍ବାମୀ, ସକାଳୁ ରକ୍ତାକ୍ତ ମୃତଦେହ….

ଜଗନ୍ନାଥ ପ୍ରସାଦ,୨୪।୩(ବିଭୁ ପ୍ରସାଦ ପଟ୍ଟନାୟକ): ଗଞ୍ଜାମ ଜିଲା ଜଗନ୍ନାଥ ପ୍ରସାଦ ବ୍ଲକ ଚଢିଆ ପଲ୍ଲୀ ପଞ୍ଚାୟତ ଗୁପ୍ତ ପଲ୍ଲୀରେ ଜଣେ ଯୁବକଙ୍କୁ ସଂଘବଦ୍ଧ ଭାବେ ହତ୍ୟା କରାଯାଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri