ପୁଣି ପାଣ୍ଡିଆନ ସକ୍ରିୟ! ଶଙ୍ଖ ଭବନରେ ଚାଲିଛି ବଡ଼ ପ୍ଲାନ, ଭାଜପା କହିଲା…

ଭୁବନେଶ୍ୱର,୧୬।୧: ପୁଣି ସକ୍ରିୟ ହୋଇ ଉଠିଲେଣି କାର୍ତ୍ତିକ ପାଣ୍ଡିଆନ। ଏବେ ନବୀନ ନିବାସରେ ଚାଲୁନି ନବୀନ ଦରବାର। ଏବେ ପୁଣି ପାଣ୍ଡିଆନଙ୍କ ହୁକୁମ ଚାଲିଲାଣି। ବିଜେଡିର ସାଂଗଠନିକ କାର୍ଯ୍ୟ ସମ୍ପର୍କରେ ସେ ଏବେ ନେମାଙ୍କ ସହ ଆଲୋଚନା କରୁଛନ୍ତି। ତେବେ ଏସବୁ ପୁଣି କ’ଣ ରାଜନୀତିକୁ ଫେରିବାର ସଙ୍କେତ ଦେଉଛି? କ’ଣ ପୁଣି ରାଜନୀତିରେ ସକ୍ରିୟ ହେବେ ପାଣ୍ଡିଆନ। ଏହାକୁ ନେଇ ଜୋର ଧରିଲାଣି ଓଡ଼ିଶା ରାଜନୀତି। ଦଳୀୟ ନେତାଙ୍କ ସହ ଆଲୋଚନା କରିବା ଆଉ ଲୁଚାଛପାରେ ନୁହେଁ ଏବେ ଖୁଲମଖୁଲା ଚାଲିଲାଣି। ତେବେ ଏହି ଚର୍ଚ୍ଚା ଭିତରେ ମୁହଁ ଖୋଲିଛନ୍ତି BJP ବିଧାୟକ ଅଶୋକ ମହାନ୍ତି।

ସେ କହିଛନ୍ତି, ପାଣ୍ଡିଆନ ପୁଣି ସକ୍ରିୟ ରାଜନୀତିକୁ ଆସିଲେ ଭଲ ହେବ। ୨୪ରେ ସାମ୍ନାକୁ ଆସି BJDର ଯାହା ଅବସ୍ଥା ହେଲା, ପୁଣି ସାମ୍ନାକୁ ଆସିଲେ BJP ୨୫ ବର୍ଷ ଯାଏ ଶାସନ କରିବ। ବର୍ତ୍ତମାନ ଓଡ଼ିଆ ଅସ୍ମିତା ଉପରେ ଲୋକ ବିଶ୍ୱାସ କରୁଛନ୍ତି।

ଅନ୍ୟପଟେ ବରିଷ୍ଠ ବିଜେଡ ବିଧାୟକ ଅଶ୍ୱିନୀ ପାତ୍ର କହିଛନ୍ତି, ଦଳର ସଙ୍ଗଠନ ଚାଲିଛି, ନୂଆ ଭାବନା ନେଇ BJD ଚାଲିଛି। ବିଜେଡି ପିଏମଜିରେ ଶକ୍ତି ପ୍ରଦର୍ଶନ କରୁଛି। ବିଜେଡିର ସବୁ ନେତା ଏକଜୁଟ ହୋଇଛନ୍ତି। ନବୀନ ନିବାସରେ ସମସ୍ତେ ନବୀନଙ୍କୁ ଭେଟୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନୋଟ୍‌ ଛାପା କାରଖାନାରେ କିପରି ପାଇବେ ଚାକିରି, ଜାଣନ୍ତୁ କେତେ ମିଳିବ ଦରମା, ଏମିତି କରନ୍ତୁ ଆବେଦନ…

ନୂଆଦିଲ୍ଲୀ,୨୦ା୧୨: ସରକାରୀ ଚାକିରି ପାଇଁ ପ୍ରସ୍ତୁତ ହେଉଥିବା ଯୁବତୀଯୁବକମାନଙ୍କ ପାଇଁ ନୋଟ୍‌ ଛାପା କାରଖାନାରେ କାମ କରିବାର ସ୍ବପ୍ନ ବିଶେଷ ଗୁରୁତ୍ୱପୂର୍ଣ୍ଣ। ଯଦି ଆପଣ ମଧ୍ୟ...

ଆଜି ପୁଣି ରାଜଧାନୀରେ ବାତିଲ ହେଲା ୧୦୦ ବିମାନ, ଏହି କାରଣରୁ…

ନୂଆଦିଲ୍ଲୀ,୨୦ା୧୨: ଶନିବାର ରାଜଧାନୀ ଦିଲ୍ଲୀରେ ପୁଣି ବହୁ ବିମାନ ବାତିଲ କରାଯାଇଛି। ତେବେ ଘନ କୁହୁଡ଼ି ପାଇଁ ଦିଲ୍ଲୀରେ ୧୦୦ରୁ ଊଦ୍ଧର୍‌ବ ବିମାନ ବାତିଲ କରାଯାଇଛି।...

ଶସ୍ତା ହେବ ଔଷଧ, କମ୍ପାନୀଗୁଡ଼ିକ ସହ ଏକ ଆଶ୍ଚର୍ଯ୍ୟଜନକ ଚୁକ୍ତି କରିଛନ୍ତି ଡୋନାଲ୍ଡ ଟ୍ରମ୍ପ

ଓ୍ବାଶିଂଟନ,୨୦।୧୨: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଔଷଧ ମୂଲ୍ୟ ହ୍ରାସ ପାଇଁ ସବୁଠାରୁ ବଡ଼ ପଦକ୍ଷେପ ଘୋଷଣା କରିଛନ୍ତି। ସେ କହିଛନ୍ତି ଯେ ଆମେରିକୀୟ ରୋଗୀମାନଙ୍କୁ...

ଦାମୀ କାର ଭିତରେ ସିକ୍ରେଟ୍‌ ଚ୍ୟାମ୍ବର: ପୁଷ୍ପା ଷ୍ଟାଇଲରେ ଗଞ୍ଜେଇ ଚାଲାଣ ବେଳେ ମାଡ଼ିବସିଲା…

ବଲାଙ୍ଗୀର,୨୦।୧୨:(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ୨୬ ନଂ ଜାତୀୟ ରାଜପଥରେ ପୁଷ୍ପା ଷ୍ଟାଇଲରେ ଏକ କ୍ରେଟା କାରରେ ଗଞ୍ଜେଇ ଚାଲାଣ ହେଉଥିବା ଖବର ପାଇ ମାଡ଼ିବସିଲା...

ଗୋଡ଼ି ଛାଣିଲେ ମିଳେ ପଇସା, ଆଶ୍ଚର୍ଯ୍ୟ ଲାଗିଲେ ବି…

ଯାଜପୁର ଟାଉନ, ୨୦ା୧୨(ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ମାନବ ସମାଜରେ ସମସ୍ତେ ନିଜ ପେଟପାଟଣା ପାଇଁ କିଛି ନା କିଛି କର୍ମ କରି ଦୁଇ ପଇସା ରୋଜଗାର...

ତାହେରପୁରରେ ଲ୍ୟାଣ୍ଡ କରିପାରିଲାନି ମୋଦିଙ୍କ ହେଲିକପ୍ଟର, ହଠାତ୍….

ନୂଆଦିଲ୍ଲୀ, ୨୦।୧୨:  ଖରାପ ପାଗ ଯୋଗୁଁ ଲ୍ୟାଣ୍ଡ କରିପାରିଲାନି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ହେଲିକପ୍ଟର । ଘନ କୁହୁଡ଼ି ଯୋଗୁଁ ପଶ୍ଚିମବଙ୍ଗର ତାହେରପୁରରେ ଅବତରଣ କରିପାରିନଥିଲା।...

ପାକିସ୍ତାନକୁ କଲେ ଖୁବ ପ୍ରଶଂସା, ଟ୍ରମ୍ପଙ୍କୁ କହିଲେ ଶାନ୍ତି ଦୂତ, ରୁବିଓଙ୍କ ବୟାନକୁ ନେଇ ହେଉଛି ଖୁବ ଚର୍ଚ୍ଚା!

ଓ୍ବାଶିଂଟନ,୨୦।୧୨: ଭାରତ ଏବଂ ପାକିସ୍ତାନ ମଧ୍ୟରେ ବିବାଦକୁ ଉଲ୍ଲେଖ କରି ଆମେରିକାର ବୈଦେଶିକ ସଚିବ ମାର୍କୋ ରୁବିଓ କହିଛନ୍ତି ଯେ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ...

ମୁଖ୍ୟମନ୍ତ୍ରୀଙ୍କ ବାସଭବନ ଘେରାଉବେଳେ ଅଣ୍ଡାମାଡ଼ କଲା ଯୁବ କଂଗ୍ରେସ

ଭୁବନେଶ୍ୱର,୨୦ା୧୨: ରାଜ୍ୟରେ ଆଇନଶୃଙ୍ଖଳା ବିପର୍ଯ୍ୟସ୍ତ ହୋଇପଡ଼ିଛି। ଏହି ଅଭିଯୋଗରେ ଗର୍ଜନ କରିଛି ଯୁବ କଂଗ୍ରେସ। ରାଜଧାନୀ ଭୁବନେଶ୍ବରରେ ବିକ୍ଷୋଭ ପ୍ରଦର୍ଶନ ସହ ଅଣ୍ଡାମାଡ଼ କରିଛି ଯୁବ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri