ଏଇଠି ଅଛନ୍ତି ପାଣ୍ଡିଆନ୍‌, ମିଳିଲା ବଡ଼ ସୂଚନା

ଭୁବନେଶ୍ୱର,୬।୬: ରାଜ୍ୟରେ ବିଜେଡି ପରାଜୟ ପରେ ପାଣ୍ଡିଆନ୍‌ଙ୍କ ଦେଖା ମିଳୁନାହିଁ। ସେ କେଉଁ ଆଡେ ଯାଇଛନ୍ତି ବୋଲି ଚାରିଆଡେ ଚର୍ଚ୍ଚା ଜୋର ଧରିଥିବା ବେଳେ ପାଣ୍ଡିଆନ୍‌ଙ୍କ ସମ୍ପର୍କରେ ଏକ ଖବର ସାମ୍ନାକୁ ଆସିଛି। ସେ ବୁଧବାର ରାତିରେ ଦିଲ୍ଲୀ ଚାଲିଯାଇଥିବା ଗଣମାଧ୍ୟମରେ ଚର୍ଚ୍ଚା ହେଉଛି। ଏପରିକି ଦିଲ୍ଲୀର ଏକ ପଞ୍ଚ ତାରକା ହୋଟେଲରେ ରହୁଥିବା ସୂଚନା ମିଳିଛି।

ଅନ୍ୟପଟେ, ପୂର୍ବରୁ ନିଲମ୍ବିତ ହୋଇଥିବା ଆଇପିଏସ ଡିଏସ କୁଟ୍ଟେ ଦିଲ୍ଲୀରେ ଥିବା ବେଳେ ପାଣ୍ଡିଆନ୍‌ ଏବେ ଦିଲ୍ଲୀରେ ଥିବା କୁହାଯାଉଛି। ଦିଲ୍ଲୀରେ ପାଣ୍ଡିଆନ୍‌ ଓ କୁଟ୍ଟେଙ୍କ ମଧ୍ୟରେ କି ମସୁଧା ଚାଲିଛି, ତାକୁ ନେଇ ଏବେ ରାଜ୍ୟ ରାଜନୀତିରେ ଚର୍ଚ୍ଚା ଜୋର ଧରିଛି।

ମୁଖ୍ୟମନ୍ତ୍ରୀ ପଦରୁ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଇସ୍ତଫା ଦେବାପରେ ବୁଧବାର  ନବୀନ ନିବାସରେ ତାଙ୍କୁ ଦଳର ନବନିର୍ବାଚିତ ବିଧାୟକମାନେ ସାକ୍ଷାତ କରିଥିଲେ। ତେବେ ଏହି ସାକ୍ଷାତ ସମୟରେ ବିଜେଡିର ବରିଷ୍ଠ ନେତା କାର୍ତ୍ତିକ ପାଣ୍ଡିଆନ ଅନୁପସ୍ଥିତ ରହିଥିବା ସୂଚନା ମିଳିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଆମକୁ ଭଲ ପାଉଥିଲେ, କିନ୍ତୁ ମୋଦିଙ୍କୁ ବିବାହ କଲେ: ସଂସଦରେ କାହାକୁ ଏମିତି କହିଲେ ଖାର୍ଗେ

ନୂଆଦିଲ୍ଲୀ,୧୮।୩: କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖାର୍ଗେ ଅବସରପ୍ରାପ୍ତ ରାଜ୍ୟ ସଭା ଏମ୍‌ପିମାନଙ୍କୁ ବିଦାୟ ଦେଇ ନିଜ ମତ ରଖିଛନ୍ତି। ସେ କହିଛନ୍ତି, ରାଜନୀତି ଏବଂ ସାର୍ବଜନୀନ ଜୀବନରେ…

ଆତ୍ମବିଶ୍ୱାସ ରହିଲେ ସଫଳତା ମିଳିବ, ଛାତ୍ରୀଛାତ୍ରଙ୍କ ଉଜ୍ଜ୍ୱଳ ଭବିଷ୍ୟତ କାମନା କରି…

ଭଞ୍ଜନଗର,୧୮ା୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟ ଶିକ୍ଷା ବିଭାଗ ଯୁକ୍ତ ୩ ଶେଷବର୍ଷ ଛାତ୍ରୀଛାତ୍ରଙ୍କୁ ବୁଧବାର ବିଦାୟକାଳୀନ ସମ୍ବର୍ଦ୍ଧନା ଦିଆଯିବା…

ଖାର୍ଗେଙ୍କୁ ପ୍ରଶଂସା କଲେ ମୋଦି: ସଂସଦରେ ଖେଲିଗଲା…

ନୂଆଦିଲ୍ଲୀ,୧୮।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ରାଜ୍ୟ ସଭାରେ ବିଦାୟୀ ସଂସଦ ସଦସ୍ୟମାନଙ୍କୁ ସମ୍ବୋଧିତ କରିଥିଲେ। ତାଙ୍କ ଭାଷଣରେ ସେ କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖାର୍ଗେ, ପୂର୍ବତନ…

ପୁଣି SCB ମେଡିକାଲରେ ଅଘଟଣ: ଜଳିଲା ଇଲେକ୍ଟ୍ରି ବୋର୍ଡ

କଟକ,୧୮।୩: ପୁଣି SCB ମେଡିକାଲରେ ଅଘଟଣ। ଶର୍ଟସର୍କିଟରୁ ନନ ଟ୍ରମା କେୟାରରେ ଏକ ଇଲେକ୍ଟ୍ରି ବୋର୍ଡ ଜଳିଯାଇଛି। କିଛି ଅଘଟଣ ପୂର୍ବରୁ ଅଗ୍ନିଶମ କର୍ମଚାରୀ ଆୟତ୍ତ କରିଛନ୍ତି।…

ପ୍ରଥମ ପର୍ଯ୍ୟାୟ ଜନଗଣନା ପାଇଁ ପ୍ରଶିକ୍ଷଣ ଆରମ୍ଭ: ନୀତି ନିୟମ ଉପରେ ଗୁରୁତ୍ୱ ଦେଇ…

କର୍ଲାମୁଣ୍ଡା,୧୮ା୩(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦରସ୍ଥିତ ରତନ ଭୋଇ ପଞ୍ଚାୟତ ସମିତି ଉଚ୍ଚ ବିଦ୍ୟାଳୟଠାରେ କର୍ଲାମୁଣ୍ଡା ତହସିଲ ପକ୍ଷରୁ ପ୍ରଥମ ପର୍ଯ୍ୟାୟ ଜନଗଣନା…

ବେଆଇନ ଇଟାଭାଟି ଉଚ୍ଛେଦ କଲା ପ୍ରଶାସନ

ପରଜଙ୍ଗ,୧୮ା୩(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ ଡମୋଳ ଗ୍ରାମ ଝରାସାଇ ନିକଟରେ ହୋଇଥିବା ଏକ ବେଆଇନ ଇଟାଭାଟି ସହିତ ଗଢ଼ା ହୋଇଥିବା କିଛି ଇଟାକୁ ପ୍ରଶାସନ…

ନଳକୂପରୁ ବାହାରୁଛି ଗୋଳିଆ ପାଣି, କୂଅରୁ ପାଣି ଆଣିବା ପାଇଁ ଦୂରକୁ ଯିବାକୁ ପଡୁଛି

ଦାରିଙ୍ଗବାଡ଼ି,୧୮ା୩(ଅରୁଣ ସାହୁ): ଏବେ ଶୀତ ଯାଇ ଗ୍ରୀଷ୍ମ ଆସିଲା ଚାରିଆଡ଼େ ପିଇବା ପାଣି ଟିକେ ପାଇଁ ସଂଘର୍ଷ କରିବାକୁ ପଡୁଛି। ଯେଉଁଠି ପାଇପ୍‌ ଯୋଗେ ଜଳ ଯୋଗାଣ…

ଶେଷରେ ପୁଟିନଙ୍କ ସହ ଡିଲ୍‌ କରିବେ ଟ୍ରମ୍ପ! ଆଗକୁ ଯୁଦ୍ଧରେ ନୂଆ ମୋଡ…

ନୂଆଦିଲ୍ଲୀ,୧୮।୩: ମଧ୍ୟପ୍ରାଚ୍ୟରେ ହର୍ମୁଜକୁ ନେଇ ବୃଦ୍ଧି ପାଉଥିବା ଉତ୍ତେଜନା କେବଳ ତୈଳ ବଜାରକୁ ନୁହେଁ ବରଂ ବିଶ୍ୱ ରାଜନୀତିକୁ ମଧ୍ୟ ଦୋହଲାଇ ଦେଇଛି। ଏହି ସମୟରେ, ନାଟୋ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri